ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category

ବଡ ଖବର

କୋଚି-ଦିଲ୍ଲୀ ଇଣ୍ଡିଗୋ ବିମାନକୁ ବୋମା ଧମକ

ନାଗପୁର: ମସ୍କାଟରୁ ମଙ୍ଗଳବାର ଦିନ ଦିଲ୍ଲୀ ଅଭିମୁଖେ ଯାଉଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ଧମକ ମିଳିବା ପରେ ନାଗପୁର ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୋଚିନ୍ ଇଣ୍ଟରନ୍ୟାସନାଲ୍ ଏୟାରପୋର୍ଟ ଲିମିଟେଡ୍ (ସି) ଏହି ସୂଚନା ଦେଇଛି। ସିଆଇଏଏଲ କହିଛି ଯେ ଇଣ୍ଡିଗୋ
Read More...

ଆଠ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା ଥିବା ଦୁଇ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ

ମାଲକାନଗିରି: ମାଲକାନଗିରି ପୁଲିସକୁ ମିଳିଛି ବଡ ସଫଳତା। ଶୁକ୍ରବାର ଆଠ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିବା ଦୁଇ ଏସିଏମ କ୍ୟାଡର ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛି ମାଲକାନଗିରି ପୁଲିସ। ଗିରଫ ହୋଇଥିବା ଦୁଇ ମାଓବାଦୀ ହେଉଛନ୍ତି କେସା କୱାସି ଓ ରାକେଶ ଓରଫ ସାନୁ କୁଞ୍ଜମ।
Read More...

ବିମାନ ଦୁର୍ଘଟଣାରେ ଜଣେ ଯାତ୍ରୀ ଜୀବିତ ଉଦ୍ଧାର

ଅହମ୍ମଦାବାଦ: ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ମାତ୍ର ଜଣଙ୍କର ହିଁ ଜୀବନ ବଞ୍ଚିଯାଇଛି। ଗୁରୁବାର ଗୁଜୁରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା। ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଉଡ଼ାଣ ଭରିବାର କିଛି ସମୟ ମଧ୍ୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ
Read More...

ତାଜମହଲ ଉଡ଼ାଇ ଦେବାକୁ ଧମକ, ହାଇ ଆଲର୍ଟ ଜାରି

ଆଗ୍ରା: ତାଜମହଲକୁ ଆରଡ଼ିଏକ୍ସ ସାହାଯ୍ୟରେ ଉଡ଼ାଇ ଦିଆଯିବାର ଧମକ ଦିଆଯାଇଛି। ଏହି ଧମକପୂର୍ଣ୍ଣ ମେଲ୍‌ କେରଳରୁ ପଠାଯାଇଛି। ଧମକ ପାଇବା ପରେ, ତାଜମହଲରେ ତିନି ଘଣ୍ଟା ଧରି ସର୍ଚ୍ଚ ଅପରେଶନ କରାଯାଇଥିଲା। ଧମକପୂର୍ଣ୍ଣ ଇମେଲ୍‌ ପାଇବା ପରେ ସୁରକ୍ଷା ଏଜେନ୍ସିଗୁଡ଼ିକ ହାଇ ଆଲର୍ଟ ଜାରି
Read More...

ଭୁବନେଶ୍ୱରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଦେଶରେ କରୋନାର ମାମଲା ବଢି ଚାଲିଥିବା ବେଳେ ଓଡିଶାରେ ଚିହ୍ନଟ ହୋଇଛନ୍ତି ପ୍ରଥମ କରୋନା ଆକ୍ରାନ୍ତ। ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାଯାଇଛି। ନିକଟରେ ସେ ଦିଲ୍ଲୀରୁ ଫେରିଥିଲେ। ଆକ୍ରାନ୍ତ ଜଣଙ୍କ ପୁରୁଷ ଥିବା ବେଳେ ଏବେ ସେ ଘରୋଇ ହସପିଟାଲରେ ଚିକିତ୍ସାଧୀନ
Read More...

