ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’
Browsing Category

ଆଇନ

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ ୨ କୃଷି ଅଧିକାରୀ

ନବରଙ୍ଗପୁର: ଲାଞ୍ଚ ନେଇ ଧରା ପଡିଲେ ନବରଙ୍ଗପୁର ୨ କୃଷି ଅଧିକାରୀ। ନବରଙ୍ଗପୁର ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଳନିଧି ସ୍କିମରେ ସବ୍‌ସିଡି କରାଇଦେବାକୁ ନେଇ ଜଣେ ଚାଷୀଙ୍କ ପାଖରୁ
Read More...

ରେମୁଣା ତହସିଲଦାର ବିଦ୍ୟାଧର ପତି ନିଲମ୍ବିତ

ରେମୁଣା: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ଶ୍ରୀ ପତିଙ୍କ ନାମରେ ଭିଜିଲାନ୍ସ ପକ୍ଷରୁ ଗତ
Read More...

ରେମୁଣା ତହସିଲଦାର ଗିରଫ

ରେମୁଣା: କୋଟିପତି ରେମୁଣା ତହସିଲଦାର ଗିରଫ। ରେଡ୍ ବେଳେ ତାଙ୍କ ଘରୁ ଅଚଳାଚଳ ସମ୍ପତ୍ତି ଠାବ ହୋଇଥିଲା। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଗିରଫ କଲା ଭିଜିଲାନ୍ସ। ଭୁବନେଶ୍ବରରେ ଅଢ଼େଇ କୋଟିର ଫ୍ଲାଟ ସହ ବାଲେଶ୍ବରରେ ଏକ ଫ୍ଳାଟ୍ ଠାବ
Read More...

ଶିଖ୍‌ ଦଙ୍ଗା ଘଟଣାରେ ସଜ୍ଜନ କୁମାର ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ: ୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା ସହିତ ଜଡ଼ିତ ମାମଲାରେ ଦିଲ୍ଲୀର ରାଉସ୍‌ ଆଭେନ୍ୟୁ କୋର୍ଟ ପୂର୍ବତନ କଂଗ୍ରେସ ଏମ୍‌ପି ସଜ୍ଜନ କୁମାରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସଜ୍ଜନ କୁମାରଙ୍କ ଦଣ୍ଡ ଉପରେ ୧୮ ଫେବୃଆରୀରେ ଶୁଣାଣି ହେବ। ସଜ୍ଜନ କୁମାର ୧ ନଭେମ୍ବର ୧୯୮୪ରେ ଦିଲ୍ଲୀର
Read More...

ରେମୁଣା ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରେମୁଣା: ବାଲେଶ୍ୱର ଜିଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକ କାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ
Read More...

ସୋନୁ ସୁଦ୍‌ଙ୍କ ନାଁରେ ଗିରଫ ପରଓ୍ବାନା ଜାରି

ଲୁଧିଆନା: ବଲିଉଡ଼ ଅଭିନେତା ସୋନୁ ସୁଦ୍‌ଙ୍କ ନାଁରେ ଜାରି ହୋଇଛି ଗିରଫ ପରଓ୍ବାନା। ଏକ ଠକେଇ ମାମଲାରେ ସାକ୍ଷ୍ୟ ଦେବାକୁ ହାଜର ନ ହେବାରୁ ଅଦାଲତ ଗୁରୁବାର ତାଙ୍କ ବିରୋଧରେ ଗିରଫ ପରୱାନା ଜାରି କରିଛନ୍ତି। ସୂଚନା ଅନୁସାରେ, ଲୁଧିଆନାର ଓକିଲ ରାଜେଶ ଖାନ୍ନାଙ୍କ ପକ୍ଷରୁ ଏହି ମାମଲା ଦାୟର
Read More...

ରାତି ୧୦ ପରେ ଦୋକାନରେ ଝୁଲିବ ତାଲା

ସୁନ୍ଦରଗଡ଼: ଏଣିକି ରାତି ଅଧ ଯାଏ ଦୋକାନ ଖୋଲିଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ। ସହରର ବିଭିନ୍ନ ଛକରେ ରାତି ଅଧଯାଏଁ ଚା’ ଏବଂ ପାନ ଦୋକାନ ଖୋଲା ରହୁଛି। ଉକ୍ତ ଦୋକାନୀଙ୍କୁ ଟାଉନ ଥାନା ଅଧିକାରୀଙ୍କ କଡ଼ା ତାଗିଦ୍। ରାତି ୧୦ଟାରେ ଦୋକାନ ବନ୍ଦ କର, ନହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ
Read More...

ଲାଞ୍ଚ ନେଇ ଗିରଫ ହେଲେ ବିରମହାରାଜପୁର ଥାନା ଏଏସଆଇ

ବିରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନାରେ କାର୍ଯ୍ୟରତ ଏଏସଆଇ ବୁଡୁ ଭୋଇଙ୍କୁ ଧରିଛି ଭିଜିଲାନ୍ସ। ଏକ ଦୁର୍ଘଟଣାରେ ଜବତ ହୋଇଥିବା ମୋଟର ସାଇକେଲ ଛାଡ଼ିବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି ବୁଡୁ। ବର୍ତ୍ତମାନ ବୁଡୁ ଭୋଇଙ୍କ
Read More...

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଫସିଲେ ପୋଲିସ ଏସ୍‌ଆଇ

ଯାଜପୁର: ଯାଜପୁର ଜିଲା ସୁକିନ୍ଦା ଥାନାରେ କାର୍ଯ୍ୟରତ ପୋଲିସ ଏସ୍‌ଆଇ ଅଭୟ ନାୟକଙ୍କୁ ଶନିବାର ଭିଜିଲାନ୍ସ ଉଠାଇନେଇଛି। ଲାଞ୍ଚ ନେଉଥିବାବେଳେ ଧରାପଡିଲେ ଏସଆଇ ଅଭୟ କୁମାର ନାୟକ। ସ୍ବାମୀ ସ୍ତ୍ରୀ ବିବାଦର ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ।
Read More...

ଉପ-ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ ଜରିମାନା

କଟକ: ନିର୍ବାଚନୀ ମାମଲାରେ ନିର୍ଦ୍ଧାରିତ ସମୟ ମଧ୍ୟରେ ଜବାବ ଦାଖଲ କରି ନଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ପାଟଣାଗଡ଼ ବିଧାୟକ କନକବର୍ଦ୍ଧନ ସିଂହଦେଓ ୨ ହଜାର ଟଙ୍କା ତଣ୍ଡ ଗଣିବାକୁ ହାଇକୋର୍ଟ ନିର୍ଦ୍ଦେଶ। ୨୦୨୪ ନିର୍ବାଚନରେ ଅନିୟମିତତା ଅଭିଯୋଗ ନେଇ ରୁଜୁ ମାମଲାରେ ଉପମୁଖ୍ୟମନ୍ତ୍ରୀ
Read More...