Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଦେଶ ଫେରିଲେ ପ୍ରଧାନମନ୍ତ୍ରୀ
୪୧ଟି ପୋଲିସ ଷ୍ଟେସନରେ ସିସିଟିଭି କ୍ୟାମେରା ପୁନଃସ୍ଥାପନ କରିବାକୁ ନିର୍ଦ୍ଦେଶ
ପୀତବାସ ପଣ୍ଡା ହତ୍ୟା ମାମଲା: ‘ମୋତେ ଫସାଇ ଦିଆଯାଇଛି’,ବିକ୍ରମ ପଣ୍ଡା
୧୦ ଫୁଟ୍ ତଳକୁ ଖସିଲା ଭ୍ୟାନ୍, ୧୭ ଆହତ
ବଢ଼ିବ ଭାରତୀୟ ବାୟୁସେନାର ଶକ୍ତି: ୧୧୪ଟି ରାଫେଲ କିଣିବାକୁ ପ୍ରସ୍ତୁତ ଭାରତ
Browsing Category
ଆଇନ
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ : ସର୍ବସାଧାରଣ ସ୍ଥାନରେ କୁକୁରଙ୍କୁ ଖାଇବାକୁ ଦେବା ନିଷେଧ
ନୂଆଦିଲ୍ଲୀ: ବୁଲା କୁକୁର ମାମଲାରେ ଶୁକ୍ରବାର ଆସିଲା ସୁପ୍ରିମଙ୍କ ବଡ ରାୟ। ଏଣିକି ସର୍ବସାଧାରଣ ସ୍ଥାନରେ ବୁଲା କୁକୁରଙ୍କୁ ଖାଦ୍ୟ ଦେବା ଉପରେ ଲଗାଯିବ ରୋକ୍। କେବଳ କିଛି ନିର୍ଦ୍ଦିଷ୍ଟ ସ୍ଥାନରେ କୁକୁରମାନଙ୍କୁ ଖାଇବାକୁ ଦିଆଯିବ। ହିଂସାତ୍ମକ କୁକୁରଙ୍କୁ ନିର୍ଦ୍ଦିଷ୍ଟ ସେଲଟର୍ରେ!-->…
Read More...
Read More...
ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ: ଆଇନ ମନ୍ତ୍ରୀ
ପୁରୀ: ପୁରୀ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଧାଡ଼ି ଦର୍ଶନ ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ ହେବ। କାର୍ତ୍ତିକରେ ଲକ୍ଷାଧିକ ଭକ୍ତ ପୁରୀ ଆସିବେ ବୋଲି ଧାଡ଼ି ଦର୍ଶନ ବ୍ୟବସ୍ଥା ହେବା ନେଇ ଦାବି ହୋଇଆସୁଥିଲା। ପାଖାପାଖି ଏକ ବର୍ଷ ହେବ ଧାଡ଼ି ଦର୍ଶନ ନେଇ ଯୋଜନା ହେଉଥିବେବେଳେ, ଏନେଇ ଆଜି ସୂଚନା ଦେଲେ!-->…
Read More...
Read More...
ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା ଗିରଫ
ଅନୁଗୁଳ: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜିଲ୍ଲା ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କୁ ଭିଜିଲାନ୍ସ ଗିରଫ କରିଛି। ଆଜି ତାଙ୍କୁ ସୁନ୍ଦରଗଡ଼ର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ କୋର୍ଟକୁ ପଠାଯିବ। ଗତକାଲି ଭୁବନେଶ୍ୱର, ରାଉରକେଲା, ସୁନ୍ଦରଗଡ଼,!-->…
Read More...
Read More...
ପ୍ରତାପ ଜେନାଙ୍କ ପୁଅଙ୍କ ନାଁରେ ଠକେଇ ଅଭିଯୋଗ ମାମଲା
କେନ୍ଦ୍ରାପଡ଼ା: ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଡୁଆ ବଢିଲା। ପୁଅ ଅଙ୍କିତ ପ୍ରତାପ ଜେନାଙ୍କ ନାଁରେ ଏକ ବଡ଼ ଧରଣର ଠକେଇ ଅଭିିଯୋଗ ସାମ୍ନାକୁ ଆସିଛି। କେନ୍ଦ୍ରାପଡ଼ା ଟାଉନ ଥାନାରେ ଅଙ୍କିତଙ୍କ ବିରୋଧରେ ୪୮ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଏକ ମାମଲା ରୁଜୁ ହୋଇଛି।
!-->!-->…
Read More...
Read More...
