ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ
Browsing Category

ବଡ ଖବର

ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ ସୁଟର ଗିରଫ

ଦିଲ୍ଲୀ: ଅଡୁଆରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ, ପ୍ୟାନ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟରଙ୍କୁ ଗିରଫ କରିଛି। ଏହି ୭ଜଣ ସୁଟରଙ୍କୁ ପଞ୍ଜାବ ଏବଂ ଏହାର ଆଖପାଖ ରାଜ୍ୟରୁ ପୋଲିସ ଗିରଫ କରିଛି। ସ୍ପେଶାଲ ସେଲ ଟିମ ମଧ୍ୟ
Read More...

ତିରୁପତି ମନ୍ଦିରକୁ ବୋମା ଧମକ

ଆନ୍ଧ୍ରପ୍ରଦେଶ: ସ୍କୁଲ, ହସପିଟାଲ ଓ ବିଭିନ୍ନ ଅନ୍ତର୍ଜାତୀୟ ବିମାନରେ ବୋମା ଧମକ ମିଳିବ ପରେ ଏବେ ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିରରେ ସମାନ ଧମକ ମିଳିବା ଆରମ୍ଭ ହୋଇଛି। ତିରୁପତି ମନ୍ଦିର ପରିସରରେ ଥିବା ଅନେକ ହୋଟେଲକୁ ଇମେଲ ମାଧ୍ୟମରେ ବୋମା ଧମକ ମିଳିଥିବା ସୂଚନା ରହିଛି। ସହରର ତିନୋଟି
Read More...

ଦାନା ବଦଳାଉଛି ଗତିପଥ

ପଶ୍ଚିମବଙ୍ଗ ୧ ଲକ୍ଷ ଲୋକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ନ୍ୟୁଜ୍ ବ୍ୟୁରୋ: ଘୂର୍ଣ୍ଣିବଳୟ ଦାନାର ବିପଦକୁ ଦୃଷ୍ଟିରେ ରଖି ଓଡ଼ିଶା ଏବଂ ପଶ୍ଚିମବଙ୍ଗ ସରକାର ବିଶେଷ ପ୍ରସ୍ତୁତି ଚଳାଇଛନ୍ତି। ପଶ୍ଚିମବଙ୍ଗ ସରକାର ଗୁରୁବାର ଘୋଷଣା କରିଛନ୍ତି ଯେ ଦାନାର ପ୍ରଭାବକୁ ଦେଖି ଏକ ଲକ୍ଷରୁ ଅଧିକ
Read More...

ଭୁବନେଶ୍ୱର ବିମାନବନ୍ଦରରେ ବୋମା ଆତଙ୍କ

ଭୁବନେଶ୍ୱର: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୁରୁବାର ଦିନ ବୋମା ଧମକ ମିଳିଛି। ବୋମା ଧମକ ମିଳିବା ପରେ ବିମାନ ବନ୍ଦରରେ ଆତଙ୍କ ଖେଳିଯାଇଛି। ବିମାନ ବନ୍ଦରରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ ଆସିବା ପରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଧମକପୂର୍ଣ୍ଣ କଲ ପରେ
Read More...

ବାତ୍ୟା ଦାନା ଲାଗି ବିମାନ ସେବା ବନ୍ଦ

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ‘ଦାନା’ର ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି। ଭୁବନେଶ୍ୱରରେ ପବନ ବେଗ
Read More...

ଭିତରକନିକା-ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ଦାନା

ଭୁବନେଶ୍ବର: ଓଡିଶା ଉପକୂଳ ଆଡକୁ ମାଡିଆସୁଛି ଦାନା। ଆସନ୍ତାକାଲି ନେବ ଭୀଷଣ ବାତ୍ୟାର ରୂପ। ୨୪ତାରିଖ ରାତି ଓ ୨୫ତାରିଖ ସକାଳ ମଧ୍ୟରେ ଭିତରକନିକା ଓ ଧାମରା ପାଖରେ ଲ୍ୟାଣ୍ଡଫଲ କରିପାରେ ଦାନା। ପ୍ରଭାବରେ ଧାମରା, ପାରାଦୀପ ସହ କେନ୍ଦ୍ରାପଡା ରାଜକନିକାରେ ବର୍ଷା ଆରମ୍ଭ ହୋଇଛି। ସଂଧ୍ୟା
Read More...

ପୋଲିସ ଏନକାଉଣ୍ଟରରେ ୫ ନକ୍ସଲ ନିହତ

ମହାରାଷ୍ଟ୍ର: ମହାରାଷ୍ଟ୍ରର ଗଡ଼ଚିରୋଲି ପୋଲିସକୁ ମିଳିଛି ବଡ ସଫଳତା। ମହାରାଷ୍ଟ୍ରର ଗଡ଼ଚିରୋଲି ଭାମରାଗଡ ତହସିଲ ଅନ୍ତର୍ଗତ କୋପରଶୀରେ ପୋଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ୫ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ଗଡ଼ଚିରୋଲିର ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ସି୬୦
Read More...

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ସୋଆ ଛାତ୍ର କୃତକାର୍ଯ୍ୟ

ଭୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର ୨୦୨୦ ପାସ ଆଉଟ ଛାତ୍ର ଶ୍ରୀ ସୌମେଶ ଆଚାର୍ଯ୍ୟ ଏଥିରେ କୃତକାର୍ଯ୍ୟ ହୋଇଛନ୍ତି । ଏହି
Read More...

ରାଜଧାନୀରେ ସ୍ପା ନାଁରେ ଚାଲିଥିବା ସେକ୍ସ ରାକେଟ୍

ଭୁବନେଶ୍ବର; ରାଜଧାନୀରେ ଫିଟିଲା ସେକ୍ସ ରାକେଟର କଳାକାରନାମା। ରାଜଧାନୀ ଭୁବନେଶ୍ୱରରେ ଏକ ସେଲୁନ୍ ଆଣ୍ଡ ସ୍ପା ନାଁରେ ଭିତରେ ଚାଲିଥିବା ସେକ୍ସ ରାକେଟ୍ ଠାବ କରିଛି ପୋଲିସ୍। ରବି ଟକିଜ୍ ଛକର ଏକ ସେଲୁନ୍ ଆଣ୍ଡ୍ ସ୍ପାରେ ପୋଲିସର ରେଡ୍ ପରେ ଏଭଳି କାଣ୍ଡ ସାମ୍ନାକୁ ଆସିଛି । ସେଲୁନ୍ ଆଣ୍ଡ୍
Read More...

କିଡନୀ ରୋଗୀଙ୍କ ପାଇଁ ମାଗଣା ଡାଏଲିସିସ ଘୋଷଣା କଲେ ନାୟବ ସିଂ ସାଇନି

ହରିୟାଣା: ମୁଖ୍ୟମନ୍ତ୍ରୀ ହେବା ପରେ ଏକ ବଡ ନିଷ୍ପତ୍ତି ନେଇଛନ୍ତି ନାୟବ ସିଂ ସାଇନି। ସେ ରାଜ୍ୟବାସୀଙ୍କୁ ଦେଇଛନ୍ତି ବଡ ଉପହାର। ସାଇନି ରାଜ୍ୟର ସମସ୍ତ ସରକାରୀ ଡାକ୍ତରଖାନାରେ କିଡନୀ ରୋଗୀଙ୍କ ପାଇଁ ମାଗଣା ଡାଏଲିସିସ ଘୋଷଣା କରିଛନ୍ତି। ଭବିଷ୍ୟତରେ ସମସ୍ତ ମେଡିକାଲ କଲେଜରେ ମାଗଣା
Read More...