ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି
Browsing Category

ଆଇନ

ବିଲ୍ ମଞ୍ଜୁରୀ ନେଇ ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କ ଲାଗି ରହିବ ନାହିଁ ସମୟ ସୀମା : ସୁପ୍ରିମକୋର୍ଟ

ନୂଆ ଦିଲ୍ଲୀ: ବିଲ ମଞ୍ଜୁରୀ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ। ବିଧାୟକଙ୍କ ଦ୍ୱାରା ପାରିତ ବିଲ୍‌କୁ ଅନୁମୋଦନ ଦେବା ପାଇଁ ରାଜ୍ୟପାଳଙ୍କ ଆଗରେ କୌଣସ ସୀମା ଧାର୍ଯ୍ୟ କରାଯାଇ ପାରିବ ନାହିଁ। ସମାନ ନିୟମ ରାଷ୍ଟ୍ରପତିଙ୍କ କ୍ଷେତ୍ରରେ ମଧ୍ୟ ଲାଗୁ ହେବ। ଅର୍ଥାତ ବିଲ୍‌କୁ
Read More...

ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶ: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ମିଳିଛି ମୃତ୍ୟୁଦଣ୍ଡ। ମାନବତା ବିରୋଧୀ ଅପରାଧ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ସ୍ୱତନ୍ତ୍ର ଟ୍ରିବ୍ୟୁନାଲର ରାୟ ଆସିଛି। ନରସଂହାର ମାମଲାରେ ହାସିନାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି
Read More...

ସୁରେଶ ରାଇନା ଏବଂ ଶିଖର ଧାୱନଙ୍କ ୧୧ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି

ଅନଲାଇନ ଗେମିଂ ଆପରେ ଅର୍ଥ ହେରଫେର ମାମଲାରେ ଦୁଇ ପୂର୍ବତନ କ୍ରିକେଟର୍ ଶିଖର ଧାୱନ ଏବଂ ସୁରେଶ ରୈନାଙ୍କ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଇଡି ଧାୱନ ଏବଂ ରୈନାଙ୍କ ସମ୍ପତ୍ତିକୁ ଗୁରୁବାର ଜବତ କରିଛି। ଦୁଇ ଜଣଙ୍କର ମୋଟ ୧୧ କୋଟି ୧୪ ଲକ୍ଷ
Read More...

ଏସଆଇ ପରୀକ୍ଷା ସ୍କାମ, ସିଲିକନ୍ ଟେକଲ୍ୟାବ ମାଲିକ ଗିରଫ

ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା ମାମଲାରେ ଆଉ ଜଣେ ମୁଖ୍ୟ କାର୍ପଟଦାରଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଟିମ୍। ସିଲିକନ୍ ଟେକ୍ ପ୍ରାଇଭେଟ୍ ଲିମିଟେଡର ମାଲିକ ସୁରେଶ ନାୟକଙ୍କୁ ଆଜି କଟକ କ୍ରାଇମବ୍ରାଞ୍ଚ ଗିରଫ କରିଛି। କଟକ କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟରେ ମୁଖ୍ୟ ଅଭିଯୁକ୍ତ
Read More...

ନିର୍ବାଚନୀ ଆଚରଣ ବିଧି ଉଲ୍ଲଂଘନ; ଓଆଇଏସ ଅଧିକାରୀ ତନୁଜା ମହାନ୍ତି ନିଲମ୍ୱିତ

ଭୁବନେଶ୍ୱର: ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଲାଗୁ ହୋଇଥିବା ଆଦର୍ଶ ଆଚରଣ ସଂହିତା ଉଲ୍ଲଂଘନ ଅଭିଯୋଗରେ ନିର୍ବାଚନ କମିଶନ ଓଡ଼ିଶା ସୂଚନା ସେବା (ଓଆଇଏସ) ଅଧିକାରୀ ତନୁଜା ମହାନ୍ତିଙ୍କୁ ନିଲମ୍ବନ କରିଛନ୍ତି। ଏନେଇ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।ନିଲମ୍ବନ ଅବଧି ମଧ୍ୟରେ
Read More...

