Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅହମଦାବାଦ ରଥଯାତ୍ରା ପାଇଁ ୩୧ ହଜାରରୁ ଅଧିକ ପୋଲିସ ମୁତୟନ
ତାଜ ହୋଟେଲକୁ ବୋମା ଧମକ, ତଲାସି ପରେ ଗୁଜବ ବୋଲି ସ୍ପଷ୍ଟ
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ଆଖି ବୁଜିଲେ ବ୍ରହ୍ମପୁର ପୀଡ଼ିତା, ବାପାଙ୍କ ବିରୋଧରେ ଆଣିଥିଲେ ଯୌନ ନିର୍ଯାତନା ଅଭିଯୋଗ
କଣ୍ଡକ୍ଟରଙ୍କୁ ଆକ୍ରମଣ ଘଟଣା: ଆଜିଠାରୁ ଉଦଳାରୁ ସମସ୍ତ ରୁଟ୍କୁ ବସ ବନ୍ଦ
Browsing Category
ଆଇନ
ଆଇନ ପଢିବାକୁ ଆଗ୍ରହୀ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର
ଭୁବନେଶ୍ବର: ଓଡ଼ିଶା ପାଇଁ ଖୁସି ଖବର। ଶେଷରେ କଟକସ୍ଥିତ ଜାତୀୟ ଆଇନ ବିଶ୍ବବିଦ୍ଯାଳୟରେ ଓଡ଼ିଆ ପିଲାମାନଙ୍କ ପାଇଁ ୨୫% ଆସନ ସଂରକ୍ଷଣ ରହିବ। ଆଜି ଏକ ସ୍ବତନ୍ତ୍ର ବୈଠକରେ ବିଶ୍ବବିଦ୍ଯାଳୟ କର୍ତ୍ତୃପକ୍ଷ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା ଆଇନ ବିଶ୍ବବିଦ୍ୟାଳୟରେ ପଢିବା ପାଇଁ!-->…
Read More...
Read More...
ଓହରିଗଲେ ପ୍ରଧାନ ବିଚାରପତି
ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ନିର୍ଭୟା ବେଞ୍ଚରୁ ଆଜି ପ୍ରଧାନ ବିଚାରପତି ଏସ୍ ଏ ବୋବଡେ ଓହରିଯାଇଛନ୍ତି। ଏହି ମାମଲାର ଦୋଷୀ ଅକ୍ଷୟ ସିଂଙ୍କ ରିଭ୍ୟୁ ପିଟିସନ ଶୁଣାଣି ପୂର୍ବରୁ ପ୍ରଧାନ ବିଚାରପତିଙ୍କ ଏଭଳି ନିଷ୍ପତ୍ତି ସମସ୍ତଙ୍କୁ ଚକିତ କରିଛି। ଏହି ମାମଲାରେ ପୀଡିତାଙ୍କ ପକ୍ଷରୁ ଏକଦା!-->…
Read More...
Read More...
ସରକାରୀ କର୍ମଚାରୀଙ୍କୁ ଇସ୍ତଫା ମହଙ୍ଗା
ନୂଆଦିଲ୍ଲୀ: କିଛି ବର୍ଷ କାମ କରିବା ପରେ ସରକାରୀ କର୍ମଚାରୀଙ୍କ ଚାକିରି ଉପରୁ ମୋହ ତୁଟିଯାଉଥିଲା। କିଏ ବଡ଼ ଚାକିରି ପାଇଁ , ଆଉ କିଏ ରାଜନୀତି ମଇଦାନରେ ପାଦ ଥାପିବା ଲାଗି ଇସ୍ତଫା ଦେଉଥିଲେ।
ସରକାର କର୍ମଚାରୀଙ୍କୁ ଏ କ୍ଷେତ୍ରରେ ବଡ଼ ଝଟକା ଲାଗିଛି। ସର୍ବୋଚ୍ଚ ଅଦାଲଚ ଏକ ରାୟରେ!-->!-->!-->…
Read More...
Read More...
ନିର୍ଭୟା ଅଭିଯୁକ୍ତଙ୍କୁ ଫାଶୀ ଏବେ ନୁହେଁ, କାହିଁକି ଜାଣନ୍ତୁ
ନୂୁଆଦିଲ୍ଲୀ: ନିର୍ଭୟା ମାମଲାରେ ଅଭିଯୁକ୍ତଙ୍କୁ ଫାଶୀ ଏବେ ନିକଟରେ ଦିଆଯିବାର ସମ୍ଭାବନା କ୍ଷୀଣ। ନିକଟରେ, ଏପରିକି ଯେ କୌଣସି ମୁହୂର୍ତରେ ଅଭିଯୁକ୍ତଙ୍କୁ ଫାଶୀ ଦିଆଯିବ ବୋଲି ଯେଉଁ ରିପୋର୍ଟ ପ୍ରକାଶ ପାଉଛି, ସେଥିରେ ସତ୍ୟତା କମ୍ ରହିଥିବା ଜଣାପଡୁଛି। କାରଣ ଆମ ବ୍ୟବସ୍ଥାରେ ଏମିତି!-->…
Read More...
Read More...
ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ବତନ୍ତ୍ର ଆଇନ
ଭୁବନେଶ୍ବର: ମହାପ୍ରଭୁ ଶ୍ରୀ ଜଗନ୍ନାଥ ମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ପାଇଁ ମଧ୍ୟ ଆସିବ ସ୍ଵତନ୍ତ୍ର ଆଇନ କରାଯିବ। ଆଜି ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଗଣମାଧ୍ୟମକୁ ଏମିତି ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ ଏଭଳି ସୂଚନା ପରେ ଶ୍ରୀଲିଙ୍ଗରାଜ ମନ୍ଦିର ପ୍ରତି ବିଳମ୍ବରେ!-->…
Read More...
Read More...
ପୁଣି ବିଜୟଙ୍କୁ ଭରସା କଲେ ସରକାର
ନୂଆଦିଲ୍ଲୀ: ପୂର୍ବତନ ଆଇପିଏସ୍ ଅଫିସର କେ ବିଜୟ କୁମାରଙ୍କ ଉପରେ କେନ୍ଦ୍ର ସରକାର ପୁଣି ଥରେ ଭରସା କରିଛନ୍ତି। ତାଙ୍କୁ ସ୍ବରାଷ୍ଟ୍ର ମନ୍ତ୍ରାଳୟର ବରିଷ୍ଠ ସୁରକ୍ଷା ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି। ସେ କଶ୍ମୀର ସମସ୍ୟା ସହିତ ମାଓ ଉପଦ୍ରୁତ ରାଜ୍ୟ ପାଇଁ ପରାମର୍ଶଦାତା ଭାବେ!-->…
Read More...
Read More...
ମହିଳା କମିସନ ଆଇନ ଦୁର୍ବଳ ନୁହେଁ, ତଥାପି…
ଆଉ କେତେ ଦୁଷ୍କର୍ମ ଘଟଣା ଘଟିଲେ, ସମସ୍ତେ ଚେତିବେ?
ଭୁବନେଶ୍ବର: ବହୁଚର୍ଚ୍ଚିତ ସ୍ମିତାରାଣୀ ମାମଲାରେ ମହିଳା କମିସନ ଅଧ୍ୟକ୍ଷା ମୀନତି ବେହେରାଙ୍କ ବିରୋଧରେ ବିଜେପି ଅଭିଯୋଗ ଆଣିଥିଲା। ଦଳର ନେତାମାନେ ବିଧାନସଭା ବାହାରେ କହିଥିଲେ, ବିରୋଧୀ ଦଳ ନେତା ନିଜେ ବିଧାନସଭା ଭିତରେ ଏହି!-->!-->!-->…
Read More...
Read More...
ଆଯୋଧ୍ୟା ସହ ଯୋଡି ହେଲା କିଛି ରେକର୍ଡ଼
ନୂଆଦିଲ୍ଲୀ: ଆଯୋଧ୍ୟା ମାମଲା ସହ କିଛି ରେକର୍ଡ ମଧ୍ୟ ଯୋଡି ହୋଇଯାଇଛି। ସୁପ୍ରିମକୋର୍ଟଙ୍କ ୬୯ ବର୍ଷ ଇତିହାସରେ ସମ୍ଭବତଃ ଏହା ପ୍ରଥମ ମାମଲା ଯାହା ଶନିବାର ପ୍ରକାଶ ପାଇଛି। କୋର୍ଟ ସାଧାରଣତଃ ସୋମବାର ରୁ ଶୁକ୍ରବାର ପର୍ଯ୍ୟନ୍ତ ଚାଲିଥାଏ। ଅତି ଜରୁରୀ ସ୍ଥିତିରେ ଶନିବାର, ରବିବାର ବା ରାତି!-->…
Read More...
Read More...
ଆଯୋଧ୍ୟା ରାୟରେ କୋଉଠି ରହିଗଲା ରହସ୍ୟ, ଜାଣନ୍ତୁ
ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଆଯୋଧ୍ୟା ମାମଲାକୁ ନେଇ ସମଗ୍ର ଦେଶରେ ଚର୍ଚ୍ଚା ଆଲୋଚନା ଜୋର ଧରିଛି। ହେଲେ ୧୦୪୫ ପୃଷ୍ଠାର ବିଶାଳ ରାୟ କିଏ ଲେଖିଲେ ତା ଉପରୁ ସୁପ୍ରିମକୋର୍ଟ ପରଦା ହଟାଇନାହାନ୍ତି। ସାଧାରଣତଃ ଖଣ୍ତପୀଠ ତରଫରୁ ଯେଉଁ ବିଚାରପତି ରାୟ ଉଲ୍ଲେଖ କରିଥାନ୍ତି, ତାହା ଦର୍ଶାଯାଇଥାଏ।!-->…
Read More...
Read More...
ବଡ଼ ବିବାଦର ବଡ଼ ରାୟ
ଅଯୋଧ୍ୟା ବିବାଦର ସମାଧାନ ରାସ୍ତା କାଢିଲେ କୋର୍ଟବିଚାରପତି ଗୋଗଇ ଓ ଚାରି ବିଚାରପତି ସହମତ୧୦୪୫ ପୃଷ୍ଠାର ରାୟ ଶୁଣାଇଲେ ସର୍ବୋଚ୍ଚ ଅଦାଲତରାମଲୀଲାଙ୍କୁ ମିଳିବ ବିବାଦୀୟ ୨.୭୭ ଏକର ଜମି୩ ମାସ ମଧ୍ୟରେ କେନ୍ଦ୍ର ସରକାର ଟ୍ରଷ୍ଟ ଗଠନ କରିବେସୁନି ଵାକଫ୍ ବୋର୍ଡକୁ ଅନ୍ୟତ୍ର ୫ ଏକର ଜମି!-->…
Read More...
Read More...