Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍
Browsing Category
ବଡ ଖବର
କିଡନୀ, ଲିଭର ଦାନ କରି ୨ ଜଣଙ୍କ ଜୀବନ ବଞ୍ଚାଇଲେ ୧ବର୍ଷର ଶିଶୁ
ଭୁବନେଶ୍ଵର: ମୃତ୍ୟୁ ପରେ ବି ଅମର ହୋଇଗଲା କୁନି ପୁଅ ଜନ୍ମେଶ। କିଡନୀ, ଲିଭର ଦାନ କରି ଅନ୍ୟ ୨ ଜଣଙ୍କ ଜୀବନ ବଞ୍ଚାଇ ଅମର ହୋଇଗଲା ଭୁବନେଶ୍ଵରର ଜନ୍ମେଶ ଲେଙ୍କା। ଶିଶୁଟି ମାତ୍ର ଏକ ବର୍ଷର ହୋଇଥିବା ବେଳେ ଶେଷକୃତ୍ୟବେଳେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି।ସୂଚନା ଅନୁସାରେ, ୧୦!-->…
Read More...
Read More...
ରାଜଧାନୀ ଶ୍ରୀରାମ ନଗର ଏଟିଏମ ଲୁଟ୍ ଘଟଣାରେ ୬ ଗିରଫ
ଭୁବନେଶ୍ୱର: ଚଳିତ ବର୍ଷ ଜାନୁଆରୀ ମାସରେ ଭୁବନେଶ୍ୱରର ଶ୍ରୀରାମ ନଗରରେ ହୋଇଥିବା ଏକ ଏଟିଏମ୍ ଲୁଟ ଘଟଣାରେ ପୋଲିସ ୬ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ନଗଦ ଟଙ୍କା ସହ ପୂରା ମେସିନକୁ ନେଇ ଯାଇଥିଲେ।
ସୂଚନା ଅନୁଯାୟୀ, ଜାନୁଆରୀ ୨୪ ତାରିଖ ଭୋର ସମୟରେ ଶ୍ରୀ ଲିଙ୍ଗରାଜ ଥାନା ଅଧୀନସ୍ଥ!-->!-->!-->…
Read More...
Read More...
ଆରପାରିରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି
ଭୁବନେଶ୍ଵର, ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି। ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। କିଛିଦିନ ହେଲା ସେ ଲିଭର ସିରୋସିସ୍ ରୋଗରେ ପୀଡିତ ଥିଲେ ଓ କିଛିଦିନ ପୂର୍ବରୁ!-->…
Read More...
Read More...
ଅଯୋଧ୍ୟାରେ ନିର୍ମାଣ ହେବ ଓଡିଶା ଭବନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାମଲାଲାଙ୍କ ଦର୍ଶନ ପାଇଁ ଯାଉଥିବା ଓଡିଶାର ଭକ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ ଘୋଷଣା କରିଛନ୍ତି। ଅଯୋଧ୍ୟାରେ ହେବ ଓଡିଶା ଭବନ। ଉତ୍ତରପ୍ରଦେଶର ଅଯୋଧ୍ୟାଠାରେ ଓଡ଼ିଶା ଭବନ ନିର୍ମାଣ ହେବ। ରାମଲାଲାଙ୍କ ଦର୍ଶନ ଲାଗି ଆସୁଥିବା ଭକ୍ତଙ୍କ ରହିବା ଏବଂ ସେମାନଙ୍କ!-->…
Read More...
Read More...
ୟୁଟ୍ୟୁବରେ ପ୍ରଶ୍ନପତ୍ର ବିକ୍ରି : ଚାରି ୟୁଟ୍ୟୁବର ସହ ସରକାରୀ ଶିକ୍ଷକ ଗିରଫ
ଭଦ୍ରକ: ଅନଲାଇନ୍ ପ୍ଲାଟଫର୍ମରେ ଓଡ଼ିଶାରେ ସ୍କୁଲ ପରୀକ୍ଷା ପ୍ରଶ୍ନପତ୍ର ବିକ୍ରି କରୁଥିବା ଏକ ରାକେଟକୁ ପୋଲିସ ପର୍ଦାଫାଶ କରିଛି। ୟୁଟ୍ୟୁବ ମାଧ୍ୟମରେ ଅଷ୍ଟମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପରୀକ୍ଷା ପ୍ରଶ୍ନପତ୍ର ବିକ୍ରି କରୁଥିବା ଏକ ବଡ ରାକେଟ ଠାବ କରିଛି ପୋଲିସ। ଏହି ମାମଲାରେ ଚାରି ଜଣ!-->…
Read More...