ବେଲୁଚିସ୍ତାନରେ ସ୍କୁଲ ବସ୍ ଉପରେ ଆତଙ୍କବାଦୀ ଆକ୍ରମଣ

ପାକିସ୍ତାନ: ପାକିସ୍ତାନର ବେଲୁଚିସ୍ତାନରେ ସ୍କୁଲ ବସ୍ ଉପରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ସ୍କୁଲ ବସ୍‌କୁ ଟାର୍ଗେଟ କରିଥିଲେ। ଏହି ଆକ୍ରମଣରେ ବସ୍‌ରେ ଥିବା ଚାରି ଜଣ ପିଲାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩୮ ଜଣ ଆହତ ହୋଇଛନ୍ତି। ପ୍ରାରମ୍ଭିକ ସୂଚନା ଅନୁଯାୟୀ,
Read More...

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ; ୨୭ରୁ ଅଧିକ ନକ୍ସଲ ନିପାତ

ଛତିଶଗଡ: ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା। ଛତିଶଗଡର ନାରାୟଣପୁର ଜିଲାରେ ଡିଆରଜିର ଯବାନ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ପରେ ଅବୁଝମାଡ ଅଞ୍ଚଳରେ ଏଯାଏଁ ୨୭ରୁ ଅଧିକ ନକ୍ସଲ ନିପାତ ହୋଇଥିବା ନେଇ ଖବର ମିଳିଛି। ମୃତ ନକ୍ସଲଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି କୁହାଯାଉଛି।
Read More...

ପାକ୍‌ ଗୁପ୍ତଚର ଜ୍ୟୋତି ଲିଙ୍କ୍‌ରେ ପୁରୀ ଯୁବତୀ

ଭୁବନେଶ୍ବର: ପାକିସ୍ତାନ ପାଇଁ ଗୁପ୍ତଚରଗିରି କରିବା ଅଭିଯୋଗରେ ହରିୟାଣା ପୁଲିସ ମହିଳା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ଶନିବାର ହିସାରରୁ ଗିରଫ କରିଥିଲା। ଜ୍ୟୋତି ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ଆଇଏସଆଇ ପାଇଁ କାମ କରୁଥିଲେ। ସେ ବିଭିନ୍ନ ସମୟରେ ପାକିସ୍ତାନ ଗସ୍ତ କରିଥିବାବେଳେ
Read More...

ପାକିସ୍ତାନରୁ ଫେରିଲେ ବିଏସଏଫ ଯବାନ ପିକେ ସାଁ

ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖୁବ୍‌ ଉତ୍ତେଜନା ଚାଲିଛି। ଇତିମଧ୍ୟରେ, ବିଏସଏଫ ଯବାନ ପୂର୍ଣ୍ଣମ କୁମାର ସାଁ ’ ସ୍ବଦେଶକୁ ଫେରି ଆସିଛନ୍ତି। ପାକିସ୍ତାନ ତାଙ୍କୁ ଭାରତକୁ ଫେରାଇ ଦେଇଛି। ପୂର୍ଣ୍ଣମ କୁମାର ସାଁ ୨୩ ଏପ୍ରିଲରେ ଭୁଲବଶତଃ ପାକିସ୍ତାନ ସୀମାରେ ପ୍ରବେଶ କରିଥିଲେ।
Read More...

ପାରାଦୀପ ତୈଳବାହୀ ଜାହାଜରେ ଅଛନ୍ତି ୨୧ ପାକିସ୍ତାନୀ ନାବିକ

ପାରାଦୀପ: ପାରାଦୀପ ବନ୍ଦରରେ ଲାଗିଥିବା ଜାହାଜରେ ଅଛନ୍ତି ୨୧ ଜଣ ପାକିସ୍ତାନୀ କ୍ରିଉ ମେମ୍ବର। ଯାହାକୁ ନେଇ ଏବେ ହଇଚଇ ସୃଷ୍ଟି ହୋଇଛି। ୨୧ ଜଣ ପାକିସ୍ତାନୀ କ୍ରିଉ ମେମ୍ବର ସୂଚନା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏନେଇ ପାରାଦୀପ ଇମିଗ୍ରେସନ ବିଭାଗ ଅବଗତ କରିଥିବା ସୂଚନା
Read More...