ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି
Browsing Category

ଆଇନ

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ନୂଆପଡ଼ା: ଭିଜିଲାନ୍ସ ଜାଲରେ ଜିଲ୍ଲା ଖଡ଼ିଆଳର ଆର ଆଣ୍ଡ ବି ଡିଭିଜନର କନିଷ୍ଠ ଯନ୍ତ୍ରୀ। ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଚଢ଼ାଉ। ନୂଆପଡ଼ା, ଭୁବନେଶ୍ୱର ଓ ପୁରୀ ଜିଲ୍ଲା ପିପିଲିର ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ପକ୍ଷରୁ
Read More...

ରାଜା ଚକ୍ରଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ

କଟକ: ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଦନ ଲୋଡିଂ ମାମଲାରେ ରାଜା ଚକ୍ରର ଜାମିନ ଆବେଦନ ଖାରଜ। ଆଜି ତାଙ୍କ ଜାମିନ ଆବେଦନକୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି । ଏହାସହ ରାଜାର ୩ ସହଯୋଗୀଙ୍କ ଜାମିନ ଆବେଦନ ମଧ୍ୟ ଖାରଜ କରିଦେଇଛନ୍ତି ହାଇକୋର୍ଟ। ଏହି ମାମଲାରେ ୫ ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ
Read More...

ଶ୍ରୀମନ୍ଦିର ସବୁ ସେବାୟତ ନିଯୋଗକୁ ନୋଟିସ

ପୁରୀ: ଶ୍ରୀମନ୍ଦିରର ସମସ୍ତ ସେବାୟତ ନିଯୋଗ ସଭାପତି ଓ ସମ୍ପାଦକଙ୍କୁ ନୋଟିସ ଜାରି କରାଯାଇଛି। ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ପକ୍ଷରୁ ଏହି ନୋଟିସ ଜାରି ହୋଇଛି। ଦୀଘାରେ ନିର୍ମିତ ଶ୍ରୀଜଗନ୍ନାଥଙ୍କ ମନ୍ଦିର ନେଇ ଦ୍ୱନ୍ଦାତ୍ମକ ତଥ୍ୟ ପାଇଁ ନୋଟିସ କରାଯାଇଛି। କାଲି ଅପରାହ୍ନ ୫ଟା ସୁଦ୍ଧା
Read More...

ଡାକ୍ତରଙ୍କୁ କେବଳ ଜେନେରିକ ଔଷଧ ଲେଖିବା ପାଇଁ ବାଧ୍ୟତାମୂଳକ କରାଯିବା ଉଚିତ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶରେ କହିଛନ୍ତି ଯେ ସାରା ଦେଶରେ ଡାକ୍ତରମାନଙ୍କୁ କେବଳ ଜେନେରିକ ଔଷଧ ଲେଖିବା ପାଇଁ ବାଧ୍ୟତାମୂଳକ କରାଯିବା ଉଚିତ। ଏହା ଦ୍ୱାରା ଔଷଧର ମୂଲ୍ୟ ହ୍ରାସ ପାଇବ ଏବଂ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟ ସେବା ଅଧିକ ସୁଲଭ
Read More...

ପହଲଗାଓଁ ଆବେଦନର ଶୁଣାଣି କଲେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ପହଲଗାଓଁ ଆବେଦନର ଶୁଣାଣି କରିବାକୁ ମନା କରିଦେଇଛନ୍ତି ସୁପ୍ରିମକୋର୍ଟ। ପହଲଗାଓଁ ଆକ୍ରମଣ ଘଟଣାରେ ଏକ ଏସଆଇଟି ଗଠନ କରି ନିରପେକ୍ଷ ତଦନ୍ତ କରିବା ଲାଗି ସୁପ୍ରିମକୋର୍ଟରେ ଆବେଦନ ହୋଇଥିଲା। ଏହାର ଶୁଣାଣି ଗୁରୁବାର କରାଯିବା ନେଇ ଦିନ ଧାର୍ଯ୍ୟ ହୋଇଥିଲା। ମାତ୍ର ସର୍ବୋଚ୍ଚ
Read More...