Read More...
ଦଲାଇଲାମାଙ୍କ ଜୀବନପ୍ରତି ବିପଦ, ‘ଜେଡ’ ସୁରକ୍ଷା ବଢାଇଲେ ସରକାର
ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପକ୍ଷରୁ ତିବ୍ଦତୀୟ ଧର୍ମଗୁରୁ ଦଳାଇଲାମାଙ୍କୁ ‘ଜେଡ’ ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରାଯାଇଛି। କେନ୍ଦ୍ର ସରକାର ଦଳାଇଲାମାଙ୍କୁ ‘ଜେଡ’ ଶ୍ରେଣୀ ସିଆରପିଏଫ ସୁରକ୍ଷା ପ୍ରଦାନ କରିଛନ୍ତି। ଏହି ବର୍ଦ୍ଧିତ ସୁରକ୍ଷା ବ୍ୟବସ୍ଥା ଅଧୀନରେ, ୮୯ ବର୍ଷୀୟ ଆଧ୍ୟାତ୍ମିକ!-->…
Read More...
Read More...
କରେଣ୍ଟ ଚାଲିଯିବାରୁ ମୋବାଇଲ ଟର୍ଚ୍ଚରେ ଦିଆଗଲା କେମୋ ଥେରାପି
ବୁର୍ଲା: ବୁର୍ଲା ଭୀମସାର କର୍କଟ ରୋଗ ବିଭାଗରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବୁର୍ଲାରେ ଥିବା ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ୍ ରିସର୍ଚ୍ଚରେ କେମୋଥେରାପି ନେଉଥିବା ରୋଗୀମାନେ ଭୟଙ୍କର ଅବ୍ୟବସ୍ଥାର ଶିକାର ହୋଇଛନ୍ତି। କେମୋ ଚାଲିଥିବା ବେଳେ!-->…
Read More...
Read More...
ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ ଧମକ
ମୁମ୍ବାଇ: ପ୍ରଧାନମନ୍ତ୍ରୀ ମୋଦି ଏବେ ବିଦେଶ ଗସ୍ତରେ ଥିବା ବେଳେ ମୁମ୍ବାଇ ପୋଲିସକୁ ମିଳିଛି ଧମକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଯାତ୍ରା ପୂର୍ବରୁ ତାଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ କରିବା ନେଇ ଏକ ଧମକପୂର୍ଣ୍ଣ ଫୋନ୍ ମୁମ୍ବାଇ ପୋଲିସ ପାଖକୁ ଆସିଛି। ପୋଲିସ!-->…
Read More...
Read More...
ବାରବାଟୀରେ ଫ୍ଲଡ ଲାଇଟ୍ ବନ୍ଦ ଯୋଗୁଁ ଅଟକିଲା ମ୍ୟାଚ୍
ଲିଭିଗଲା ଲାଇଟ୍,ବାରବାଟୀ ଅନ୍ଧାର, ପଡ଼ିଆରୁ ଚାଲିଗଲେ ଖେଳାଳି
କଟକ: ବାରବାଟୀରେ ଫ୍ଲଡ ଲାଇଟ୍ ବନ୍ଦ ଯୋଗୁଁ ଅଧାରେ ଅଟକିଲା ମ୍ୟାଚ୍। ଆଜି ଭାରତ-ଇଂଲଣ୍ଡ ଦ୍ବିତୀୟ ଦିନିକିଆମ୍ୟାଚ୍ ଚାଲିଥିବା ବେଳେ ବାରମ୍ବାର ବନ୍ଦ ହୋଇଯାଇଥିଲା ଫ୍ଲଡ ଲାଇଟ୍। ଫଳରେ ଅଧାରୁ ଅଟକିରହିଲା ମ୍ୟାଚ୍। ଫଳରେ!-->!-->!-->…
Read More...
Read More...
ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ନିହତ, ୨ ଯବାନ ସହିଦ
ଛତିଶଗଡ଼: ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ। ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ଛତିଶଗଡ଼ର ବିଜାପୁର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ନିପାତ ହୋଇଛନ୍ତି।ସେପଟେ ମାଓବାଦୀଙ୍କ ଗୁଳିରେ ୨ ଯବାନ ସହିଦ। ଏଥିସହ ଦୁଇ ଯବାନ ଗୁୁରୁତର ଭାବେ ଆହତ ହୋଇଛନ୍ତି।।!-->…
Read More...
Read More...