ଟାଙ୍ଗୀ ଥାନା ଅଧିକାରୀ ନିଲମ୍ବିତ

କଟକ: କଟକ ଟାଙ୍ଗୀ ଥାନା ଅଧିକାରୀ ଶିବ ପ୍ରସାଦ ଭଦ୍ର।ଙ୍କୁ ନିଲମ୍ବନ କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଟାଙ୍ଗୀ ଥାନାରେ ଜଣେ ବ୍ୟକ୍ତିଙ୍କୁ ବେଆଇନ୍ ଭାବେ ଅଟକ ରଖିବା ସହ ନିର୍ଯାତନା ଦିଆଯାଇଥିବା ପରିବାର ପକ୍ଷରୁ ସଙ୍ଗୀନ ଅଭିଯୋଗ ହୋଇଥିଲା। ଏହାପରେ କାର୍ଯ୍ୟାନୁଷ୍ଠାନ
Read More...

ସୋର ସବ୍ ଜେଲରୁ କଏଦୀ ଫେରାର ଘଟଣାରେ ଦୁଇ ଜେଲ ୱାର୍ଡର ନିଲମ୍ବିତ

ବାଲେଶ୍ବର: ସୋର ଜେଲ୍‌ରୁ ମଙ୍ଗଳବାର ସନ୍ଧ୍ୟାରେ ଦୁଇ ଜଣ କଏଦୀ ଫେରାର ପାଇଁ ଉଦ୍ୟମ କରିଥିଲେ। ଦୁଇ ଜଣଙ୍କ ମଧ୍ୟରୁ ପୋଲିସ ଜଣକୁ କାବୁ କରିଥିବା ବେଳେ ଅନ୍ୟ ଜଣେ ଚମ୍ପଟ ମାରିବାରେ ସଫଳ ହୋଇଛି। ଏହି ଘଟଣାରେ ଦୁଇ ଜେଲ ୱାର୍ଡର ନିଲମ୍ବିତ ହୋଇଛନ୍ତି।ଜେଲରୁ କଏଦୀ ଫେରାର ହେବା ବେଳର ଦୃଶ୍ୟ
Read More...

ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସମେତ ୧୨ ଗିରଫ

ବ୍ରହ୍ମପୁର: ବହୁ ଚର୍ଚ୍ଚିତ ବ୍ରହ୍ମପୁର ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ଘଟଣାରୁ ପରଦା ଉଠିଛି। ଦୀର୍ଘ ୧୫ ଦିନ ପରେ ହତ୍ୟାକାଣ୍ଡ ଉପରୁ ପରଦା ଉଠାଇବା ସହ ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ସମେତ ୧୨ ଜଣଙ୍କୁ ଗିରଫ କରିଛି ବ୍ରହ୍ମପୁର ପୋଲିସ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ
Read More...

ପ୍ରଧାନ ବିଚାରପତିଙ୍କ ଉପରକୁ ଜୋତା ମାଡ ଉଦ୍ୟମ କରିଥିବା ଓକିଲଙ୍କ ଲାଇସେନ୍ସ ରଦ୍ଦ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ବି.ଆର ଗଭଇଙ୍କ ଉପରକୁ ଜୋତା ଫିଙ୍ଗିବାକୁ ଉଦ୍ୟମ କରିଥିବା ଆଇନଜୀବୀ ରାକେଶ କିଶୋରଙ୍କୁ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆରୁ ନିଲମ୍ବନ କରାଯାଇଛି।ବିସିଆଇ ତାଙ୍କ ଲାଇସେନ୍ସ ମଧ୍ୟ ରଦ୍ଦ କରିଛି। ଏହି ଅବଧି ମଧ୍ୟରେ ସେ ଓକିଲାତି କରିପାରିବେ ନାହିଁ।
Read More...

ଡିଜେ ଗାଡିରେ ଲାଗିଲା କଟକଣା

ନିୟମ ଉଲ୍ଲଙ୍ଘନ କଲେ ହେବ କାର୍ଯ୍ୟାନୁଷ୍ଠାନନ୍ୟୁଜ୍ ବ୍ୟୁରୋ: ଡିଜେ ଗାଡ଼ିକୁ ନେଇ ଆସିଲା ନୂଆ ନିୟମ। ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ। ମୋଟର ଯାନର ମୂଳ ଢାଞ୍ଚାକୁ ମନଇଚ୍ଛା ବଦଳାଇପାରିବେ ନାହିଁ ମାଲିକ। ବେଆଇନ ପରିବର୍ତ୍ତନ ବିରୋଧରେ ସର୍କୁଲାର ଜାରି
Read More...