Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
ବଡ ଖବର
କୁଏତର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
କୁଏତ: କୁଏତ ଦେଶର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦି। ଗସ୍ତର ଅନ୍ତିମ ଦିନରେ ପ୍ରଧାନମନ୍ତ୍ରୀ ମୋଦୀ ରବିବାର କୁଏତର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ମୁବାରକ ଅଲ କବୀର’ରେ ସମ୍ମାନିତ ହୋଇଛନ୍ତି। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କୌଣସି ଦେଶ ଦ୍ଵାରା ପ୍ରଦାନ!-->…
Read More...
Read More...
୩ ମାସରେ ନୁହେଁ, ଏବେ ପ୍ରତି ମାସରେ ମିଳିବ ରାସନ
ଭୁବନେଶ୍ବର: ନୂଆ ବର୍ଷରୁ ନୂଆ ନିୟମ ଲାଗୁକରିବେ ଯୋଗାଣ ମନ୍ତ୍ରୀ। ଆଉ ୩ ମାସରେ ଥରେ ନୁହେଁ, ପ୍ରତି ମାସରେ ହିତାଧିକାରୀଙ୍କୁ ମିଳିବ ରାସନ । ଏନେଇ ଶନିବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ତେବେ ନୂଆ ବର୍ଷରୁ ଏହି ନୂଆ ନିୟମ ଲାଗୁ ହେବ।
ପୂର୍ବରୁ ଏକାସାଙ୍ଗରେ!-->!-->!-->…
Read More...
Read More...
ଭଦ୍ରକରେ ହେବ ବୟନ ପାର୍କ : ମୁଖ୍ୟମନ୍ତ୍ରୀ
ଭଦ୍ରକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ଭଦ୍ରକରେ ବୟନ ପାର୍କ ପାଇଁ ୪୩୮୨ କୋଟି ଟଙ୍କା ମଞ୍ଜୁର କରିଥିବା ନେଇ ସୂଚନା ଦେଇଛନ୍ତି। ଆଇଓସିଏ୍ଲ ଏନେଇ ଅର୍ଥ ମଞ୍ଜୁର କରିଥିବା ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ!-->…
Read More...
Read More...
ରାହୁଲ ଗାନ୍ଧୀଙ୍କ ଉପରେ ଅଭିଯୋଗ ଆଣିଲେ ବିଜେପି ମହିଳା ସାଂସଦ
ନୂଆଦିଲ୍ଲୀ: ସଂସଦରେ ଆଜି ଠେଲାପେଲା ବିବାଦ ଏବେ ବଡ ରାଜନୈତିକ ମୁଦ୍ଦା ହୋଇଗଲାଣି। ବିଜେପି ରାହୁଲଙ୍କ ବିରୋଧରେ ମାମଲା ମଧ୍ୟ ରୁଜ୍ଜୁ କରିଛି । ଏ ସବୁ ଭିତରେ ଏବେ ରାହୁଲ ଗାନ୍ଧୀଙ୍କ ଉପରେ ଜଣେ ବିଜେପି ମହିଳା ସାଂସଦ ବଡ ଆରୋପ ଲଗାଇଛନ୍ତି କି, ରାହୁଲ ତାଙ୍କୁ ଧକ୍କା ଦେଇଛନ୍ତି ଏବଂ!-->…
Read More...
Read More...
ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ
ନୂଆଦିଲ୍ଲୀ: ଆଜି ସଂସଦ ଶିଡ଼ିରୁ ପଡ଼ି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ ହୋଇଛନ୍ତି। ଗୁରୁବାର ସଂସଦର ଉଭୟ ଗୃହରେ ଉତ୍ତେଜନା ଦେଖାଦେଇଛି। ବାବା ସାହେବ ଭୀମରାଓ ଆମ୍ବେଦକର ପ୍ରସଙ୍ଗରେ ସଂସଦ ହାଉସ କମ୍ପ୍ଲେକ୍ସରେ ଉଭୟ କଂଗ୍ରେସ ଏବଂ ଭାଜପା ବିରୋଧ ପ୍ରଦର୍ଶନ କରିଥିଲେ। ଏହି ସମୟରେ ଉଭୟ!-->…
Read More...
