ପ୍ରମୁଖ ଖବର

ସହଦେବ ନାୟକ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି
ରାଉରକେଲାରେ ଜଣେ ସିଆରପିଏଫ ଯବାନ ନିଜକୁ ନିଜେ ଗୁଳି କରିଥିବା ସୂଚନା
ଚୀନର ଜିଆଙ୍ଗରେ ଭୂକମ୍ପର ଝଟକା: ତୀବ୍ରତା ୪.୩
କେନ୍ଦ୍ର ଆଇଟି ମନ୍ତ୍ରୀଙ୍କ ପ୍ରତିଶ୍ରୁତି: ମେଗା ଆଇଟି ହବ୍ ହେବ ଓଡ଼ିଶା
ପ୍ରବାସୀ ଭାରତୀୟ ଦିବସ ପାଇଁ ଓଡିଶାରେ ପହଁଞ୍ଚିଲେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ପାଇଁ ଟ୍ରାଏଲ୍ ରନ୍
କୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ
Browsing Category

ବଡ ଖବର

ଆଜି ଖୋଲିବ ରତ୍ନଭଣ୍ଡାର

ପୁରୀ: ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିବ ରତ୍ନଭଣ୍ଡାର। ସେଥିପାଇଁ ଶୁଭ ମୁହୂର୍ତ୍ତ ଧାର୍ଯ୍ୟ ହୋଇସାରିଛି। ରତ୍ନଭଣ୍ଡାର ଖୋଲିବା ପାଇଁ ଦିନ ୧ଟା ୨୮ ମିନିଟ ହେଉଛି ଶୁଭ ମୁହୂର୍ତ୍ତ। ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏହି ସୂଚନା ଦେଇଛନ୍ତି। ଜଷ୍ଟିସ ବିଶ୍ୱନାଥ
Read More...

ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ପୁରୀ: ଆସନ୍ତାକାଲି ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଆରମ୍ଭ ହେବାନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରତ୍ନଭଣ୍ଡାର ଖୋଲିବା ନେଇ ମୁଖ୍ଯମନ୍ତ୍ରୀ ଚୂଡ଼ାନ୍ତ ଅନୁମୋଦନ ଦେବାପରେ ଏସଓପିକୁ ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯାଇଛି । ମିଳିଥିବା ସୂଚନା
Read More...

ଏବେ ଅଗ୍ନିବୀରଙ୍କୁ କେନ୍ଦ୍ରୀୟ ପୋଲିସ ଫୋର୍ସରେ ମିଳିବ ଚାକିରି

ନୂଆଦିଲ୍ଲୀ: ଅଗ୍ନିବୀର କର୍ମଚାରୀଙ୍କ ପାଇଁ ବଡ ଘୋଷଣା କରିଛନ୍ତି ସରକାର । ଅଗ୍ନିପଥ ଯୋଜନାକୁ ନେଇ ଗତ କିଛି ଦିନ ଧରି ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ଏକ ବଡ ପଦକ୍ଷେପ ନେଇଛନ୍ତି । ସରକାର ଏହି ଯୋଜନାରେ ପରିବର୍ତ୍ତନ କରିଛନ୍ତି। ପୂର୍ବତନ ଅଗ୍ନିବୀର କର୍ମଚାରୀଙ୍କ ପାଇଁ
Read More...

ଭାରତ ବାଂଲାଦେଶ ସୀମାରେ ଜବତ ହେଲା ବିପୁଳ ସୁନା

ନୂଆଦିଲ୍ଲୀ: ଭାରତ ଏବଂ ବାଂଲାଦେଶ ସୀମାରେ ବିଏସ୍‌ଏଫ୍‌ ଯବାନଙ୍କୁ ବଡ଼ ସଫଳତା ମିଳିଛି। ସୀମା ଦେଇ ଚାଲାଣ କରାଯାଉଥିବା ବେଳେ ଧରାପଡ଼ିଛି ସୁନା।ବିଏସ୍‌ଏଫ୍‌ ଏବଂ ଡି ଆର୍‌ଆଇ ମିଳିତ ଭାବେ ଏକ ଅପରେସନ୍‌ କରିଥିବା ବେଳେ ସୁରକ୍ଷାବଳ ହାତରେ ଲାଗିଛି ୯.୬ କୋଜିର ସୁନା ଏବଂ ୧୧.୫ ଲକ୍ଷ ନଗଦ
Read More...

