ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ
Browsing Category

ଆଇନ

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଆର୍‌ଏସ୍‌ରୁ କେ.କବିତା ସସ୍‌ପେଣ୍ଡ

ତେଲେଙ୍ଗାନା: ଝିଅ କେ. କବିତାଙ୍କୁ ବିଆରଏସରୁ ସସପେଣ୍ଡ କଲେ ସୁପ୍ରିମୋ କେ. ଚନ୍ଦ୍ରଶେଖର ରାଓ। କବିତାଙ୍କ ବାପା ତଥା ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେସିଆରଙ୍କ ଏହି ନିଷ୍ପତ୍ତିକୁ ନେଇ ଏବେ ସବୁଠି ଚର୍ଚ୍ଚା। ଦଳ ବିରୋଧରେ କହି ବୁଲିବା କାରଣରୁ କବିତାଙ୍କୁ ସସପେଣ୍ଡ କରାଯାଇଥିବା…
Read More...

ଲାଞ୍ଚ ନେଉଥିବା ବେଳେ ରାଜ୍ୟ ଟିକସ ସହକାରୀ କମିଶନର ଗିରଫ

ଭୁବନେଶ୍ୱର: ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଭୁବନେଶ୍ୱର-IV ସର୍କଲର ସହକାରୀ ରାଜ୍ୟ ଟିକସ କମିଶନର ସରିତା ବାରିକ। ମଙ୍ଗଳବାର ଦିନ ଲାଞ୍ଚ ଦାବି କରିବା ଏବଂ ନେବା ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଟିକସ ଅବଧି ପାଇଁ ଆଇଟିସି (ଇନପୁଟ୍…
Read More...

ଓଟିଇଟି ପେପର୍ ଲିକ୍ ମାମଲାରେ ଦୁଇ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ବର: ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପ୍ରଶ୍ନପତ୍ର ଲିକ୍ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି କଟକ କୋର୍ଟ। କଟକର ଅତିରିକ୍ତ ଜିଲ୍ଲା ଏବଂ ସେସନ୍ସ ଜଜ୍ ଦୁଇ ଅଭିଯୁକ୍ତ ଜିତନ ମହାରଣା ଏବଂ ପ୍ରଶାନ୍ତ ଖମାରୀଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି। ମାଧ୍ୟମିକ…
Read More...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପୁଲିସ୍ ଏସ୍ଆଇ

ବରଗଡ଼: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଜଣେ ପୁଲିସ୍ ଏସ୍ଆଇ। ବରଗଡ଼ ଜିଲ୍ଲା ବିଜେପୁର ଥାନାର ଜଗା ବରିହା ନାମକ ଜଣେ ପୁଲିସ୍ ଏସ୍ଆଇ ଜଣେ ସ୍କ୍ରାପ୍ ଡିଲରଙ୍କଠାରୁ ୭,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ମାଡ଼ି ବସିଲା ଓଡ଼ିଶା ଭିଜିଲାନ୍ସ। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ…
Read More...

ବେଟିଂ ରାକେଟରେ ସଂପୃକ୍ତିି; କଂଗ୍ରେସ ବିଧାୟକ ଗିରଫ

କର୍ଣ୍ଣାଟକ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବେଆଇନ ବେଟିଂ ଏବଂ ଅନଲାଇନ୍ ଗେମିଂ ରାକେଟର ପର୍ଦ୍ଦାଫାସ କରିଛି। ଏହି ମାମଲାରେ, ଇଡି କର୍ଣ୍ଣାଟକର ଚିତ୍ରଦୁର୍ଗ ବିଧାୟକ କେସି ବୀରେନ୍ଦ୍ର ପପ୍ପିଙ୍କୁ ସିକିମରୁ ଗିରଫ କରିଛି। ତାଙ୍କଠାରୁ ୧୨ କୋଟି ନଗଦ ଟଙ୍କା ଜବତ କରାଯାଇଛି ଏହା…
Read More...

