ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ
Browsing Category

ବଡ ଖବର

ବିରୋଧ ପରେ ଅଦିନିଆ ରଥଯାତ୍ରାରୁ ଓହରିଲା ଇସ୍କନ

ଭୁବନେଶ୍ବର: ପ୍ରବଳ ବିରୋଧ ପରେ ବାତିଲ ହେଲା ଇସ୍କନ ରଥଯାତ୍ରା। ଆମେରିକାର ହଷ୍ଟନରେ ହେବାକୁ ଥିବା ରଥଯାତ୍ରାକୁ ବାତିଲ କରିଛି ଇସ୍କନ। ଏନେଇ ସୂଚନା ଦେଇଛନ୍ତି ଇସ୍କନର ରାଷ୍ଟ୍ରୀୟ ଜନସମ୍ପର୍କ ନିର୍ଦ୍ଦେଶକ ଯୁଧିଷ୍ଠିର ଗୋବିନ୍ଦ ପ୍ରଭୁ। ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ବୟାନ ପରେ
Read More...

ଭୁବନେଶ୍ୱର ବିମାନରେ ବୋମା ଆତଙ୍କ

ଭୁବନେଶ୍ୱର: ଭୁବନେଶ୍ୱର ବିମାନରେ ବୋମା ଆତଙ୍କ। ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଉଡାଣ ଭରୁଥିବା ବେଳେ ବୋମା ଆତଙ୍କ ଖେଳିଯିବାରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ। ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନକୁ ଜରୁରୀ ଅବତରଣ କରାଯାଇଛି।
Read More...

ଏସ୍‌ସିବି ମେଡିକାଲ କଲେଜରୁ ଆସିଛି ରାଗିଂ ଅଭିଯୋଗ

କଟକ: କଟକ ଏସସିବି ମେଡିକାଲ କଲେଜରେ ଆସିଛି ରାଗିଂ ଅଭିଯୋଗ। ଏମବିବିଏସ୍ ପ୍ରଥମ ବର୍ଷ ଛାତ୍ର ଆଣିଛନ୍ତି ଗୁରୁତର ଅଭିଯୋଗ। ଫାଇନାଲ ବର୍ଷର ଛାତ୍ରଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ଛାତ୍ର। ଅଭିଯୋଗକୁ ଗ୍ରହଣ କରି ଏସସିବି ଆଣ୍ଟି ରାଗିଙ୍ଗ କମିଟିର ବୈଠକ ଅନୁଷ୍ଠିତ ହୋଇଛି। ଅଭିଯୋଗ ଆଣିଥିବା
Read More...

ଦିଲ୍ଲୀ ବିଶ୍ୱର ସବୁଠୁ ପ୍ରଦୂଷିତ ସହର

ନୂଆଦିଲ୍ଲୀ: ଦୀପାବଳି ପରେ ଦିଲ୍ଲୀ ପୁଣିଥରେ ବିଶ୍ୱର ସବୁଠୁ ପ୍ରଦୂଷିତ ସହରରେ ପରିଣତ ହୋଇଛି। ରାଜଧାନୀ ଦିଲ୍ଲୀ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରଦୂଷଣର ମାତ୍ରା କ୍ରମାଗତ ଭାବେ ବୃଦ୍ଧି ପାଉଛି। ରବିବାର ଦିଲ୍ଲୀର ବାୟୁ ମାନ ସୂଚକାଙ୍କ (ଏକ୍ୟୁଆର୍‌) ୩୮୨ରେ ପହଞ୍ଚିଥିବା ବେଳେ ଆନନ୍ଦ
Read More...

ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ବର୍ଷବ୍ୟାପୀ ପାଳନ କରାଯିବ

ଭୁବନେଶ୍ବର: ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ ତଥା ଜନନାୟକ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ଏକ ବର୍ଷ ପର୍ଯ୍ୟନ୍ତ ପାଳନ କରାଯିବ। ଡକ୍ଟର ମହତାବଙ୍କ ଜୟନ୍ତୀ ଅବସରରେ ନଭେମ୍ବର ୨୧ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଭୁବନେଶ୍ବରରେ ସମାରୋହ ଅନୁଷ୍ଠିତ
Read More...

ଏବେ ନିଆଁ ଲିଭାଇବ ରୋବଟ

ଭୁବନେଶ୍ବର: ଏଥର ଭୟଙ୍କର ନିଆଁ ଲିଭାଇବା ହେବ ସହଜ। ଆହୁରି ସଶକ୍ତ ଓ ମଜଭୁତ ହେବ ଅଗ୍ନିଶମ ବିଭାଗ। ଓଡ଼ିଶାରେ ପ୍ରଥମ ଥର ପାଇଁ ନିଆଁ ଲିଭାଇବା କାର୍ଯ୍ୟାରେ ଅତ୍ୟାଧୁନିକ ଜ୍ଞାନ କୌଶଳରେ ନିର୍ମିତ ରୋବଟକୁ ବ୍ୟବହାର କରାଯିବ। ଏହାର ନାଁ ହେଉଛି ଫାୟାର ଫାଇଟିଂ ରୋବୋଟିକ ମନିଟର। ଆଜି ଓଡ଼ିଶା
Read More...

ସ୍ୱର୍ଗଦ୍ୱାରରେ କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ

ପୁରୀ: ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ। ଓଡିଶା ସରକାର ପୁରୀ ସ୍ୱର୍ଗଦ୍ୱାରରେ ଶବଦାହ ପାଇଁ ଜାଳେଣି କାଠ ବଦଳରେ ଗୋବର ଘଷି ବ୍ୟବହାର ଉପରେ ଚିନ୍ତା କରୁଛନ୍ତି ବୋଲି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମଙ୍ଗଳବାର ସୂଚନା ଦେଇଛନ୍ତି।
Read More...

ପ୍ରଧାନମନ୍ତ୍ରୀ ୫୧,୦୦୦ରୁ ଅଧିକ ପ୍ରାର୍ଥୀଙ୍କୁ ଦେଲେ ନିଯୁକ୍ତି ପତ୍ର

ନୂଆଦିଲ୍ଲୀ: ଦେଶର ଜନତାଙ୍କୁ ଦୀପାବଳି ଉପହାର ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ମୋଦୀ ମଙ୍ଗଳବାର ଯୁବକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର
Read More...

ମଠ ମନ୍ଦିର ସୁରକ୍ଷା ପାଇଁ ଆସୁଛି ‘ଦେବାଳୟ ଯୋଜନା’

ଭୁବନେଶ୍ବର:ଆଉ ଏକ ନୂଆ ଯୋଜନା ଆଣିବାକୁ ଯାଉଛି ବିଜେପି ସରକାର। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ଏହି ଯୋଜନା ବିଷୟରେ ସୂଚନା ଦେଇଛନ୍ତି। ଏହି ଯୋଜନା ଧର୍ମ ପୀଠ ଯେମିତି ମଠ ଓ ମନ୍ଦିରର ସୁରକ୍ଷା ପାଇଁ ରହିବ। ଏହାର ନାମ ରହିଛି ‘ଦେବାଳୟ ଯୋଜନା’। ଯୋଜନା ସମ୍ପର୍କରେ ସୂଚନା
Read More...

ଆସନ୍ତାକାଲିଠାରୁ ଆରମ୍ଭ ହେବ ଆୟୁଷ୍ମାନ ଭାରତ ପାର୍ଟ-୨

ନୂଆଦିଲ୍ଲୀ; ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ। ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ଲୋକ ଏହାର ସୁବିଧା
Read More...