ପ୍ରମୁଖ ଖବର

ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ଅନୁମୋଦନ
ପାଣି ଛାଡୁ ଛାଡୁ ମିଳିବ କ୍ଷତିପୂରଣ : ରାଜସ୍ବ ମନ୍ତ୍ରୀ
ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ମିଳିବ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର
ଖୁବ୍‌ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର
ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍‌ : ମନ୍ତ୍ରୀ
ରାଜ୍ୟରେ କେହି ଭୂମିହୀନ ରହିବେ ନାହିଁ: ରାଜସ୍ୱ ମନ୍ତ୍ରୀ
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପୁଲିସ୍ ଏସ୍ଆଇ
ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ରାଜ୍ୟପାଳ
Browsing Category

ଆଇନ

ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ କରି ଫରେଷ୍ଟର ଗିରଫ

ଗୁଣୁପୁର: ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଗିରଫ ହେଲେ ଫରେଷ୍ଟର। ଏଭଳି ଲଜ୍ଜା ଜନକ ଖବର ଆସିଛି ଗୁଣୁପୁରରୁ। ଜଣେ ୧୨ ବର୍ଷୀୟ ନାବାଳିକା ବଳାତ୍କାର ମାମଲାରେ ପଦ୍ମପୁର ଥାନା ପୋଲିସ ଜଣେ କାର୍ଯ୍ୟରତ ଫରେଷ୍ଟରଙ୍କୁ ଗିରଫ କରିଛି। ଗିରଫ ଫରେଷ୍ଟର ଜଣକ ହେଲେ ନରସିଂହ ଶତପଥୀ (୫୯)।
Read More...

ସୁଶାନ୍ତ ସିଂ ରାଜପୁତଙ୍କ ହତ୍ୟାର କ୍ଲୋଜର ରିପୋର୍ଟ ଦାଖଲ କଲା ସିବିଆଇ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ୨ଟି ମାମଲାକୁ ଶନିବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିଛି। ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ୪ ବର୍ଷ ପରେ ସିବିଆଇ ଦାଖଲ କରିଛି କ୍ଲୋଜର ରିପୋର୍ଟ। ମୁମ୍ବାଇ କୋର୍ଟରେ କ୍ଲୋଜର
Read More...

ଯାଜପୁରର କନିଷ୍ଠ ଯନ୍ତ୍ରୀଙ୍କ ଘରେ ମାରାଥନ ରେଡ୍

ଯାଜପୁର: ଯାଜପୁରର କନିଷ୍ଠ ଯନ୍ତ୍ରୀଙ୍କ ଘରେ ଚାଲିଛି ମାରାଥନ ରେଡ୍। ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତାରେ, କୁଆଖିଆ ସ୍ଥିତ ଅଫିସ୍‌ରେ ବି ଚାଲିଛି ଭିଜିଲାନ୍ସ ରେଡ୍। ଗତକାଲି ଚଢାଉ ବେଳେ ୨ ଲକ୍ଷ ୩୦ ହଜାର ଟଙ୍କା ସହ ଧରାପଡ଼ିଥିଲେ ଯାଜପୁର ଆର୍‌ଡି ଡିଭିଜନ୍‌ର ଯନ୍ତ୍ରୀ ଭୀମସେନ ମହାରଣା।
Read More...

ମଦ ବ୍ୟବସାୟୀଙ୍କ ଘରେ ଆଇଟି ରେଡ୍

ଅନୁଗୁଳ: ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ବଡ ଧରଣର ଆୟକର ଚଢ଼ାଉ। ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆୟକର ରେଡ୍‌ ହୋଇଛି। ଅନୁଗୁଳ କରଡ଼ାଗାଡିଆରେ ଥିବା ଦେଶୀ ଭାଟିର ମୁଖ୍ୟ ଗୋଦାମରେ ଚାଲିଛି ରେଡ୍। ଆୟକର ଫାଙ୍କିବା ନେଇ ଚଢ଼ାଉ ଚାଲିଥିବା ସୂଚନା ମିଳିଛି।ଅନୁଗୋଳରେ ତିନି ଜଣିଆ ଟିମ
Read More...

୨୫ ସେଲିବ୍ରିଟିଙ୍କ ନାଁରେ ଏତଲା

ତେଲେଙ୍ଗାନା: ୨୫ ଜଣ ସେଲିବ୍ରିଟିଙ୍କ ନାଁରେ ମାମଲା ରୁଜୁ କଲା ତେଲେଙ୍ଗାନା ପୋଲିସ୍। ସାଇବରାବାଦର ମିୟାପୁର ପୋଲିସ ବେଟିଂ ଆପ୍ଲିକେସନକୁ ପ୍ରୋତ୍ସାହିତ କରିବା ଅଭିଯୋଗରେ ଜଣାଶୁଣା ଅଭିନେତା ରାଣା ଡାଗ୍ଗୁବତୀ, ପ୍ରକାଶ ରାଜ, ବିଜୟ ଦେବରକୋଣ୍ଡା, ମାଞ୍ଚୁ ଲକ୍ଷ୍ମୀ ଏବଂ ନିଧି ଅଗ୍ରୱାଲ
Read More...

