ପ୍ରମୁଖ ଖବର

ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଦେଶ ଫେରିଲେ ପ୍ରଧାନମନ୍ତ୍ରୀ
୪୧ଟି ପୋଲିସ ଷ୍ଟେସନରେ ସିସିଟିଭି କ୍ୟାମେରା ପୁନଃସ୍ଥାପନ କରିବାକୁ ନିର୍ଦ୍ଦେଶ
ପୀତବାସ ପଣ୍ଡା ହତ୍ୟା ମାମଲା: ‘ମୋତେ ଫସାଇ ଦିଆଯାଇଛି’,ବିକ୍ରମ ପଣ୍ଡା
୧୦ ଫୁଟ୍‌ ତଳକୁ ଖସିଲା ଭ୍ୟାନ୍, ୧୭ ଆହତ
ବଢ଼ିବ ଭାରତୀୟ ବାୟୁସେନାର ଶକ୍ତି: ୧୧୪ଟି ରାଫେଲ କିଣିବାକୁ ପ୍ରସ୍ତୁତ ଭାରତ
Browsing Category

ବଡ ଖବର

ଚିକତ୍ସା କ୍ଷେତ୍ରରେ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର

ନ୍ୟୁଜ୍ ବ୍ୟୁରୋ: ୨୦୨୪ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି। ମେଡିସିନ କ୍ଷେତ୍ରରେ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର। ଏହି ପରିପ୍ରେକ୍ଷୀରେ ମେଡିସିନ୍ କ୍ଷେତ୍ର ପାଇଁ ଏହି ସମ୍ମାନର ବିଜେତାଙ୍କ ନାମ ଆଜି ଘୋଷଣା କରାଯାଇଛି। ଚଳିତ ବର୍ଷ ଆମେରିକାର ଭିକ୍ଟର ଆମ୍ବ୍ରୋସ୍‌‌ ଓ
Read More...

ଅମୃତସର ବିମାନ ବନ୍ଦରରୁ ୧୦ କୋଟି ଟଙ୍କା ମୂଲ୍ୟର କୋକେନ ଜବତ

ଅମୃତସର: ଦିଲ୍ଲୀ ପୋଲିସର ସ୍ପେସିଆଲ ସେଲକୁ ମିଳିଛି ବଡ ସଫଳତା। ସ୍ପେସିଆଲ ବ୍ରାଞ୍ଚର ଅପରେସନରେ ୧୦ କୋଟି ଟଙ୍କା ମୂଲ୍ୟର କୋକେନ ଜବତ କରାଯାଇଛି। ଏହା ସହିତ ଏକ ଫରଚୁନର କାର ମଧ୍ୟ ଜବତ ହୋଇଛି। ଅମୃତସର ବିମାନ ବନ୍ଦରରେ ଅଭିଯୁକ୍ତ ଜିତେନ୍ଦ୍ର ଉଫ ଜସୀକୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ,
Read More...

ଭୋପାଳରୁ ୧,୮୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ

ଭୋପାଳ: ମଧ୍ୟପ୍ରଦେଶର ଭୋପାଳ ନିକଟସ୍ଥ ଏକ କାରଖାନାରୁ ବିପୁଳ ପରିମାଣର ଡ୍ରଗ୍ସ ଏବଂ କଞ୍ଚାମାଲ ଜବତ କରାଯାଇଛି। ଏହାର ମୂଲ୍ୟ ପାଖାପାଖି ୧,୮୦୦ କୋଟି ଟଙ୍କା ହେବ। ଏହି କାରାଖାନାରେ ଏମଡି(ମେଫେଡ୍ରୋନ୍) ଡ୍ରଗ୍ସ ତିଆରି ଚାଲିଥିଲା। ଗୁଜୁରାଟର ଆଣ୍ଟି ଟେରରିଜିମ ସ୍କ୍ବାଡ (ଏଟିଏସ) ଏବଂ
Read More...

