ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

ବଡ ଖବର

ସ୍କୁଲ ସ୍ତରରେ ଲାଗୁ ହେଲା ଜାତୀୟ ଶିକ୍ଷାନୀତି-୨୦୨୦

ଭୁବନେଶ୍ବର; ସ୍କୁଲ ସ୍ତରରେ ଲାଗୁହେଲା ଜାତୀୟ ଶିକ୍ଷାନୀତି-୨୦୨୦। ଏହି ‘ଜାତୀୟ ଶିକ୍ଷାନୀତି’ ୨୦୨୪-୨୫ରୁ ଲାଗୁ କରିବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ପ୍ରକାଶ କଲା ଗଣଶିକ୍ଷା ବିଭାଗ। ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦
Read More...

ଶିମିଳିପାଳରୁ ବିରଳ କଳାବାଘ ଛାଲ ଜବତ

ଶିମିଳିପାଳ: ଶିମିଳିପାଳ ଅଭୟାରଣ୍ୟରୁ ଏକ କଳାବାଘର ଚମଡ଼ା ଜବତ କରାଯାଇଛି। ଏହି ବାଘ ଛାଲଟି ଦୁଇ ତିନି ମାସ ପୂର୍ବରୁ ଶିକାର କରାଯାଇଥିବା ନେଇ ସୂଚନା ରହିଛି । ଏନେଇ ଏଥିରେ ସମ୍ପୃକ୍ତ ୪ ଜଣ ଶିକାରୀଙ୍କୁ ଗିରଫ କରିଛି ବନ ବିଭାଗ। ଶିମିଳିପାଳରେ ଦେଖାଯାଉଥିବା ବିଶ୍ବର ବିରଳ କଳା ମହାବଳ
Read More...

ଧରାପଡିଲା ସ୍କୁଲକୁ ବୋମା ଧମକ ଦେଉଥିବା ଅଭିଯୁକ୍ତ

ନୂଆଦିଲ୍ଲୀ: ଗତ କିଛି ଦିନ ହେବ ଦିଲ୍ଲୀର ପ୍ରାୟ ସମସ୍ତ ସ୍କୁଲକୁ ବୋମା ଧମକ ଆସୁଥିଲା। ତେବେ ଏହି ଘଟଣାରେ ଦିଲ୍ଲୀ ପୋଲିସ ଜଣେ ଛାତ୍ରଙ୍କୁ ଗିରଫ କରିଛି। ଏହି ଘଟଣା ପଛରେ କେହି ବଡ ବ୍ୟକ୍ତି ନୁହେଁ ବରଂ ଜଣେ ଛାତ୍ର ଥିଲା। ତେବେ ଦିଲ୍ଲୀ ପୋଲିସ ମଙ୍ଗଳବାର ଦିନ କହିଛି ଯେ ବୋମା ଧମକ ପଠାଇବା
Read More...

ଲୋକସେବା ଭବନରୁ ନକଲି ସେକ୍ସନ ଅଫିସର ଗିରଫ

ଭୁବନେଶ୍ବର: ଲୋକସେବା ଭବନରୁ ଜଣେ ଦଲାଲକୁ ଗିରଫ କରିଛି କମିଶନରେଟ ପୁଲିସ୍‌। ରାଜ୍ୟର ସେକ୍ରାଟାରିଏଟ ଭିତରେ ରହି ଚୂନ ଲଗାଉଥିଲା ଦଲାଲ। ମିଛ ପରିଚୟ ପତ୍ର ସହ ନିଜକୁ ଓଡିଶା ସରକାରଙ୍କ କର୍ମଚାରୀ ଭାବେ ପରିଚିତ କରିଥିଲେ। ଚାକିରି କରାଇଦେବାକୁ କହି ଲକ୍ଷାଧିକ ଟଙ୍କା ଠକୁଥିଲେ। ଦଲାଲ ଜଣକ
Read More...

ବନ ବିଭାଗ ଉପରେ ଫାୟାରିଂ କଲେ ମାଛ ମାଫିଆ

ରାଜନଗର: ରାଜନଗର ଗହୀରମଥା ଗଭୀର ସମୁଦ୍ରରେ ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରେ ମାଛ ମାଫିଆଙ୍କ ଆକ୍ରମଣ। ବେଆଇନ୍ ମାଛ ମାରୁଥିବା ବେଳେ ରେଡ୍ କରିଥିଲା ବନବିଭାଗ। ବେଆଇନ ଭାବେ ମାଛ ମାରୁଥିବା ତାରିଣୀ ୩ ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିବା ସମୟରେ ୬ ଟି ଟ୍ରଲର
Read More...

