Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
ବଡ ଖବର
ପଦ୍ମ ସମ୍ମାନ ତାଲିକାରେ ସୋଆର ପୂର୍ବତନ କୁଳପତି
ଭୁବନେଶ୍ୱର: ବିଶିଷ୍ଟ ସ୍ନାୟୁ ଶଲ୍ୟ ବିଶେଷଜ୍ଞ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ଏବଂ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ରଙ୍କୁ ପଦ୍ମଶ୍ରୀ ସମ୍ମାନ ନିମନ୍ତେ ମନୋନୀତ କରାଯାଇଛି।
ଭୁବନେଶ୍ବର!-->!-->!-->…
Read More...
Read More...
ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମ ପୁରସ୍କାର ଘୋଷଣା
ନୂଆଦିଲ୍ଲୀ; କେନ୍ଦ୍ର ସରକାରଙ୍କ ପକ୍ଷରୁ ପଦ୍ମ ପୁରସ୍କାର-୨୦୨୫ ଘୋଷଣା କରାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଗଣତନ୍ତ୍ର ଦିବସର ପୂର୍ବରୁ ପଦ୍ମ ପୁରସ୍କାର ୨୦୨୫ ଘୋଷଣା କରାଯାଇଛି। ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ମଧ୍ୟରୁ ଗୋଟିଏ ଥିବା ପଦ୍ମ ପୁରସ୍କାର ତିନୋଟି ବର୍ଗ(ପଦ୍ମ ବିଭୂଷଣ,!-->…
Read More...
Read More...
ତାଡିନେଲେ ଏଟିଏମ୍
ଟଙ୍କା ଲୁଟି ଗଙ୍ଗୁଆରେ ଫିଙ୍ଗିଦେଲେ ମେସିନ୍ଭୁବନେଶ୍ବର: ତାଡିନେଲେ ଏଟିଏମ। ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ରାଜଧାନୀରେ ଏବେ ମାତିଛନ୍ତି ଏଟିଏମ ଲୁଟେରା। ପୋଲିସକୁ ଚକମା ଦେଇ ରାଜଧାନୀରେ ରାତାରାତି ଗାଏବ ହୋଇଯାଉଛି ଏଟିଏମ ମେସିନ। ଆଉ ମେସିନ୍ରେ କଣ୍ଟା ପୁରାଇ!-->…
Read More...
Read More...
କପିଲ ଶର୍ମାଙ୍କ ସମେତ ୪ ଷ୍ଟାରଙ୍କୁ ହତ୍ୟା ଧମକ
ମୁମ୍ବାଇ: ପ୍ରସିଦ୍ଧ ହାସ୍ୟ ଅଭିନେତା କପିଲ ଶର୍ମାଙ୍କ ସମେତ ୪ ବଲିଉଡ୍ ଷ୍ଟାରଙ୍କୁ ହତ୍ୟା ଧମକ। ପାକିସ୍ତାନରୁ ଇ-ମେଲ ମାଧ୍ୟମରେ ଆସିଲା ହତ୍ୟା ଧମକ। କମେଡି କିଙ୍ଗ୍ କପିଲ୍ ଶର୍ମା, କମେଡିଆନ ରାଜପାଲ ଯାଦବ, ରେମୋ ଡିସୁଜା, କମେଡିଆନ ସୁଗନ୍ଧା ମିଶ୍ରଙ୍କୁ ମିଳିଛି ହତ୍ୟା ଧମକ। ଏନେଇ!-->…
Read More...
Read More...