ଅବକାରୀ ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଢେଙ୍କାନାଳ: ଢେଙ୍କାନାଳର ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ବେଆଇନ ଭାବେ ୩ ଲକ୍ଷ ଟଙ୍କା ଧରି ଯାଉଥିବା ବେଳେ ଧରା ପଡ଼ିଥିଲେ। ଗିରଫ ହେବାର ଦିନକ ପରେ ଅର୍ଥାତ୍ ବୁଧବାର ଓଡ଼ିଶା ଭିଜିଲାନ୍ସ ରେଡ୍ ବେଳେ ତାଙ୍କ ପାଖରେ ଥିବା ଦୁଇଟି କୋଠା ଏବଂ ଆଠଟି ଉଚ୍ଚ ମୂଲ୍ୟର ପ୍ଲଟ୍ ସମେତ ବିପୁଳ
Read More...

କଟକରେ ଏନଆଇଏର ୩ ଜଣିଆ ଟିମ୍‌

କଟକ: କଟକରେ ଏନଆଇଏ ଟିମ୍‌। ପହଲଗାମ ଆତଙ୍କୀ ଆକ୍ରମଣରେ ପ୍ରତ୍ୟେକ୍ଷଦର୍ଶୀ ଥିବା କଟକ ଦେଉଳ ସାହିର ରଞ୍ଜିତ ଭୋଳକୁ ପଚରାଉଚରା କରିଛି ଏନଆଇଏ ଟିମ। ପ୍ରାୟ ଦେଢ ଘଣ୍ଟା କାଳ ରଞ୍ଜିତଙ୍କ ପରିବାରକୁ ପଚରାଉଚରା କରିଥିଲା ଟିମ୍‌। ପହଲ୍‌ଗାମ୍‌ ଆତଙ୍କୀ ଆକ୍ରମଣ ବେଳେ ଉପସ୍ଥିତ ଥିଲେ ଭୋଳ ପରିବାର।
Read More...

କପିରାଇଟ୍ ଉଲ୍ଲଂଘନ ପାଇଁ ଏଆର ରେହମାନଙ୍କୁ ୨ କୋଟି ଟଙ୍କା ଜରିମାନା

ନୂଆଦିଲ୍ଲୀ: ପ୍ରସିଦ୍ଧ ସଂଗୀତଜ୍ଞ ଏ.ଆର୍.ରହମାନଙ୍କୁ କପିରାଇଟ୍ ଉଲ୍ଲଂଘନ ମାମଲାରେ ୨ କୋଟି ଟଙ୍କାର ଜରିମାନା। ୨୦୨୩ ମସିହାରେ ରିଲିଜ୍ ହୋଇଥିବା ଚଳଚ୍ଚିତ୍ର ପୋନିୟାନ ସେଲଭାନ୍-୨ର ଗୀତ "ବୀରା ରାଜା ବୀରା" ସଙ୍ଗୀତର କପିରାଇଟ୍ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଏ.ଆର୍. ରହମାନ ଏବଂ
Read More...

ମହେଶ ବାବୁଙ୍କୁ ଇଡି ସମନ

ହାଇଦ୍ରାବାଦ: ମନି ଲଣ୍ଡରିଂ ମାମଲାରେ ଏପ୍ରିଲ ୨୮ ତାରିଖରେ ହାଜର ହେବାକୁ ସୁପରଷ୍ଟାର ମହେଶ ବାବୁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମନ ଜାରି କରିଛି। ହାଇଦ୍ରାବାଦରେ ଏକ ରିଅଲ୍ ଇଷ୍ଟେଟ୍ ଠକେଇ ମାମଲାରେ ଟଲିଉଡ୍ ସୁପରଷ୍ଟାର ମହେଶ ବାବୁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମନ ଜାରି
Read More...

ପାରାଦୀପ ବନ୍ଦରରେ ଗିରଫ ଜାହାଜକୁ ଛାଡ଼ିଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ପାରାଦ୍ୱୀପ ବନ୍ଦରରେ ଗିରଫ ହୋଇଥିବା ଜାହାଜକୁ ଛାଡ଼ିଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପାରାଦ୍ୱୀପ ବନ୍ଦରରୁ ଗନ୍ତବ୍ୟ ସ୍ଥଳକୁ ଯାଇ ପାରିବ ଏମଭି ଟେଲେରି ଏମ ଜାହାଜ। ବକେୟା ପରିଶୋଧ ପରେ ଏବେ ଜାହାଜକୁ ପାରାଦ୍ୱୀପ ପୋର୍ଟରୁ ଛାଡିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
Read More...