Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍ ଡ୍ରଗ୍ ଟେଷ୍ଟରେ ପଜିଟିଭ୍
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category
ବଡ ଖବର
ଶିମିଳିପାଳରୁ ବିରଳ କଳାବାଘ ଛାଲ ଜବତ
ଶିମିଳିପାଳ: ଶିମିଳିପାଳ ଅଭୟାରଣ୍ୟରୁ ଏକ କଳାବାଘର ଚମଡ଼ା ଜବତ କରାଯାଇଛି। ଏହି ବାଘ ଛାଲଟି ଦୁଇ ତିନି ମାସ ପୂର୍ବରୁ ଶିକାର କରାଯାଇଥିବା ନେଇ ସୂଚନା ରହିଛି । ଏନେଇ ଏଥିରେ ସମ୍ପୃକ୍ତ ୪ ଜଣ ଶିକାରୀଙ୍କୁ ଗିରଫ କରିଛି ବନ ବିଭାଗ।
ଶିମିଳିପାଳରେ ଦେଖାଯାଉଥିବା ବିଶ୍ବର ବିରଳ କଳା ମହାବଳ!-->!-->!-->…
Read More...
Read More...
ଧରାପଡିଲା ସ୍କୁଲକୁ ବୋମା ଧମକ ଦେଉଥିବା ଅଭିଯୁକ୍ତ
ନୂଆଦିଲ୍ଲୀ: ଗତ କିଛି ଦିନ ହେବ ଦିଲ୍ଲୀର ପ୍ରାୟ ସମସ୍ତ ସ୍କୁଲକୁ ବୋମା ଧମକ ଆସୁଥିଲା। ତେବେ ଏହି ଘଟଣାରେ ଦିଲ୍ଲୀ ପୋଲିସ ଜଣେ ଛାତ୍ରଙ୍କୁ ଗିରଫ କରିଛି। ଏହି ଘଟଣା ପଛରେ କେହି ବଡ ବ୍ୟକ୍ତି ନୁହେଁ ବରଂ ଜଣେ ଛାତ୍ର ଥିଲା। ତେବେ ଦିଲ୍ଲୀ ପୋଲିସ ମଙ୍ଗଳବାର ଦିନ କହିଛି ଯେ ବୋମା ଧମକ ପଠାଇବା!-->…
Read More...
Read More...
ଲୋକସେବା ଭବନରୁ ନକଲି ସେକ୍ସନ ଅଫିସର ଗିରଫ
ଭୁବନେଶ୍ବର: ଲୋକସେବା ଭବନରୁ ଜଣେ ଦଲାଲକୁ ଗିରଫ କରିଛି କମିଶନରେଟ ପୁଲିସ୍। ରାଜ୍ୟର ସେକ୍ରାଟାରିଏଟ ଭିତରେ ରହି ଚୂନ ଲଗାଉଥିଲା ଦଲାଲ। ମିଛ ପରିଚୟ ପତ୍ର ସହ ନିଜକୁ ଓଡିଶା ସରକାରଙ୍କ କର୍ମଚାରୀ ଭାବେ ପରିଚିତ କରିଥିଲେ। ଚାକିରି କରାଇଦେବାକୁ କହି ଲକ୍ଷାଧିକ ଟଙ୍କା ଠକୁଥିଲେ। ଦଲାଲ ଜଣକ!-->…
Read More...
Read More...
ବନ ବିଭାଗ ଉପରେ ଫାୟାରିଂ କଲେ ମାଛ ମାଫିଆ
ରାଜନଗର: ରାଜନଗର ଗହୀରମଥା ଗଭୀର ସମୁଦ୍ରରେ ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରେ ମାଛ ମାଫିଆଙ୍କ ଆକ୍ରମଣ। ବେଆଇନ୍ ମାଛ ମାରୁଥିବା ବେଳେ ରେଡ୍ କରିଥିଲା ବନବିଭାଗ। ବେଆଇନ ଭାବେ ମାଛ ମାରୁଥିବା ତାରିଣୀ ୩ ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିବା ସମୟରେ ୬ ଟି ଟ୍ରଲର!-->…
Read More...
Read More...
ନବ ଦାସଙ୍କ ପୁଅ ବିଶାଲଙ୍କୁ ଅଟକ ରଖିଲା ଛତିଶଗଡ଼ ପୋଲିସ
ଛତିଶଗଡ଼: ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଛନ୍ତି। ଗୁରୁବାର ବିଳମ୍ବିତ ରାତିରୁ ବିଶାଳ ଅଟକ ଥିବା ସୂଚନା ମିଳିଛି।
ଆଜି!-->!-->!-->…
Read More...
