Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ
Browsing Category
ବଡ ଖବର
ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ
ପୁରୀ: ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ। ନିର୍ବାଚନ ପୂର୍ବରୁ ପରିକ୍ରମା ପ୍ରକଳ୍ପ ନାଁରେ ଘର ଘର ରଥ ବୁଲି ଯେଉଁ ଚାଉଳ ସଂଗ୍ରହ ହୋଇଥିଲା ପ୍ରାୟ ୬ ମାସ ଧରି ପଡିରହିବା ପରେ ଆଜି ଶେଷରେ ନିଲାମ ହୋଇଛି। ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହିତ ଅର୍ପଣ ଚାଉଳ ଆଜି କୁଇଣ୍ଟାଲ ପିଛା ୨୭୮୦!-->…
Read More...
Read More...
ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ
କୋରାପୁଟ: ଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ। ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ଅବିଭକ୍ତ କୋରାପୁଟ ଜିଲ୍ଲାର ମାଲକାନଗିରି, ସମେତ ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କୋରାପୁଟ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି । ସକାଳ ୬ଟାରୁ ସଂଧ୍ୟା!-->…
Read More...
Read More...
ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସି ଆଣିଲେ ରାଜ୍ୟ ସରକାର
ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସି ଖବର
୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ସହିତ ଶାରିରୀକ ପରୀକ୍ଷାରୁ ଅବ୍ୟାହତି ମିଳିବ
ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ
ଭୁବନେଶ୍ବର: ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ଲାଗି ନିୟମାବଳି ଜାରି କରିଛନ୍ତି ରାଜ୍ୟ ସରକାର।!-->!-->!-->!-->!-->!-->!-->…
Read More...
Read More...
ଭୁବନେଶ୍ବର ବିମାନ ବନ୍ଦରର ପୁରୁଣା ଟର୍ମିନାଲ ପାଖରେ ହେବ ନୂଆ ଟର୍ମିନାଲ ନିର୍ମାଣ
ଭୁବନେଶ୍ବର: ଭୁବନେଶ୍ବର ବିମାନ ବନ୍ଦର ରିଭ୍ୟୁ କରିବା ପରେ ମନ୍ତ୍ରୀ କହିଛନ୍ତି- ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ। ଦେଶର ୨୦ଟି ସହର ସହ ବିଦେଶର ୪ଟି ସ୍ଥାନକୁ ଭୁବନେଶ୍ବର ଏୟାରପୋର୍ଟ ସଂଯୋଗ କରୁଛି। ଭୁବନେଶ୍ବରରେ ଏବେ ଯେଉଁ ଟର୍ମିନାଲ ଅଛି ସେଥିରେ ୪୦ ରୁ ୫୦!-->…
Read More...
Read More...
ଆଉ ୫ଟି ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା
ନୂଆଦିଲ୍ଲୀ: ଗୁରୁବାର ଦେଶର ଆଉ ୫ଟି ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା। ମରାଠୀ, ବଙ୍ଗାଳୀ, ପାଲି, ପ୍ରାକୃତ ଏବଂ ଆସାମୀ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ କରିବାକୁ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଆଜି ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ପ୍ରସ୍ତାବ ଉପରେ କେନ୍ଦ୍ର!-->…
Read More...
Read More...
ବଦଳିଲା ୟୁନିଫର୍ମ ରଙ୍ଗ, ସବୁଜ ବଦଳରେ ପିନ୍ଧିବେ ବାଦାମୀ ରଙ୍ଗ ଡ୍ରେସ
ଭୁବନେଶ୍ବର: ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ। ସରକାରୀ ମାଧ୍ୟମିକ ବିଦ୍ୟାଳୟର ୟୁନିଫର୍ମ ରଙ୍ଗ ବଦଳିଛି। ସବୁଜ ରଙ୍ଗ ବଦଳରେ ଏଣିକି ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରୀଛାତ୍ର। ମୁଖ୍ୟମନ୍ତ୍ରୀ ଛାତ୍ରୀଛାତ୍ର ପରିଧାନ ଯୋଜନା ଅଧୀନରେ!-->…
Read More...
Read More...
ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତକୁ ଫାଶି ଦଣ୍ଡାଦେଶ
ସମ୍ବଲପୁର:ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତକୁ ଫାଶି ଦଣ୍ଡାଦେଶ । ଦୋଷୀ ପ୍ରଶାନ୍ତ ବଘାରକୁ ଫାଶି ଦଣ୍ଡାଦେଶ ଦେଲେ ସ୍ୱତନ୍ତ୍ର ପକ୍ସୋ କୋର୍ଟ। ୨୦୨୨ ଜମନକିରା ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ, ହତ୍ୟା ପାଇଁ ଘଟଣାରେ ଗିରଫ ହୋଇଥିଲେ ପ୍ରଶାନ୍ତ। ନାବାଳିକାକୁ ହତ୍ୟା!-->…
Read More...
Read More...
ହବିଷ୍ୟାଳୀଙ୍କ ପାଇଁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କା ଅନୁମୋଦନ କଲେ ସରକାର
ଭୁବନେଶ୍ବର;ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳୀ ମାନଙ୍କର ବ୍ରତ ପାଳନ ନିମନ୍ତେ ଓଡ଼ିଶା ସରକାରଙ୍କ ପକ୍ଷରୁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କାର ଖର୍ଚ୍ଚ ଅଟକଳ ଅନୁମୋଦନ କରାଯାଇଛି । ଏନେଇ ଧନରାଶି ଅନୁମୋଦନ ହେବା ସହିତ ହବିଷ୍ୟାଳୀ ମା’ ମାନଙ୍କୁ କାର୍ତ୍ତିକ ମାସ ବ୍ରତ ପାଳନ ନିମନ୍ତେ!-->…
Read More...
Read More...
ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା
ଭୁବନେଶ୍ବର: ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ନେଇ ବଡ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି, ରାଜ୍ୟରେ ଖୁବଶୀଘ୍ର ଏହି ଦୁଇ ଯୋଜନା ଲାଗୁ ହେବ। ଯୋଜନା ଲାଗୁ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ସରକାରଙ୍କ ସହ ଏମଓୟୁ!-->…
Read More...
Read More...
ଅକ୍ଟୋବର ୫ରେ ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା
ନୂଆଦିଲ୍ଲୀ: ଆସନ୍ତା ଅକ୍ଟୋବର ୫ ତାରିଖରେ ଚାଷୀଙ୍କ ଖାତାକୁ ଚଢିବ ପିଏମ କିଷାନ୍ ଟଙ୍କା । ପାଖାପାଖି ୯ କୋଟି ୫୦ ଲକ୍ଷ ଚାଷୀଙ୍କ ଖାତାକୁ ଯିବ ୨୦ ହଜାର ଟଙ୍କା । ପିଏମ୍ କିଷାନର ୧୮ ତମ କିସ୍ତିରେ ମହାରାଷ୍ଟ୍ରରୁ ସିଧା ଚାଷୀଙ୍କ କାତାକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ମୋଦି ।
!-->!-->!-->…
Read More...
Read More...