Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
ବଡ ଖବର
ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର
ପୁରୀ: ଆସନ୍ତାକାଲି ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଆରମ୍ଭ ହେବାନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରତ୍ନଭଣ୍ଡାର ଖୋଲିବା ନେଇ ମୁଖ୍ଯମନ୍ତ୍ରୀ ଚୂଡ଼ାନ୍ତ ଅନୁମୋଦନ ଦେବାପରେ ଏସଓପିକୁ ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯାଇଛି ।
ମିଳିଥିବା ସୂଚନା!-->!-->!-->…
Read More...
Read More...
ଏବେ ଅଗ୍ନିବୀରଙ୍କୁ କେନ୍ଦ୍ରୀୟ ପୋଲିସ ଫୋର୍ସରେ ମିଳିବ ଚାକିରି
ନୂଆଦିଲ୍ଲୀ: ଅଗ୍ନିବୀର କର୍ମଚାରୀଙ୍କ ପାଇଁ ବଡ ଘୋଷଣା କରିଛନ୍ତି ସରକାର । ଅଗ୍ନିପଥ ଯୋଜନାକୁ ନେଇ ଗତ କିଛି ଦିନ ଧରି ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ଏକ ବଡ ପଦକ୍ଷେପ ନେଇଛନ୍ତି । ସରକାର ଏହି ଯୋଜନାରେ ପରିବର୍ତ୍ତନ କରିଛନ୍ତି। ପୂର୍ବତନ ଅଗ୍ନିବୀର କର୍ମଚାରୀଙ୍କ ପାଇଁ!-->…
Read More...
Read More...
ଭାରତ ବାଂଲାଦେଶ ସୀମାରେ ଜବତ ହେଲା ବିପୁଳ ସୁନା
ନୂଆଦିଲ୍ଲୀ: ଭାରତ ଏବଂ ବାଂଲାଦେଶ ସୀମାରେ ବିଏସ୍ଏଫ୍ ଯବାନଙ୍କୁ ବଡ଼ ସଫଳତା ମିଳିଛି। ସୀମା ଦେଇ ଚାଲାଣ କରାଯାଉଥିବା ବେଳେ ଧରାପଡ଼ିଛି ସୁନା।ବିଏସ୍ଏଫ୍ ଏବଂ ଡି ଆର୍ଆଇ ମିଳିତ ଭାବେ ଏକ ଅପରେସନ୍ କରିଥିବା ବେଳେ ସୁରକ୍ଷାବଳ ହାତରେ ଲାଗିଛି ୯.୬ କୋଜିର ସୁନା ଏବଂ ୧୧.୫ ଲକ୍ଷ ନଗଦ!-->…
Read More...
Read More...
ଚାଷୀଙ୍କ ପାଇଁ ବଡ ଘୋଷଣା କଲେ ସରକାର
ଭୁବନେଶ୍ବର: ଚାଷୀଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର। ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ ଟଙ୍କା ପ୍ରିମିୟମରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସୁବିଧା ମଧ୍ୟ ମିଳିବ। ଏନେଇ ରାଜ୍ୟ ସମବାୟ!-->…
Read More...
Read More...
ଏବେ ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ
ଭୁବନେଶ୍ବର: ଏଣିକି ସମସ୍ତ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ ହେବ। ସରକାରୀ ଓ ବେସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସରଳ ଓ ସୁଗମ କରାଯିବ। ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା!-->…
Read More...
Read More...
ଛତିଶଗଡ଼ରେ ପୋଲିସ ସହ ଗୁଳି ବିନିମୟରେ ୫ ମାଓବାଦୀ ନିହତ
ଛତିଶଗଡ଼: ପୋଲିସକୁ ମିଳିଛି ଏକ ବଡ ସଫଳତା। ଛତିଶଗଡ଼ ନାରାୟଣପୁରରେ ପୋଲିସ ସହ ଗୁଳି ବିନିମୟରେ ମଙ୍ଗଳବାର ୫ ମାଓବାଦୀ ନିହତ ହୋଇଛନ୍ତି। ଛତିଶଗଡ଼ ନାରାୟଣପୁର ଜିଲା ଅବୁଝମାଡର ଘାମାଣ୍ଡି ଏବଂ କୁରେଭାଇ ଗ୍ରାମ ମଧ୍ୟରେ ଛତିଶଗଡ଼ର ୪ ଜିଲାରୁ ୧୦୦ରୁ ଊର୍ଦ୍ଧ୍ୱ ଏସ୍ଟିଏଫ୍, ଡିଆର୍ଜି ଓ!-->…
Read More...
Read More...
ଜୁଲାଇ ପହିଲାରୁ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଜୁଲାଇ ପହିଲାରୁ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ। ଏ ନେଇ ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ଅଭିଯୋଗ ପ୍ରକୋଷ୍ଠର ନବୀକରଣ କରାଯାଉଛି। ଯାହାର ତଦାରଖ କରୁଛନ୍ତି ଖୋଦ ବରିଷ୍ଠ ଅଧିକାରୀ।!-->…
Read More...
Read More...
ସରକାରୀ କର୍ମଚାରୀଙ୍କୁ ସରୋଗେସି ମାତୃତ୍ୱ କ୍ଷେତ୍ରରେ ବି ମିଳିବ ୧୮୦ ଦିନର ଛୁଟି
ନୂଆଦିଲ୍ଲୀ: ସରକାରୀ କର୍ମଚାରୀଙ୍କ ପାଇଁ ଭାରତ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ସରୋଗେସି ଏବଂ ମାତୃତ୍ୱ ଛୁଟି ନିୟମ ସଂଶୋଧନ କରାଯାଇଛି । ଏଣିକି କେନ୍ଦ୍ର ସରକାରଙ୍କ ନିକଟରେ ଚାକିରୀ କରୁଥିବା ମହିଳା ମାନେ ସରୋଗେସି କିମ୍ବା ଶିଶୁ ଗ୍ରହଣ କଲେ ସେମାନଙ୍କୁ ୧୮୦ ଦିନର!-->…
Read More...
Read More...
ଦିନକୁ ୨ଘଣ୍ଟା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ
ଲୋକଙ୍କ ମୁଖ୍ୟମନ୍ତ୍ରୀ, ଲୋକଙ୍କ ସରକାର
ପ୍ରତିଦିନ ଅପରାହ୍ନ ୩ଟା ରୁ ୫ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ।!-->!-->!-->!-->!-->…
Read More...
Read More...
ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ
ଭୁବନେଶ୍ବର: କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ କରିଛନ୍ତି ଅସନ୍ତୁଷ୍ଟ ଯୁବକ। ମୁହଁରେ ମୁଖା ପିନ୍ଧି ଆସି କାଳିମାଡ କରିଥିବା ଭିଡିଓରେ ଦେଖିବାକୁ ମିଳିଛି। କାଳିମାଡ କରିବା ସହ ପିସିସି ସଭାପତିଙ୍କ ବିରୋଧରେ ନାରା ବାଜି କରିଥିବା ମଧ୍ୟ ଦେଖିବାକୁ!-->…
Read More...
Read More...