ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

ବଡ ଖବର

ମେଡିକାଲ କଲେଜ ସିଟ୍‌ ବିକ୍ରି ପାଇଁ ଡିଲ୍‌: ୪ ଗିରଫ

ଭୁବନେଶ୍ବର: ଛାତ୍ରୀଛାତ୍ରଙ୍କ ଜୀବନ ସହ ଖେଳ। ମେଡିକାଲ କଲେଜ ସିଟ୍‌ ବିକ୍ରି ବେଳେ ଦଲାଲ ଗ୍ୟାଙ୍ଗର ପର୍ଦ୍ଦାଫାସ ହୋଇଛି। ଆସନ୍ତାକାଲି ନିଟ୍‌ ପରୀକ୍ଷା। ଏହା ପୂର୍ବରୁ ଆଜି ମେଡିକାଲ କଲେଜ ସିଟ୍ ବିକ୍ରି ପାଇଁ ହୋଟେଲରେ ଚାଲିଥିଲା ମୂଲଚାଲ। ହେଲେ ଠିକ୍ ସମୟରେ ପହଞ୍ଚି ଦଲାଲ ଗ୍ୟାଙ୍ଗକୁ
Read More...

ତିନି ସେନାକୁ ମୋଦିଙ୍କ ଗ୍ରୀନ୍ ସିଗନାଲ୍

ନୂଆଦିଲ୍ଲୀ: ପହଲଗାମ୍‌ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ସେନାକୁ ମିଳିଲା ଗ୍ରୀନ ସିଗ୍‌ନାଲ। ଯେକୌଣସି ମୁହୂର୍ତ୍ତରେ, ଯେକୌଣସି ସ୍ଥାନରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇପାରେ ଭାରତୀୟ ସେନା। ପାକିସ୍ତାନକୁ ମିଳିବ ମୁହଁତୋଡ଼ ଜବାବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଲଗାମ ଆତଙ୍କୀ ଆକ୍ରମଣ
Read More...

ଏଥର ଚନ୍ଦନ ଯାତ୍ରାରେ ଫୁଟିବନି ବାଣ

ପୁରୀ: ପବିତ୍ର ଅକ୍ଷୟ ତୃତୀୟା ଦିନ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ହେବ ,ଏଥିସହ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ। ଗତବର୍ଷ ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣକୁ ନଜରରେ ରଖି ଚଳିତ ବର୍ଷ ବାଣ ବ୍ୟବହାର ହୋଇପାରିବ
Read More...

ଆତ୍ମସମର୍ପଣ କଲେ ୨୨ ମାଓବାଦୀ

ଛତିଶଗଡ଼: ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା। ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି। ସିଆରପିଏଆ ଡିଆଇଜି ଆନନ୍ଦ ସିଂହ ରାଜପୁରୋହିତଙ୍କ ନିକଟରେ ସେମାନେ ଆତ୍ମସମର୍ପଣ କରିବା ସହ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି। ଆତ୍ମସମର୍ପଣ କରିଥିବା
Read More...

କଟକ ପୋଲିସର ଡବଲ ଏନକାଉଣ୍ଟର

କଟକ: କଟକରେ ଡବଲ୍ ଏନ୍‌କାଉଣ୍ଟର୍। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ କଟାସ ଓରଫ ସଂଗ୍ରାମ ରାଉତ ଏବଂ ଜୁବୁଲା ଓରଫ ଶୁଭ୍ରଜ୍ୟୋତି ପରିଡା ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଚୌଦ୍ୱାର ଥାନା ଅଂଚଳରେ ଏହି ଏନକାଉଣ୍ଟର ହୋଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।କଟକରେ ଦୀର୍ଘ ଦିନର
Read More...

