ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌
Browsing Category

ବଡ ଖବର

ଏନକାଉଣ୍ଟରରେ ୭ ମାଓବାଦୀ ମୃତ

ତେଲେଙ୍ଗାନା: ପୁଣି ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ତେଲେଙ୍ଗାନାରେ ଏନକାଉଣ୍ଟର। ୭ ମାଓବାଦୀ ନିହତ। ମାଲକାନଗିରି ଜିଲା ସୀମାନ୍ତ ତେଲେଙ୍ଗାନା ରାଜ୍ୟ ମୁଲୁଗୁ ଜିଲା ଚାଲାପାକା ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୭ ମାଓବାଦୀ ମୃତ୍ୟୁବରଣ କରିଛନ୍ତି। ଏନକାଉଣ୍ଟର
Read More...

ପଦଯାତ୍ରା ବେଳେ ଅରବିନ୍ଦ କେଜ୍ରିୱାଲଙ୍କୁ ଆକ୍ରମଣ

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଉପରକୁ ଆକ୍ରମଣ। ପଦଯାତ୍ରା ବେଳେ ତରଳ ପଦାର୍ଥ ପକାଇଛି ଦୁର୍ବୃତ୍ତ। ଦିଲ୍ଲୀର ଗ୍ରେଟର କୈଳାଶ ଅଞ୍ଚଳରେ କେଜ୍ରିୱାଲ ପଦଯାତ୍ରା କରୁଥିବା ବେଳେ ଆକ୍ରମଣର ଶିକାର ହୋଇଛନ୍ତି । ତରଳ ପଦାର୍ଥ ଫିଙ୍ଗିଥିବା ଯୁବକକୁ ଧରି
Read More...

ଭୁବନେଶ୍ୱର ବିମାନ ବନ୍ଦର ଭିତରୁ ଅଜଣା ବ୍ୟାଗ ଠାବ

ଭୁବନେଶ୍ୱର: ଖଲିସ୍ତାନୀ ଆତଙ୍କୀ ପନ୍ନୁ ଧମକ ପରେ ଭୁବନେଶ୍ୱର ବଜୁ ପଟ୍ଟନାୟକ ବିମାନ ବନ୍ଦର ଭିତରୁ ଠାବ ହୋଇଛି ଅଜଣା ବ୍ୟାଗ। ବିମାନବନ୍ଦରରେ ଅଜଣା ବ୍ୟାଗକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ତେବେ ବ୍ୟାଗ୍‌ କାହାର ସେଥିରେ କ’ଣ ଅଛି ଏହାକୁ ନେଇ ସିଆଇଏସଏଫ ଡଗ ସ୍କ୍ବାଡ ଯାଞ୍ଚ କରୁଛି I
Read More...

ଡିଜିପି-ଆଇଜିପି ସମ୍ମିଳନୀକୁ ଭଣ୍ଡୁର କରିବାକୁ ଖଲିସ୍ତାନୀ ଆତଙ୍କୀ ପନ୍ନୁନର ଧମକ

ଭୁବନେଶ୍ଵର: ଭୁବନେଶ୍ଵରରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ଡିଜିପି-ଆଇଜିପି ସମ୍ମିଳନୀକୁ ଭଣ୍ଡୁର କରିବାକୁ ଧମକ ଦେଇଛି ଖଲିସ୍ତାନୀ ଆତଙ୍କବାଦୀ ଗୁରପତଓ୍ବନ୍ତ ସିଂହ ପନ୍ନୁନ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାକୁ ଥିବା ବେଳେ କଡା ସୁରକ୍ଷା ବଳୟରେ ଛାଉଣି ହେଉଛି
Read More...

ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ଓଡିଶା ସରକାର

ଭୁବନେଶ୍ବର: ବଲିଉଡ୍‌ ଚଳଚ୍ଚିତ୍ର 'ସାବରମତୀ ରିପୋର୍ଟ'କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’
Read More...

ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭିର ଆତ୍ମସମର୍ପଣ

କନ୍ଧମାଳ: ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭି ଆଜି କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ଘର ଛତିଶଗଡ଼ର ସୁକମା ଜିଲ୍ଲାରେ। ତାଙ୍କଠାରୁ ଗୋଟିଏ ପିସ୍ତଲ ଓ ଦୁଇଟି ଗୁଳି ଜବତ କରାଯାଇଛି। ସୁରକ୍ଷା ବାହିନୀଙ୍କ ଲଗାତାର ଚଢ଼ାଉ ଫଳରେ କନ୍ଧମାଳ ଜିଲାରେ ମାଓ ଦୁର୍ଗ ଭୁଷୁଡ଼ିବାରେ
Read More...

୪ବର୍ଷ ବାସନ୍ଦ ହେଲେ ବଜରଙ୍ଗ ପୁନିଆ

ନୂଆଦିଲ୍ଲୀ: ବଜରଙ୍ଗ ପୁଣିଆଙ୍କୁ ବଡ ଝଟକା। ଭାରତୀୟ ରେସଲର ବଜରଙ୍ଗ ପୁନିଆ ବାସନ୍ଦ। ନ୍ୟାଶନାଲ ଆଣ୍ଟି ଡୋପିଙ୍ଗ୍‌ ଏଜେନ୍ସି (ନାଡା) ରେସଲର ବଜରଙ୍ଗ ପୁନିଆଙ୍କୁ ୪ବର୍ଷ ବାସନ୍ଦ କରିଛି। ମାର୍ଚ୍ଚ ୧୦ରେ ଜାତୀୟ ଦଳ ପାଇଁ ଚୟନ ବେଳେ ହୋଇଥିବା ଡୋପ୍‌ ଟେଷ୍ଟ ପାଇଁ ସେ ନମୁନା ଦେବାକୁ ମନା
Read More...

ପାନ୍‌-୨.୦କୁ ମିଳିଲା ଅନୁମୋଦନ, କ୍ୟୁଆର କୋର୍ଡ ସହ ଆସିବ ପାନ୍‌ କାର୍ଡ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା। ପାନ୍‌-୨.୦କୁ ମିଳିଲା ଅନୁମୋଦନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆୟକର ବିଭାଗର ପାନ୍‌-୨.୦ ପ୍ରକଳ୍ପକୁ ଅନୁମୋଦନ ଦେଇଛି। ପାନ୍‌ ପାନ୍‌-୨.୦ ଏକ ଇ-ଗଭର୍ଣ୍ଣାସ
Read More...

ଜାମା ମସଜିଦରେ ସର୍ଭେ ବେଳେ ହିଂସା, ୩ ମୃତ

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସା ଘଟି ସେଥିରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ଆରକ୍ଷୀ ଅଧିକ୍ଷକ(ଏସପି) ଏହି ଖବରକୁ ନିଶ୍ଚିତ କରିଛନ୍ତି। ମୃତକ ତିନି ଜଣ ହେଉଛନ୍ତି ନୋମାନ, ବିଲାଲ ଏବଂ ନଇମ। ସର୍ଭେ ବେଳେ ପୁଲିସ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ
Read More...

ସରକାରୀ କର୍ମଚାରୀଙ୍କୁ ଅବସର ଦିନ ମିଳିବ ପୂର୍ଣ୍ଣାଙ୍ଗ ପେନସନ

ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏଣିକି ସରକାରୀ କର୍ମଚାରୀଙ୍କୁ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ ସୁନିଶ୍ଚିତ ହେବ। ଏନେଇ ସବୁ ବିଭାଗ ସଚିବଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ ମନୋଜ ଆହୁଜା। ନିଜର ବିଭାଗ ତଥା ବିଭାଗ ଅଧିନସ୍ଥ ସମସ୍ତ
Read More...