ପରୀକ୍ଷା ପୂର୍ବରୁ ସିଲ୍‌ ଖୋଲାଯାଇ OSSC ପ୍ରଶ୍ନପତ୍ର ଭାଇରାଲ ଅଭିଯୋଗ

ବାଲେଶ୍ବର: ଓଏସଏସସି ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରୁ। ଏଭଳି ଏକ ଗୁରୁତର ଅଭିଯୋଗ କରିଛନ୍ତି କିଛି ପରୀକ୍ଷାର୍ଥୀ। ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍‌ ସିଲ୍‌
Read More...

ସରକାରୀ ସ୍ତରରେ ପାଳନ ହେବ ବାଜି ରାଉତ ଜୟନ୍ତୀ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏଣିକି ସରକାରୀ ସ୍ତରରେ ପାଳନ ହେବ ‘ବାଜି ରାଉତ ଜୟନ୍ତୀ’। ଆଜି ସହିଦ ବାଜି ରାଉତଙ୍କ ଜୟନ୍ତୀରେ ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଏନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ଦିନରେ
Read More...

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୧୪ଜଣ ମାଓବାଦୀ ମୃତ

ଦାନ୍ତେୱାଡ଼ା: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ବଡ ଧରଣର ଏନକାଉଣ୍ଟର। ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ଶୁକ୍ରବାର ସୁରକ୍ଷା କର୍ମୀଙ୍କୁ ଏକ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୧୪ଜଣ ମାଓବାଦୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ଜଣାଡ଼ିଛି।
Read More...

ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ

ପୁରୀ: ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ। ନିର୍ବାଚନ ପୂର୍ବରୁ ପରିକ୍ରମା ପ୍ରକଳ୍ପ ନାଁରେ ଘର ଘର ରଥ ବୁଲି ଯେଉଁ ଚାଉଳ ସଂଗ୍ରହ ହୋଇଥିଲା ପ୍ରାୟ ୬ ମାସ ଧରି ପଡିରହିବା ପରେ ଆଜି ଶେଷରେ ନିଲାମ ହୋଇଛି। ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହିତ ଅର୍ପଣ ଚାଉଳ ଆଜି କୁଇଣ୍ଟାଲ ପିଛା ୨୭୮୦
Read More...

ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ

କୋରାପୁଟ: ଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ। ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ଅବିଭକ୍ତ କୋରାପୁଟ ଜିଲ୍ଲାର ମାଲକାନଗିରି, ସମେତ ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କୋରାପୁଟ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି । ସକାଳ ୬ଟାରୁ ସଂଧ୍ୟା
Read More...

ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସି ଆଣିଲେ ରାଜ୍ୟ ସରକାର

ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସି ଖବର ୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ସହିତ ଶାରିରୀକ ପରୀକ୍ଷାରୁ ଅବ୍ୟାହତି ମିଳିବ ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ ଭୁବନେଶ୍ବର: ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ଲାଗି ନିୟମାବଳି ଜାରି କରିଛନ୍ତି ରାଜ୍ୟ ସରକାର।
Read More...

ଭୁବନେଶ୍ବର ବିମାନ ବନ୍ଦରର ପୁରୁଣା ଟର୍ମିନାଲ ପାଖରେ ହେବ ନୂଆ ଟର୍ମିନାଲ ନିର୍ମାଣ

ଭୁବନେଶ୍ବର: ଭୁବନେଶ୍ବର ବିମାନ ବନ୍ଦର ରିଭ୍ୟୁ କରିବା ପରେ ମନ୍ତ୍ରୀ କହିଛନ୍ତି- ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ। ଦେଶର ୨୦ଟି ସହର ସହ ବିଦେଶର ୪ଟି ସ୍ଥାନକୁ ଭୁବନେଶ୍ବର ଏୟାରପୋର୍ଟ ସଂଯୋଗ କରୁଛି। ଭୁବନେଶ୍ବରରେ ଏବେ ଯେଉଁ ଟର୍ମିନାଲ ଅଛି ସେଥିରେ ୪୦ ରୁ ୫୦
Read More...