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ : ସର୍ବସାଧାରଣ ସ୍ଥାନରେ କୁକୁରଙ୍କୁ ଖାଇବାକୁ ଦେବା ନିଷେଧ

ନୂଆଦିଲ୍ଲୀ: ବୁଲା କୁକୁର ମାମଲାରେ ଶୁକ୍ରବାର ଆସିଲା ସୁପ୍ରିମଙ୍କ ବଡ ରାୟ। ଏଣିକି ସର୍ବସାଧାରଣ ସ୍ଥାନରେ ବୁଲା କୁକୁରଙ୍କୁ ଖାଦ୍ୟ ଦେବା ଉପରେ ଲଗାଯିବ ରୋକ୍‌। କେବଳ କିଛି ନିର୍ଦ୍ଦିଷ୍ଟ ସ୍ଥାନରେ କୁକୁରମାନଙ୍କୁ ଖାଇବାକୁ ଦିଆଯିବ। ହିଂସାତ୍ମକ କୁକୁରଙ୍କୁ ନିର୍ଦ୍ଦିଷ୍ଟ ସେଲଟର୍‌ରେ…
Read More...

ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ: ଆଇନ ମନ୍ତ୍ରୀ

ପୁରୀ: ପୁରୀ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଧାଡ଼ି ଦର୍ଶନ ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ ହେବ। କାର୍ତ୍ତିକରେ ଲକ୍ଷାଧିକ ଭକ୍ତ ପୁରୀ ଆସିବେ ବୋଲି ଧାଡ଼ି ଦର୍ଶନ ବ୍ୟବସ୍ଥା ହେବା ନେଇ ଦାବି ହୋଇଆସୁଥିଲା। ପାଖାପାଖି ଏକ ବର୍ଷ ହେବ ଧାଡ଼ି ଦର୍ଶନ ନେଇ ଯୋଜନା ହେଉଥିବେବେଳେ, ଏନେଇ ଆଜି ସୂଚନା ଦେଲେ…
Read More...

ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା ଗିରଫ

ଅନୁଗୁଳ: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜିଲ୍ଲା ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କୁ ଭିଜିଲାନ୍ସ ଗିରଫ କରିଛି। ଆଜି ତାଙ୍କୁ ସୁନ୍ଦରଗଡ଼ର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ କୋର୍ଟକୁ ପଠାଯିବ। ଗତକାଲି ଭୁବନେଶ୍ୱର, ରାଉରକେଲା, ସୁନ୍ଦରଗଡ଼,…
Read More...

ପ୍ରତାପ ଜେନାଙ୍କ ପୁଅଙ୍କ ନାଁରେ ଠକେଇ ଅଭିଯୋଗ ମାମଲା

କେନ୍ଦ୍ରାପଡ଼ା: ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଡୁଆ ବଢିଲା। ପୁଅ ଅଙ୍କିତ ପ୍ରତାପ ଜେନାଙ୍କ ନାଁରେ ଏକ ବଡ଼ ଧରଣର ଠକେଇ ଅଭିିଯୋଗ ସାମ୍ନାକୁ ଆସିଛି। କେନ୍ଦ୍ରାପଡ଼ା ଟାଉନ ଥାନାରେ ଅଙ୍କିତଙ୍କ ବିରୋଧରେ ୪୮ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଏକ ମାମଲା ରୁଜୁ ହୋଇଛି। …
Read More...

ସୁଶୀଲ କୁମାରଙ୍କ ଜାମିନ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଅଲମ୍ପିକ୍ସ ପଦକ ବିଜେତା ସୁଶୀଲ କୁମାରଙ୍କ ବିରୁଦ୍ଧରେ ମଲ୍ଲଯୋଦ୍ଧା ସାଗର ଧନକରଙ୍କୁ ହତ୍ୟା କରିବା ଅଭିଯୋଗରେ ମାମଲା ରୁଜୁ କରାଯାଇଥିଲା। ଯାହାକୁ ନେଇ ଦିଲ୍ଲୀ ହାଇକୋର୍ଟ ତାଙ୍କୁ ଜାମିନ ମଧ୍ୟ ପ୍ରଦାନ କରିଥିଲେ। କିନ୍ତୁ ବର୍ତ୍ତମାନ୍ ସୁପ୍ରିମକୋର୍ଟ ସୁଶୀଲ କୁମାରଙ୍କ…
Read More...