ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

ବଡ ଖବର

ଭରତପୁର ଥାନାରେ ହୋଇଥିବା ଦୁର୍ବ୍ୟବହାର ପ୍ରତିବାଦରେ ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼

ଭୁବନେଶ୍ବର: ମେଜର ଗୁରୁବଂଶ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ହୋଇଥିବା ଦୁର୍ବ୍ୟବହାର ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ ମାଡ଼ ହୋଇଛି। ବ୍ୟାରିକେଡ କରିଥିବା ପୋଲିସ ଉପରକୁ ଅଣ୍ଡା,
Read More...

ହ୍ୟାକ ହେଲା ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ ଚ୍ୟାନେଲ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ ଚ୍ୟାନେଲ ଶୁକ୍ରବାର ହ୍ୟାକ ହୋଇଯାଇଛି। ହ୍ୟାକ ହେବା ପରେ ଏଥିରେ କ୍ରିପ୍ଟୋକରେନ୍ସି ସମ୍ପର୍କୀତ ବିଜ୍ଞାପନ ପ୍ରସାରିତ କରାଯାଇଥିଲା। ଏହା ଆମେରିକା କମ୍ପାନୀ ରିପଲ ଲ୍ୟାବ୍ସ ଦ୍ୱାରା ବିକସିତ କ୍ରିପ୍ଟୋକରେନ୍ସି ସଂସ୍ଥା। ସେହିପରି ଚ୍ୟାନେଲରେ ଏକ
Read More...

ତିରୁପତି ମନ୍ଦିର ପ୍ରସାଦରେ ମିଶୁଛି କି ପଶୁ ଚର୍ବି ଓ ମାଛ ତେଲ

ଅଭିଯୋଗ ଆଣିଲେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଅନୁସନ୍ଧାନ ପରେ ଆସିଥିବା ରିପୋର୍ଟରେ ମାଛ ତେଲର ସନ୍ଧାନ ନିଶ୍ଚିତ ହୋଇଛି ଆନ୍ଧ୍ରପ୍ରଦେଶ: ତିରୁପତି ମନ୍ଦିରରେ ପ୍ରସାଦ ଭାବରେ ଦିଆଯାଉଥିବା ଲଡୁ ରେ ମିଶୁଛି ପଶୁର ଚର୍ବି। ଏଭଳି ଅଭିଯୋଗ ଲଗାଇଛନ୍ତି ଆନ୍ଧ୍ରପ୍ରଦେଶ
Read More...

ଝାଡ଼ଖଣ୍ଡ ଛାତ୍ରଙ୍କ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ହେମନ୍ତ ସୋରେନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ପଢ଼ୁଥିବା ଝାଡ଼ଖଣ୍ଡ ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁ ଘଟଣାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଓଡ଼ିଶା
Read More...

ଡାକ୍ତରମାନଙ୍କ ଦାବିକୁ ଗ୍ରହଣ କଲେ ମମତା ବାନାର୍ଜୀ

ପଶ୍ଚିମବଙ୍ଗ: ଡାକ୍ତରଙ୍କ ମୁଖ୍ୟ ଦାବିକୁ ଗ୍ରହଣ କଲେ ପଶ୍ଚିମବଙ୍ଗ ସରକାର। ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ ଆନ୍ଦୋଳନରତ ଜୁନିୟର ଡାକ୍ତରମାନଙ୍କ ପ୍ରତିନିଧି
Read More...

ପୁଣି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼

ଆମେରିକା: ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଦ୍ଵିତୀୟ ଥରେ ପାଇଁ ଗୁଳିମାଡ଼ ହୋଇଛି। ଫ୍ଲୋରିଡାର ୱେଷ୍ଟ ପାମ୍ ବିଚ୍‌ର ଗୋଲ୍ଫ କ୍ଲବରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ହୋଇଥିବା ନେଇ ସୂଚନା ମିଳିଛି। ତେବେ ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ରିପବ୍ଲିକାନ
Read More...

ମିଳିବ ସୁଭଦ୍ରା ଟଙ୍କା,ମାତିଲେଣି ସାଇବର ଠକ, ସତର୍କ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତାକାଲି ଶୁଭାରମ୍ଭ ହେବ ବହୁ ପ୍ରତିକ୍ଷିତ ତଥା ଚର୍ଚ୍ଚିତ ସୁଭଦ୍ରା ଯୋଜନା। ଏଯାବତ ପାଖାପାଖି ୬୦ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ପଞ୍ଜିକରଣ କରିସାରିଲେଣି। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦି ଓଡିଶା ଆସି ମହିଳା ହିତାଧିକାରୀଙ୍କୁ ୫ହଜାର ଲେଖାଏଁ ପ୍ରଥମ କିସ୍ତି
Read More...

ସରକାରୀ ଲାଇସେନ୍ସ ପ୍ରାପ୍ତ ମଦ ଦୋକାନରୁ ନକଲି ମଦ ଜବତ

ଭୁବନେଶ୍ବର: ରାଜଧାନୀରେ ଚାଲୁଥିଲା ଅସଲି ବୋତଲରେ ନକଲି ମଦ କାରବାର। ତାହା ପୁଣି ସରକାରଙ୍କ ଠାରୁ ଲାଇସେନ୍ସ ପ୍ରାପ୍ତ ମଦ ଦୋକାନରେ। ଅସଲି ବ୍ରାଣ୍ଡ ମଦ ବୋତଲ ଭିତରେ ନକଲ ମଦ ପୂରାଇ ଚାଲିଥିଲା କାରବାର। ବରମୁଣ୍ଡା ସ୍ଥିତ ଏକ ମଦ ଦୋକାନରୁ ବିପୁଳ ପରିମାଣର ନକଲି ମଦ ଜବତ କରିଛି
Read More...

ଉତ୍କଳ ବିଶ୍ୱବିଦ୍ୟାଳୟ ଅଧ୍ୟାପକଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟର ଜଣେ ଅଧ୍ୟାପକଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆସିଛି। ଅର୍ଥନୀତି ବିଭାଗର ଜଣେ ଛାତ୍ରୀ ଏନେଇ ବିଶ୍ୱବିଦ୍ୟାଳୟର ଯୌନ ନିର୍ଯାତନା ସେଲ୍‌ରେ ଲିଖିତ ଅଭିଯୋଗ କରିଛନ୍ତି। ଏହାପରେ ସେଲ୍‌ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।ଅଗଷ୍ଟ ୧୬ରେ ଏହି ଘଟଣା
Read More...

୧୭ରେ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମଦିନରେ ଅର୍ଥାତ୍ ସେପ୍ଟେମ୍ୱର ୧୭ ତାରିଖରେ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଠାରେ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ । ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଯାହାକୁ ଦୃଷ୍ଟିରେ
Read More...