Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
ବଡ ଖବର
ରାଉରକେଲା ବିମାନ କ୍ରାସ: ଘଟଣାସ୍ଥଳରେ ଡିଜିସିଆଇ ଟିମ୍ ତଦନ୍ତ
ରାଉରକେଲା: ରାଉରକେଲା ବିମାନ କ୍ରାସ୍ ଘଟଣାରେ ତଦନ୍ତ କରିବାକୁ ଘଟଣାସ୍ଥଳରେ ପହଞ୍ଚିଲା ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଟିମ୍। କେମିତି ହେଲା ଦୁର୍ଘଟଣା ? କାହିଁକି କରାଗଲା ଫୋର୍ସ ଲ୍ୟାଣ୍ଡିଂ ? ସେନେଇ ତଦନ୍ତ ଚାଲିଛି।ଏହା ସହ ରାଉରକେଲା ଚାର୍ଟର ବିମାନ!-->…
Read More...
Read More...
ରାଜ୍ୟର ୯ଟି ଆଇଟିଆଇରେ ହେବ ଏଆଇ ଲ୍ୟାବ୍: ମୁଖ୍ୟମନ୍ତ୍ରୀ
ନ୍ୟୁଜ୍ ବ୍ୟୁରୋ: ଆଜି ଓଡିଶା ଦକ୍ଷତା ପ୍ରତିଯୋଗିତା ୨୦୨୫-୨୬ର ସମାପନୀ ସମାରୋହ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦକ୍ଷ ଓ ଯୁବ କୁଶଳୀ ଛାତ୍ରଛାତ୍ରୀ ମାନଙ୍କୁ କହିଛନ୍ତି ଯେ, ଓଡିଶାରେ ଏବେ ବ୍ୟାପକ ଶିଳ୍ପାୟନ ପ୍ରକ୍ରିୟା ଆରମ୍ଭ!-->…
Read More...
Read More...
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକ୍କା ଘର
ନ୍ୟୁଜ୍ ବ୍ୟୁରୋ: ଗରିବ ଲୋକଙ୍କୁ ପଞ୍ଚାୟତିରାଜ ବିଭାଗର ନୂଆବର୍ଷ ଉପହାର ଦେଇଛନ୍ତି। ସୁଲଭ ଗୃହ ନିର୍ମାଣ ପାଇଁ ପ୍ରୋତ୍ସାହନ ସ୍ୱରୂପ ଓଡ଼ିଶା ସରକାର ଜାନୁଆରୀ ମାସରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (PMAY) ଅଧୀନରେ ପ୍ରାୟ ୧୦ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ହସ୍ତାନ୍ତର କରିବେ। ଏନେଇ!-->…
Read More...
Read More...
୩ କୋର୍ଟକୁ ବୋମା ଧମକ, ଖାଲି କରାଗଲା ହାଇକୋର୍ଟ
ଭୁବନେଶ୍ବର: ରାଜ୍ୟର ୩ଟି କୋର୍ଟକୁ ବୋମା ଧମକ ମିଳିଛି। ଏଥିରେ ସମ୍ବଲପୁର, କଟକ, ଦେବଗଡ କୋର୍ଟ ରହିଛି। ହାଇକୋର୍ଟକୁ ଧମକ ଆସିବା ପରେ ଛାନଭିନ ଜୋରଦାର କରାଯାଉଛି। ଇମେଲ୍ ମାଧ୍ୟମରେ କୋର୍ଟକୁ ଏହି ଧମକ ମିଳିଥିବା ସୂଚନା ମିଳିଛି। ଅପରାହ୍ଣ ୨ଟା ୪୫ ମିନିଟ୍ ସୁଦ୍ଧା ଜାଗା ଖାଲି କରିବାକୁ!-->…
Read More...
Read More...
୪ ଓଡ଼ିଆଙ୍କୁ ମିଳିବ ସି ଭି ରମଣ ପୁରସ୍କାର
୨୦୨୬ ବର୍ଷ ପାଇଁ ସି ଭି ରମଣ ସମ୍ମାନ ଚୟନ ପରିଷଦ ପକ୍ଷରୁ ସି ଭି ରମଣ ପୁରସ୍କାର ଘୋଷଣା ହୋଇଛି । ତେବେ ୪ ଓଡ଼ିଆଙ୍କୁ ମିଳିବ ସି ଭି ରମଣ ପୁରସ୍କାର । ସେମାନଙ୍କ ମଧ୍ୟରୁ ପଦାର୍ଥ ବିଜ୍ଞାନ ର ଗବେଷଣା କ୍ଷେତ୍ରରେ ମୁମ୍ବାଇ ସ୍ଥିତ ଭାବା ଆଣବିକ ଗବେଷଣା କେନ୍ଦ୍ରର ପୂର୍ବତନ ବରିଷ୍ଠ!-->…
Read More...
