Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଦେଶ ଫେରିଲେ ପ୍ରଧାନମନ୍ତ୍ରୀ
୪୧ଟି ପୋଲିସ ଷ୍ଟେସନରେ ସିସିଟିଭି କ୍ୟାମେରା ପୁନଃସ୍ଥାପନ କରିବାକୁ ନିର୍ଦ୍ଦେଶ
ପୀତବାସ ପଣ୍ଡା ହତ୍ୟା ମାମଲା: ‘ମୋତେ ଫସାଇ ଦିଆଯାଇଛି’,ବିକ୍ରମ ପଣ୍ଡା
୧୦ ଫୁଟ୍ ତଳକୁ ଖସିଲା ଭ୍ୟାନ୍, ୧୭ ଆହତ
ବଢ଼ିବ ଭାରତୀୟ ବାୟୁସେନାର ଶକ୍ତି: ୧୧୪ଟି ରାଫେଲ କିଣିବାକୁ ପ୍ରସ୍ତୁତ ଭାରତ
Browsing Category
ବଡ ଖବର
ପାନ୍-୨.୦କୁ ମିଳିଲା ଅନୁମୋଦନ, କ୍ୟୁଆର କୋର୍ଡ ସହ ଆସିବ ପାନ୍ କାର୍ଡ
ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା। ପାନ୍-୨.୦କୁ ମିଳିଲା ଅନୁମୋଦନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆୟକର ବିଭାଗର ପାନ୍-୨.୦ ପ୍ରକଳ୍ପକୁ ଅନୁମୋଦନ ଦେଇଛି। ପାନ୍ ପାନ୍-୨.୦ ଏକ ଇ-ଗଭର୍ଣ୍ଣାସ!-->…
Read More...
Read More...
ଜାମା ମସଜିଦରେ ସର୍ଭେ ବେଳେ ହିଂସା, ୩ ମୃତ
ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସା ଘଟି ସେଥିରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ଆରକ୍ଷୀ ଅଧିକ୍ଷକ(ଏସପି) ଏହି ଖବରକୁ ନିଶ୍ଚିତ କରିଛନ୍ତି। ମୃତକ ତିନି ଜଣ ହେଉଛନ୍ତି ନୋମାନ, ବିଲାଲ ଏବଂ ନଇମ। ସର୍ଭେ ବେଳେ ପୁଲିସ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ!-->…
Read More...
Read More...
ସରକାରୀ କର୍ମଚାରୀଙ୍କୁ ଅବସର ଦିନ ମିଳିବ ପୂର୍ଣ୍ଣାଙ୍ଗ ପେନସନ
ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏଣିକି ସରକାରୀ କର୍ମଚାରୀଙ୍କୁ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ ସୁନିଶ୍ଚିତ ହେବ। ଏନେଇ ସବୁ ବିଭାଗ ସଚିବଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ ମନୋଜ ଆହୁଜା।
ନିଜର ବିଭାଗ ତଥା ବିଭାଗ ଅଧିନସ୍ଥ ସମସ୍ତ!-->!-->!-->…
Read More...
Read More...
ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ନିହତ
ଛତିଶଗଡ: ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ଶୁକ୍ରବାର ଏକ ବଡ ଧରଣର ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ନିହତ ହୋଇଛନ୍ତି। ମାଓବାଦୀମାନେ ଉକ୍ତ ଅଞ୍ଚଳରୁ ଖସି ପଳାଉଥିବା ବେଳେ ଡିଆରଜି ଯବାନ ଏନକାଉନଣ୍ଟର କରିଥିବା ଜଣାପଡିଛି।
ସୂଚନା ଅନୁଯାୟୀ, ଛତିଶଗଡର ସୁକମା ଜିଲାର!-->!-->!-->…
Read More...
Read More...
ଜୁନାଗଡ଼ ଗଣଦୁଷ୍କର୍ମ ମାମଲାରେ ୬ଜଣ ଅଭିଯୁକ୍ତ ଙ୍କୁ ଆଜୀବନ କାରାଦଣ୍ଡ
ଜୁନାଗଡ଼: ବହୁ ଚର୍ଚ୍ଚିତ ଜୁନାଗଡ଼ ଗଣଦୁଷ୍କର୍ମ ମାମଲାରେ ଆଜି ଧର୍ମଗଡ଼ ଏଡିଜେ ୬ଜଣ ଅଭିଯୁକ୍ତ ଙ୍କୁ ଆଜୀବନ କାରାଦଣ୍ଡ ଆଦେଶ ଦେଇଛନ୍ତି। କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବନମାଳୀପୁରସ୍ଥିତ ଘନା ଜଙ୍ଗଲରେ ୫ ବର୍ଷ ତଳେ ହୋଇଥିବା ବହୁ ଚର୍ଚ୍ଚିତ ଗଣବଳାତ୍କାର ଘଟଣାର ରାୟ ବୁଧବାର!-->…
Read More...
Read More...