ସ୍ତ୍ରୀକୁ ମାରି କୁକରରେ ରାନ୍ଧିଲା ସ୍ୱାମୀ
ହାଇଦ୍ରାବାଦ: ହାଇଦ୍ରାବାଦରେ ଏକ ଲୋମଟାଙ୍କୁରା ଘଟଣା ଘଟିଛି। ନିଜ ସ୍ତ୍ରୀକୁ ହତ୍ୟା କରିବା ପରେ ଖଣ୍ଡଖଣ୍ଡ କାଟି ପ୍ରେସର୍ କୁକର୍ରେ ସିଝାଇ ହ୍ରଦରେ ଫିଙ୍ଗି ଦେଇଛି ସ୍ୱାମୀ। ହାଇଦ୍ରାବାଦରେ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀ ଘଟାଇଛନ୍ତି ଏପରି ବୀଭତ୍ସ କାଣ୍ଡ। ହାଇଦ୍ରାବାଦ ମୀରପେଟ୍!-->…
Read More...
Read More...
ଜୟରାମ ସମେତ ୧୪ ନକ୍ସଲ ମୃତ
ଛତିଶଗଡ: ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ ସୁରକ୍ଷା ବାହିନୀକୁ ବଡ ସଫଳତା। ମିଳିତ ବାହିନୀର ନକ୍ସଲ ବିରୋଧୀ ଅପରେସନରେ ସଫା ହୋଇଛନ୍ତି ୧୪ ମାଓବାଦୀ। ମାଓ ଅପରେସନରେ ଏଯାଏଁ ମୋଟ ୧୪ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ତେବେ ସବୁଠୁ ବଡ଼ ସଫଳତା ହେଉଛି, ଏନ୍କାଉଣ୍ଟରରେ ନିପାତ!-->…
Read More...
Read More...
ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଗର୍ଭଗୃହ ଫଟୋ
ପୁରୀ: ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତରର ଫଟୋ ଓ ଭିଡିଓ। ଏଥର ସିଧା ଗର୍ଭଗୃହର ଫଟୋ ଓ ଭିଡିଓ ଭାଇରାଲ ହୋଇଛି। ଭାଇରାଲ ଭିଡିଓରେ ରତ୍ନସିଂହାସନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅବସ୍ଥାନ ମଧ୍ୟ ସ୍ପଷ୍ଟ ଭାବେ ଦୃଶ୍ୟମାନ ହେଉଛି। କେବଳ ଗର୍ଭଗୃହ ନୁହେଁ ବରଂ ୨୨ ପାହଚ, ଭିତରବେଢା ଓ!-->…
Read More...
Read More...
ସଂପତ୍ତି ତାଲିକା ଦାଖଲ କରିବେ ଶ୍ରୀମନ୍ଦିର ଅଧିକାରୀ ଓ କର୍ମଚାରୀ
ପୁରୀ: ଶ୍ରୀମନ୍ଦିର ପ୍ରଶାସନର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ପାଇଁ କଡ଼ା ଗାଇଡଲାଇନ୍ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ଜାନୁଆରୀ ଶେଷ ସୁଦ୍ଧା ନିଜର ସଂପତ୍ତି ତାଲିକା ଦାଖଲ କରିବାକୁ ସମସ୍ତ ଶ୍ରୀମନ୍ଦିର ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।ଏହା!-->…
Read More...
Read More...
ଶ୍ରୀହରିକୋଟାରେ ନିର୍ମାଣ ହେବ ତୃତୀୟ ଲଞ୍ଚ୍ ପ୍ୟାଡ୍
ନୂଆଦିଲ୍ଲୀ: ଭାରତୀୟ ସ୍ପେଶ୍ ସେକ୍ଟରକୁ ବୃଦ୍ଧି କରିବା ଲାଗି ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର କ୍ୟାବିନେଟ। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)ର ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ୍ ମହାକାଶ କେନ୍ଦ୍ରରେ ତୃତୀୟ ଲଞ୍ଚ୍ପ୍ୟାଡ୍ (ଟିଏଲ୍ପି) ନିର୍ମାଣ ହେବାକୁ!-->…
Read More...
Read More...
ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା
ନୂଆଦିଲ୍ଲୀ: ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ। ଏନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଚଳିତ ଜାନୁଆରୀ ମାସରୁ!-->…
Read More...
Read More...