ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

ବଡ ଖବର

ରାଜଧାନୀ ଶ୍ରୀରାମ ନଗର ଏଟିଏମ ଲୁଟ୍ ଘଟଣାରେ ୬ ଗିରଫ

ଭୁବନେଶ୍ୱର: ଚଳିତ ବର୍ଷ ଜାନୁଆରୀ ମାସରେ ଭୁବନେଶ୍ୱରର ଶ୍ରୀରାମ ନଗରରେ ହୋଇଥିବା ଏକ ଏଟିଏମ୍ ଲୁଟ ଘଟଣାରେ ପୋଲିସ ୬ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ନଗଦ ଟଙ୍କା ସହ ପୂରା ମେସିନକୁ ନେଇ ଯାଇଥିଲେ। ସୂଚନା ଅନୁଯାୟୀ, ଜାନୁଆରୀ ୨୪ ତାରିଖ ଭୋର ସମୟରେ ଶ୍ରୀ ଲିଙ୍ଗରାଜ ଥାନା ଅଧୀନସ୍ଥ
Read More...

ଆରପାରିରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି

ଭୁବନେଶ୍ଵର, ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି। ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। କିଛିଦିନ ହେଲା ସେ ଲିଭର ସିରୋସିସ୍‌ ରୋଗରେ ପୀଡିତ ଥିଲେ ଓ କିଛିଦିନ ପୂର୍ବରୁ
Read More...

ଅଯୋଧ୍ୟାରେ ନିର୍ମାଣ ହେବ ଓଡିଶା ଭବନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାମଲାଲାଙ୍କ ଦର୍ଶନ ପାଇଁ ଯାଉଥିବା ଓଡିଶାର ଭକ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ ଘୋଷଣା କରିଛନ୍ତି। ଅଯୋଧ୍ୟାରେ ହେବ ଓଡିଶା ଭବନ। ଉତ୍ତରପ୍ରଦେଶର ଅଯୋଧ୍ୟାଠାରେ ଓଡ଼ିଶା ଭବନ ନିର୍ମାଣ ହେବ। ରାମଲାଲାଙ୍କ ଦର୍ଶନ ଲାଗି ଆସୁଥିବା ଭକ୍ତଙ୍କ ରହିବା ଏବଂ ସେମାନଙ୍କ
Read More...

ୟୁଟ୍ୟୁବରେ ପ୍ରଶ୍ନପତ୍ର ବିକ୍ରି : ଚାରି ୟୁଟ୍ୟୁବର ସହ ସରକାରୀ ଶିକ୍ଷକ ଗିରଫ

ଭଦ୍ରକ: ଅନଲାଇନ୍ ପ୍ଲାଟଫର୍ମରେ ଓଡ଼ିଶାରେ ସ୍କୁଲ ପରୀକ୍ଷା ପ୍ରଶ୍ନପତ୍ର ବିକ୍ରି କରୁଥିବା ଏକ ରାକେଟକୁ ପୋଲିସ ପର୍ଦାଫାଶ କରିଛି। ୟୁଟ୍ୟୁବ ମାଧ୍ୟମରେ ଅଷ୍ଟମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପରୀକ୍ଷା ପ୍ରଶ୍ନପତ୍ର ବିକ୍ରି କରୁଥିବା ଏକ ବଡ ରାକେଟ ଠାବ କରିଛି ପୋଲିସ। ଏହି ମାମଲାରେ ଚାରି ଜଣ
Read More...

ଦଲାଇଲାମାଙ୍କ ଜୀବନପ୍ରତି ବିପଦ, ‘ଜେଡ’ ସୁରକ୍ଷା ବଢାଇଲେ ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପକ୍ଷରୁ ତିବ୍ଦତୀୟ ଧର୍ମଗୁରୁ ଦଳାଇଲାମାଙ୍କୁ ‘ଜେଡ’ ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରାଯାଇଛି। କେନ୍ଦ୍ର ସରକାର ଦଳାଇଲାମାଙ୍କୁ ‘ଜେଡ’ ଶ୍ରେଣୀ ସିଆରପିଏଫ ସୁରକ୍ଷା ପ୍ରଦାନ କରିଛନ୍ତି। ଏହି ବର୍ଦ୍ଧିତ ସୁରକ୍ଷା ବ୍ୟବସ୍ଥା ଅଧୀନରେ, ୮୯ ବର୍ଷୀୟ ଆଧ୍ୟାତ୍ମିକ
Read More...

