ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category

ବଡ ଖବର

ମାନିଲା ପାକିସ୍ତାନ, କରିଥିଲା ପୁଲୱାମା ଆକ୍ରମଣ

ନୂଆଦିଲ୍ଲୀ: ପାକିସ୍ତାନ ବାୟୁସେନାର ବରିଷ୍ଠ ଅଧିକାରୀ ପ୍ରେସମିଟରେ ଦେଇଥିବା ଏକ ବୟାନ ସମସ୍ତଙ୍କୁ ଚକିତି କରିଛି। ୨୦୧୯ରେ ଜାମ୍ମୁ କାଶ୍ମୀର ପୁଲୱାମାରେ ହୋଇଥିବା ଆତଙ୍କୀ ଆକ୍ରମଣ କରିଥିବା ନିଜେ ମାନିଛି ପାକିସ୍ତାନ ବାୟୁସେନା। ଏହି ଆକ୍ରମଣରେ ୪୦ ଜଣ ଭାରତୀୟ ସିଆରପିଏଫ ଯବାନ ସହିଦ
Read More...

ସିଆଲକୋଟରେ ଆତଙ୍କୀ ଲଞ୍ଚପ୍ୟାଡ୍ ଧ୍ୱଂସ କଲା ବିଏସଏଫ୍

ନୂଆଦିଲ୍ଲୀ: ପାକ୍‌ ଅଧିକୃତ କାଶ୍ମୀର(ପିଓକେ)ର ସିଆଲକୋଟରେ ଥିବା ଆତଙ୍କବାଦୀଙ୍କ ଲଞ୍ଚପ୍ୟାଡ୍‌କୁ ଧ୍ୱଂସ କରିଛି ଭାରତୀୟ ସେନା। ଏହାର ଏକ ଭିଡିଓ ଜାରି କରି ସ୍ପଷ୍ଟ କରିଛି ସୀମା ସୁରକ୍ଷା ବଳ(ବିଏସଏଫ)। ସିଆଲକୋଟର ଲୁନିଠାରେ ଏହି ଲଞ୍ଚପ୍ୟାଡ୍‌ ରହିଥିଲା। ଏହିଠାରୁ ପାକିସ୍ତାନୀ ସେନା
Read More...

ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ଫେରେଇ ଆଣିବା ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର

ଜାମ୍ମୁକାଶ୍ମୀର: ଜାମ୍ମୁକାଶ୍ମୀରରେ ଦେଖାଯାଇଥିବା ଜରୁରୀକାଳୀନ ପରିସ୍ଥିତି ପରିପ୍ରେକ୍ଷୀରେ ଜାମ୍ମୁ ସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ସମସ୍ତ ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ କ୍ୟାମ୍ପସ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯିବାପରେ ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ
Read More...

ଓଡ଼ିଶା ଓ୍ବେବସାଇଟ୍‌କୁ ହ୍ୟାକ୍‌ କଲା ପାକିସ୍ତାନ

ଭୁବନେଶ୍ବର: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ପାକିସ୍ତାନୀ ସାଇବର ଅପରାଧୀଙ୍କ ଦ୍ୱାରା ଓଡ଼ିଶାର କେତେକ ଗୁରୁତ୍ୱପୂର୍ଣ୍ଣ ଓ୍ବେବସାଇଟ ହ୍ୟାକ ହୋଇଥିବା ସୂଚନା ମିଳିଛି । ସାଇବର ଆକ୍ରମଣରେ ରାଜ୍ୟ ସରକାରୀ ବିଭାଗ ଏବଂ ଅନ୍ୟାନ୍ୟ ସଂସ୍ଥାଗୁଡ଼ିକର ଓ୍ବେବସାଇଟଗୁଡ଼ିକୁ ଟାର୍ଗେଟ କରାଯାଇଛି
Read More...

ଅର୍ଦ୍ଧସାମରିକ ବାହିନୀର ଛୁଟି ବାତିଲ୍‌

ନୂଆଦିଲ୍ଲୀ; ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ କରାଯାଇଛି। ଯଦି କିଛି ପରିସ୍ଥିତି ଉତ୍ପନ୍ନ ହୁଏ ସାମ୍ନା ପାଇଁ ଛୁଟି ବାତିଲ କରାଯାଇଛି ବୋଲି ଗୃହ ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ଜମ୍ମୁ- କାଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପ୍ରତିଶୋଧମୂଳକ ଆକ୍ସନ ସ୍ୱରୂପ
Read More...

