Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅଗଷ୍ଟ ୧ରୁ ବଦଳିବ ସ୍ପିଡ୍ ପୋଷ୍ଟ ନିୟମ, ଜାଣନ୍ତୁ କଣ ହେବ ପରିବର୍ତ୍ତନ
ରାଜ୍ୟସଭାରେ ପାସ୍ ହେଲା ଆଣ୍ଟି-ପେପର ଲିକ୍ ବିଲ୍, କଠୋର ଦଣ୍ଡବିଧାନକୁ ମଞ୍ଜୁରି
ଇଣ୍ଡିଆନ୍ ଆଇଡଲ୍-୧୬ ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ରାଜ୍ୟପାଳଙ୍କ ସମ୍ବର୍ଦ୍ଧନା
ସୋମେଶ କୁମାର ଉପାଧ୍ୟାୟ ହେଲେ ଭଦ୍ରକର ନୂତନ ଜିଲ୍ଲାପାଳ
ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦର ସମାଧାନ ଲକ୍ଷ୍ୟ
ଜୁଲାଇ ୩୧ ପର୍ଯ୍ୟନ୍ତ ଖୋର୍ଦ୍ଧାର ସମସ୍ତ ସ୍କୁଲ ଛୁଟି
ଜାପାନରେ ଶକ୍ତିଶାଳୀ ଭୂମିକମ୍ପ: ୨୮ ମୃତ, ୬୨ ଆହତ
ଇଥାନଲ୍ ବିବାଦ: ୧୧ କୋଟିର ମାନହାନି ମାମଲା କଲେ ନିତିନ୍ ଗଡ଼କରୀ
Browsing Category
ବଡ ଖବର
ଭଗବାନଙ୍କୁ ରାଜନୀତିଠାରୁ ଦୂରେଇ ରଖ : ସୁପ୍ରମିକୋର୍ଟ
ନୂଆଦିଲ୍ଲୀ: ତିରୁପତି ଲଡୁ ବିବାଦ ମାମଲାର ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ । ତିରୁପତି ଲଡୁ ବିବାଦ ମାମଲାରେ ସୁପ୍ରିମକୋର୍ଟ ଆନ୍ଧ୍ରପ୍ରଦେଶ ସରକାରଙ୍କୁ ଭର୍ତ୍ସନା କରିଛନ୍ତି। ଏହାକୁ ନେଇ ସର୍ବୋଚ୍ଚ ଅଦାଲତ କହିଛନ୍ତି, "ଭଗବାନଙ୍କୁ ନେଇ ରାଜନୀତି କରାନଯାଉ। ଈଶ୍ଵର ସବୁଠୁ ଊର୍ଦ୍ଧ୍ବରେ।!-->…
Read More...
Read More...
ପୁଣେ ମେଟ୍ରୋ ପ୍ରକଳ୍ପ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ପୁଣେ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭିଡିଓ କନ୍ଫରେନ୍ସ ଜରିଆରେ ମହାରାଷ୍ଟ୍ରରେ ୧୧,୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି। ପୁଣେ ମେଟ୍ରୋ ରେଳ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଜିଲା ଅଦାଲତରୁ ସ୍ବରଗେଟ୍!-->…
Read More...
Read More...
ମନ୍ କି ବାତରେ ଓଡ଼ିଆ ପୁଅକୁ ପ୍ରଶଂସା କଲେ ମୋଦୀ
ନୂଆଦିଲ୍ଲୀ: ୧୧୪ ତମ ‘ମନ୍ କି ବାତ’ରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତୃତୀୟ ପାଳିର ଏହା ହେଉଛି ମୋଦୀଙ୍କ ଚତୁର୍ଥତମ ମନ କି ବାତ୍ । ମୋଦୀ କହିଛନ୍ତି କି, ଆମର ଏହି ଯାତ୍ରାକୁ ୧୦ ବର୍ଷ ବିତିଗଲାଣି। ଏହି କାର୍ଯ୍ୟକ୍ରମ ବିଜୟା ଦଶମୀ ଦିନ ଆରମ୍ଭ!-->…
Read More...
Read More...
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ ରୁଜୁ ହେବ ମାମଲା
ନୂଆଦିଲ୍ଲୀ: ଅଡୁଆରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ ରୁଜୁ ହେବ ମାମଲା ।ମାମଲା ରୁଜୁ ପାଇଁ ନିର୍ଦ୍ଦେଶ ଦେଲେ ବେଙ୍ଗାଲୁରୁ କୋର୍ଟ। ନିର୍ବାଚନ ବଣ୍ଡ ମାଧ୍ୟମରେ ଜବରଦସ୍ତି ଟଙ୍କା ଆଦାୟ ମାମଲାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ!-->…
Read More...
Read More...
ଯାଞ୍ଚ ହେବ ଶ୍ରୀମନ୍ଦିରରେ ଅବଢ଼ାର ମାନ
ପୁରୀ: ତିରୁପତି ମନ୍ଦିରରେ ପ୍ରାସାଦରେ ନକଲି ଘିଅ ମିଶୁଥିବା ଘଟଣା ସାମନାକୁ ଆସିବା ପରେ ଏବେ ସବୁ ମନ୍ଦିର ପ୍ରଶାସନର ନିଦ ଭାଙ୍ଗିଛି । ଏଣିକି ଶ୍ରୀମନ୍ଦିରରେ ଅବଢ଼ାର ମାନ ଯାଞ୍ଚ ହେବ । ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢ଼ାର ମାନ ଯାଞ୍ଚ ହେବ ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ!-->…
Read More...