ଏକ୍ସପ୍ରେସ୍ ଟ୍ରେନରେ ଆରମ୍ଭ ହେବ ଏଟିଏମ ସେବା

ମହାରାଷ୍ଟ୍ର: ଭାରତର ପ୍ରଥମ ଟ୍ରେନ୍ ଭାବେ ମୁମ୍ବାଇ-ମନମାଡ ପଞ୍ଚବଟି ଏକ୍ସପ୍ରେସ୍ ଟ୍ରେନର ଏକ ଏୟାରକଣ୍ଡିସନଡ୍(ଏସି) କୋଚ୍‌ରେ ସ୍ଥାପନ କରାଯାଇଛି ଏଟିଏମ ସେବା। ଏହାର ପରୀକ୍ଷାମୂଳକ ପ୍ରଦର୍ଶନ ସଫଳତାର ସହ ସମାପ୍ତ ହୋଇଛି। ଏହି ମେସିନ୍ ଯାତ୍ରୀମାନଙ୍କୁ ଟ୍ରେନ ଚାଲୁଥିବା ସମୟରେ ମଧ୍ୟ
Read More...

ପୋଲିସ ଏନକାଉଣ୍ଟର କୁଖ୍ୟାତ ବ୍ରାଉନସୁଗାର ମାଫିଆ ଶେଖ ଜାମସେଦ ଗୁରୁତର

ଭୁବନେଶ୍ବର: ରାଜଧାନୀରେ ଫୁଟିଲା ଗୁଳି। ନିଶା ମାଫିଆକୁ ଏନକାଉଣ୍ଟର। ଡ୍ରଗସ କାରବାର ବେଳେ ପୋଲିସର ଧରପଗଡ। ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳରେ ପୋଲିସ ଏନକାଉଣ୍ଟରରେ ଜଣେ କୁଖ୍ୟାତ ବ୍ରାଉନସୁଗାର ବ୍ୟବସାୟୀ ଶେଖ ଜାମସେଦ ଆହତ ହୋଇଛନ୍ତି। କମିଶନରେଟ ପୋଲିସର
Read More...

ଗିରଫ ହେଲା ତହୱୁର ରାଣା

ନୂଆଦିଲ୍ଲୀ: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣାକୁ ଭାରତ ଅଣାଯାଇଛି। ୨୦୦୮ରୁ ୨୦୨୫; ସମସ୍ତ ଉପେକ୍ଷା, ଅପେକ୍ଷା ପରେ ଆଜି ଶେଷରେ ଭାରତ ହାତରେ ଲାଗିଛି ୨୬/୧୧ ମୁମ୍ବାଇ ଆକ୍ରମଣର ଅନ୍ୟତମ ମାଷ୍ଟରମାଇଣ୍ଡ ତହବୁର ରାଣା। ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମୁଖ୍ୟ ଅଭିଯୁକ୍ତ ତହବୁର
Read More...

ଆତ୍ମସମର୍ପଣ କଲେ ୩୧ ମାଓବାଦୀ

ମାଲକାନଗିରି: ମାଓ ସଂଗଠନକୁ ଲାଗୁଛି ଶକ୍ତ ଝଟ୍‌କା। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୋଲିସ ନିକଟରେ ପୁଣି ୩୧ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଦାନ୍ତେୱାଡା ଏସପିଙ୍କ ନିକଟରେ ୨୬ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେହିପରି ନାରାୟଣପୁର ଜିଲ୍ଲା ଏସପିଙ୍କ
Read More...

କାରାଗାରରେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଦେଲେ ୨୨ ନକ୍ସଲ

ଛତିଶଗଡ଼: ଛତିଶଗଡ଼ ଅନ୍ତର୍ଗତ କାଙ୍କେର ଜିଲ୍ଲା କାରାଗାରରେ ବନ୍ଦୀ ଥିବା ୨୨ ଜଣ ନକ୍ସଲ କଏଦୀ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଛନ୍ତି। ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ନେଇ କଏଦୀମାନଙ୍କ ଉଦ୍ୟମ। ଗତ ତିନି ବର୍ଷ ଧରି ଛତିଶଗଡ଼ ଷ୍ଟେଟ୍ ଓପନ୍ ସ୍କୁଲ ପକ୍ଷରୁ କଏଦୀମାନଙ୍କୁ ଶିକ୍ଷାର
Read More...