ନବ ଦାସଙ୍କ ପୁଅ ବିଶାଲଙ୍କୁ ଅଟକ ରଖିଲା ଛତିଶଗଡ଼ ପୋଲିସ

ଛତିଶଗଡ଼: ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଛନ୍ତି। ଗୁରୁବାର ବିଳମ୍ବିତ ରାତିରୁ ବିଶାଳ ଅଟକ ଥିବା ସୂଚନା ମିଳିଛି। ଆଜି
Read More...

ସାମ୍ବାଦିକଙ୍କୁ ମାଡ଼ ମାରି ଜେଲ ଗଲେ ଏସ୍‌ଡିଓ

କଣ୍ଟାବାଞ୍ଜି: ସାମ୍ବାଦିକଙ୍କୁ ମାଡ଼ ମାରିବା ପଡିଲା ମାହାଙ୍ଗା। ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାରେ କଣ୍ଟାବାଞ୍ଜି ଇଲେକ୍ଟ୍ରି ଏସ୍‌ଡିଓ ଜଗନ୍ନାଥ ପତି ଓ ମୁରିବାହାଲ ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀ ଚିନ୍ମୟ ସାହୁଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏହା ସହିତ ଦୁଇ ଜଣଙ୍କୁ
Read More...

ଏବେ ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି

ଭୁବନେଶ୍ବର: ଏଣିକି ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି। ରାଜ୍ୟ ସରକାରଙ୍କ ” ଓଡ଼ିଶା ଭର୍ଚୁଆଲ ଏକାଡେମୀ ” ପକ୍ଷରୁ ସଂଚାଳିତ ଏବଂ ବିଶେଷଜ୍ଞଙ୍କ ଦ୍ଵାରା ହୋଇଥିବା ନୂଆ ପ୍ରୟାସ ସଫଳ ହୋଇଛି। ଏବେ ଡିଜିଟାଲ ପ୍ଲାଟଫର୍ମରେ ସାନ୍ତାଳୀ ଲିପି ବି ଲେଖିହେବ। ଏହାଦ୍ୱାରା ଆଦିବାସୀ
Read More...

ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ୧୦ କୋଟିର ଗଞ୍ଜେଇ ଜବତ

ଭୁବନେଶ୍ୱର: ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରରୁ ବହୁ ମୂଲ୍ୟର ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ ଆଣିଥିବା ୨ ମହିଳା ଯାତ୍ରୀଙ୍କୁ ଗିରଫ କରିଛି ଭୁବନେଶ୍ୱର କଷ୍ଟମ କମିଶନରେଟ। ମହିଳା ଯାତ୍ରୀ ଦୁଇ ଜଣ ଭାରତୀୟ ଅଟନ୍ତି। ଦୁଇ ଜଣ ଭାରତୀୟ ମହିଳାଙ୍କ ନିକଟରୁ ୧୯ଟି ଗଞ୍ଜେଇ
Read More...

ଆଇଇଡି ଲଗାଇ ସେନା ଗାଡ଼ି ଉଡାଇଦେଲେ ମାଓବାଦୀ

ବିଜାପୁର: ଛତିଶଗଡ଼ର ବିଜାପୁରରେ ଭୟଙ୍କର ବିସ୍ଫୋରଣ କରିଛନ୍ତି ନକ୍ସଲ। ଛତିଶଗଡ଼ ବସ୍ତର ଡିଭିଜନ ବିଜାପୁର ଜିଲାରେ ସୋମବାର ମାଓବାଦୀମାନେ ଅପରେସନରୁ ଫେରୁଥିବା ସୁରକ୍ଷାକର୍ମୀଙ୍କ ସ୍କର୍ପିଓକୁ ସେମାନେ ଆଇଇଡି ବିସ୍ଫୋରଣ ଦ୍ୱାରା ଉଡ଼ାଇ ଦେଇଛନ୍ତି। ବିସ୍ଫୋରଣରେ ୯ଜଣ ଶହୀଦ ହୋଇଥିବା
Read More...