ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା
Browsing Category

ଆଇନ

ଗିରଫ ହେଲେ କୋଟିପତି ଏମ୍‌ଭିଆଇ ଗୋଲାପ ଚନ୍ଦ୍ର ହାଁସଦା

ବୌଦ୍ଧ: ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ର ମୋଟର ଭେଇକିଲ୍‌ ଇନ୍ସପେକ୍ଟର (ଏମ୍‌ଭିଆଇ) ଗୋଲାପ ଚନ୍ଦ୍ର ହାଂସଦାଙ୍କୁ ଭିଜିଲାନ୍ସ ଗିରଫ କରିଛି। ରବିବାର ଗୋଟିଏ ଦିନର ଯାଞ୍ଚରେ ଗୋଲାପଚନ୍ଦ୍ରଙ୍କର ୪୪ ପ୍ଲଟ୍‌ ଥିବା
Read More...

୪୫୦୦ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଏସଆରଏ

ବ୍ୟାସନଗର: ଲାଞ୍ଚ ନେଇ ଧରାପଡ଼ିଲେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ । ବ୍ୟାସନଗର ତହସିଲ୍ ଏସଆରଏ ହେମନ୍ତ କୁମାର ପେରେଇଙ୍କୁ ଧରିଲା ଭିଜିଲାନ୍ସ । ଜଣେ ବ୍ୟକ୍ତିଙ୍କ ଠାରୁ ୪୫୦୦ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ିବସିଥିଲା । ସୂଚନା ମୁତାବକ, ବ୍ୟକ୍ତିଗତ ଜମିର ସୀମା
Read More...

ଅନିଲ ଅମ୍ବାନୀଙ୍କୁ ସମନ ଜାରି କଲା ଇଡି

ନୂଆଦିଲ୍ଲୀ: ରିଲାଏନ୍ସ ଗ୍ରୁପର ଅଧ୍ୟକ୍ଷ ଅନିଲ ଅମ୍ବାନୀ ଓ ତାଙ୍କ ରିଲାଏନ୍ସ ସମୂହର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଶିଳ୍ପପତି ଅନିଲ ଅମ୍ବାନୀଙ୍କୁ ସମନ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED)। ଅଗଷ୍ଟ ୫ରେ ଜେରା ପାଇଁ ହାଜର ହେବାକୁ ଇଡି ଏହି ସମନ ଜାରି କରିଛି। ମନି
Read More...

ପ୍ରଜ୍ଞା ଠାକୁରଙ୍କ ସମେତ ୭ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ମହାରାଷ୍ଟ୍ର: ମହାରାଷ୍ଟ୍ରର ବହୁଚର୍ଚ୍ଚିତ ମାଲେଗାଓଁ ବିସ୍ଫୋରଣ ମାମଲାରେ ପୂର୍ବତନ ସାଂସଦ ପ୍ରଜ୍ଞା ସିଂହ ଠାକୁରଙ୍କ ସମେତ ୭ ଜଣ ଅଭିଯୁକ୍ତ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ସ୍ୱତନ୍ତ୍ର କୋର୍ଟ ଆଜି ତାଙ୍କ ରାୟ ଶୁଣାଇଛନ୍ତି। ମାଲେଗାଓଁ ବିସ୍ଫୋରଣ ମାମଲାରେ ସାଧ୍ୱୀ
Read More...

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ବର: ସଡକ ଓ ଗୃହ ନିର୍ମାଣ (R&B) ଡିଭିଜନ୍‌ର ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ମଙ୍ଗଳବାର ଭିଜିଲାନ୍ସ ଟିମ୍‌ ଏକକାଳୀନ ଭାବେ ୧୦ଟି ସ୍ଥାନରେ ତଦନ୍ତ କରିଛି। ଭୁବନେଶ୍ୱରର ଗାଲେରିଆ ଓ ସିମ୍ଫୋନୀ ମଲ୍‌ ସମେତ ନୟାଗଡ଼ର ବିଭିନ୍ନ
Read More...

ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର: ପୁଣି ବଢିଲା ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଅଡୁଆ। ଆଗୁଆ ଜାମିନ ଖାରଜ କଲେ ହାଇକୋର୍ଟ। ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଆଗୁଆ ଜାମିନ ଆବେଦନ କରିଥିଲେ। ସିବିଆଇ ଗିରଫଦାରି ଏଡ଼ାଇବା ପାଇଁ ଆଗୁଆ ଜାମିନ ଆବେଦନ କରିଥିଲେ ବିଷ୍ଣୁପଦ ସେଠୀ।ତେବେ ଗତ ୧୫ ତାରିଖରେ କେସ ଡାଏରୀ ଦାଖଲ
Read More...

ଆଇଏଏସ ଧୀମାନ ଚକ୍‌ମାଙ୍କୁ ମିଳିଲା ଜାମିନ

ଧର୍ମଗଡ଼: ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍‌ମାଙ୍କୁ ମିଳିଲା ଜାମିନ। ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ। ୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ମିଳିଲା ଜାମିନ। ଲାଞ୍ଚ ନେଲା ବେଳେ ଗିରଫ କରିଥିଲା ଭିଜିଲାନ୍ସ। ସୂଚନା ଅନୁସାରେ ଭିଜିଲାନ୍ସ ଗିରଫ ପରେ ତାଙ୍କ ପଦରୁ
Read More...

ଅନିଲ ଅମ୍ବାନୀଙ୍କ କମ୍ପାନୀରେ ଇଡି ରେଡ

ମୁମ୍ବାଇ: ବିଶିଷ୍ଟ ଶିଳ୍ପପତି ଅନୀଲ ଅମ୍ବାନୀଙ୍କ ଅଫିସରେ ଇଡି ରେଡ୍। ଅନୀଲଙ୍କ ମୁମ୍ବାଇ ଓ ଦିଲ୍ଲୀ ଅଫିସରେ ରେଡ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଅନୀଲଙ୍କ କମ୍ପାନୀ ସହ ଲିଙ୍କ ଥିବା ୩୫ଟି ସ୍ଥାନରେ ଚଢାଉ କରାଯାଇଛି। କମ୍ପାନୀର ବିଭିନ୍ନ କାର୍ଯାଳୟରେ କାର୍ଯ୍ୟରତ ପ୍ରାୟ ୨୫
Read More...

ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଗିରଫ

ଭୁବନେଶ୍ୱର: ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଗିରଫ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ୪ଟି ସ୍ଥାନରେ ଚଢ଼ାଉ କରି କୋଟି କୋଟି ଟଙ୍କାର ସଂପତ୍ତି ପାଇଛି ଭିଜିଲାନ୍ସ। ଭୁବନେଶ୍ବରରେ ଗୋଟିଏ, ଗୁଣପୁରରେ ୨ଟି ବହୁତଳ କୋଠା ଠାବ ହୋଇଛି।
Read More...

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥଗ୍ରହଣ କଲେ ଜଷ୍ଟିସ୍‌ ମାନସ ରଞ୍ଜନ ପାଠକ

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ ମାନସ ରଞ୍ଜନ ପାଠକ ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ହରିଶ ଟଣ୍ଡନ୍‌ ଜଷ୍ଟିସ୍‌ ପାଠକଙ୍କୁ ଶପଥପାଠ କରାଇଥିଲେ। ରାଜ୍ୟ ସରକାରଙ୍କ ଅତିରିକ୍ତ
Read More...