Read More...
ପ୍ରଫେସର ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଭୁବନେଶ୍ବର: ଖ୍ୟାତନାମା ସାହିତି୍ୟକ ପ୍ରଫେସର ବୈଷ୍ଣବ ଚରଣ ସାମଲଙ୍କୁ ମିଳିବ ମର୍ଯ୍ୟାଦାଜନକ ପୁରସ୍କାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ତାଙ୍କ ରଚିତ ପ୍ରବନ୍ଧ ‘ଭୂତି ଭକ୍ତି ବିଭୂତି’ ପାଇଁ ମିଳିବ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର।
୧୯୩୯ ମସିହା ଫେବୃଆରୀ ୨୭ରେ ଜନ୍ମ!-->!-->!-->…
Read More...
Read More...
୩ ବିଭାଗର ସଚିବ ପଦରୁ ବିଦା ହେଲେ ବିଷ୍ଣୁପଦ
ଭୁବନେଶ୍ବର: ଟେଣ୍ଡର ଫିକ୍ସିଂ ମାମଲାରେ ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ସରକାର । ଆଜି ତାଙ୍କୁ ୩ଟି ଯାକ ଗୁରୁତ୍ୱପୂର୍ଣ୍ଣ ବିଭାଗର ସଚିବ ପଦରୁ ହଟାଇ ଦେଇଛନ୍ତି। ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର। ପ୍ରମୁଖ ସଚିବ!-->…
Read More...
Read More...
ଭୂମିହୀନଙ୍କୁ ଜମି ଦେବେ ରାଜ୍ୟସରକାର
ଭୁବନେଶ୍ବର: ଭୂମିହୀନଙ୍କୁ ଜମି ଯୋଗାଇଦେବେ ରାଜ୍ୟସରକାର। ଘର କରିବାକୁ ସେମାନଙ୍କୁ ରାଜ୍ୟସରକାର ଯୋଗାଇବେ ୪ ଡେସିମିଲ ଜମି। ଏନେଇ ଗୁରୁତ୍ବପୂର୍ଣ୍ଣ ସୂଚନ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଲ୍ୟାଣ୍ଡ ସେଟଲମେଣ୍ଟ ୧୯୬୨ ଅନୁଯାୟୀ ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ!-->…
Read More...
Read More...
ଅଲ୍ଲୁ ଅର୍ଜୁନ ଗିରଫ
ହାଇଦ୍ରାବାଦ: ସୁପର୍ଷ୍ଟାର୍ ଅଲ୍ଲୁ ଅର୍ଜୁନ ଗିରଫ । ପୁଷ୍ପାରାଜ ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି ହାଇଦ୍ରାବାଦ ପୋଲିସ। ପୁଷ୍ପା-୨ର ସ୍କ୍ରିନିଂ ବେଳେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ହୋଇଥିବା ଦଳାଚକଟା ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଏହି ଦଳଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ!-->…
Read More...
Read More...
ଆରବିଆଇକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ; ଭାରତୀୟ ରିଜର୍ଭ ବ୍ୟାଙ୍କକୁ ବୋମା ଧମକ ମିଳିଛି। ଗୁରୁବାର ଅପରାହ୍ନରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫିସିଆଲ ୱେବସାଇଟରେ ଏକ ଧମକପୂର୍ଣ୍ଣ ଇ-ମେଲ ଆସିଛି। ଏହି ଇମେଲ ରୁଷୀୟ ଭାଷାରେ ପଠାଯାଇଥିଲା। ଏହି ମାମଲାରେ ମାତା ରମାବାଇ ମାର୍ଗ (MRA Marg) ପୋଲିସ ଷ୍ଟେଶନରେ ଅଜ୍ଞାତ!-->…
Read More...
Read More...