Read More...
ଭୁବନେଶ୍ବର ବିମାନବନ୍ଦରରୁ ୪ କୋଟି ଟଙ୍କାର ମରିଜୁଆନା ଜବତ
ଭୁବନେଶ୍ବର: କଷ୍ଟମ ବିଭାଗକୁ ମିଳିଛି ବଡ଼ ସଫଳତା। ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ମଙ୍ଗଳବାର ଦିନ କଷ୍ଟମ୍ସ ଅଧିକାରୀମାନେ ବ୍ୟାଗେଜ୍ ଯାଞ୍ଚ ସମୟରେ ପ୍ରାୟ ୪ କୋଟି ଟଙ୍କା ମୂଲ୍ୟର ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ କରିଛନ୍ତି।
ସୂଚନାଅନୁସାରେ, ଯାତ୍ରୀଙ୍କ!-->!-->!-->…
Read More...
Read More...
ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର
ନ୍ୟୁଜ୍ ବ୍ୟୁରୋ: ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର। ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା। ଚାଳକଙ୍କ ସୁବିଧା ପାଇଁ ଗାଡିରେ ଗ୍ରୀନ ଷ୍ଟିକର ଲଗାଇବାକୁ ନିଷ୍ପତ୍ତି ନେଇଛି ପରିବହନ ମନ୍ତ୍ରୀ। ମୋଟର ଭେଇକିଲ୍ ଆକ୍ଟ ଅନୁଯାୟୀ, ଗାଡିର ସବୁ!-->…
Read More...
Read More...
ବିଜେଡ଼ି ରହିଛି ଏବଂ ଆଗାମୀ ଶହେ ବର୍ଷ ପର୍ଯ୍ୟନ୍ତ ରହିବ : ନବୀନ ପଟ୍ଟନାୟକ
ଭୁବନେଶ୍ଵର: ଆଜି ବିଜୁ ଜନତା ଦଳ ପାଳୁଛି ୨୯ତମ ପ୍ରତିଷ୍ଠା ଦିବସ। ଶଙ୍ଖ ଭବନରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଏହି ଅବସରରେ ସମସ୍ତଙ୍କୁ ନବୀନ ଶୁଭେଚ୍ଛା ଜଣାଇ ନିଜ ଅଭିଭାଷଣ ରଖିଥିଲେ। ଦଳ କରିଥିବା ରାଜ୍ୟର ବିକାଶ କୁ ମନେପକାଇଥିଲେ ଏବଂ ଏବେର ରାଜ୍ୟ ସରକାରଙ୍କୁ କଡ଼ା!-->…
Read More...
Read More...
ଇଣ୍ଡିଗୋ ବିମାନକୁ ବୋମା ଧମକ
ମୁମ୍ବାଇ: ପୁଣି ବିମାନରେ ବୋମା ଧମକ। ଇଣ୍ଡିଗୋ ଫ୍ଳାଇଟରେ ବୋମା ଧମକ ମିଳିଛି। କୁଏତରୁ ହାଇଦ୍ରାବାଦ ଆସୁଥିବା ବିମାନରେ ବୋମା ରହିଥିବା ନେଇ ଦିଲ୍ଲୀ ଏୟାପୋର୍ଟକୁ ଇମେଲ ଆସିଥିଲା। ପରେ ମୁମ୍ବାଇରେ ବିମାନର ଜରୁରୀ ଅବତରଣ କରାଯାଇଛି।
ଏନେଇ ଇଣ୍ଡିଗୋ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ!-->!-->!-->…
Read More...
Read More...
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ବୌଦ୍ଧ: ୧୦ ଶିକ୍ଷକଙ୍କ ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ଆକ୍ସନରେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ। କାର୍ଯ୍ୟରେ ଅବହେଳା ଅଭିଯୋଗରେ ବିଇଓ ୮ଟି ସ୍କୁଲର ୧୦ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିଛନ୍ତି। ବିଇଓ କୌଣସି ସୂଚନା ନ ଦେଇ ଅଚାନକ ସ୍କୁଲ ଗସ୍ତ!-->…
Read More...
Read More...