ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌
Browsing Category

ବଡ ଖବର

ଆପୋଷ ବୁଝାମଣା ଆଧାରରେ ରଦ୍ଦ ହୋଇପାରିବନି ଯୌନ ଉତ୍ପୀଡ଼ନ ମାମଲା

ନୂଆଦିଲ୍ଲୀ: ଆପୋଷ ବୁଝାମଣା ଆଧାରରେ ବନ୍ଦ କରାଯାଇ ପାରିବନି ଯୌନ ଉତ୍ପୀଡ଼ନ ମାମଲା। ଗୁରୁବାର ଏହି ଗୁରୁତ୍ଵପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ। ରାଜସ୍ଥାନ ହାଇକୋର୍ଟଙ୍କ ସେହି ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ବାତିଲ କରିଛନ୍ତି, ଯେଉଁଥିରେ ଜଣେ ନାବାଳିକା ଛାତ୍ରୀଙ୍କୁ ଯୌନ
Read More...

ସଲମାନଙ୍କ ପରେ ଶାହାରୁଖ ଖାନଙ୍କୁ ହତ୍ୟା ଧମକ

ମୁମ୍ବାଇ: କିଛି ଦିନ ଏବେ ବଲିଉଡ ଦବଙ୍ଗ ହିରୋ ସଲମାନଙ୍କ ଖାନଙ୍କୁ ହତ୍ୟା ଧମକ ମିଳିଥିବା ବେଳେ ଏବେ ବଲିଉଡ୍ କିଙ୍ଗ ଶାହାରୁଖ ଖାନଙ୍କୁ ମିଳିଛି ହତ୍ୟା ଧମକ। ଶାହରୁଖ ଖାନଙ୍କୁ ଜଣେ ଦୁର୍ବୃତ୍ତ ଫୋନ କଲରେ ହତ୍ୟା ଧମକ ଦେଇଥିବା ମହାରାଷ୍ଟ୍ରର ବାନ୍ଦ୍ରା ଥାନାରେ ଲିଖିତ ଅଭିଯୋଗ ହୋଇଛି।
Read More...

ନୂଆବର୍ଷରୁ ମିଳିବ ଗହମ ସହ ଚାଉଳ

ଭୁବନେଶ୍ବର; ନୂଆବର୍ଷରୁ ହିତାଧିକାରୀଙ୍କୁ ମିଳିବ ଗହମ ସହ ଚାଉଳ। ରାଜ୍ୟରେ ପିଡିଏସ୍‌ ହିତାଧିକାରୀଙ୍କୁ ଗହମ ମିଳିବା ବନ୍ଦ ରହିଥିଲା। ହେଲେ ଆସନ୍ତା ବର୍ଷରୁ ସେମାନଙ୍କୁ ଚାଉଳ ସହ ଗହମ ମିଳିବ। ଜାନୁଆରୀ ପ୍ରଥମ ସପ୍ତାହରୁ ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ ବୋଲି ଗୁରୁବାର ଖାଦ୍ୟ ଓ
Read More...

ସ୍ଵାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାରେ, ମୁଖ୍ୟ ଖଳନାୟକ ସ୍ୱାମୀ

କୋରାପୁଟ: ସମସ୍ତ ରହସ୍ୟ ଉପରୁ ପରଦା ହଟାଇଲା କୋରାପୁଟ ନନ୍ଦପୁର ପୋଲିସ। ସ୍ଵାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ। ସ୍ତ୍ରୀକୁ ହତ୍ୟା କରିବା ପାଇଁ ସ୍ୱାମୀ ରଚିଥିଲା ସାଂଘାତିକ ଷଡ଼ଯନ୍ତ୍ର। ମୁଖ୍ୟ ଅଭିଯୁକ୍ତ ତଥା ସ୍ୱାମୀ ମହେନ୍ଦ୍ର ଖରା ସହ ଦୁଇ
Read More...

ବିରୋଧ ପରେ ଅଦିନିଆ ରଥଯାତ୍ରାରୁ ଓହରିଲା ଇସ୍କନ

ଭୁବନେଶ୍ବର: ପ୍ରବଳ ବିରୋଧ ପରେ ବାତିଲ ହେଲା ଇସ୍କନ ରଥଯାତ୍ରା। ଆମେରିକାର ହଷ୍ଟନରେ ହେବାକୁ ଥିବା ରଥଯାତ୍ରାକୁ ବାତିଲ କରିଛି ଇସ୍କନ। ଏନେଇ ସୂଚନା ଦେଇଛନ୍ତି ଇସ୍କନର ରାଷ୍ଟ୍ରୀୟ ଜନସମ୍ପର୍କ ନିର୍ଦ୍ଦେଶକ ଯୁଧିଷ୍ଠିର ଗୋବିନ୍ଦ ପ୍ରଭୁ। ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ବୟାନ ପରେ
Read More...

