ପ୍ରମୁଖ ଖବର

ଅହମଦାବାଦ ରଥଯାତ୍ରା ପାଇଁ ୩୧ ହଜାରରୁ ଅଧିକ ପୋଲିସ ମୁତୟନ
ତାଜ ହୋଟେଲକୁ ବୋମା ଧମକ, ତଲାସି ପରେ ଗୁଜବ ବୋଲି ସ୍ପଷ୍ଟ
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ଆଖି ବୁଜିଲେ ବ୍ରହ୍ମପୁର ପୀଡ଼ିତା, ବାପାଙ୍କ ବିରୋଧରେ ଆଣିଥିଲେ ଯୌନ ନିର୍ଯାତନା ଅଭିଯୋଗ
କଣ୍ଡକ୍ଟରଙ୍କୁ ଆକ୍ରମଣ ଘଟଣା: ଆଜିଠାରୁ ଉଦଳାରୁ ସମସ୍ତ ରୁଟ୍‌କୁ ବସ ବନ୍ଦ
Browsing Category

ଆଇନ

ଏବେ ଆଇଏଏସ୍‍ଙ୍କ ପାଇଁ ବିପଦ ବଢିଲା

ଭୁବନେଶ୍ୱର: ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ବା ଜିରୋ ଟଲରାନ୍‍ସ ନୀତି ଆପଣାଇଥିବା ରାଜ୍ୟ ସରକାର ଏବେ କାର୍ଯ୍ୟାନୁଷ୍ଠାନ ପାଇଁ ନୂଆ ମୁଣ୍ଡ ଖୋଜିବା ଆରମ୍ଭ କରିଛନ୍ତି । ପ୍ରଥମ ଦଫାରେ ୪ଜଣଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଖାସ୍ତ
Read More...

ମଦୁଆ ଡ୍ରାଇଭର ସାବଧାନ୍‍!

ଶୁକ୍ରବାର ସନ୍ଧ୍ୟାରୁ ଡିଜିଙ୍କ ନିର୍ଦେଶରେ ଧରପଗଡସରକାରଙ୍କ ଉପରେ ଚାପ ବଢିଲାପୁଲିସର ଆଚରଣ କମିସନରଙ୍କ ପାଇଁ ବିପଦ ଭୁବନେଶ୍ୱର: ପୁଲିସ ମହାନିର୍ଦେଶକ ବିଜୟ ଶର୍ମା ଆଜି ଗଣମାଧ୍ୟମକୁ କହିଛନ୍ତି, ମଦ ପିଇ ଗାଡି ଚଳାଇଲେ ଏଣିକି ଡ୍ରାଇଭର ବନ୍ଧା ହେବେ । ରାଜ୍ୟର ସମସ୍ତ ୧୪ଟି ଯାକ
Read More...

ଉଚ୍ଛେଦ ହେଲା ଓଡିଶା ପ୍ରଶାସନିକ ଟ୍ରିବ୍ୟୁନାଲ

ଭୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ଟ୍ରିବ୍ୟୁନାଲ(ସ୍ୟାଟ୍ )କୁ କେନ୍ଦ୍ର ସରକାର ଉଚ୍ଛେଦ କରିଛନ୍ତି। ଏନେଇ ଆଜି କେନ୍ଦ୍ର କାର୍ମିକ,ସାଧାରଣ ଅଭିଯୋଗ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ହାଇକୋର୍ଟଙ୍କ ସମ୍ମତି ଓ ଓଡ଼ିଶା ସରକାରଙ୍କ ଅନୁରୋଧ ଆଧାରରେ ଓଡ଼ିଶା
Read More...

କୁନ୍ଦୁଲି ରିପୋର୍ଟ ବଢାଇଲା ସରକାରଙ୍କ ଅଡୁଆ, କାହିଁକି ଜାଣନ୍ତୁ

ଭୁବନେଶ୍ୱର: ବହୁଚର୍ଚିତ କୁନ୍ଦୁଲି ଗଣଦୁଷ୍କର୍ମ ଘଟଣା ରାଜ୍ୟ ସରକାରଙ୍କୁ ଅକଳରେ ପକାଇ ଦେଇଛି । କମିସନଙ୍କ ରିପୋର୍ଟ ସରକାର ଏ କଳଙ୍କରୁ ଶତ ପ୍ରତିଶତ ମୁକ୍ତ କରିପାରିନି । ଯଦିଓ ଗଣଦୁଷ୍କର୍ମ ମିଥ୍ୟା ବୋଲି ଏଥିରେ କୁହାଯାଇଛି, କିନ୍ତୁ କେଉଁ ପରିସ୍ଥିତିରେ ଜଣେ ନାବାଳିକା ନିଜ ମୁଣ୍ଡକୁ
Read More...

ଏବେ କେମିତି ଜୀବନ ବିତାଇବେ ସାରଥୀ ବାବା

ଭୁବନେଶ୍ୱର: ଜେଲରୁ ମୁକୁଳିବା ପରେ ସାରଥୀ ବାବା ଧର୍ମସଭା କରିପାରିବେ ନାହିଁ । ପ୍ରବଚନ କରିପାରିବେ ନାହିଁ । ଭକ୍ତଙ୍କୁ ଭେଟିପାରିବେ ନାହିଁ । ବାରିମୁଳ ଆଶ୍ରମକୁ ଯାଇପାରିବେ ନାହିଁ । ଏମିତି ସର୍ତ ସହ ବାବା ସାରଥୀଙ୍କୁ ହାଇକୋର୍ଟ ଗତକାଲି ଜାମିନ ଦେଇଛନ୍ତି । ଏଣୁ ବାବା
Read More...