ଚୋରା ଚାଲାଣ ବଳେ ଓଲଟିଲା ଭ୍ୟାନ, ନିଆଁ ଲାଗି ଗୋରୁ ଜୀବନ୍ତ ଦଗ୍ଧ
ମୟୂରଭଞ୍ଜ: ବେଆଇନ ଗୋରୁ ଚାଲାଣ ବେଳେ ରାସ୍ତା କଡ଼କୁ ଓଲଟିଲା ପିକଅପ। ରାସ୍ତାକଡ଼କୁ ଓଲଟି ପଡ଼ିଲା ଗୋରୁ ବୋଝେଇ ପିକଅପ୍ ଭ୍ୟାନ । ଚାହୁଁ ଚାହୁଁ ଜଳିଗଲା ପୁରା ଭ୍ୟାନ। ମୟୂରଭଞ୍ଜ କପ୍ତିପଦା ଥାନା ପୋଡ଼ାଡ଼ିହା ଛକରେ ଘଟିଛି ଏହି ଘଟଣା। ଠାକୁରମୁଣ୍ଡା ଅଞ୍ଚଳରୁ ରାତିରେ ଗୋରୁ ଚୋରା ଚାଲାଣ!-->…
Read More...
Read More...
ଦେଶର ନାଗରିକଙ୍କୁ ପ୍ରଦୂଷଣମୁକ୍ତ ପରିବେଶରେ ରଖିବା ସରକାରଙ୍କ ଦାୟିତ୍ୱ, ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଦିଲ୍ଲୀ ସମେତ ସମଗ୍ର ଏନସିଆର ଏରିଆରେ ଏବେ ବାୟୁ ପ୍ରଦୂଷଣ ସାଙ୍ଘାତିକ ସ୍ଥିତିରେ ରହିଛି। ବିଷାକ୍ତ ବାୟୁ ବଳୟରେ ପୂରା ରାଜଧାନୀ ଦିଲ୍ଲୀ। ଏହାକୁ ଦେଖି ସୁପ୍ରିମକୋର୍ଟ ସୋମବାର ଦିଲ୍ଲୀ-ଏନସିଆର ରାଜ୍ୟମାନଙ୍କୁ ଗ୍ରେଡେଡ୍ ରେସପନ୍ସ ଆକ୍ସନ ପ୍ଲାନ୍ ଅଧୀନରେ ଷ୍ଟେଜ୍ ୪ ପ୍ରଦୂଷଣକୁ!-->…
Read More...
Read More...
ବାୟୁ ପ୍ରଦୂଷଣ ପାଇଁ ଦିଲ୍ଲୀରେ ସ୍କୁଲ କଲେଜ ବନ୍ଦ
ନୂଆଦିଲ୍ଲୀ; ଦିଲ୍ଲୀରେ ବାୟୁ ଗୁଣବତ୍ତା ସୂଚକାଙ୍କ ଅତ୍ୟନ୍ତ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ବାୟୁ ପ୍ରଦୂଷଣ ଦିଲ୍ଲୀ-ଏନସିଆରରେ ଲୋକଙ୍କ ସମସ୍ୟା ବଢାଇ ଦେଇଛି। ସବୁଠାରୁ ବଡ ସମସ୍ୟା ହେଉଛି ନୋଏଡା, ଗାଜିଆବାଦ ଏବଂ ଗୁରୁଗ୍ରାମରେ। ଏଠାରେ ମଧ୍ୟ ମଙ୍ଗଳବାର (୧୯ ନଭେମ୍ବର ୨୦୨୪) ଅଧିକାଂଶ!-->…
Read More...
Read More...
ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନମୋଲ ଗିରଫ
ମୁମ୍ବାଇ: ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନମୋଲଙ୍କୁ ଆମେରିକାର କାଲିଫର୍ନିଆରେ ଗିରଫ କରାଯାଇଛି। ଗତ ମାସରେ ଭାରତ ସରକାର ତାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରିଥିଲେ।
ମୁମ୍ବାଇ ପୋଲିସର କ୍ରାଇମ ଶାଖା ଅନମୋଲଙ୍କ ପ୍ରତ୍ୟର୍ପଣ ପ୍ରକ୍ରିୟା ଆରମ୍ଭ କରିବାର କିଛି ସପ୍ତାହ ପରେ ଏହି!-->!-->!-->…
Read More...
Read More...
ଭୟଙ୍କର ପ୍ରଦୂଷଣ ପାଇଁ ଦିଲ୍ଲୀରେ ଜାରିହେଲା ଜିଆର୍ଏପି-୪ କଟକଣା
ନୂଆଦିଲ୍ଲୀ: ସୋମବାର ଦିଲ୍ଲୀରେ ବାୟୁ ପ୍ରଦୂଷଣ ଜୀବନ ପ୍ରତି ବିପଦ ସ୍ତରରେ ପହଞ୍ଚିବା ପରେ ଜିଆର୍ଏପି-୪ ଲାଗୁ କରାଯାଇଛି। ଆଜିଠାରୁ କେବଳ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ବିଦ୍ୟାଳୟଗୁଡ଼ିକ ଅଫ୍ଲାଇନ ମୋଡ୍ରେ ଖୋଲିବ। ଅନ୍ୟ ସମସ୍ତ ଶ୍ରେଣୀ ପାଇ ଅନଲାଇନରେ ପାଠପଢ଼ା ହେବ।
ସୋସିଆଲ!-->!-->!-->…
Read More...
Read More...