ପ୍ରମୁଖ ଖବର

କୋଲାବ ଜଳଭଣ୍ଡାରରେ ବୁଡ଼ି ୩ ନବୋଦୟ ଛାତ୍ରଙ୍କ ମୃତ୍ୟୁ
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
ପୋଖରୀରେ ବୁଡ଼ି ୨ ନାବାଳିକା ମୃତ
ଭିଜିଲାନ୍ସ ଜାଲରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ହିନ୍ଦୀ ଶିକ୍ଷକ ଅଟକ
Browsing Category

ବଡ ଖବର

ପୁନଃ ନିଯୁକ୍ତି ପାଇବେ ଅବସରପ୍ରାପ୍ତ ସରକାରୀ ବାବୁ

ଭୁବନେଶ୍ବର: ଅବସରପ୍ରାପ୍ତ ସରକାରୀ ବାବୁଙ୍କ ପୁନଃ ନିଯୁକ୍ତି ପାଇଁ ଓଡିଶା ସରକାର ଆଣିଲେ ନୂଆ ଗାଇଡଲାଇନ୍। ପୁନଃ ନିଯୁକ୍ତି ପାଇବାକୁ ହେଲେ ଅବସରପ୍ରାପ୍ତ ଅଧିକାରୀଙ୍କୁ କେଉଁ ମାନଦଣ୍ଡରେ କିପରି ଚୟନ କରାଯିବ, ସେ ନେଇ ଜାରି ହୋଇଛି ଗାଇଡଲାଇନ। ଗାଇଡଲାଇନ୍ ଅନୁସାରେ ଅବସରପ୍ରାପ୍ତ ସରକାରୀ
Read More...

ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ; ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର। ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କରିଛନ୍ତି । ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର
Read More...

ଦୟା ନଦୀରେ ନିର୍ମାଣ ହେବ ଜଳଭଣ୍ଡାର

ପିପିଲି: ଦୟା ନଦୀରୁ ଜଳ ଉଠାଣ ପାଇଁ ତିଆରି ହେବ ୫ ମେଗା ପାନୀୟ ଜଳ ପ୍ରକଳ୍ପ। ଆଜି ଗୃହରେ ପିପିଲି ବିଧାୟକଙ୍କ ପ୍ଲାନରେ ଏହି ଉତ୍ତର ରଖିଛନ୍ତି ପାନୀୟ ଜଳ ମନ୍ତ୍ରୀ ରବି ନାଏକ। ଏନେଇ ମନ୍ତ୍ରୀ କହିଛନ୍ତି, ଦୟା ନଦୀରେ ଜଳଭଣ୍ଡାର ନିର୍ମାଣ ହେବ। ଡେଲାଙ୍ଗରେ ୫ଟି ମେଗା ପାନୀୟ ଜଳ
Read More...

ଲଘୁଚାପ ବର୍ଷାରେ ବୁଡ଼ିଲା ମାଲକାନଗିରି

ମାଲକାନଗିରି: ପ୍ରବଳ ବର୍ଷାରେ ମାଲକାନଗିରି ସ୍ଥିତି ସଙ୍ଗୀନ। ବର୍ଷା ପାଣିରେ ବୁଡିଲା ପୋଲ। କାଙ୍ଗୁରୁକୁଣ୍ଡା ପୋଲ, ଏମ୍ ଭି ୯୦ନଂ ପୋଲ ଓ କନ୍ୟା ଆଶ୍ରମ ପୋଲ ଉପରେ ୨ଫୁଟର ପାଣି ଚାଲିବାରୁ ଯାତାୟତ ଠପ୍‌ ହୋଇଛି। ସେହିପରି ପାଙ୍ଗମ, ଏମ୍‌ଭି ୭, ଏମ୍‌ଭି ୯୦ ଆଦି ଅନେକ ପୋଲରେ ୧୦ ଫୁଟ ପାଣି
Read More...

ରାଜ୍ୟରେ ହେବ ଦ୍ୱିତୀୟ ଏମ୍ସ

ସମ୍ବଲପୁର: ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି। ରାଜ୍ୟରେ ହେବାକୁ ଯାଉଛି ଦ୍ୱିତୀୟ ଏମ୍ସ। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସିଏମ କିଷାନ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ଏମ୍ସ ସମ୍ବଲପୁରରେ
Read More...

