ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ
Browsing Category

ବଡ ଖବର

ବିମାନ ଦୁର୍ଘଟଣାରେ ଜଣେ ଯାତ୍ରୀ ଜୀବିତ ଉଦ୍ଧାର

ଅହମ୍ମଦାବାଦ: ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ମାତ୍ର ଜଣଙ୍କର ହିଁ ଜୀବନ ବଞ୍ଚିଯାଇଛି। ଗୁରୁବାର ଗୁଜୁରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା। ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଉଡ଼ାଣ ଭରିବାର କିଛି ସମୟ ମଧ୍ୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ
Read More...

ତାଜମହଲ ଉଡ଼ାଇ ଦେବାକୁ ଧମକ, ହାଇ ଆଲର୍ଟ ଜାରି

ଆଗ୍ରା: ତାଜମହଲକୁ ଆରଡ଼ିଏକ୍ସ ସାହାଯ୍ୟରେ ଉଡ଼ାଇ ଦିଆଯିବାର ଧମକ ଦିଆଯାଇଛି। ଏହି ଧମକପୂର୍ଣ୍ଣ ମେଲ୍‌ କେରଳରୁ ପଠାଯାଇଛି। ଧମକ ପାଇବା ପରେ, ତାଜମହଲରେ ତିନି ଘଣ୍ଟା ଧରି ସର୍ଚ୍ଚ ଅପରେଶନ କରାଯାଇଥିଲା। ଧମକପୂର୍ଣ୍ଣ ଇମେଲ୍‌ ପାଇବା ପରେ ସୁରକ୍ଷା ଏଜେନ୍ସିଗୁଡ଼ିକ ହାଇ ଆଲର୍ଟ ଜାରି
Read More...

ଭୁବନେଶ୍ୱରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଦେଶରେ କରୋନାର ମାମଲା ବଢି ଚାଲିଥିବା ବେଳେ ଓଡିଶାରେ ଚିହ୍ନଟ ହୋଇଛନ୍ତି ପ୍ରଥମ କରୋନା ଆକ୍ରାନ୍ତ। ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାଯାଇଛି। ନିକଟରେ ସେ ଦିଲ୍ଲୀରୁ ଫେରିଥିଲେ। ଆକ୍ରାନ୍ତ ଜଣଙ୍କ ପୁରୁଷ ଥିବା ବେଳେ ଏବେ ସେ ଘରୋଇ ହସପିଟାଲରେ ଚିକିତ୍ସାଧୀନ
Read More...

ବେଲୁଚିସ୍ତାନରେ ସ୍କୁଲ ବସ୍ ଉପରେ ଆତଙ୍କବାଦୀ ଆକ୍ରମଣ

ପାକିସ୍ତାନ: ପାକିସ୍ତାନର ବେଲୁଚିସ୍ତାନରେ ସ୍କୁଲ ବସ୍ ଉପରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ସ୍କୁଲ ବସ୍‌କୁ ଟାର୍ଗେଟ କରିଥିଲେ। ଏହି ଆକ୍ରମଣରେ ବସ୍‌ରେ ଥିବା ଚାରି ଜଣ ପିଲାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩୮ ଜଣ ଆହତ ହୋଇଛନ୍ତି। ପ୍ରାରମ୍ଭିକ ସୂଚନା ଅନୁଯାୟୀ,
Read More...

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ; ୨୭ରୁ ଅଧିକ ନକ୍ସଲ ନିପାତ

ଛତିଶଗଡ: ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା। ଛତିଶଗଡର ନାରାୟଣପୁର ଜିଲାରେ ଡିଆରଜିର ଯବାନ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ପରେ ଅବୁଝମାଡ ଅଞ୍ଚଳରେ ଏଯାଏଁ ୨୭ରୁ ଅଧିକ ନକ୍ସଲ ନିପାତ ହୋଇଥିବା ନେଇ ଖବର ମିଳିଛି। ମୃତ ନକ୍ସଲଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି କୁହାଯାଉଛି।
Read More...

ପାକ୍‌ ଗୁପ୍ତଚର ଜ୍ୟୋତି ଲିଙ୍କ୍‌ରେ ପୁରୀ ଯୁବତୀ

ଭୁବନେଶ୍ବର: ପାକିସ୍ତାନ ପାଇଁ ଗୁପ୍ତଚରଗିରି କରିବା ଅଭିଯୋଗରେ ହରିୟାଣା ପୁଲିସ ମହିଳା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ଶନିବାର ହିସାରରୁ ଗିରଫ କରିଥିଲା। ଜ୍ୟୋତି ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ଆଇଏସଆଇ ପାଇଁ କାମ କରୁଥିଲେ। ସେ ବିଭିନ୍ନ ସମୟରେ ପାକିସ୍ତାନ ଗସ୍ତ କରିଥିବାବେଳେ
Read More...