ଏକସଙ୍ଗରେ ୧୧୦ଟି ସ୍ଥାନରେ ସିବିଆଇ ଚଢଉ

ଦୁର୍ନୀତି ବିରୋଧରେ କେନ୍ଦ୍ରର ବଡ଼ ପଦକ୍ଷେପ୧୯ଟି ରାଜ୍ୟରେ ଚଢଉ କରୁଛନ୍ତି କର୍ତୃପକ୍ଷଦୁର୍ନୀତି, ଅସ୍ତ୍ରଶସ୍ତ୍ର ଚୋରାଚାଲାଣ କ୍ଷେତ୍ରରେ ୩୦ମାମଲା ନୂଆଦିଲ୍ଲୀ: ବ୍ୟାଙ୍କିଙ୍ଗ୍‍ କ୍ଷେତ୍ରରେ ହୋଇଥିବା ଦୁର୍ନୀତି ସଂକ୍ରାନ୍ତରେ ଗତ ସପ୍ତାହରେ ଦେଶର ସର୍ବୋଚ୍ଚ ତଦନ୍ତକାରୀ ସଂସ୍ଥା
Read More...

ମାର୍ଚ୍ଚ ୩୧ ସୁଦ୍ଧା ଲୋକାୟୁକ୍ତ ଚୟନ, ୮ରୁ କାର୍ଯ୍ୟ

ସୁପ୍ରିମକୋର୍ଟରେ ହାଜର ହୋଇ ସତ୍ୟପାଠ ଦାଖଲ କଲେ ମୁଖ୍ୟସଚିବ ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଲୋକାୟୁକ୍ତ ଚୟନ କରାଯିବ । ଏପ୍ରିଲ ୮ ତାରିଖରୁ ଲୋକାୟୁକ୍ତ ଓଡ଼ିଶାରେ କାର୍ଯ୍ୟ କରିବେ । ଲୋକାୟୁକ୍ତ ନିଯୁକ୍ତି ନେଇ ଆଜି ମୁଖ୍ୟଶାସନ ସଚିବ ସର୍ବୋଚ୍ଚ ନ୍ୟାୟାଳୟରେ ଏମିତି
Read More...

ସୁପ୍ରିମ କୋର୍ଟଙ୍କ ନିର୍ଦେଶ ସହ ଖେଳ!

ଏମିତି କହି ସିବିଆଇକୁ ନିର୍ଧୁମ ବର୍ଷିଲେ କୋର୍ଟଅଡୁଆରେ ନାଗେଶ୍ବର, ଅଦାଲତ ଅବମାନନା ନୋଟିସ ନୂଆଦିଲ୍ଲୀ : ସିବିଆଇକୁ ବିବାଦ ପିଛା ଛାଡୁନାହିଁ। ଆଲୋକ ବର୍ମା ଓ ରାଜେଶ ଆସ୍ତାନାଙ୍କୁ ନେଇ ଚର୍ଚ୍ଚା ଥମିନି। ଓଡ଼ିଶା କ୍ୟାଡର ଆଇପିଏସ୍ ତଥା ସିବିଆଇ ଯୁଗ୍ମ ନିର୍ଦେଶକ ନାଗେଶ୍ବର
Read More...

ରବର୍ଟଙ୍କୁ ଇଡିର ପଚରାଉଚରା

ନୂଆଦିଲ୍ଲୀ: ସୋନିଆ ଗାନ୍ଧୀଙ୍କ ଜ୍ବାଇଁ ରବର୍ଟ ଭଦ୍ରା ପ୍ରବର୍ତନ ନିର୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ବିଦେଶରେ ସମ୍ପତ୍ତି କିଣିଥିବା ଅଭିଯୋଗରେ ତାଙ୍କୁ ଇଡି ପଚରାଉଚରା କରୁଥିବା ସୂଚନା ମିଳିଛି । ରବର୍ଟଙ୍କୁ ନିଜେ ପ୍ରିୟଙ୍କା ପ୍ରିୟଙ୍କା ଗାନ୍ଧୀ ଭଦ୍ରା
Read More...

ସବୁଠି ଚର୍ଚ୍ଚାରେ ସିବିଆଇ

ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ବିଜେଡି ନେତାଙ୍କୁ ନୋଟିସ କରି ଓଡ଼ିଶାରେ ସିବିଆଇ ଚର୍ଚ୍ଚାରେ ରହିଛି । ପଶ୍ଚିମବଙ୍ଗ ଠାରୁ ଆରମ୍ଭ କରି ଦିଲ୍ଲୀ ପର୍ଯ୍ୟନ୍ତ ସିବିଆଇର କାର୍ଯ୍ୟକୁ ନେଇ ବିତର୍କ ମୁଣ୍ଡ ଟେକିଛି । ଏମିତି ଏକ ସମୟରେ ସିବିଆଇର ଅନ୍ତରୀଣ ମୁଖ୍ୟ ତଥା ଓଡ଼ିଶା କ୍ୟାଡର ଆଇପିଏସ୍‍
Read More...