Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ
Browsing Category
ବଡ ଖବର
ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ
ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖଡ ତତ୍କାଳ ପ୍ରଭାବରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି ଧନଖରଡ। ରାଷ୍ଟ୍ରପତିଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଧନଖରଡ ତାଙ୍କ!-->…
Read More...
Read More...
ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟପାଳ ଡକ୍ଟର. ହରିବାବୁ କମ୍ଭମପତିଙ୍କୁ ସାକ୍ଷାତ କରିଛନ୍ତି। ଏହାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏକ ସୌଜନ୍ୟମୂଳକ ସାକ୍ଷାତକାର ବୋଲି କୁହାଯାଇଛି। ମାତ୍ର ରାଜନୈତିକ ମହଲରେ ସାକ୍ଷାତକାରକୁ ନେଇ ଭିନ୍ନଭିନ୍ନ ଚର୍ଚ୍ଚା ହେଉଛି।!-->…
Read More...
Read More...
ତତ୍ପର ହେଲା ଗଣଶିକ୍ଷା ବିଭାଗ
ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି
ଭୁବନେଶ୍ୱର: ଏଫ୍ଏମ୍ କଲେଜର ଛାତ୍ରୀଙ୍କ ମୃତ୍ୟୁକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପରେ ସାରା ରାଜ୍ୟରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଏହି ଘଟଣାକୁ ଲକ୍ଷ୍ୟରେ ରଖି!-->!-->!-->…
Read More...
Read More...
ଦିଲ୍ଲୀର ୫ଟି ବଡ଼ ସ୍କୁଲକୁ ମିଳିଲା ବୋମା ଧମକ
ନୂଆଦିଲ୍ଲୀ; ଭାରତର ରାଜଧାନୀ ଦିଲ୍ଲୀର ଏକା ସାଙ୍ଗରେ ୫ଟି ଜଣାଶୁଣା ସ୍କୁଲକୁ ମିଳିଛି ବୋମା ଧମକ। ବୁଧବାର ସକାଳୁ ଏହି ଧମକ ମିଳିଛି। ଏହା ପରେ ସକାଳୁ ସକାଳୁ ଦିଲ୍ଲୀରେ ହଇଚଇ ସୃଷ୍ଟି ହୋଇଯାଇଛି। ଇମଲେ୍ ଜରିଆରେ ଏହି ଧମକ ମିଳିଥିବା ଜଣାପଡିବାପରେ ପୋଲିସ ତୁରନ୍ତ ସ୍କୁଲ ଗୁଡିକରେ!-->…
Read More...
Read More...
ରାଜଧାନୀରେ ସ୍କୁଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଥିବା ଦୁଇଟି ସ୍କୁଲକୁ ବୋମା ଧମକ ମିଳିଛି। ସୋମବାର ସକାଳୁ ସକାଳୁ ଚାଣକ୍ୟପୁରୀ ଏବଂ ଦ୍ୱାରକା ଅଞ୍ଚଳରେ ଥିବା ୨ଟି ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଇ-ମେଲରେ ଧମକ ଦିଆଯାଇଛି। ଅଭିଯୋଗ ପରେ ଦିଲ୍ଲୀର ଏକ ସ୍ବତନ୍ତ୍ର ପୋଲିସ ଟିମ୍ ସନ୍ଧାନୀ କୁକୁର ସହ ଉଭୟ!-->…
Read More...
Read More...
ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ନେତା ସୋଡ଼ି କନ୍ନା ନିହତ
ଛତିଶଗଡ଼: ଛତିଶଗଡ଼ର ବିଜାପୁର ନେସନାଲ ପାର୍କ ଅଞ୍ଚଳରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁରକ୍ଷା ବାହିନୀଙ୍କ ଗୁଳିରେ ଦୁର୍ଦ୍ଦାନ୍ତ ମାଓବାଦୀ ସୋଡ଼ି କନ୍ନା ଓରଫ ପଦନାମ ନିହତ ହୋଇଛନ୍ତି। ଶନିବାର ହୋଇଥିବା ଏହି ଏନକାଉଣ୍ଟରରେ ନିହତ ସୋଢି କନ୍ନା!-->…
Read More...
Read More...
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଜୁଲାଇ ୧୪ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ୱର ଏବଂ କଟକରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ଘର ଉପରକୁ ଅଣ୍ଡା,ଟମାଟୋ ମାଡ଼
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ଘେରାଉ ବେଳେ କଂଗ୍ରେସ କର୍ମୀମାନେ ବୁଧବାର ଅଣ୍ଡା, ଟମାଟୋ ମାଡ଼ କରିଥିବା ଅଭିଯୋଗ ହୋଇଛି। ଫଳରେ ଯୁବ କଂଗ୍ରେସ କର୍ମୀଙ୍କୁ ପୋଲିସ ଉଠାଇ ନେଇଛି। ନାରୀ ନିର୍ଯାତନା ଅଭିଯୋଗ ଆଣିବା ସହ ଓଡ଼ିଆ ଅସ୍ମିତା କେଉଁଆଡ଼େ ଗଲା ବୋଲି!-->…
Read More...
Read More...
ପୋଲିସ ଇନଫର୍ମର ସନ୍ଦେହରେ ୨ ଜଣଙ୍କୁ କଲେ ହତ୍ୟା ମାଓବାଦୀ
ଛତିଶଗଡ଼: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଣି ଅମାନୁଷିକ କାଣ୍ଡ ଘଟାଇଲେ ମାଓବାଦୀ। ଜିଲ୍ଲାର ପମେଡ ଥାନା ଅନ୍ତର୍ଗତ ସେନ୍ଦ୍ରାବର ଏବଂ ଏମପୁର ଗ୍ରାମରେ ଦୁଇଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ ମାନେ। ପୋଲିସ ଇନଫର୍ମର ଦର୍ଶାଇ ହତ୍ୟା!-->…
Read More...
Read More...
କୋଚି-ଦିଲ୍ଲୀ ଇଣ୍ଡିଗୋ ବିମାନକୁ ବୋମା ଧମକ
ନାଗପୁର: ମସ୍କାଟରୁ ମଙ୍ଗଳବାର ଦିନ ଦିଲ୍ଲୀ ଅଭିମୁଖେ ଯାଉଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ଧମକ ମିଳିବା ପରେ ନାଗପୁର ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି।
କୋଚିନ୍ ଇଣ୍ଟରନ୍ୟାସନାଲ୍ ଏୟାରପୋର୍ଟ ଲିମିଟେଡ୍ (ସି) ଏହି ସୂଚନା ଦେଇଛି। ସିଆଇଏଏଲ କହିଛି ଯେ ଇଣ୍ଡିଗୋ!-->!-->!-->…
Read More...
Read More...