ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category

ବଡ ଖବର

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ୧୬ ମାଓବାଦୀ ନିହତ

ଛତିଶଗଡ: ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଛତିଶଗଡ ସୁକମା ଜିଲ୍ଲା ଅପମ୍ପଲି ଜଙ୍ଗଲରେ ଗୁଳି ବିନିମୟ ହୋଇଛି। ଡିଆରଜି ଏବଂ ସିଆରପିଏଫ୍ କୋବ୍ରା ଯବାନଙ୍କ ମଧ୍ୟ ମିଳିତ ଅପରେସନ୍ ହୋଇଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୬ ଜଣ ନକ୍ସଲ ନିହତ ହୋଇଥିବାବେଳେ ଦୁଇ ଯବାନ
Read More...

ନକ୍ସଲଙ୍କ ବିସ୍ଫୋରଣ ଯୋଜନା ପଣ୍ଡ; ୪୫ କିଲୋ ଲ୍ୟାଣ୍ଡମାଇନ ଉଦ୍ଧାର

ଛତିଶଗଡ଼: ଛତିଶଗଡ଼ରେ ନକ୍ସଲଙ୍କର ଏକ ବଡ଼ ଯୋଜନାକୁ ପଣ୍ଡ କଲେ ଯବାନ। ମାଲକାନଗିରି-ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ ଠାବ କଲେ ସୁରକ୍ଷା ବାହିନୀ। ବିଜାପୁର ଜିଲ୍ଲାର ଗାଙ୍ଗଲୁର ଥାନା ଅନ୍ତର୍ଗତ ଚେରପାଲ ଏବଂ ପାଲନାର ରାସ୍ତାରେ ନକ୍ସଲ ୪୫ କିଲୋ ଓଜନର ଏକ ଲ୍ୟାଣ୍ଡମାଇନ
Read More...

ଦିଲ୍ଲୀ ହାଇକୋର୍ଟର ବିଚାରପତିଙ୍କ ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା

ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ସରକାରୀ ବଙ୍ଗଳାରେ ଅଗ୍ନିକାଣ୍ଡ ଘଟିଛି। ଏପରି ପରିସ୍ଥିତିରେ ପରିବାର ସଦସ୍ୟମାନେ ନିଆଁ ଲିଭାଇବା ପାଇଁ ତୁରନ୍ତ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଫୋନ କରିଥିଲେ। ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଥିବା ସମୟରେ, ଅଗ୍ନିଶମ
Read More...

ସଫଳତାର ସହ ପୃଥିବୀ ପୃଷ୍ଠକୁ ପହଞ୍ଚିଲେ ସୁନିତା

ଆମେରିକା: ସବୁ ପ୍ରତୀକ୍ଷାର ଘଟିଲା ଅବସାନ। ସଫଳତାର ସହ ପୃଥିବୀ ପୃଷ୍ଠକୁ ଫେରିଲେ ସୁନୀତା ୱିଲିୟମ୍ସ। ୯ ମାସ ଧରି ମହାକାଶରେ ଫସି ରହିଥିବା ସୁନିତା ୱିଲିୟମ୍ସ ପୃଥିବୀକୁ ଫେରି ଆସିଛନ୍ତି। ସ୍ପେସଏକ୍ସ ସୁନିତାଙ୍କୁ ଆଣିବା ପାଇଁ ଏକ କ୍ରୁ ମିଶନ ଆରମ୍ଭ କରିଥିଲା। ସୁନିତା ୱିଲିୟମ୍ସ ବୁଧବାର
Read More...

ଭୁବନେଶ୍ବରରେ ହେବ ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟରର ଶାଖା

ଭୁବନେଶ୍ଵର: ଭୁବନେଶ୍ବରରେ ସ୍ଥାପନ ହେବ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟର ର ଶାଖା। ଏନେଇ ଭୁବନେଶ୍ବର ଏମପି ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବାତଙ୍କୁ ଗତ ୧୩ ମାର୍ଚ୍ଚରେ ନୂଆଦିଲ୍ଲୀରେ ସାକ୍ଷାତ କରିବା ଅବସରରେ ଏକ
Read More...

