ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

ବଡ ଖବର

ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା

ଭୁବନେଶ୍ବର: ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ନେଇ ବଡ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି, ରାଜ୍ୟରେ ଖୁବଶୀଘ୍ର ଏହି ଦୁଇ ଯୋଜନା ଲାଗୁ ହେବ। ଯୋଜନା ଲାଗୁ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ସରକାରଙ୍କ ସହ ଏମଓୟୁ
Read More...

ଅକ୍ଟୋବର ୫ରେ ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା

ନୂଆଦିଲ୍ଲୀ: ଆସନ୍ତା ଅକ୍ଟୋବର ୫ ତାରିଖରେ ଚାଷୀଙ୍କ ଖାତାକୁ ଚଢିବ ପିଏମ କିଷାନ୍ ଟଙ୍କା । ପାଖାପାଖି ୯ କୋଟି ୫୦ ଲକ୍ଷ ଚାଷୀଙ୍କ ଖାତାକୁ ଯିବ ୨୦ ହଜାର ଟଙ୍କା । ପିଏମ୍ କିଷାନର ୧୮ ତମ କିସ୍ତିରେ ମହାରାଷ୍ଟ୍ରରୁ ସିଧା ଚାଷୀଙ୍କ କାତାକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ମୋଦି ।
Read More...

ଚିତ୍ରକୋଣ୍ଡାରୁ ୧ ଟନ୍ କଇଁଛ ଜବତ, ୨ ଗିରଫ

ମାଲକାନଗିରି: ମାଲକାନଗିରି ଜିଲ୍ଲାରୁ ବିପୁଳ ମାତ୍ରାରେ କଇଁଛ ଜବତ ହୋଇଛି। ଆଜି ଚିତ୍ରକୋଣ୍ଡା ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ୧ ଟନ୍ କଇଁଛ ଜବତ କରିବା ସହ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଚିତ୍ରକୋଣ୍ଡା ବନବିଭାଗ ଅଧିକାରୀଙ୍କ ସୂଚନା ମୁତାବକ, ଏହି ଜବତ କଇଁଛ ଗୁଡିକ ଏକ ଭ୍ୟାନ୍‌
Read More...

ଗାଈକୁ ରାଜମାତାର ମାନ୍ୟତା ଦେଲେ ମହାରାଷ୍ଟ୍ର ସରକାର

ମହାରାଷ୍ଟ୍ର: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଏକନାଥ ଶିନ୍ଦେ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାର ଦେଶୀ ଗାଈକୁ ରାଜ୍ୟମାତା-ଗୋମାତାର ମାନ୍ୟତା ଦେଇଛନ୍ତି। ମହାରାଷ୍ଟ୍ର ସରକାର ଏ ସମ୍ପର୍କରେ ଘୋଷଣା କରିଛନ୍ତି। ସରକାର ସୋମବାର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି
Read More...

ଭଗବାନଙ୍କୁ ରାଜନୀତିଠାରୁ ଦୂରେଇ ରଖ : ସୁପ୍ରମିକୋର୍ଟ

ନୂଆଦିଲ୍ଲୀ: ତିରୁପତି ଲଡୁ ବିବାଦ ମାମଲାର ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ । ତିରୁପତି ଲଡୁ ବିବାଦ ମାମଲାରେ ସୁପ୍ରିମକୋର୍ଟ ଆନ୍ଧ୍ରପ୍ରଦେଶ ସରକାରଙ୍କୁ ଭର୍ତ୍ସନା କରିଛନ୍ତି। ଏହାକୁ ନେଇ ସର୍ବୋଚ୍ଚ ଅଦାଲତ କହିଛନ୍ତି, "ଭଗବାନଙ୍କୁ ନେଇ ରାଜନୀତି କରାନଯାଉ। ଈଶ୍ଵର ସବୁଠୁ ଊର୍ଦ୍ଧ୍ବରେ।
Read More...

ପୁଣେ ମେଟ୍ରୋ ପ୍ରକଳ୍ପ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ପୁଣେ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭିଡିଓ କନ୍‌ଫରେନ୍ସ ଜରିଆରେ ମହାରାଷ୍ଟ୍ରରେ ୧୧,୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି। ପୁଣେ ମେଟ୍ରୋ ରେଳ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଜିଲା ଅଦାଲତରୁ ସ୍ବରଗେଟ୍‌
Read More...

ମନ୍ କି ବାତରେ ଓଡ଼ିଆ ପୁଅକୁ ପ୍ରଶଂସା କଲେ ମୋଦୀ

ନୂଆଦିଲ୍ଲୀ: ୧୧୪ ତମ ‘ମନ୍ କି ବାତ’ରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତୃତୀୟ ପାଳିର ଏହା ହେଉଛି ମୋଦୀଙ୍କ ଚତୁର୍ଥତମ ମନ କି ବାତ୍‌ । ମୋଦୀ କହିଛନ୍ତି କି, ଆମର ଏହି ଯାତ୍ରାକୁ ୧୦ ବର୍ଷ ବିତିଗଲାଣି। ଏହି କାର୍ଯ୍ୟକ୍ରମ ବିଜୟା ଦଶମୀ ଦିନ ଆରମ୍ଭ
Read More...

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ ରୁଜୁ ହେବ ମାମଲା

ନୂଆଦିଲ୍ଲୀ: ଅଡୁଆରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ ରୁଜୁ ହେବ ମାମଲା ।ମାମଲା ରୁଜୁ ପାଇଁ ନିର୍ଦ୍ଦେଶ ଦେଲେ ବେଙ୍ଗାଲୁରୁ କୋର୍ଟ। ନିର୍ବାଚନ ବଣ୍ଡ ମାଧ୍ୟମରେ ଜବରଦସ୍ତି ଟଙ୍କା ଆଦାୟ ମାମଲାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
Read More...

ଯାଞ୍ଚ ହେବ ଶ୍ରୀମନ୍ଦିରରେ ଅବଢ଼ାର ମାନ

ପୁରୀ: ତିରୁପତି ମନ୍ଦିରରେ ପ୍ରାସାଦରେ ନକଲି ଘିଅ ମିଶୁଥିବା ଘଟଣା ସାମନାକୁ ଆସିବା ପରେ ଏବେ ସବୁ ମନ୍ଦିର ପ୍ରଶାସନର ନିଦ ଭାଙ୍ଗିଛି । ଏଣିକି ଶ୍ରୀମନ୍ଦିରରେ ଅବଢ଼ାର ମାନ ଯାଞ୍ଚ ହେବ । ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢ଼ାର ମାନ ଯାଞ୍ଚ ହେବ ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ
Read More...

ସରୋଗେସି ମାତୃତ୍ୱ ପାଇଁ ମିଳିବ ଛୁଟି

ମହିଳା କର୍ମଚାରୀଙ୍କୁ ୧୮୦ ଦିନ ଓ ପୁରୁଷ କର୍ମଚାରୀଙ୍କୁ ମିଳିବ ୧୫ ଦିନଭୁବନେଶ୍ବର: ଏଥର ସରୋଗେସି ମାତୃତ୍ୱ ପାଇଁ ମିଳିବ ଛୁଟି। ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ସୂଚନା ପ୍ରଦାନ କରାଯାଇଛି। ସରୋଗେସି ମାତୃତ୍ୱ ପାଇଁ ମହିଳା ସରକାରୀ କର୍ମଚାରୀଙ୍କୁ ୧୮୦ ଦିନର ମାତୃତ୍ୱ ଛୁଟି ଓ ପୁରୁଷ
Read More...