Read More...
ସରୋଗେସି ମାତୃତ୍ୱ ପାଇଁ ମିଳିବ ଛୁଟି
ମହିଳା କର୍ମଚାରୀଙ୍କୁ ୧୮୦ ଦିନ ଓ ପୁରୁଷ କର୍ମଚାରୀଙ୍କୁ ମିଳିବ ୧୫ ଦିନଭୁବନେଶ୍ବର: ଏଥର ସରୋଗେସି ମାତୃତ୍ୱ ପାଇଁ ମିଳିବ ଛୁଟି। ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ସୂଚନା ପ୍ରଦାନ କରାଯାଇଛି। ସରୋଗେସି ମାତୃତ୍ୱ ପାଇଁ ମହିଳା ସରକାରୀ କର୍ମଚାରୀଙ୍କୁ ୧୮୦ ଦିନର ମାତୃତ୍ୱ ଛୁଟି ଓ ପୁରୁଷ!-->…
Read More...
Read More...
ଅଧା ରାସ୍ତାରେ ଯୁବତୀ ମୃତ
ରାସ୍ତା ନଥିବାରୁ ଆସି ପାରିଲାନି ଆମ୍ବୁଲାନ୍ସ
କଳାହାଣ୍ଡି: ସରକାର ଯୋଜନା ଉପରେ ଯୋଜନା କରିଚାଲିଥିବା ବେଳେ ରୋଗୀ ସେବା ପାଇଁ ଆମ ରାଜ୍ୟରେ ଗାଁକୁ ଆମ୍ବୁଲାନ୍ସ ଯିବା ପାଇଁ ରାସ୍ତା ଟିଏ ନାହିଁ। ଆମ୍ବୁଲାନ୍ସ ଗାଁକୁ ପହଞ୍ଚି ନ ପାରିବାରୁ ରାସ୍ତାରେ ଜଣେ ଯୁବତୀଙ୍କୁ ମୃତ୍ୟୁ ଘଟିଛି।!-->!-->!-->…
Read More...
Read More...
ବେଙ୍ଗାଲୁରୁରେ ମହିଳାଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ କଲା ଆତ୍ମହତ୍ୟା
ବେଙ୍ଗଲୁରୁ: ବେଙ୍ଗଲୁରୁ ମହାଲକ୍ଷ୍ମୀ ହତ୍ୟା ମାମଲା। ଆତ୍ମହତ୍ୟା କଲା ମୁଖ୍ୟ ଅଭିଯୁକ୍ତ। ବେଙ୍ଗାଲୁରୁରେ ଜଣେ ୨୯ ବର୍ଷୀୟ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଘଟଣାର ମୁଖ୍ୟ ଅଭିଯୁକ୍ତର ମୃତଦେହ ଆଜି ଝୁଲନ୍ତା ଅବସ୍ଥାରେ ଓଡ଼ିଶାର ଭଦ୍ରକରୁ ମିଳିଛି।ମୃତ ଯୁବକ ଜଣଙ୍କ ହେଲା ମୁକ୍ତି!-->…
Read More...
Read More...
କ୍ୱାଲିଟି ଟେଷ୍ଟରେ ବିଫଳ ହେଲା ପାରାସିଟାମଲ ସମେତ ୫୩ଟି ଔଷଧ
ନ୍ୟୁଜ ବ୍ୟୁରୋ: ପାରାସିଟାମଲ ସମେତ ୫୩ଟି ଔଷଧ କ୍ୱାଲିଟି ଟେଷ୍ଟରେ ବିଫଳ ହୋଇଛି। ଏହି ଔଷଧଗୁଡ଼ିକରେ କ୍ୟାଲସିୟମ ଏବଂ ଭିଟାମିନ୍ ଡ଼ି ୩ ସପ୍ଲିମେଣ୍ଟସ୍, ଆଣ୍ଟି-ଡାଇବେଟିସ୍ ବଟିକା ଏବଂ ଉଚ୍ଚ ରକ୍ତଚାପ ପାଇଁ ଔଷଧ ମଧ୍ୟ ଅନ୍ତର୍ଭୁକ୍ତ। ଦେଶର ଡ୍ରଗ୍ସ ରେଗୁଲେଟର ସେଣ୍ଟ୍ରାଲ୍ ଡ୍ରଗ୍ସ!-->…
Read More...
Read More...
ଭରତପୁର ଥାନାରେ ଲାଗିଲା ସିସିଟିଭି
ଭୁବନେଶ୍ବର: ଭରତପୁର ଥାନାରେ ଶେଷରେ ସିସିଟିଭି ଲାଗଛି। ବିବାଦୀୟ ତଥା ବର୍ତ୍ତମାନର ଚର୍ଚ୍ଚିତ ଭରତପୁର ଥାନାର ବିଭିନ୍ନ ସ୍ଥାନକୁ ସିସିଟିଭି ପରିସରଭୁକ୍ତ କରାଯାଇଛି। ଥାନାରେ କେଉଁ ସ୍ଥାନରେ କ’ଣ ଚାଲିଛି ତାହା ରେକର୍ଡିଂ ମଧ୍ୟ ଆରମ୍ଭ ହୋଇଛି। ୨୫ ସିସିଟିଭି ଲାଗିବାର ବ୍ୟବସ୍ଥା ଥିବାବେଳେ!-->…
Read More...
Read More...