କରେଣ୍ଟ ଚାଲିଯିବାରୁ ମୋବାଇଲ ଟର୍ଚ୍ଚରେ ଦିଆଗଲା କେମୋ ଥେରାପି

ବୁର୍ଲା: ବୁର୍ଲା ଭୀମସାର କର୍କଟ ରୋଗ ବିଭାଗରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବୁର୍ଲାରେ ଥିବା ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ୍ ରିସର୍ଚ୍ଚରେ କେମୋଥେରାପି ନେଉଥିବା ରୋଗୀମାନେ ଭୟଙ୍କର ଅବ୍ୟବସ୍ଥାର ଶିକାର ହୋଇଛନ୍ତି। କେମୋ ଚାଲିଥିବା ବେଳେ
Read More...

ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ ଧମକ

ମୁମ୍ବାଇ: ପ୍ରଧାନମନ୍ତ୍ରୀ ମୋଦି ଏବେ ବିଦେଶ ଗସ୍ତରେ ଥିବା ବେଳେ ମୁମ୍ବାଇ ପୋଲିସକୁ ମିଳିଛି ଧମକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଯାତ୍ରା ପୂର୍ବରୁ ତାଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ କରିବା ନେଇ ଏକ ଧମକପୂର୍ଣ୍ଣ ଫୋନ୍ ମୁମ୍ବାଇ ପୋଲିସ ପାଖକୁ ଆସିଛି। ପୋଲିସ
Read More...

ବାରବାଟୀରେ ଫ୍ଲଡ ଲାଇଟ୍ ବନ୍ଦ ଯୋଗୁଁ ଅଟକିଲା ମ୍ୟାଚ୍

ଲିଭିଗଲା ଲାଇଟ୍‌,ବାରବାଟୀ ଅନ୍ଧାର, ପଡ଼ିଆରୁ ଚାଲିଗଲେ ଖେଳାଳି କଟକ: ବାରବାଟୀରେ ଫ୍ଲଡ ଲାଇଟ୍ ବନ୍ଦ ଯୋଗୁଁ ଅଧାରେ ଅଟକିଲା ମ୍ୟାଚ୍। ଆଜି ଭାରତ-ଇଂଲଣ୍ଡ ଦ୍ବିତୀୟ ଦିନିକିଆମ୍ୟାଚ୍ ଚାଲିଥିବା ବେଳେ ବାରମ୍ବାର ବନ୍ଦ ହୋଇଯାଇଥିଲା ଫ୍ଲଡ ଲାଇଟ୍। ଫଳରେ ଅଧାରୁ ଅଟକିରହିଲା ମ୍ୟାଚ୍। ଫଳରେ
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ନିହତ, ୨ ଯବାନ ସହିଦ

ଛତିଶଗଡ଼: ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ। ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ଛତିଶଗଡ଼ର ବିଜାପୁର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ନିପାତ ହୋଇଛନ୍ତି।ସେପଟେ ମାଓବାଦୀଙ୍କ ଗୁଳିରେ ୨ ଯବାନ ସହିଦ। ଏଥିସହ ଦୁଇ ଯବାନ ଗୁୁରୁତର ଭାବେ ଆହତ ହୋଇଛନ୍ତି।।
Read More...

ଏୟାରଲିଫ୍ଟି ହେଲେ ଉତ୍ତମ ମହାନ୍ତି

ଭୁବନେଶ୍ବର: ଓଲିଉଡର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଗୁରୁତର ଥିବା ସୂଚନା ମିଳିଛି। ତାଙ୍କୁ ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ କରାଯାଇଛି। ଉତ୍ତମ ମହାନ୍ତିଙ୍କ ଅତି ନିକଟ ସୂତ୍ରରୁ ଏହି ସୂଚନା ମିଳିଛି। ଉନ୍ନତ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ନିଆଯାଇଛି।
Read More...