କୋର୍ଟରେ ହାଜର ହେଲେ ରାଜା ଚକ୍ର

ବାଲେଶ୍ୱର: କୋର୍ଟରେ ହାଜର ହେଲେ ବିଜେଡି ନେତା ରାଜା ଚକ୍ର। ଆଜି ଇଓଡବ୍ଲୁ ରାଜାଙ୍କୁ ବାଲେଶ୍ଵର କୋର୍ଟରେ ହାଜର କରିଛି। ହାଜର କରିବା ପରେ ଇଓଡବ୍ଲୁ ରିମାଣ୍ଡ ପାଇଁ ଆବେଦନ କରିବ। ଗନ୍ଧମାର୍ଦନ ଲୋଡିଂ ଏଜେନ୍ସି ମାମଲା ରେ ଗୁରୁବାର ରାଜା ଚକ୍ର ଙ୍କୁ ଇଓଡବ୍ଲୁ ଗିରଫ କରିଛି। ୧୯ ତାରିଖ ଯାଏଁ
Read More...

ଭିଜିଲାନ୍ସ ଜାଲରେ ସବ-ରେଜିଷ୍ଟ୍ରାର୍‌ ଅଫିସ୍‌ କିରାଣି

ବୁଗୁଡ଼ା: ଭିଜିଲାନ୍ସ ଜାଲରେ ସବ-ରେଜିଷ୍ଟ୍ରାର୍‌ ଅଫିସ୍‌ କିରାଣି। କିରାଣି ଶ୍ରୀକାନ୍ତ ଡାକୁଆଙ୍କୁ ଧରିଲା ଭିଜିଲାନ୍ସ ଟିମ୍। କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ। ବୁଗୁଡ଼ା ମୋଟାବାଡ଼ି ଗାଁ ନିକଟରେ ଧରାପଡ଼ିଲେ ଶ୍ରୀକାନ୍ତ। କାର୍‌ ଭିତରୁ ୧ ଲକ୍ଷ ୮୬ ହଜାର
Read More...

ବିଜେଡି ନେତା ରାଜା ଚକ୍ର ଗିରଫ

ଭୁବନେଶ୍ବର: ବିଜେଡି ନେତା ରାଜା ଚକ୍ର ଗୁରୁବାର ଗିରଫ। ରାଜା ଚକ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ। ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଏ ନେଇ ପ୍ରେସମିଟ୍ ଜରିଆରେ ସୂଚନା ଦେଇଛନ୍ତି କ୍ରାଇମ୍‌ବ୍ରାଞ୍ଚ ଡିଜି।ରାଜା ଚକ୍ର ଗିରଫ
Read More...

ହୋଲି ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା କମିଶନରେଟ୍‌ ପୋଲିସ

ଭୁବନେଶ୍ବର: ହୋଲି ପୂର୍ବରୁ ଆକ୍ସନ ମୋଡରେ ନୂଆ ଡିସିପି। ହୋଲି ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା କମିଶନରେଟ୍‌ ପୋଲିସ। ମଦ ପିଇ ହୋଲି ଖେଳିଲେ ବନ୍ଧା ହେବେ ବୋଲି ପ୍ରେସ୍‌ମିଟ୍‌ କରି କହିଛନ୍ତି ଭୁବନେଶ୍ବର ଡିସିପି ଜଗମୋହନ ମୀନା। ହୋଲି ଦିନ ସହରରେ ୨୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ।
Read More...

ବିଜେଡି ନେତା ରାଜା ଚକ୍ରଙ୍କ ୩ ଠିକଣାରେ ପୁଣି ରେଡ୍‌

କେନ୍ଦୁଝର: ବିଜେଡି ନେତା ରାଜା ଚକ୍ରଙ୍କ ୩ଟି ଠିକଣାରେ ଆଜି ବି ଚଢାଉ ଜାରି ରହିଛି। କ୍ରାଇମବ୍ରାଞ୍ଚ, ଇଓଡବ୍ଲୁ ଏବଂ ଏସଟିଏଫ୍ ପକ୍ଷରୁ ମିଳିତ ଭାବେ ଚଢାଉ କରାଯାଉଛି। ବଣାଇ, ଗୋପାଳପୁର ବନ୍ଦର ଏବଂ କେନ୍ଦୁଝର ଟାଉନରେ ରେଡ୍ ଚାଲିଛି। ଅନ୍ତରୀଣ ସୁରକ୍ଷାରେ ଥିବା ରାଜା ଚକ୍ରଙ୍କର ଆଜି
Read More...