ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ
Browsing Category

ଆଇନ

ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର: ପୁଣି ବଢିଲା ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଅଡୁଆ। ଆଗୁଆ ଜାମିନ ଖାରଜ କଲେ ହାଇକୋର୍ଟ। ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଆଗୁଆ ଜାମିନ ଆବେଦନ କରିଥିଲେ। ସିବିଆଇ ଗିରଫଦାରି ଏଡ଼ାଇବା ପାଇଁ ଆଗୁଆ ଜାମିନ ଆବେଦନ କରିଥିଲେ ବିଷ୍ଣୁପଦ ସେଠୀ।ତେବେ ଗତ ୧୫ ତାରିଖରେ କେସ ଡାଏରୀ ଦାଖଲ…
Read More...

ଆଇଏଏସ ଧୀମାନ ଚକ୍‌ମାଙ୍କୁ ମିଳିଲା ଜାମିନ

ଧର୍ମଗଡ଼: ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍‌ମାଙ୍କୁ ମିଳିଲା ଜାମିନ। ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ। ୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ମିଳିଲା ଜାମିନ। ଲାଞ୍ଚ ନେଲା ବେଳେ ଗିରଫ କରିଥିଲା ଭିଜିଲାନ୍ସ। ସୂଚନା ଅନୁସାରେ ଭିଜିଲାନ୍ସ ଗିରଫ ପରେ ତାଙ୍କ ପଦରୁ…
Read More...

ଅନିଲ ଅମ୍ବାନୀଙ୍କ କମ୍ପାନୀରେ ଇଡି ରେଡ

ମୁମ୍ବାଇ: ବିଶିଷ୍ଟ ଶିଳ୍ପପତି ଅନୀଲ ଅମ୍ବାନୀଙ୍କ ଅଫିସରେ ଇଡି ରେଡ୍। ଅନୀଲଙ୍କ ମୁମ୍ବାଇ ଓ ଦିଲ୍ଲୀ ଅଫିସରେ ରେଡ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଅନୀଲଙ୍କ କମ୍ପାନୀ ସହ ଲିଙ୍କ ଥିବା ୩୫ଟି ସ୍ଥାନରେ ଚଢାଉ କରାଯାଇଛି। କମ୍ପାନୀର ବିଭିନ୍ନ କାର୍ଯାଳୟରେ କାର୍ଯ୍ୟରତ ପ୍ରାୟ ୨୫…
Read More...

ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଗିରଫ

ଭୁବନେଶ୍ୱର: ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଗିରଫ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ୪ଟି ସ୍ଥାନରେ ଚଢ଼ାଉ କରି କୋଟି କୋଟି ଟଙ୍କାର ସଂପତ୍ତି ପାଇଛି ଭିଜିଲାନ୍ସ। ଭୁବନେଶ୍ବରରେ ଗୋଟିଏ, ଗୁଣପୁରରେ ୨ଟି ବହୁତଳ କୋଠା ଠାବ ହୋଇଛି। …
Read More...

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥଗ୍ରହଣ କଲେ ଜଷ୍ଟିସ୍‌ ମାନସ ରଞ୍ଜନ ପାଠକ

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ ମାନସ ରଞ୍ଜନ ପାଠକ ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ହରିଶ ଟଣ୍ଡନ୍‌ ଜଷ୍ଟିସ୍‌ ପାଠକଙ୍କୁ ଶପଥପାଠ କରାଇଥିଲେ। ରାଜ୍ୟ ସରକାରଙ୍କ ଅତିରିକ୍ତ…
Read More...

ଗିରଫ ହେଲେ କୋଟିପତି ଡିଏଫଓ ନିତ୍ୟାନନ୍ଦ ନାୟକ

କେନ୍ଦୁଝର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା କେନ୍ଦୁପତ୍ର ଡିଭିଜନର ଡିଏଫଓ ନିତ୍ୟାନନ୍ଦ ନାୟକଙ୍କୁ ମଙ୍ଗଳବାର ଗିରଫ କରିଛି ଭିଜିଲାନ୍ସ। ଗିରଫ ପରେ ତାଙ୍କୁ କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଛି। ୩ ଦିନ ହେବ ନିତ୍ୟାନନ୍ଦଙ୍କ ବିଭିନ୍ନ…
Read More...

ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ ଓ ସହଯୋଗୀ

ଖୋର୍ଦ୍ଧା: ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ବୁଧବାର ଦିନ ଖୋର୍ଦ୍ଧା ଜିଲ୍ଲାର ବାଲିପାଟଣାରେ ଥିବା ସବ-ରେଜିଷ୍ଟ୍ରାର କାର୍ଯ୍ୟାଳୟର ଜଣେ କନିଷ୍ଠ କ୍ଲର୍କ ଏବଂ ତାଙ୍କ ସହଯୋଗୀଙ୍କୁ ଗିରଫ କରିଛନ୍ତି। ସୁକାନ୍ତ କୁମାର ସିଂହ ନାମକ କନିଷ୍ଠ କ୍ଲର୍କ ପଞ୍ଜିକୃତ ଟ୍ରଷ୍ଟ ଡିଡ୍ ହସ୍ତାନ୍ତର…
Read More...

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଗିରଫ

ବଲାଙ୍ଗୀର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ବଲାଙ୍ଗୀରର କଣ୍ଟାବାଞ୍ଜି ଆର୍ ଆଣ୍ଡ ବି ଡିଭିଜନ ଅଧୀନରେ ଥିବା ଟିଟଲାଗଡ଼ ଆର୍ ଆଣ୍ଡ ବି ସବ-ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (AEE) ଦିଲେଶ୍ୱର ମାଝୀ। ଗତକାଲି ଦିଲେଶ୍ୱରଙ୍କ ନିକଟରେ ଆୟବହିର୍ଭୁତ ସମ୍ପତି ଥିବା…
Read More...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଟିଟିଲାଗଡ଼: ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଯନ୍ତ୍ରୀ ଜଣକ ହେଲେ ଦିଲେଶ୍ଵର ମାଝୀ। ଆୟ ବହିର୍ଭୁତ ସଂପତ୍ତିକୁ ନେଇ ସେ ସ୍କାନରରେ ଥିଲେ। ଆଜି ଭିଜିଲାନସ ବିଭାଗ ପକ୍ଷରୁ ରେଡ୍ ଚାଲିଛି। ଟିଟିଲାଗଡ଼ରେ ଥିବା ଦିଲେଶ୍ଵର ମାଝୀଙ୍କ…
Read More...

ଦୁଷ୍କର୍ମ ମାମଲାରେ ଆଶାରାମଙ୍କୁ ଗୁଜରାଟ ହାଇକୋର୍ଟରୁ ଆଶ୍ଵସ୍ତି

ଗୁଜୁରାଟ: ଗୁଜରାଟ ହାଇକୋର୍ଟ ଆଶାରାମଙ୍କୁ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ଶୁକ୍ରବାର କୋର୍ଟ ୨୦୧୩ର ଏକ ଦୁଷ୍କର୍ମ ମାମଲାରେ ଆଶାରାମଙ୍କ ଅସ୍ଥାୟୀ ଜାମିନ ଅବଧିକୁ ଜୁଲାଇ ୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଆଶାରାମ ଏହି ମାମଲାରେ ଆଜୀବନ ସଜା କାଟୁଛନ୍ତି। ଜଷ୍ଟିସ ଇଲେଶ ଭୋରା ଏବଂ ଜଷ୍ଟିସ…
Read More...