ସୁଶୀଲ କୁମାରଙ୍କ ଜାମିନ ରଦ୍ଦ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଅଲମ୍ପିକ୍ସ ପଦକ ବିଜେତା ସୁଶୀଲ କୁମାରଙ୍କ ବିରୁଦ୍ଧରେ ମଲ୍ଲଯୋଦ୍ଧା ସାଗର ଧନକରଙ୍କୁ ହତ୍ୟା କରିବା ଅଭିଯୋଗରେ ମାମଲା ରୁଜୁ କରାଯାଇଥିଲା। ଯାହାକୁ ନେଇ ଦିଲ୍ଲୀ ହାଇକୋର୍ଟ ତାଙ୍କୁ ଜାମିନ ମଧ୍ୟ ପ୍ରଦାନ କରିଥିଲେ। କିନ୍ତୁ ବର୍ତ୍ତମାନ୍ ସୁପ୍ରିମକୋର୍ଟ ସୁଶୀଲ କୁମାରଙ୍କ!-->…
Read More...
Read More...
ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ମିଳିଲା ଆଶ୍ୱସ୍ତି
ଝାଡ଼ଖଣ୍ଡ: କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ମାନହାନି ମାମଲାରେ ମିଳିଛି ଜାମିନ। ଝାଡ଼ଖଣ୍ଡର ଚାଇବାସା ଏମ୍ପି-ଏମ୍ଏଲଏ କୋର୍ଟ ତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ରାହୁଲ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଏକ ବିବାଦୀୟ ମନ୍ତବ୍ୟ ଦେଇଥିଲେ, ଯାହା ପରେ ଭାଜପା!-->…
Read More...
Read More...
ଇଡିରେ ହାଜର ହେଲେ ଅନିଲ ଅମ୍ବାନୀ
ମୁମ୍ବାଇ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହେଲେ ରିଲାଏନ୍ସ ଗ୍ରୁପ ଅଧ୍ୟକ୍ଷ ଅନିଲ ଅମ୍ବାନୀ । ପ୍ରାୟ ୯ ଘଣ୍ଟା ଧରି ପଚରାଉଚରା ପରେ ତାଙ୍କର ବୟାନ ରେକର୍ଡ ହୋଇଛି । ଯେଉଁଥିରେ ସେ କୌଣସି ଭୁଲ କାର୍ଯ୍ୟରେ ସମ୍ପୃକ୍ତିକୁ ସ୍ପଷ୍ଟ ଭାବରେ ଅସ୍ୱୀକାର କରିଥିଲେ । ଇଡି ସୂଚିତ କରିଛି!-->…
Read More...
Read More...
ଭିଜିଲାନ୍ସ ଜାଲରେ ପ୍ରିନ୍ସିପାଲ୍ ସାଇଣ୍ଟିଫିକ୍ ଅଫିସର
ସମ୍ବଲପୁର: ଭିଜିଲାନ୍ସ ଜାଲରେ ଷ୍ଟେଟ୍ ଡ୍ରଗ୍ସ ଟେଷ୍ଟିଂ ଲାବ୍ରୋଟୋରୀର ପ୍ରିନ୍ସିପାଲ ସାଇଣ୍ଟିଫିକ୍ ଅଫିସର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଡ୍ରଗ୍ସ କଣ୍ଟ୍ରୋଲରଙ୍କ କାର୍ଯ୍ୟାଳୟର ପ୍ରିନ୍ସିପାଲ ସାଇଣ୍ଟଫିକ୍ ଅଫିସର ଦେବାଶିଷ ପଣ୍ଡା ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି।!-->…
Read More...
Read More...
୧୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ
କୋରାପୁଟ: କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକର ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟରେ ଜୁନିଅର କ୍ଲର୍କ ଭାବରେ କାର୍ଯ୍ୟରତ ସମ୍ବିତ ତ୍ରିପାଠିଙ୍କୁ ମଙ୍ଗଳବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି।
ସୂଚନା ଅନୁଯାୟୀ, ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ!-->!-->!-->…
Read More...
Read More...
ରାଜ୍ୟରେ ଖୋଲିବ ୮ଟି ନୂଆ ଏଡିଜେ କୋର୍ଟ
ନ୍ୟୁଜବ୍ୟୁରୋ: ଓଡ଼ିଶା ସରକାରଙ୍କ ଆଇନ ବିଭାଗ ରାଜ୍ୟରେ ନ୍ୟାୟ ସେବାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ୮ଟି ନୂଆ ଅତିରିକ୍ତ ଜିଲା ଓ ଦୌରା ଜଜ୍ (ଏଡିଜେ) କୋର୍ଟ ଏବଂ ୩ଟି ଭିଜିଲାନ୍ସ କୋର୍ଟ ପ୍ରତିଷ୍ଠା ପାଇଁ ବିଜ୍ଞପ୍ତି ଜାରି କରିଛି। ଏହି ପଦକ୍ଷେପ ନ୍ୟାୟ ବିତରଣ ପ୍ରକ୍ରିୟାକୁ!-->…
Read More...
Read More...