Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ
Browsing Category
ବଡ ଖବର
ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଓଡିଶାର ନବମ ସର୍ବବୃହତ ବନ୍ଧ୨୦୧୯ରୁ ୫ଟି ଉପକ୍ରମରେ ପ୍ରକଳ୍ପ ତ୍ବରାନ୍ବିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛିବଲାଙ୍ଗୀର, ସୋନପୁରର ୨୦୩ଟି ଗାଁର ଏକ ଲକ୍ଷ ଏକର ଚାଷ ଜମି ଜଳସେଚିତ ହେବ ୮୦ ହଜାର ଚାଷୀ ଉପକୃତ ହେବେ, ପାନୀୟ ଜଳର ସୁବିଧା ମଧ୍ୟ ମିଳିବଭୂତଳ ପାଇପ ଲାଇନ ଜରିଆରେ ଜଳସେଚନ!-->…
Read More...
Read More...
ବିଷାକ୍ତ ହର୍ବିସାଇଟ୍ ପାରାକ୍ବାଟ୍କୁ ନିଷିଦ୍ଧ କର
କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ଜଣାଇଲେ ରାଜ୍ୟ ସରକାର୩ମାସ ପାଇଁ ସରକାର ଓଡ଼ିଶାରେ ଏହାକୁ ନିଷିଦ୍ଧ କରିଥିଲେମଣିଷର ଜୀବନ ପ୍ରତି ବିପଦ ଏହି ରାସାୟନିକ ପଦାର୍ଥସ୍ବାସ୍ଥ୍ୟ ପ୍ରତି କେବଳ ବିପଦ ଆଣୁନି, ଜୀବନ ବି ନେଇଯାଉଛି
ଭୁବନେଶ୍ବର: ଅତ୍ୟନ୍ତ ବିଷାକ୍ତ ହର୍ବିସାଇଡ୍ ପାରାକ୍ବାଟ୍ ଓ!-->!-->!-->…
Read More...
Read More...
ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଦୁଇ ଭାରତୀୟ ବାୟୁସେନା ପାଇଲଟଙ୍କ ମୃତ୍ୟୁ
ତେଲେଙ୍ଗାନା: ତେଲେଙ୍ଗାନା ଡିଣ୍ଡିଗୁଲ ବାୟୁସେନା ଏକାଡେମୀରେ ଟ୍ରେନିଂବେଳେ ଘଟିଛ ବଡ ଧରଣର ଅଘଟଣ । ପାଇଲଟସ୍ ଟ୍ରେନର ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଦୁଇ ଭାରତୀୟ ବାୟୁସେନା ପାଇଲଟଙ୍କ ମୃତ୍ୟୁ ହୋଇଛି । ମୃତ ପାଇଲଟଙ୍କ ମଧ୍ୟରେ ଜଣେ ପ୍ରଶିକ୍ଷକ ଏବଂ ଜଣେ କ୍ୟାଡେଟ୍ ଥିବା!-->…
Read More...
Read More...
ଚେନ୍ନାଇରେ ବାତ୍ୟା ମିଚାଓଙ୍ଗ ପ୍ରଭାବରେ ପ୍ରବଳ ବର୍ଷା
ଚେନ୍ନାଇ: ଏବେ ବଙ୍ଗୋପସାାଗରରେ ଅଧିକ ମାତ୍ରାରେ ଘନୀଭୁତ ହୋଇ ଆନ୍ଧ୍ର ଉପକୂଳ ଆଡକୁ ମୁହାଁଉଛି ସାମୁଦ୍ରିକ ବାତ୍ୟା ‘ମିଚାଓଙ୍ଗ’। ଏହା ପ୍ରଭାବରେ ତାମିଲନାଡୁ ଏବଂ ପୁଡୁଚେରୀରେ ପ୍ରବଳ ବର୍ଷା ଚାଲିଛି । ଉତ୍ତର ଉପକୂଳ ତାମିଲନାଡୁର ଚେନ୍ନାଇ, ଚେଙ୍ଗଲପାଟ୍ଟୁ, କାଞ୍ଚିପୁରମ୍,!-->…
Read More...
Read More...
କିନ୍ନର ଦୀପା ସାହୁ ପାଇବେ ରାଷ୍ଟ୍ରପତି ପୁରସ୍କାର
କଟକ: ପିଏଚଡି ଡିଗ୍ରୀ ହାସଲ କରିଥିବା ପ୍ରଥମ କିନ୍ନର ଭାବେ ରାଷ୍ଟ୍ରପତି ପୁରସ୍କାର ପାଇବେ କଟକର ଦୀପା ସାହୁ। ଏନେଇ ରାଷ୍ଟ୍ରପତି ଭବନରୁ ଚିଠି ଯୋଗେ ଦୀପାଙ୍କୁ ଅବଗତ କରାଯାଇଛି। ଆସନ୍ତା ଡିସେମ୍ବର ୩୦ ତାରିଖରେ ରାଷ୍ଟ୍ରପତି ଭବନରେ ସମ୍ମାନିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି!-->…
Read More...
