ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’
Browsing Category

ବଡ ଖବର

ପ୍ରଫେସର ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ବର: ଖ୍ୟାତନାମା ସାହିତି୍ୟକ ପ୍ରଫେସର ବୈଷ୍ଣବ ଚରଣ ସାମଲଙ୍କୁ ମିଳିବ ମର୍ଯ୍ୟାଦାଜନକ ପୁରସ୍କାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ତାଙ୍କ ରଚିତ ପ୍ରବନ୍ଧ ‘ଭୂତି ଭକ୍ତି ବିଭୂତି’ ପାଇଁ ମିଳିବ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ୧୯୩୯ ମସିହା ଫେବୃଆରୀ ୨୭ରେ ଜନ୍ମ
Read More...

୩ ବିଭାଗର ସଚିବ ପଦରୁ ବିଦା ହେଲେ ବିଷ୍ଣୁପଦ

ଭୁବନେଶ୍ବର: ଟେଣ୍ଡର ଫିକ୍ସିଂ ମାମଲାରେ ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ସରକାର । ଆଜି ତାଙ୍କୁ ୩ଟି ଯାକ ଗୁରୁତ୍ୱପୂର୍ଣ୍ଣ ବିଭାଗର ସଚିବ ପଦରୁ ହଟାଇ ଦେଇଛନ୍ତି। ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର। ପ୍ରମୁଖ ସଚିବ
Read More...

ଭୂମିହୀନଙ୍କୁ ଜମି ଦେବେ ରାଜ୍ୟସରକାର

ଭୁବନେଶ୍ବର: ଭୂମିହୀନଙ୍କୁ ଜମି ଯୋଗାଇଦେବେ ରାଜ୍ୟସରକାର। ଘର କରିବାକୁ ସେମାନଙ୍କୁ ରାଜ୍ୟସରକାର ଯୋଗାଇବେ ୪ ଡେସିମିଲ ଜମି। ଏନେଇ ଗୁରୁତ୍ବପୂର୍ଣ୍ଣ ସୂଚନ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଲ୍ୟାଣ୍ଡ ସେଟଲମେଣ୍ଟ ୧୯୬୨ ଅନୁଯାୟୀ ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ
Read More...

ଅଲ୍ଲୁ ଅର୍ଜୁନ ଗିରଫ

ହାଇଦ୍ରାବାଦ: ସୁପର୍‌ଷ୍ଟାର୍ ଅଲ୍ଲୁ ଅର୍ଜୁନ ଗିରଫ । ପୁଷ୍ପାରାଜ ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି ହାଇଦ୍ରାବାଦ ପୋଲିସ। ପୁଷ୍ପା-୨ର ସ୍କ୍ରିନିଂ ବେଳେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ହୋଇଥିବା ଦଳାଚକଟା ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଏହି ଦଳଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ
Read More...

ଆରବିଆଇକୁ ବୋମାରେ ଉଡାଇବାକୁ ଧମକ

ନୂଆଦିଲ୍ଲୀ; ଭାରତୀୟ ରିଜର୍ଭ ବ୍ୟାଙ୍କକୁ ବୋମା ଧମକ ମିଳିଛି। ଗୁରୁବାର ଅପରାହ୍ନରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫିସିଆଲ ୱେବସାଇଟରେ ଏକ ଧମକପୂର୍ଣ୍ଣ ଇ-ମେଲ ଆସିଛି। ଏହି ଇମେଲ ରୁଷୀୟ ଭାଷାରେ ପଠାଯାଇଥିଲା। ଏହି ମାମଲାରେ ମାତା ରମାବାଇ ମାର୍ଗ (MRA Marg) ପୋଲିସ ଷ୍ଟେଶନରେ ଅଜ୍ଞାତ
Read More...

ଜାତୀୟସ୍ତରରେ ଶ୍ରେଷ୍ଠ ଜିଲା ଭାବେ କୋରାପୁଟ ପୁରସ୍କୃତ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଜାତୀୟ ପଞ୍ଚାୟତ ପୁରସ୍କାର – ୨୦୨୪ ପ୍ରଦାନ କରିଛନ୍ତି। ଏଥିରେ ଜାତୀୟସ୍ତରରେ ଶ୍ରେଷ୍ଠ ଜିଲା ପଞ୍ଚାୟତ ଭାବେ କୋରାପୁଟ ପୁରସ୍କୃତ ହୋଇଛି। ନାନାଜୀ ଦେଶମୁଖ
Read More...