ମଣିପୁରରେ ପୁଣି ହିଂସା

ମଣିପୁର: ମଣିପୁରରେ ହିଂସା ଥମିବାର ନାଁ ନେଉନାହିଁ। କୁକି ଉଗ୍ରବାଦୀ ମାନେ ପୁଣି ସକ୍ରିୟ ହୋଇଛନ୍ତି। ଭୟଙ୍କର ହୋଇଯାଇଛି ସେଠାକାର ସ୍ଥିତି। କିଛି ଦିନର ପରେ ପୁଣି ଥରେ ହିଂସା ଉଗ୍ର ହୋଇଛି। ଡ୍ରୋନ୍ ମାଧ୍ୟମରେ ଆଟାକ୍ କରୁଛନ୍ତି। କିଛି ଦିନ ପୂର୍ବେ ସାଧାରଣ ବସତି ଉପରେ ଡ୍ରୋନ୍ ବୋମା ମାଡ
Read More...

ପ୍ରତି ପଞ୍ଚାୟତରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବଡ ଘୋଷଣା କରିଛନ୍ତି। ଏଥର ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ। ଏହାର ନାମ ରହିବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।
Read More...

ଓଡ଼ିଶାର ଦୁଇ ଶିକ୍ଷକ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର

ନୂଆଦିଲ୍ଲୀ: ଆସନ୍ତା ଗୁରୁଦିବସ ଅବସରରେ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇଜଣ ଶିକ୍ଷକଙ୍କୁ ମନୋନୀତ କରାଯାଇଛି । ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଏହି ଦୁଇ ଶିକ୍ଷକଙ୍କ ସମେତ ଦେଶର ମୋଟ ୫୦ଜଣ ଶିକ୍ଷକଙ୍କୁ ପୁରସ୍କୃତ କରିବାର କାର୍ଯ୍ୟକ୍ରମ ରହିଛି ।ଚଳିତ ବର୍ଷ ଜାତୀୟ ଶିକ୍ଷକ
Read More...

ଶ୍ରୀମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ : ପୃଥ୍ୱୀରାଜ ହରିଚନ୍ଦନ

ପୁରୀ: ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଆସୁଥିବା ଶ୍ରଦ୍ଧାଳୁଙ୍କୁ ମିଳିବ ମାଗଣା ମହାପ୍ରସାଦ। ଦୈନିକ ପ୍ରାୟ ୮୦ ହଜାରରୁ ଏକ ଲକ୍ଷ ଭକ୍ତଙ୍କ ପାଇଁ ମାଗଣା ଅବଢା ଯୋଗାଇବା ଦିଗରେ ବିଚାରବିମର୍ଶ ଜାରି ରହିଛି। ଏଥିପାଇଁ ଦାତାମାନଙ୍କ ସହ ଆଲୋଚନା କରାଯାଉଛି ବୋଲି କହିଛନ୍ତି ଆଇନ
Read More...

ଅନଲାଇନ ଗେମ ନେଲା ଜୀବନ

ବାଲେଶ୍ବର: ଅନଲାଇନ ଗେମ ନେଲା ୨୭ ବର୍ଷୀୟ ଯୁବକଙ୍କ ଜୀବନ। ଲକ୍ଷାଧିକ ଟଙ୍କା ଅନଲାଇନ ଗେମରେ ହରାଇବା ପରେ ମାନସିକ ସନ୍ତୁଳନ ହରାଇ ଶେଷରେ ଯୁବକ ଜଣଙ୍କ ଜୀବନ ହାରିଥିବା ପରିବାର ପକ୍ଷରୁ ଜଣାପଡ଼ିଛି। ଏମିତି ଘଟଣା ବାଲେଶ୍ୱର ଜିଲ୍ଲା ରେମୁଣା ଥାନା ସହାଜିପାଟଣା ଗ୍ରାମରେ ଦେଖିବାକୁ ମିଳିଛି।
Read More...