Read More...
ଶିଶୁ ପୁତ୍ରକୁ ମାରିଲା ପରେ ଗାଈକୁ ଖାଇଲା ବାଘ
ନୂଆପଡ଼ା: ଗତକାଲି ୬ ବର୍ଷର ନାବାଳକକୁ ମାରିବା ପରେ ଆଜି ସକାଳେ ଏକ ଗାଈକୁ ଖାଇଛି ବାଘ। ରାତିରେ ଗୁହାଳରେ ପଶି ଗାଈକୁ ମାରି ଦେଇଛି ବାଘ। ଗତକାଲି ଘର ଅଗଣାରୁ ୭ ବର୍ଷର ଶିଶୁପୁତ୍ରକୁ ଝାମ୍ପି ନେଇଥିଲା କଲରା ପତରିଆ ବାଘ । ମୃତକ ହୁମନ୍ ମାଝିଙ୍କ ପୁଅ ଡମ୍ବରୁ ମାଝି । ବାଘ ମୁହଁରୁ ଛୁଆଟିକୁ!-->…
Read More...
Read More...
ଏଣିକି କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ
ଭୁବନେଶ୍ବର: ଏଣିକି ଆଉ ଅଭିଯୁକ୍ତ କିମ୍ବା ଅପରାଧୀର ନାର୍କୋ ଟେଷ୍ଟ ପାଇଁ ମୁମ୍ବାଇ କିମ୍ବା ରାଜ୍ୟ ବାହାରକୁ ଯିବାକୁ ପଡ଼ିବ ନାହିଁ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ କରାଯିବ। ତା’ପୁଣି ଆସନ୍ତା ମାସରୁ ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି କ୍ୟାପିଟାଲ୍!-->…
Read More...
Read More...
କେନ୍ଦ୍ର ଓ ରାଜ୍ୟ ସରକାର ସମଲିଙ୍ଗୀଙ୍କ ଅଧିକାର ନେଇ ଉଚିତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ସମଲିଙ୍ଗୀ ବିବାହର ବୈଧୀକରଣକୁ ନେଇ ସୁପ୍ରିମ୍କୋର୍ଟ ସଂରକ୍ଷିତ ରଖିଥିବା ରାୟ ଆଜି ପ୍ରକାଶ ପାଇଛି। ସର୍ବୋଚ୍ଚ ଅଦାଲତ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେଇ ପାରିବେ ନାହିଁ ବୋଲି କହିଛନ୍ତି। ନୂତନ ଆଇନ ପ୍ରଣୟନ କରିବା ସଂସଦ ବା ବ୍ୟବସ୍ଥାପନା ସଭାର ଅଧିକାର।!-->…
Read More...
Read More...
ବିହାରର ବକ୍ସରରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା
ପାଟନା: ବିହାରର ବକ୍ସରରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଘଟିଛି। ନର୍ଥ ଇଷ୍ଟ ଏକ୍ସପ୍ରେସର ଛଅଟି ବଗି ଲାଇନଚ୍ୟୁତ ହୋଇଥିବାର ଖବର ସାମ୍ନାକୁ ଆସୁଛି | ମିଳିଥିବା ସୂଚନା ମୁତାବକ ବକ୍ସର ଏବଂ ଆରା ମଧ୍ୟରେ ଥିବା ରଘୁନାଥପୁର ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଛି | ରାତି ପ୍ରାୟ ଦଶଟା ବେଳେ ଏହି!-->…
Read More...
Read More...
ଆଇନରେ ପରିଣତ ହେଲା ମହିଳା ସଂରକ୍ଷଣ ବିଲ୍
ନୂଆଦିଲ୍ଲୀ: ଆଇନରେ ପରିଣତ ହୋଇଛି ମହିଳା ସଂରକ୍ଷଣ ବିଲ୍। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୋହର ପରେ ସଂସଦରେ ପାରିତ ହୋଇଥିବା ଐତିହାସିକ ମହିଳା ସଂରକ୍ଷିତ ବିଲ୍ ଆଜି ଆଇନରେ ପରିଣତ ହୋଇ ଯାଇଛି। ସର୍ବସମ୍ମତିକ୍ରମରେ ମହିଳା ସଂରକ୍ଷଣ ବିଲ୍ ବା ନାରୀ ଶକ୍ତି ବନ୍ଦନ ଅଧିନିୟମ ଉଭୟ!-->…
Read More...
Read More...