ଓଡ଼ିଶାର ୨ ରେଳ ଫ୍ଲାଏଓଭର ନିର୍ମାଣ ପାଇଁ ୫୦୯ କୋଟି ମଞ୍ଜୁରୀ

ଭୁବନେଶ୍ବର: ରାଜ୍ୟରେ ରେଳ ଭିତ୍ତିଭୂମି ସୁଦୃଢ କରିବାକୁ ୫୦୯ କୋଟି ମଞ୍ଜୁରୀ କରିଛି ମନ୍ତ୍ରଣାଳୟ। କଟକ ଓ ରାୟଗଡ଼ାରେ ଫ୍ଲାଏଓଭର ପାଇଁ ମନ୍ତ୍ରାଳୟ ପକ୍ଷରୁ ଏହି ଅର୍ଥ ମଞ୍ଜୁର କରାଯାଇଛି। ରାଜଆଠଗଡ଼-ରାଧାକିଶୋରପୁର ଓ ମାଛପୁର ମଧ୍ୟରେ ହେବ ଫ୍ଲାଏଓଭର ଏବଂ ରାୟଗଡ଼ାର ସିଙ୍ଗାପୁର ରୋଡ୍
Read More...

ପୁଣି ଦିଲ୍ଲୀରେ ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ:ରାଜଧାନୀ ଦିଲ୍ଲୀର ସ୍କୁଲକୁ ବୋମା ଧମକ। ପୁଣିଥରେ ଦିଲ୍ଲୀର ପ୍ରାୟ ୪୦ ଟି ସ୍କୁଲ ଉପରେ ବୋମା ପକାଇବାକୁ ଧମକ ଦିଆଯାଇଛି। ସୋମବାର (ଡିସେମ୍ବର ୯) ସକାଳ ୭ଟାରେ, ଆର.କେ ପୁରମର ଡିପିଏସ, ପଶ୍ଚିମ ବିହାରଙ୍କ ଜିଡି ଗୋଏଙ୍କା ସ୍କୁଲ, ମଦର ମେରି ସ୍କୁଲ ସହିତ ୪୦ଟି ସ୍କୁଲ
Read More...

ଖୁବ୍ ଶୀଘ୍ର ଦୂରଦର୍ଶନରେ ସାନ୍ତାଳୀ ଭାଷାରେ ପଢାଯିବ ନ୍ୟୁଜ୍

ଭୁବନେଶ୍ବର: ଖୁବ୍ ଶୀଘ୍ର ଦୂରଦର୍ଶନରେ ସାନ୍ତାଳୀ ଭାଷାରେ ପଢାଯିବ ନ୍ୟୁଜ୍। ୬ରୁ ୭ ଦିନ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବା ନେଇ ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। ସେ କହିଛନ୍ତି ସାନ୍ତାଳୀ ଭାଷାରେ ନ୍ୟୁଜ୍ ପଢା ନେଇ ରାଷ୍ଟ୍ରପତିଙ୍କର ଆଗ୍ରହ ଥିଲା। ସାନ୍ତାଳ ମାନେ
Read More...

୭୦ ହଜାର ଟଙ୍କାରେ ଡାକ୍ତରୀ ଡିଗ୍ରୀ

ଗୁଜରାଟ: ଡାକ୍ତରୀ ଡିଗ୍ରୀ ପାଇଁ ୭୦ ହଜାର ଟଙ୍କା। ଆଜିର ଦୁନିଆରେ ସବୁ କିଛି ସମ୍ଭବ। ବିନା ପାଠ ପଢାରେ ବି ହୋଇପାରିବେ ଡାକ୍ତର। ଅଷ୍ଟମ ଶ୍ରେଣୀ ପାସ୍ କରିଥିବା ଲୋକେ ମଧ୍ୟ ଏହି ସାର୍ଟିଫିକେଟ କିଣି ପାଲଟି ଥିଲେ ଡାକ୍ତର। ପଇସା ରୋଜଗାର କରିବା ଲକ୍ଷ୍ୟରେ ନକଲି ମେଡିକାଲ ସାର୍ଟିଫିକେଟ
Read More...