ପ୍ରମୁଖ ଖବର

ଜୟପୁରଠାରେ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)ର ନୂଆ ପରୀକ୍ଷା ଜୋନ ହେବ ବୋଲି ଘୋଷଣା
ଭାରତରେ ୨ ଜଣ ଏଚ୍‌ଏମ୍‌ପିଭି ସଂକ୍ରମିତ ଚିହ୍ନଟ
ଆଇଇଡି ଲଗାଇ ସେନା ଗାଡ଼ି ଉଡାଇଦେଲେ ମାଓବାଦୀ: ୯ ଯବାନ ଶହୀଦ
ସାତକୋଶିଆରେ ଆଜି ଠାରୁ କୁମ୍ଭୀର ଗଣନା ଆରମ୍ଭ ହୋଇଛି । କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ସୂଚନା
ଓଡିଶାରେ ୪୪୭୯୩ କୋଟି ଟଙ୍କାର ୫ଟି ଶିଳ୍ପ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ
ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ୧୦ କୋଟିର ଟଙ୍କାର ଗଞ୍ଜେଇ ଜବତ
ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କଲେ ଜଷ୍ଟିନ ଟ୍ରୁଡୁ
ଦରଦାମ ବୃଦ୍ଧି ପ୍ରତିବାଦରେ ସରକାରଙ୍କ ଉପରେ ବର୍ଷିଲେ ନବୀନ
ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ମୋଦୀ
ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ମୋଦୀ
ଜାମିନ ନେବାକୁ ମନା କଲେ ପ୍ରଶାନ୍ତ କିଶୋର: ଜେଲ୍‌ରେ ଥାଇ କରିବେ ଅନଶନ
Browsing Category

ବଡ ଖବର

ଭଦ୍ରକରେ ହେବ ବୟନ ପାର୍କ : ମୁଖ୍ୟମନ୍ତ୍ରୀ

ଭଦ୍ରକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ଭଦ୍ରକରେ ବୟନ ପାର୍କ ପାଇଁ ୪୩୮୨ କୋଟି ଟଙ୍କା ମଞ୍ଜୁର କରିଥିବା ନେଇ ସୂଚନା ଦେଇଛନ୍ତି। ଆଇଓସିଏ୍‌ଲ ଏନେଇ ଅର୍ଥ ମଞ୍ଜୁର କରିଥିବା ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ
Read More...

ରାହୁଲ ଗାନ୍ଧୀଙ୍କ ଉପରେ ଅଭିଯୋଗ ଆଣିଲେ ବିଜେପି ମହିଳା ସାଂସଦ

ନୂଆଦିଲ୍ଲୀ: ସଂସଦରେ ଆଜି ଠେଲାପେଲା ବିବାଦ ଏବେ ବଡ ରାଜନୈତିକ ମୁଦ୍ଦା ହୋଇଗଲାଣି। ବିଜେପି ରାହୁଲଙ୍କ ବିରୋଧରେ ମାମଲା ମଧ୍ୟ ରୁଜ୍ଜୁ କରିଛି । ଏ ସବୁ ଭିତରେ ଏବେ ରାହୁଲ ଗାନ୍ଧୀଙ୍କ ଉପରେ ଜଣେ ବିଜେପି ମହିଳା ସାଂସଦ ବଡ ଆରୋପ ଲଗାଇଛନ୍ତି କି, ରାହୁଲ ତାଙ୍କୁ ଧକ୍କା ଦେଇଛନ୍ତି ଏବଂ
Read More...

ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ

ନୂଆଦିଲ୍ଲୀ: ଆଜି ସଂସଦ ଶିଡ଼ିରୁ ପଡ଼ି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ ହୋଇଛନ୍ତି। ଗୁରୁବାର ସଂସଦର ଉଭୟ ଗୃହରେ ଉତ୍ତେଜନା ଦେଖାଦେଇଛି। ବାବା ସାହେବ ଭୀମରାଓ ଆମ୍ବେଦକର ପ୍ରସଙ୍ଗରେ ସଂସଦ ହାଉସ କମ୍ପ୍ଲେକ୍ସରେ ଉଭୟ କଂଗ୍ରେସ ଏବଂ ଭାଜପା ବିରୋଧ ପ୍ରଦର୍ଶନ କରିଥିଲେ। ଏହି ସମୟରେ ଉଭୟ
Read More...

ପ୍ରଫେସର ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ବର: ଖ୍ୟାତନାମା ସାହିତି୍ୟକ ପ୍ରଫେସର ବୈଷ୍ଣବ ଚରଣ ସାମଲଙ୍କୁ ମିଳିବ ମର୍ଯ୍ୟାଦାଜନକ ପୁରସ୍କାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ତାଙ୍କ ରଚିତ ପ୍ରବନ୍ଧ ‘ଭୂତି ଭକ୍ତି ବିଭୂତି’ ପାଇଁ ମିଳିବ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ୧୯୩୯ ମସିହା ଫେବୃଆରୀ ୨୭ରେ ଜନ୍ମ
Read More...

