ପ୍ରମୁଖ ଖବର

ଗୁଜରାଟକୁ ମୋଦୀଙ୍କ ବଡ଼ ଭେଟ: ୩୫ ହଜାର କୋଟିର ପ୍ରକଳ୍ପ, ନୂଆ ଟ୍ରେନ୍ ସେବା ଶୁଭାରମ୍ଭ
ବିରୋଧ ସତ୍ତ୍ୱେ ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ମିଶ୍ର
ଦୁର୍ଗାପୂଜାକୁ ନେଇ ବଡ଼ ନିଷ୍ପତ୍ତି: ମହାଷ୍ଟମୀରେ ‘ଡ୍ରାଏ ଡେ’, ବନ୍ଦ ରହିବ ଡିଜେ
୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ
Browsing Category

ବଡ ଖବର

ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ

ନ୍ୟୁଜବ୍ୟୁରୋ: ଔଷଧର ଅବୈଧ ବିକ୍ରୟ ଏବଂ ବଢ଼ୁଥିବା ନିଶାଦ୍ରବ୍ୟ ସମସ୍ୟାକୁ ରୋକିବା ପାଇଁ ଦିଲ୍ଲୀ ସରକାର ଏକ ବଡ଼ ଏବଂ କଠୋର ପଦକ୍ଷେପ ନେଇଛନ୍ତି। ଏବେ ରାଜଧାନୀର ପ୍ରତ୍ୟେକ ମେଡିକାଲ ଦୋକାନରେ ସିସି କ୍ୟାମେରା ଲଗାଇବା ବାଧ୍ୟତାମୂଳକ ହେବ। ସ୍ୱାସ୍ଥ୍ୟ ବିଭାଗ ସ୍ପଷ୍ଟ କରିଛି ଯେ ୩୧ ଜୁଲାଇ,
Read More...

ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ଯାଜପୁର: ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି। ଡାକ୍ତର ରାଉତ ବର୍ତ୍ତମାନ ଭଦ୍ରକ ଜିଲ୍ଲା ସଦର
Read More...

ସଚେତନ ଅବସ୍ଥାରେ ଶରୀରରେ ଅତ୍ୟାଧୁନିକ ନ୍ୟୁରୋସର୍ଜରୀ କଲେ ସମ୍ ନ୍ୟୁରୋସର୍ଜନ

ଭୁବନେଶ୍ୱର: ପୂର୍ବ ଭାରତରେ ପ୍ରଥମ ଥର ପାଇଁ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲର ଡାକ୍ତରୀ ଟିମ୍ ସଫଳତାର ସହ ଏକ ଅତ୍ୟାଧୁନିକ ତଥା ଜଟିଳ ନ୍ୟୁରୋସର୍ଜରୀ ସମ୍ପାଦିତ କରିଛନ୍ତି। ରୋଗୀକୁ ସଚେତନ ଅବସ୍ଥାରେ ରଖି କର୍ଟିକାଲ୍ ଓ ସବ୍‌କର୍ଟିକାଲ୍ ବ୍ରେନ୍ ମ୍ୟାପିଂ
Read More...

ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ

ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖଡ ତତ୍କାଳ ପ୍ରଭାବରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି ଧନଖରଡ। ରାଷ୍ଟ୍ରପତିଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଧନଖରଡ ତାଙ୍କ
Read More...

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟପାଳ ଡକ୍ଟର. ହରିବାବୁ କମ୍ଭମପତିଙ୍କୁ ସାକ୍ଷାତ କରିଛନ୍ତି। ଏହାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏକ ସୌଜନ୍ୟମୂଳକ ସାକ୍ଷାତକାର ବୋଲି କୁହାଯାଇଛି। ମାତ୍ର ରାଜନୈତିକ ମହଲରେ ସାକ୍ଷାତକାରକୁ ନେଇ ଭିନ୍ନଭିନ୍ନ ଚର୍ଚ୍ଚା ହେଉଛି।
Read More...

ତତ୍ପର ହେଲା ଗଣଶିକ୍ଷା ବିଭାଗ

ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି ଭୁବନେଶ୍ୱର: ଏଫ୍ଏମ୍ କଲେଜର ଛାତ୍ରୀଙ୍କ ମୃତ୍ୟୁକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପରେ ସାରା ରାଜ୍ୟରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଏହି ଘଟଣାକୁ ଲକ୍ଷ୍ୟରେ ରଖି
Read More...

ଦିଲ୍ଲୀର ୫ଟି ବଡ଼ ସ୍କୁଲକୁ ମିଳିଲା ବୋମା ଧମକ

ନୂଆଦିଲ୍ଲୀ; ଭାରତର ରାଜଧାନୀ ଦିଲ୍ଲୀର ଏକା ସାଙ୍ଗରେ ୫ଟି ଜଣାଶୁଣା ସ୍କୁଲକୁ ମିଳିଛି ବୋ‌ମା ଧମକ। ବୁଧବାର ସକାଳୁ ଏହି ଧମକ ମିଳିଛି। ଏହା ପରେ ସକାଳୁ ସକାଳୁ ଦିଲ୍ଲୀରେ ହଇଚଇ ସୃଷ୍ଟି ହୋଇଯାଇଛି। ଇମଲେ୍ ଜରିଆରେ ଏହି ଧମକ ମିଳିଥିବା ଜଣାପଡିବାପରେ ପୋଲିସ ତୁରନ୍ତ ସ୍କୁଲ ଗୁଡିକରେ
Read More...

ରାଜଧାନୀରେ ସ୍କୁଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଥିବା ଦୁଇଟି ସ୍କୁଲକୁ ବୋମା ଧମକ ମିଳିଛି। ସୋମବାର ସକାଳୁ ସକାଳୁ ଚାଣକ୍ୟପୁରୀ ଏବଂ ଦ୍ୱାରକା ଅଞ୍ଚଳରେ ଥିବା ୨ଟି ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଇ-ମେଲରେ ଧମକ ଦିଆଯାଇଛି। ଅଭିଯୋଗ ପରେ ଦିଲ୍ଲୀର ଏକ ସ୍ବତନ୍ତ୍ର ପୋଲିସ ଟିମ୍‌ ସନ୍ଧାନୀ କୁକୁର ସହ ଉଭୟ
Read More...

ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ନେତା ସୋଡ଼ି କନ୍ନା ନିହତ

ଛତିଶଗଡ଼: ଛତିଶଗଡ଼ର ବିଜାପୁର ନେସନାଲ ପାର୍କ ଅଞ୍ଚଳରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁରକ୍ଷା ବାହିନୀଙ୍କ ଗୁଳିରେ ଦୁର୍ଦ୍ଦାନ୍ତ ମାଓବାଦୀ ସୋଡ଼ି କନ୍ନା ଓରଫ ପଦନାମ ନିହତ ହୋଇଛନ୍ତି। ଶନିବାର ହୋଇଥିବା ଏହି ଏନକାଉଣ୍ଟରରେ ନିହତ ସୋଢି କନ୍ନା
Read More...

୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଜୁଲାଇ ୧୪ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ୱର ଏବଂ କଟକରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର
Read More...