Read More...
ସାମ୍ବାଦିକଙ୍କୁ ମାଡ଼ ମାରି ଜେଲ ଗଲେ ଏସ୍ଡିଓ
କଣ୍ଟାବାଞ୍ଜି: ସାମ୍ବାଦିକଙ୍କୁ ମାଡ଼ ମାରିବା ପଡିଲା ମାହାଙ୍ଗା। ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାରେ କଣ୍ଟାବାଞ୍ଜି ଇଲେକ୍ଟ୍ରି ଏସ୍ଡିଓ ଜଗନ୍ନାଥ ପତି ଓ ମୁରିବାହାଲ ବିଦ୍ୟୁତ୍ ବିଭାଗ ଯନ୍ତ୍ରୀ ଚିନ୍ମୟ ସାହୁଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏହା ସହିତ ଦୁଇ ଜଣଙ୍କୁ!-->…
Read More...
Read More...
ଏବେ ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି
ଭୁବନେଶ୍ବର: ଏଣିକି ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି। ରାଜ୍ୟ ସରକାରଙ୍କ ” ଓଡ଼ିଶା ଭର୍ଚୁଆଲ ଏକାଡେମୀ ” ପକ୍ଷରୁ ସଂଚାଳିତ ଏବଂ ବିଶେଷଜ୍ଞଙ୍କ ଦ୍ଵାରା ହୋଇଥିବା ନୂଆ ପ୍ରୟାସ ସଫଳ ହୋଇଛି। ଏବେ ଡିଜିଟାଲ ପ୍ଲାଟଫର୍ମରେ ସାନ୍ତାଳୀ ଲିପି ବି ଲେଖିହେବ। ଏହାଦ୍ୱାରା ଆଦିବାସୀ!-->…
Read More...
Read More...
ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ୧୦ କୋଟିର ଗଞ୍ଜେଇ ଜବତ
ଭୁବନେଶ୍ୱର: ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରରୁ ବହୁ ମୂଲ୍ୟର ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ ଆଣିଥିବା ୨ ମହିଳା ଯାତ୍ରୀଙ୍କୁ ଗିରଫ କରିଛି ଭୁବନେଶ୍ୱର କଷ୍ଟମ କମିଶନରେଟ। ମହିଳା ଯାତ୍ରୀ ଦୁଇ ଜଣ ଭାରତୀୟ ଅଟନ୍ତି। ଦୁଇ ଜଣ ଭାରତୀୟ ମହିଳାଙ୍କ ନିକଟରୁ ୧୯ଟି ଗଞ୍ଜେଇ!-->…
Read More...
Read More...
ଆଇଇଡି ଲଗାଇ ସେନା ଗାଡ଼ି ଉଡାଇଦେଲେ ମାଓବାଦୀ
ବିଜାପୁର: ଛତିଶଗଡ଼ର ବିଜାପୁରରେ ଭୟଙ୍କର ବିସ୍ଫୋରଣ କରିଛନ୍ତି ନକ୍ସଲ। ଛତିଶଗଡ଼ ବସ୍ତର ଡିଭିଜନ ବିଜାପୁର ଜିଲାରେ ସୋମବାର ମାଓବାଦୀମାନେ ଅପରେସନରୁ ଫେରୁଥିବା ସୁରକ୍ଷାକର୍ମୀଙ୍କ ସ୍କର୍ପିଓକୁ ସେମାନେ ଆଇଇଡି ବିସ୍ଫୋରଣ ଦ୍ୱାରା ଉଡ଼ାଇ ଦେଇଛନ୍ତି। ବିସ୍ଫୋରଣରେ ୯ଜଣ ଶହୀଦ ହୋଇଥିବା!-->…
Read More...
Read More...
୫୦୦ ଟ୍ରାଫିକ କର୍ମଚାରୀଙ୍କୁ ଦିଆଯିବ ନିଯୁକ୍ତି : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବର୍ତ୍ତମାନ ଏକ ମାସ ଧରି ରାଜ୍ୟ ସରକାରଙ୍କ ପକ୍ଷରୁ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ କରାଯାଉଛି। ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍ଜିରୁ ରାମ ମନ୍ଦିର ଯାଏ ସଚେତନତା ପଦଯାତ୍ରା ଆରମ୍ଭ!-->…
Read More...
Read More...