୩ ବିଭାଗର ସଚିବ ପଦରୁ ବିଦା ହେଲେ ବିଷ୍ଣୁପଦ

ଭୁବନେଶ୍ବର: ଟେଣ୍ଡର ଫିକ୍ସିଂ ମାମଲାରେ ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ସରକାର । ଆଜି ତାଙ୍କୁ ୩ଟି ଯାକ ଗୁରୁତ୍ୱପୂର୍ଣ୍ଣ ବିଭାଗର ସଚିବ ପଦରୁ ହଟାଇ ଦେଇଛନ୍ତି। ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର। ପ୍ରମୁଖ ସଚିବ
Read More...

ଭୂମିହୀନଙ୍କୁ ଜମି ଦେବେ ରାଜ୍ୟସରକାର

ଭୁବନେଶ୍ବର: ଭୂମିହୀନଙ୍କୁ ଜମି ଯୋଗାଇଦେବେ ରାଜ୍ୟସରକାର। ଘର କରିବାକୁ ସେମାନଙ୍କୁ ରାଜ୍ୟସରକାର ଯୋଗାଇବେ ୪ ଡେସିମିଲ ଜମି। ଏନେଇ ଗୁରୁତ୍ବପୂର୍ଣ୍ଣ ସୂଚନ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଲ୍ୟାଣ୍ଡ ସେଟଲମେଣ୍ଟ ୧୯୬୨ ଅନୁଯାୟୀ ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ
Read More...

ଅଲ୍ଲୁ ଅର୍ଜୁନ ଗିରଫ

ହାଇଦ୍ରାବାଦ: ସୁପର୍‌ଷ୍ଟାର୍ ଅଲ୍ଲୁ ଅର୍ଜୁନ ଗିରଫ । ପୁଷ୍ପାରାଜ ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି ହାଇଦ୍ରାବାଦ ପୋଲିସ। ପୁଷ୍ପା-୨ର ସ୍କ୍ରିନିଂ ବେଳେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ହୋଇଥିବା ଦଳାଚକଟା ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଏହି ଦଳଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ
Read More...

ଆରବିଆଇକୁ ବୋମାରେ ଉଡାଇବାକୁ ଧମକ

ନୂଆଦିଲ୍ଲୀ; ଭାରତୀୟ ରିଜର୍ଭ ବ୍ୟାଙ୍କକୁ ବୋମା ଧମକ ମିଳିଛି। ଗୁରୁବାର ଅପରାହ୍ନରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫିସିଆଲ ୱେବସାଇଟରେ ଏକ ଧମକପୂର୍ଣ୍ଣ ଇ-ମେଲ ଆସିଛି। ଏହି ଇମେଲ ରୁଷୀୟ ଭାଷାରେ ପଠାଯାଇଥିଲା। ଏହି ମାମଲାରେ ମାତା ରମାବାଇ ମାର୍ଗ (MRA Marg) ପୋଲିସ ଷ୍ଟେଶନରେ ଅଜ୍ଞାତ
Read More...

ଜାତୀୟସ୍ତରରେ ଶ୍ରେଷ୍ଠ ଜିଲା ଭାବେ କୋରାପୁଟ ପୁରସ୍କୃତ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଜାତୀୟ ପଞ୍ଚାୟତ ପୁରସ୍କାର – ୨୦୨୪ ପ୍ରଦାନ କରିଛନ୍ତି। ଏଥିରେ ଜାତୀୟସ୍ତରରେ ଶ୍ରେଷ୍ଠ ଜିଲା ପଞ୍ଚାୟତ ଭାବେ କୋରାପୁଟ ପୁରସ୍କୃତ ହୋଇଛି। ନାନାଜୀ ଦେଶମୁଖ
Read More...

ଓଡ଼ିଶାର ୨ ରେଳ ଫ୍ଲାଏଓଭର ନିର୍ମାଣ ପାଇଁ ୫୦୯ କୋଟି ମଞ୍ଜୁରୀ

ଭୁବନେଶ୍ବର: ରାଜ୍ୟରେ ରେଳ ଭିତ୍ତିଭୂମି ସୁଦୃଢ କରିବାକୁ ୫୦୯ କୋଟି ମଞ୍ଜୁରୀ କରିଛି ମନ୍ତ୍ରଣାଳୟ। କଟକ ଓ ରାୟଗଡ଼ାରେ ଫ୍ଲାଏଓଭର ପାଇଁ ମନ୍ତ୍ରାଳୟ ପକ୍ଷରୁ ଏହି ଅର୍ଥ ମଞ୍ଜୁର କରାଯାଇଛି। ରାଜଆଠଗଡ଼-ରାଧାକିଶୋରପୁର ଓ ମାଛପୁର ମଧ୍ୟରେ ହେବ ଫ୍ଲାଏଓଭର ଏବଂ ରାୟଗଡ଼ାର ସିଙ୍ଗାପୁର ରୋଡ୍
Read More...