ଚାଷୀଙ୍କ ପାଇଁ ବଡ ଘୋଷଣା କଲେ ସରକାର

ଭୁବନେଶ୍ବର: ଚାଷୀଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର। ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ ଟଙ୍କା ପ୍ରିମିୟମରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସୁବିଧା ମଧ୍ୟ ମିଳିବ। ଏନେଇ ରାଜ୍ୟ ସମବାୟ
Read More...

ଏବେ ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ

ଭୁବନେଶ୍ବର: ଏଣିକି ସମସ୍ତ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ ହେବ। ସରକାରୀ ଓ ବେସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସରଳ ଓ ସୁଗମ କରାଯିବ। ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା
Read More...

ଛତିଶଗଡ଼ରେ ପୋଲିସ ସହ ଗୁଳି ବିନିମୟରେ ୫ ମାଓବାଦୀ ନିହତ

ଛତିଶଗଡ଼: ପୋଲିସକୁ ମିଳିଛି ଏକ ବଡ ସଫଳତା। ଛତିଶଗଡ଼ ନାରାୟଣପୁରରେ ପୋଲିସ ସହ ଗୁଳି ବିନିମୟରେ ମଙ୍ଗଳବାର ୫ ମାଓବାଦୀ ନିହତ ହୋଇଛନ୍ତି। ଛତିଶଗଡ଼ ନାରାୟଣପୁର ଜିଲା ଅବୁଝମାଡର ଘାମାଣ୍ଡି ଏବଂ କୁରେଭାଇ ଗ୍ରାମ ମଧ୍ୟରେ ଛତିଶଗଡ଼ର ୪ ଜିଲାରୁ ୧୦୦ରୁ ଊର୍ଦ୍ଧ୍ୱ ଏସ୍‌ଟିଏଫ୍‌, ଡିଆର୍‌ଜି ଓ
Read More...

ଜୁଲାଇ ପହିଲାରୁ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜୁଲାଇ ପହିଲାରୁ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ। ଏ ନେଇ ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ଅଭିଯୋଗ ପ୍ରକୋଷ୍ଠର ନବୀକରଣ କରାଯାଉଛି। ଯାହାର ତଦାରଖ କରୁଛନ୍ତି ଖୋଦ ବରିଷ୍ଠ ଅଧିକାରୀ।
Read More...

ସରକାରୀ କର୍ମଚାରୀଙ୍କୁ ସରୋଗେସି ମାତୃତ୍ୱ କ୍ଷେତ୍ରରେ ବି ମିଳିବ ୧୮୦ ଦିନର ଛୁଟି

ନୂଆଦିଲ୍ଲୀ: ସରକାରୀ କର୍ମଚାରୀଙ୍କ ପାଇଁ ଭାରତ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ସରୋଗେସି ଏବଂ ମାତୃତ୍ୱ ଛୁଟି ନିୟମ ସଂଶୋଧନ କରାଯାଇଛି । ଏଣିକି କେନ୍ଦ୍ର ସରକାରଙ୍କ ନିକଟରେ ଚାକିରୀ କରୁଥିବା ମହିଳା ମାନେ ସରୋଗେସି କିମ୍ବା ଶିଶୁ ଗ୍ରହଣ କଲେ ସେମାନଙ୍କୁ ୧୮୦ ଦିନର
Read More...

ଦିନକୁ ୨ଘଣ୍ଟା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଲୋକଙ୍କ ମୁଖ୍ୟମନ୍ତ୍ରୀ, ଲୋକଙ୍କ ସରକାର ପ୍ରତିଦିନ ଅପରାହ୍ନ ୩ଟା ରୁ ୫ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ।
Read More...