ରାଜଧାନୀରେ ଏନକାଉଣ୍ଟର

ଦୁର୍ଦ୍ଦାନ୍ତ ଏଟିଏମ୍‌ ଲୁଟେରା ଗୁରୁତରଭୁବନେଶ୍ବର: ରାତି ଅଧରେ ରାଜଧାନୀ ଛାତି ଉପରେ ହୋଇଛି ବଡ଼ ଏନକାଉଣ୍ଟର। ବଡ଼ଗଡ଼ ଅଞ୍ଚଳରେ ଏଟିଏମ ଲୁଟ ବେଳେ ଲୁଟେରା-ପୋଲିସ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଗୁଳି ବିନିମୟ ହୋଇଥିଲା। ଦୁର୍ଦ୍ଦାନ୍ତ ଆନ୍ତଃରାଜ୍ୟ ଏଟିଏମ୍ ଲୁଟେରାକୁ ଏନକାଉଣ୍ଟର କରିଛି
Read More...

ଆଦିବାସୀ ହଷ୍ଟେଲରେ ବଢୁଛି ଛାତ୍ରୀଛାତ୍ରଙ୍କ ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ହଷ୍ଟେଲରେ ବଢୁଛି ଛାତ୍ରଛାତ୍ରୀଙ୍କ ମୃତ୍ୟୁ ସଂଖ୍ୟା। ରାଜ୍ୟରେ ୨୦୨୪ ଜୁଲାଇରୁ ଆଦିବାସୀ ଆବାସିକ(ଏସଟି) ହଷ୍ଟେଲରେ ମୃତ୍ୟୁ ସଂଖ୍ୟା ବଢ଼ିଛି। ଗତ ୮ ମାସରେ ମୃତ୍ୟୁସଂଖ୍ୟା ୨୬କୁ ପହଞ୍ଚିଛି। ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ପ୍ରଶ୍ନରେ କିଛି ଏପରି
Read More...

ଦୁବାଇରୁ ସୁନା ଚୋରା ଚାଲାଣ ବେଳେ ଅଭିନେତ୍ରୀ ଗିରଫ

୧୪ କିଲୋ ସୁନା ଜବତବେଙ୍ଗାଲୁରୁ: କନ୍ନଡ ଅଭିନେତ୍ରୀ ରାନ୍ୟା ରାଓଙ୍କୁ ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦରରୁ ଗିରଫ କରାଯାଇଛି। ସୁନା ଚୋରା ଚାଲାଣ ଅଭିଯୋଗରେ ବିମାନବନ୍ଦରରେ ଅଭିନେତ୍ରୀଙ୍କୁ ଧରାଯାଇଥିଲା। ତଲାସି ସମୟରେ ତାଙ୍କଠାରୁ ୧୪.୮ କିଲୋଗ୍ରାମ ସୁନା ଜବତ
Read More...

କିଡନୀ, ଲିଭର ଦାନ କରି ୨ ଜଣଙ୍କ ଜୀବନ ବଞ୍ଚାଇଲେ ୧ବର୍ଷର ଶିଶୁ

ଭୁବନେଶ୍ଵର: ମୃତ୍ୟୁ ପରେ ବି ଅମର ହୋଇଗଲା କୁନି ପୁଅ ଜନ୍ମେଶ। କିଡନୀ, ଲିଭର ଦାନ କରି ଅନ୍ୟ ୨ ଜଣଙ୍କ ଜୀବନ ବଞ୍ଚାଇ ଅମର ହୋଇଗଲା ଭୁବନେଶ୍ଵରର ଜନ୍ମେଶ ଲେଙ୍କା। ଶିଶୁଟି ମାତ୍ର ଏକ ବର୍ଷର ହୋଇଥିବା ବେଳେ ଶେଷକୃତ୍ୟବେଳେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି।ସୂଚନା ଅନୁସାରେ, ୧୦
Read More...

ରାଜଧାନୀ ଶ୍ରୀରାମ ନଗର ଏଟିଏମ ଲୁଟ୍ ଘଟଣାରେ ୬ ଗିରଫ

ଭୁବନେଶ୍ୱର: ଚଳିତ ବର୍ଷ ଜାନୁଆରୀ ମାସରେ ଭୁବନେଶ୍ୱରର ଶ୍ରୀରାମ ନଗରରେ ହୋଇଥିବା ଏକ ଏଟିଏମ୍ ଲୁଟ ଘଟଣାରେ ପୋଲିସ ୬ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ନଗଦ ଟଙ୍କା ସହ ପୂରା ମେସିନକୁ ନେଇ ଯାଇଥିଲେ। ସୂଚନା ଅନୁଯାୟୀ, ଜାନୁଆରୀ ୨୪ ତାରିଖ ଭୋର ସମୟରେ ଶ୍ରୀ ଲିଙ୍ଗରାଜ ଥାନା ଅଧୀନସ୍ଥ
Read More...