ଭୁବନେଶ୍ୱର ବିମାନରେ ବୋମା ଆତଙ୍କ

ଭୁବନେଶ୍ୱର: ଭୁବନେଶ୍ୱର ବିମାନରେ ବୋମା ଆତଙ୍କ। ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଉଡାଣ ଭରୁଥିବା ବେଳେ ବୋମା ଆତଙ୍କ ଖେଳିଯିବାରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ। ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନକୁ ଜରୁରୀ ଅବତରଣ କରାଯାଇଛି।
Read More...

ଏସ୍‌ସିବି ମେଡିକାଲ କଲେଜରୁ ଆସିଛି ରାଗିଂ ଅଭିଯୋଗ

କଟକ: କଟକ ଏସସିବି ମେଡିକାଲ କଲେଜରେ ଆସିଛି ରାଗିଂ ଅଭିଯୋଗ। ଏମବିବିଏସ୍ ପ୍ରଥମ ବର୍ଷ ଛାତ୍ର ଆଣିଛନ୍ତି ଗୁରୁତର ଅଭିଯୋଗ। ଫାଇନାଲ ବର୍ଷର ଛାତ୍ରଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ଛାତ୍ର। ଅଭିଯୋଗକୁ ଗ୍ରହଣ କରି ଏସସିବି ଆଣ୍ଟି ରାଗିଙ୍ଗ କମିଟିର ବୈଠକ ଅନୁଷ୍ଠିତ ହୋଇଛି। ଅଭିଯୋଗ ଆଣିଥିବା
Read More...

ଦିଲ୍ଲୀ ବିଶ୍ୱର ସବୁଠୁ ପ୍ରଦୂଷିତ ସହର

ନୂଆଦିଲ୍ଲୀ: ଦୀପାବଳି ପରେ ଦିଲ୍ଲୀ ପୁଣିଥରେ ବିଶ୍ୱର ସବୁଠୁ ପ୍ରଦୂଷିତ ସହରରେ ପରିଣତ ହୋଇଛି। ରାଜଧାନୀ ଦିଲ୍ଲୀ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରଦୂଷଣର ମାତ୍ରା କ୍ରମାଗତ ଭାବେ ବୃଦ୍ଧି ପାଉଛି। ରବିବାର ଦିଲ୍ଲୀର ବାୟୁ ମାନ ସୂଚକାଙ୍କ (ଏକ୍ୟୁଆର୍‌) ୩୮୨ରେ ପହଞ୍ଚିଥିବା ବେଳେ ଆନନ୍ଦ
Read More...

ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ବର୍ଷବ୍ୟାପୀ ପାଳନ କରାଯିବ

ଭୁବନେଶ୍ବର: ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ ତଥା ଜନନାୟକ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ଏକ ବର୍ଷ ପର୍ଯ୍ୟନ୍ତ ପାଳନ କରାଯିବ। ଡକ୍ଟର ମହତାବଙ୍କ ଜୟନ୍ତୀ ଅବସରରେ ନଭେମ୍ବର ୨୧ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଭୁବନେଶ୍ବରରେ ସମାରୋହ ଅନୁଷ୍ଠିତ
Read More...

ଏବେ ନିଆଁ ଲିଭାଇବ ରୋବଟ

ଭୁବନେଶ୍ବର: ଏଥର ଭୟଙ୍କର ନିଆଁ ଲିଭାଇବା ହେବ ସହଜ। ଆହୁରି ସଶକ୍ତ ଓ ମଜଭୁତ ହେବ ଅଗ୍ନିଶମ ବିଭାଗ। ଓଡ଼ିଶାରେ ପ୍ରଥମ ଥର ପାଇଁ ନିଆଁ ଲିଭାଇବା କାର୍ଯ୍ୟାରେ ଅତ୍ୟାଧୁନିକ ଜ୍ଞାନ କୌଶଳରେ ନିର୍ମିତ ରୋବଟକୁ ବ୍ୟବହାର କରାଯିବ। ଏହାର ନାଁ ହେଉଛି ଫାୟାର ଫାଇଟିଂ ରୋବୋଟିକ ମନିଟର। ଆଜି ଓଡ଼ିଶା
Read More...