ଛତିଶଗଡ଼ ନକ୍ସଲ ଅପରେସନରେ ୨୨ରୁ ଅଧିକ ମାଓବାଦୀ ମୃତ

ଛତିଶଗଡ଼: ଛତିଶଗଡ଼ ଏବଂ ତେଲଙ୍ଗାନା ସୀମାରେ ଆଜି ସକାଳେ ସୁରକ୍ଷା ବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଏକ ଭୟଙ୍କର ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ଯବାନମାନେ ୨୨ରୁ ଅଧିକ ମାଓବାଦୀଙ୍କୁ ନିହତ କରିଛନ୍ତି। ବସ୍ତର ଆଇଜି ସୁନ୍ଦରରାଜ ପି. ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଇ
Read More...

‘ଅପରେସନ ସିନ୍ଦୂର’ରେ ମାସୁଦ ଆଝାରର ପୁରା ପରିବାର ସଫା

ନୂଆଦିଲ୍ଲୀ: ପହଲଗାଓଁ ଆକ୍ରମଣର ଆତଙ୍କବାଦୀମାନଙ୍କୁ ନିପାତ କରିବା ପାଇଁ ଭାରତୀୟ ସେନା ଦ୍ୱାରା ପାକିସ୍ତାନ ଉପରେ ହୋଇଥିବା ଏୟାରଷ୍ଟ୍ରାଇକରେ ଅନେକ ଆତଙ୍କୀ ଆଡ୍ଡା ଧୂଳୀସାତ ହୋଇଛି। ଏହି ଆକ୍ରମଣରେ ଜୈଶ ଏ ମହମ୍ମଦର ମୁଖ୍ୟ ମାସୁଦ ଆଝାରର ସମୂର୍ଣ୍ଣ ପରିବାର ସଦସ୍ୟଙ୍କ ମୃତ୍ୟୁ ହୋଇଥିବା
Read More...

ଭାରତ ନେଲା ପହଲଗାମ୍ ପ୍ରତିଶୋଧ

ଭାରତର ଏୟାର ଷ୍ଟ୍ରାଇକରେ ୧୦୦ ଆତଙ୍କାବାଦୀ ନିପାତ ଅଧ ରାତିରେ ଆତଙ୍କୀ ଆଡ୍ଡା ଉପରେ ଆକ୍ରମଣ ଭାରତର ଏୟାର ଷ୍ଟ୍ରାଇକ୍‌ରେ ବଡ଼ ଆତଙ୍କୀ ମସୁଦ ଆଝାରର ପରିବାର ଶେଷ ନୂଆଦିଲ୍ଲୀ; ମଧ୍ୟରାତ୍ରୀ ପରେ ଭାରତୀୟ ବାୟୁସେନା ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କାଶ୍ମୀର ଉପରେ ଏୟାରରେଡ।
Read More...

ପାକିସ୍ତାନରୁ ସମସ୍ତ ଆମଦାନୀ ଓ ରପ୍ତାନୀ ବନ୍ଦ ବନ୍ଦ କଲା ଭାରତ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପୁଣିଥରେ ପାକିସ୍ତାନକୁ କଡ଼ା ଜବାବ ଦେଇଛି ଭାରତ। ପହଲଗାଓଁ ଆକ୍ରମଣ ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଆଉ ଏକ ବଡ ପଦକ୍ଷେପ ନେଇଛନ୍ତି। ପାକିସ୍ତାନ ସହ ଆମଦାନୀ ଓ ରପ୍ତାନୀ କାରବାର ସଂପୂର୍ଣ୍ଣ ବନ୍ଦ କରିଛି ଭାରତ। ଭାରତରୁ କୌଣସି
Read More...

ମେଡିକାଲ କଲେଜ ସିଟ୍‌ ବିକ୍ରି ପାଇଁ ଡିଲ୍‌: ୪ ଗିରଫ

ଭୁବନେଶ୍ବର: ଛାତ୍ରୀଛାତ୍ରଙ୍କ ଜୀବନ ସହ ଖେଳ। ମେଡିକାଲ କଲେଜ ସିଟ୍‌ ବିକ୍ରି ବେଳେ ଦଲାଲ ଗ୍ୟାଙ୍ଗର ପର୍ଦ୍ଦାଫାସ ହୋଇଛି। ଆସନ୍ତାକାଲି ନିଟ୍‌ ପରୀକ୍ଷା। ଏହା ପୂର୍ବରୁ ଆଜି ମେଡିକାଲ କଲେଜ ସିଟ୍ ବିକ୍ରି ପାଇଁ ହୋଟେଲରେ ଚାଲିଥିଲା ମୂଲଚାଲ। ହେଲେ ଠିକ୍ ସମୟରେ ପହଞ୍ଚି ଦଲାଲ ଗ୍ୟାଙ୍ଗକୁ
Read More...