ପ୍ରମୁଖ ଖବର

ଡିସେମ୍ବର ୧ରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ
ପୀତବାସଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା
Browsing Category

ବଡ ଖବର

ଏବେ ଅଗ୍ନିବୀରଙ୍କୁ କେନ୍ଦ୍ରୀୟ ପୋଲିସ ଫୋର୍ସରେ ମିଳିବ ଚାକିରି

ନୂଆଦିଲ୍ଲୀ: ଅଗ୍ନିବୀର କର୍ମଚାରୀଙ୍କ ପାଇଁ ବଡ ଘୋଷଣା କରିଛନ୍ତି ସରକାର । ଅଗ୍ନିପଥ ଯୋଜନାକୁ ନେଇ ଗତ କିଛି ଦିନ ଧରି ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ଏକ ବଡ ପଦକ୍ଷେପ ନେଇଛନ୍ତି । ସରକାର ଏହି ଯୋଜନାରେ ପରିବର୍ତ୍ତନ କରିଛନ୍ତି। ପୂର୍ବତନ ଅଗ୍ନିବୀର କର୍ମଚାରୀଙ୍କ ପାଇଁ
Read More...

ଭାରତ ବାଂଲାଦେଶ ସୀମାରେ ଜବତ ହେଲା ବିପୁଳ ସୁନା

ନୂଆଦିଲ୍ଲୀ: ଭାରତ ଏବଂ ବାଂଲାଦେଶ ସୀମାରେ ବିଏସ୍‌ଏଫ୍‌ ଯବାନଙ୍କୁ ବଡ଼ ସଫଳତା ମିଳିଛି। ସୀମା ଦେଇ ଚାଲାଣ କରାଯାଉଥିବା ବେଳେ ଧରାପଡ଼ିଛି ସୁନା।ବିଏସ୍‌ଏଫ୍‌ ଏବଂ ଡି ଆର୍‌ଆଇ ମିଳିତ ଭାବେ ଏକ ଅପରେସନ୍‌ କରିଥିବା ବେଳେ ସୁରକ୍ଷାବଳ ହାତରେ ଲାଗିଛି ୯.୬ କୋଜିର ସୁନା ଏବଂ ୧୧.୫ ଲକ୍ଷ ନଗଦ
Read More...

ଚାଷୀଙ୍କ ପାଇଁ ବଡ ଘୋଷଣା କଲେ ସରକାର

ଭୁବନେଶ୍ବର: ଚାଷୀଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର। ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ ଟଙ୍କା ପ୍ରିମିୟମରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସୁବିଧା ମଧ୍ୟ ମିଳିବ। ଏନେଇ ରାଜ୍ୟ ସମବାୟ
Read More...

ଏବେ ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ

ଭୁବନେଶ୍ବର: ଏଣିକି ସମସ୍ତ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ ହେବ। ସରକାରୀ ଓ ବେସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସରଳ ଓ ସୁଗମ କରାଯିବ। ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା
Read More...

ଛତିଶଗଡ଼ରେ ପୋଲିସ ସହ ଗୁଳି ବିନିମୟରେ ୫ ମାଓବାଦୀ ନିହତ

ଛତିଶଗଡ଼: ପୋଲିସକୁ ମିଳିଛି ଏକ ବଡ ସଫଳତା। ଛତିଶଗଡ଼ ନାରାୟଣପୁରରେ ପୋଲିସ ସହ ଗୁଳି ବିନିମୟରେ ମଙ୍ଗଳବାର ୫ ମାଓବାଦୀ ନିହତ ହୋଇଛନ୍ତି। ଛତିଶଗଡ଼ ନାରାୟଣପୁର ଜିଲା ଅବୁଝମାଡର ଘାମାଣ୍ଡି ଏବଂ କୁରେଭାଇ ଗ୍ରାମ ମଧ୍ୟରେ ଛତିଶଗଡ଼ର ୪ ଜିଲାରୁ ୧୦୦ରୁ ଊର୍ଦ୍ଧ୍ୱ ଏସ୍‌ଟିଏଫ୍‌, ଡିଆର୍‌ଜି ଓ
Read More...

ଜୁଲାଇ ପହିଲାରୁ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜୁଲାଇ ପହିଲାରୁ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ। ଏ ନେଇ ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ଅଭିଯୋଗ ପ୍ରକୋଷ୍ଠର ନବୀକରଣ କରାଯାଉଛି। ଯାହାର ତଦାରଖ କରୁଛନ୍ତି ଖୋଦ ବରିଷ୍ଠ ଅଧିକାରୀ।
Read More...

ସରକାରୀ କର୍ମଚାରୀଙ୍କୁ ସରୋଗେସି ମାତୃତ୍ୱ କ୍ଷେତ୍ରରେ ବି ମିଳିବ ୧୮୦ ଦିନର ଛୁଟି

ନୂଆଦିଲ୍ଲୀ: ସରକାରୀ କର୍ମଚାରୀଙ୍କ ପାଇଁ ଭାରତ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ସରୋଗେସି ଏବଂ ମାତୃତ୍ୱ ଛୁଟି ନିୟମ ସଂଶୋଧନ କରାଯାଇଛି । ଏଣିକି କେନ୍ଦ୍ର ସରକାରଙ୍କ ନିକଟରେ ଚାକିରୀ କରୁଥିବା ମହିଳା ମାନେ ସରୋଗେସି କିମ୍ବା ଶିଶୁ ଗ୍ରହଣ କଲେ ସେମାନଙ୍କୁ ୧୮୦ ଦିନର
Read More...

ଦିନକୁ ୨ଘଣ୍ଟା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଲୋକଙ୍କ ମୁଖ୍ୟମନ୍ତ୍ରୀ, ଲୋକଙ୍କ ସରକାର ପ୍ରତିଦିନ ଅପରାହ୍ନ ୩ଟା ରୁ ୫ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ।
Read More...

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ

ଭୁବନେଶ୍ବର: କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ କରିଛନ୍ତି ଅସନ୍ତୁଷ୍ଟ ଯୁବକ। ମୁହଁରେ ମୁଖା ପିନ୍ଧି ଆସି କାଳିମାଡ କରିଥିବା ଭିଡିଓରେ ଦେଖିବାକୁ ମିଳିଛି। କାଳିମାଡ କରିବା ସହ ପିସିସି ସଭାପତିଙ୍କ ବିରୋଧରେ ନାରା ବାଜି କରିଥିବା ମଧ୍ୟ ଦେଖିବାକୁ
Read More...

ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍‌

ଭୁବନେଶ୍ୱର; ଭୁବନେଶ୍ୱରରେ ଖୋଲିବାକୁ ଯାଉଛି ଚାଉଳ ଏଟିଏମ୍‌। ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଏହି ଚାଉଳ ଏଟିଏମ୍‌ ଖୋଲିବ।
Read More...