ପ୍ରମୁଖ ଖବର

ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର
ଓଲଟିଲା ଯାତ୍ରୀବାହୀ ବସ୍‌ : କଣ୍ଡକ୍ଟର ମୃତ, ୧୫ ଆହତ
ବିଜେପିରେ ମିଶିଲେ ଜୟ ଢୋଲକିଆ
ଓଡ଼ିଶାରେ ବଡ ମାଛ ମାର୍କେଟ ସହ ଧନ-ଧାନ୍ୟ କୃଷି ଯୋଜନା ଶୁଭାରମ୍ଭ କଲେ ମୋଦି
Browsing Category

ଆଇନ

ଏସଟିଏ ଯୁଗ୍ମ କମିଶନର ଗିରଫ

କଟକ: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ କଟକ ଏସଟିଏ ଯୁଗ୍ମ କମିଶନର ପ୍ରଦୀପ ମହାନ୍ତିଙ୍କୁ ଶୁକ୍ରବାର ଗିରଫ କରିଛି। ଭିଜିଲାନ୍ସ ତାଙ୍କ ଘରୁ ୨ କେଜି ୧୦୦ ଗ୍ରାମ ସୁନା ଅଳଙ୍କାର ସହ ୧୭ ଲକ୍ଷ ଟଙ୍କା ଠାବ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ
Read More...

ଭିଜିଲାନ୍ସ ଜାଲରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର। ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଜାରି ରହିଛି। ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ରେଡ କରିଛି। ଭୁବନେଶ୍ବର, ଖୋର୍ଦ୍ଧା, ପୁରୀ, ନୟାଗଡ ଓ
Read More...

ବଳବତ୍ତର ରହିଲା ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା

ଭୁବନେଶ୍ବର: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିଲା। ମଙ୍ଗଳବାର ଶୁଣାଣି ପରେ ହାଇକୋର୍ଟ ଏହି ସୁରକ୍ଷା ବଳବତ୍ତର ରଖିଛନ୍ତି। ୧୮ ତାରିଖରେ ହେବ ପରବର୍ତ୍ତୀ ଶୁଣାଣି। ବର୍ତ୍ତମାନ ସିବିଆଇ ବିଷ୍ଣୁପଦ ସେଠୀଙ୍କୁ ଗିରଫ କରିପାରିବନି। ସୂଚନାମୁତାବକ,
Read More...

ବିଜେଡି ନେତା ରାଜା ଚକ୍ରଙ୍କ ୧୦ ସ୍ଥାନରେ ଚଢାଉ

କେନ୍ଦୁଝର: ଖଣିଜ ପରିବହନ ଅନିୟମିତତା ଓ ଟିକସ ଫାଙ୍କିବା ଅଭିଯୋଗରେ ବିଜେଡି ନେତାରାଜା ଚକ୍ରଙ୍କ ୧୦ ସ୍ଥାନରେ ଚଢାଉ ହୋଇଛି। ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ପ୍ରାୟ ୫୦କୋଟି ଟଙ୍କା ହେର୍‌ଫେର୍‌ ହୋଇଛି। ଏହି ମାମଲାରେ
Read More...

ସହଦେବ ନାୟକ ହତ୍ୟା ମାମଲା: ଆଉ ଜଣେ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ବାଣୀବିହାର- ରସୁଲଗଡ଼ ବିଚ୍‌ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସୁଶେଇ ନାୟକ ଓରଫ ସୁଶାନ୍ତଙ୍କୁ ଗିରଫ କରିଛି। କଟକ ଜିଲ୍ଲା କାନପୁର ଥାନା ଅଞ୍ଚଳରୁ ମଞ୍ଚେଶ୍ଵର ଥାନା ପୁଲିସ୍ ସୁଶାନ୍ତକୁ ଗିରଫ କରିଛି। ସୁଶାନ୍ତ ସହଦେବଙ୍କୁ ହତ୍ୟା କରିବା
Read More...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ ୨ କୃଷି ଅଧିକାରୀ

ନବରଙ୍ଗପୁର: ଲାଞ୍ଚ ନେଇ ଧରା ପଡିଲେ ନବରଙ୍ଗପୁର ୨ କୃଷି ଅଧିକାରୀ। ନବରଙ୍ଗପୁର ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଳନିଧି ସ୍କିମରେ ସବ୍‌ସିଡି କରାଇଦେବାକୁ ନେଇ ଜଣେ ଚାଷୀଙ୍କ ପାଖରୁ
Read More...

ରେମୁଣା ତହସିଲଦାର ବିଦ୍ୟାଧର ପତି ନିଲମ୍ବିତ

ରେମୁଣା: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ଶ୍ରୀ ପତିଙ୍କ ନାମରେ ଭିଜିଲାନ୍ସ ପକ୍ଷରୁ ଗତ
Read More...

ରେମୁଣା ତହସିଲଦାର ଗିରଫ

ରେମୁଣା: କୋଟିପତି ରେମୁଣା ତହସିଲଦାର ଗିରଫ। ରେଡ୍ ବେଳେ ତାଙ୍କ ଘରୁ ଅଚଳାଚଳ ସମ୍ପତ୍ତି ଠାବ ହୋଇଥିଲା। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଗିରଫ କଲା ଭିଜିଲାନ୍ସ। ଭୁବନେଶ୍ବରରେ ଅଢ଼େଇ କୋଟିର ଫ୍ଲାଟ ସହ ବାଲେଶ୍ବରରେ ଏକ ଫ୍ଳାଟ୍ ଠାବ
Read More...

ଶିଖ୍‌ ଦଙ୍ଗା ଘଟଣାରେ ସଜ୍ଜନ କୁମାର ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ: ୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା ସହିତ ଜଡ଼ିତ ମାମଲାରେ ଦିଲ୍ଲୀର ରାଉସ୍‌ ଆଭେନ୍ୟୁ କୋର୍ଟ ପୂର୍ବତନ କଂଗ୍ରେସ ଏମ୍‌ପି ସଜ୍ଜନ କୁମାରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସଜ୍ଜନ କୁମାରଙ୍କ ଦଣ୍ଡ ଉପରେ ୧୮ ଫେବୃଆରୀରେ ଶୁଣାଣି ହେବ। ସଜ୍ଜନ କୁମାର ୧ ନଭେମ୍ବର ୧୯୮୪ରେ ଦିଲ୍ଲୀର
Read More...

ରେମୁଣା ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରେମୁଣା: ବାଲେଶ୍ୱର ଜିଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକ କାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ
Read More...