ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ
Browsing Category

ବଡ ଖବର

ନେପାଳ ପରେ ଭାରତକୁ ହିମାଳୟୀ ବନ୍ୟା ବିପଦ

ନୂଆଦିଲ୍ଲୀ: ନେପାଳ ତିବ୍ବତ ସୀମାରେ ଅଚାନକ ବନ୍ୟା ଆସି ବ୍ୟାପକ କ୍ଷୟକ୍ଷତି ଘଟିବା ପରେ ହିମାଳୟର ବରଫ ହ୍ରଦ ଓ ଗ୍ଲାସିୟରକୁ ନେଇ ବିପଦ ଆଶଙ୍କା ପୁଣି ବଢ଼ିଛି। ଏହି ପରିପ୍ରେକ୍ଷୀରେ ଡେରାଡୁନସ୍ଥିତ ୱାଡିଆ ହିମାଳୟ ଭୂବିଜ୍ଞାନ ପ୍ରତିଷ୍ଠାନ ସମେତ ତିନିଟି ସଂସ୍ଥାର ଅଧ୍ୟୟନରୁ ହିମାଳୟ…
Read More...

ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା

ତାମିଲନାଡୁ: ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ। ସୋମବାର ବିଧାନସଭାରେ ସମବାୟ କୃଷି ଋଣ ଛାଡ଼ ନେଇ ସେ ଘୋଷଣା କରିଛନ୍ତି। ଏହା ଅନୁଯାୟୀ, ୭୫ ହଜାର ଟଙ୍କା ପର୍ଯ୍ୟନ୍ତ ସମବାୟ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼ କରାଯିବ। ସେହିପରି, ୭୫ ହଜାରରୁ ୧…
Read More...

ସ୍ୱାଧୀନତା ଦିବସ ପୂର୍ବରୁ ଦିଲ୍ଲୀରେ ୬ ବୋମା ଧମକ

ନୂଆଦିଲ୍ଲୀ: ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରେ ୬ଟି ବୋମା ଧମକ ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଇମେଲ୍ ମାଧ୍ୟମରେ ଆସିଥିବା ଏହି ଧମକରେ ଜାମନଗର ହାଉସ୍, ଝାଣ୍ଡେୱାଲାନ୍ ମନ୍ଦିର ସମେତ ଅନେକ ସମ୍ବେଦନଶୀଳ ସ୍ଥାନକୁ ଟାର୍ଗେଟ କରାଯାଇଥିଲା। ଏହାରି ମଧ୍ୟରେ…
Read More...

‘ପ୍ରଶ୍ନପତ୍ର ଲିକ୍ ନୁହେଁ, ମାଲ୍‌ପ୍ରାକ୍ଟିସ୍’— ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ କୁଳପତି

ବ୍ରହ୍ମପୁର: ବ୍ରହ୍ମପୁରସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ମେଡିକାଲ କଲେଜରେ ଅନୁଷ୍ଠିତ ପୋଷ୍ଟ ଗ୍ରାଜୁଏଟ୍ (ପିଜି) ପରୀକ୍ଷାକୁ ନେଇ ସୃଷ୍ଟି ହୋଇଥିବା ବିବାଦରେ ନୂଆ ମୋଡ଼ ଆସିଛି। ଗତ ୨୭ ତାରିଖରେ ହୋଇଥିବା ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ହୋଇନଥିବା ବେଳେ ଏହା ଏକ…
Read More...

ରାଜ୍ୟସଭାରେ ପାରିତ ହେଲା ‘ବନ୍ଦେ ମାତରମ୍’ ସୁରକ୍ଷା ବିଲ୍

ଅପମାନ କଲେ ୩ ବର୍ଷ ପର୍ଯ୍ୟନ୍ତ ଜେଲ୍ନୂଆଦିଲ୍ଲୀ: ‘ବନ୍ଦେ ମାତରମ୍’କୁ ଜାତୀୟ ସଙ୍ଗୀତ ‘ଜନ ଗଣ ମନ’ ଭଳି ଆଇନଗତ ସୁରକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଆଗତ ‘ପ୍ରିଭେନ୍ସନ ଅଫ୍ ଇନସଲ୍ଟ୍ସ ଟୁ ନ୍ୟାସନାଲ୍ ଅନର୍ (ସଂଶୋଧନ) ବିଲ୍–୨୦୨୬’ ବୁଧବାର ରାଜ୍ୟସଭାରେ ପାରିତ ହୋଇଛି। ବିଲ୍ ଆଇନରେ ପରିଣତ…
Read More...

ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାର ୨ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ, ୪ ମୃତ

ଭୁବନେଶ୍ବର: ଓଡ଼ିଶାର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ଯୋଗୁଁ ୬ଟି ଜିଲ୍ଲାର ୨ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ରାଜେଶ ପ୍ରଭାକର ପାଟିଲଙ୍କ ସୂଚନା ଅନୁଯାୟୀ, ବନ୍ୟା ସମ୍ପର୍କିତ ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୯ଟି…
Read More...

ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ନିଟ୍ (NEET-UG) ପରୀକ୍ଷାରେ ଅନିୟମିତତାକୁ ନେଇ ଗତ ୧୦ ଦିନ ଧରି ସୃଷ୍ଟି ହୋଇଥିବା ପରିସ୍ଥିତି ତାଙ୍କୁ ଗଭୀର ଭାବେ ବ୍ୟଥିତ କରିଥିବାରୁ ଏବଂ ଏହାର ସୁଯୋଗ ରାଷ୍ଟ୍ରବିରୋଧୀ ଶକ୍ତି ନ…
Read More...

ନିଖୋଜ କମିଶନ ରିପୋର୍ଟ ମାମଲାରେ ଭି.କେ. ପାଣ୍ଡିଆନଙ୍କୁ ପୋଲିସର ନୋଟିସ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ (ସିଏମ୍‌ଓ)ରୁ ଦୁଇଟି ତଦନ୍ତ କମିଶନ ରିପୋର୍ଟ ନିଖୋଜ ହୋଇଥିବା ଅଭିଯୋଗ ମାମଲାରେ ପୂର୍ବତନ ଆଇଏଏସ୍ ଅଧିକାରୀ ଭି.କେ. ପାଣ୍ଡିଆନଙ୍କୁ ନୋଟିସ ଜାରି କରିଛି ଓଡ଼ିଶା ପୋଲିସ। ଭୁବନେଶ୍ୱର କ୍ୟାପିଟାଲ ଥାନା ପକ୍ଷରୁ ଜାରି ହୋଇଥିବା ଏହି ନୋଟିସରେ…
Read More...

ଆନ୍ଧ୍ରରେ ୨ କୋଭିଡ୍ ମୃତ୍ୟୁ ପରେ ଓଡ଼ିଶା ସୀମାରେ ହାଇଆଲର୍ଟ

ଭୁବନେଶ୍ବର: ଆନ୍ଧ୍ରପ୍ରଦେଶରେ କୋଭିଡ୍-୧୯ ଆକ୍ରମଣରେ ୨ ଜଣ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଓଡ଼ିଶା ସରକାର ସତର୍କ ହୋଇପଡ଼ିଛନ୍ତି। ବିଶେଷକରି ଆନ୍ଧ୍ର ସୀମାନ୍ତ ଜିଲ୍ଲାଗୁଡ଼ିକରେ ହାଇଆଲର୍ଟ ଜାରି କରାଯାଇଥିବାବେଳେ ସମ୍ପୃକ୍ତ ଜିଲ୍ଲାର ସିଡିଏମ୍‌ଓମାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ…
Read More...

ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଶୁକ୍ରବାର ଏକ ଅପ୍ରୀତିକର ଘଟଣା ଘଟିଛି। ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ଆଦେଶକୁ ଚ୍ୟାଲେଞ୍ଜ କରି ଦାଖଲ ହୋଇଥିବା ଆବେଦନର ଶୁଣାଣି ବେଳେ ଆବେଦନକାରୀ ନିଜେ କୋର୍ଟରେ ହାଜର ହୋଇ ବିଚାରପତିମାନଙ୍କ ପ୍ରତି ଅସମ୍ମାନଜନକ ଆଚରଣ କରିଥିଲେ। ଏହା ପରେ…
Read More...