ପାକିସ୍ତାନରୁ ଫେରିଲେ ବିଏସଏଫ ଯବାନ ପିକେ ସାଁ

ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖୁବ୍‌ ଉତ୍ତେଜନା ଚାଲିଛି। ଇତିମଧ୍ୟରେ, ବିଏସଏଫ ଯବାନ ପୂର୍ଣ୍ଣମ କୁମାର ସାଁ ’ ସ୍ବଦେଶକୁ ଫେରି ଆସିଛନ୍ତି। ପାକିସ୍ତାନ ତାଙ୍କୁ ଭାରତକୁ ଫେରାଇ ଦେଇଛି। ପୂର୍ଣ୍ଣମ କୁମାର ସାଁ ୨୩ ଏପ୍ରିଲରେ ଭୁଲବଶତଃ ପାକିସ୍ତାନ ସୀମାରେ ପ୍ରବେଶ କରିଥିଲେ।
Read More...

ପାରାଦୀପ ତୈଳବାହୀ ଜାହାଜରେ ଅଛନ୍ତି ୨୧ ପାକିସ୍ତାନୀ ନାବିକ

ପାରାଦୀପ: ପାରାଦୀପ ବନ୍ଦରରେ ଲାଗିଥିବା ଜାହାଜରେ ଅଛନ୍ତି ୨୧ ଜଣ ପାକିସ୍ତାନୀ କ୍ରିଉ ମେମ୍ବର। ଯାହାକୁ ନେଇ ଏବେ ହଇଚଇ ସୃଷ୍ଟି ହୋଇଛି। ୨୧ ଜଣ ପାକିସ୍ତାନୀ କ୍ରିଉ ମେମ୍ବର ସୂଚନା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏନେଇ ପାରାଦୀପ ଇମିଗ୍ରେସନ ବିଭାଗ ଅବଗତ କରିଥିବା ସୂଚନା
Read More...

ମାନିଲା ପାକିସ୍ତାନ, କରିଥିଲା ପୁଲୱାମା ଆକ୍ରମଣ

ନୂଆଦିଲ୍ଲୀ: ପାକିସ୍ତାନ ବାୟୁସେନାର ବରିଷ୍ଠ ଅଧିକାରୀ ପ୍ରେସମିଟରେ ଦେଇଥିବା ଏକ ବୟାନ ସମସ୍ତଙ୍କୁ ଚକିତି କରିଛି। ୨୦୧୯ରେ ଜାମ୍ମୁ କାଶ୍ମୀର ପୁଲୱାମାରେ ହୋଇଥିବା ଆତଙ୍କୀ ଆକ୍ରମଣ କରିଥିବା ନିଜେ ମାନିଛି ପାକିସ୍ତାନ ବାୟୁସେନା। ଏହି ଆକ୍ରମଣରେ ୪୦ ଜଣ ଭାରତୀୟ ସିଆରପିଏଫ ଯବାନ ସହିଦ
Read More...

ସିଆଲକୋଟରେ ଆତଙ୍କୀ ଲଞ୍ଚପ୍ୟାଡ୍ ଧ୍ୱଂସ କଲା ବିଏସଏଫ୍

ନୂଆଦିଲ୍ଲୀ: ପାକ୍‌ ଅଧିକୃତ କାଶ୍ମୀର(ପିଓକେ)ର ସିଆଲକୋଟରେ ଥିବା ଆତଙ୍କବାଦୀଙ୍କ ଲଞ୍ଚପ୍ୟାଡ୍‌କୁ ଧ୍ୱଂସ କରିଛି ଭାରତୀୟ ସେନା। ଏହାର ଏକ ଭିଡିଓ ଜାରି କରି ସ୍ପଷ୍ଟ କରିଛି ସୀମା ସୁରକ୍ଷା ବଳ(ବିଏସଏଫ)। ସିଆଲକୋଟର ଲୁନିଠାରେ ଏହି ଲଞ୍ଚପ୍ୟାଡ୍‌ ରହିଥିଲା। ଏହିଠାରୁ ପାକିସ୍ତାନୀ ସେନା
Read More...