Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର
ଓଲଟିଲା ଯାତ୍ରୀବାହୀ ବସ୍ : କଣ୍ଡକ୍ଟର ମୃତ, ୧୫ ଆହତ
ବିଜେପିରେ ମିଶିଲେ ଜୟ ଢୋଲକିଆ
ଓଡ଼ିଶାରେ ବଡ ମାଛ ମାର୍କେଟ ସହ ଧନ-ଧାନ୍ୟ କୃଷି ଯୋଜନା ଶୁଭାରମ୍ଭ କଲେ ମୋଦି
Browsing Category
ବଡ ଖବର
ଅନ୍ଧାରରେ ଭାଷଣ ଦେଲେ ମହାମହିମ ଦ୍ରୌପଦୀ ମୁର୍ମୁ
ଅନ୍ଧାରରେ ଭାଷଣ ଦେଲେ ରାଷ୍ଟ୍ରପତିରାଷ୍ଟ୍ରପତି ଭାଷଣ ଦେଲା ବେଳେ ଚାଲିଗଲା ବିଦ୍ୟୁତସମାବର୍ତ୍ତନ ଉତ୍ସବରେ ଅନ୍ଧାରରେ ଭାଷଣ ଦେଲେ ରାଷ୍ଟ୍ରପତି
ବାରିପଦା: ରାଷ୍ଟ୍ରପତିଙ୍କ ଅଭିଭାଷଣ ବେଳେ ବିଜୁଳି କାଟ ହେଲା । ଅନ୍ଧାରରେ ଅଭିଭାଷଣ ରଖିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।!-->!-->!-->…
Read More...
Read More...
ଖୁବ୍ ଶୀଘ୍ର ଆଇପିଏସ୍ ମହଲରୁ ବଡ଼ ଖବର
ସୁଧାଂଶୁ, ଅରୁଣ ,ଖୁରାନିଆଙ୍କୁ ଡ଼ିଜି ପାହ୍ୟାଯେ କୌଣସି ମୁହୂର୍ତରେ ଆଇପିଏସ ସ୍ତରରେ ବଡ ଅଦଳବଦଳ କିଛି ଟାଣୁଆ ଅଫିସରଙ୍କୁ ନେଇ ନୂଆ ଟିମ୍ ଗଠନ ହେବ ସ୍ବତନ୍ତ୍ର ଡିଜି ପଦବି ସୃଷ୍ଟି ହୋଇପାରେ
ସୁଧାଂଶୁ ଷଡ଼ଙ୍ଗୀ
ଅରୁଣ ଷଡ଼ଙ୍ଗୀ (ବସିଛନ୍ତି)
ଯୋଗେେଶ ବାହାଦୁର ଖୁରାନିଆ
!-->!-->!-->!-->!-->!-->!-->!-->!-->…
Read More...
Read More...
ଏନସିପି ମୁଖ୍ୟ ଶରଦ ପାୱାର ଦେଲେ ଇସ୍ତଫା
ମୁମ୍ବାଇ: ବେଶ କିଛି ଦିନ ହେବ ମହାରାଷ୍ଟ୍ରରେ ରାଜନୈତିକ ବାତାବରଣକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହା ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଆଜି କରିଥିବା ବଡ଼ ଘୋଷଣା ସମସ୍ତଙ୍କୁ ଚକିତ କରିଛି। ସେ ଦୁଇ ଦଶଂଧି ଧରି ରହିଥିବା ଦଳ ଏନସିପିର ଜାତୀୟ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି।
!-->!-->!-->…
Read More...
Read More...
ଭାରସାମ୍ୟ ହରାଇ ଘାଟିରୁ ଖସିଲା ଭାରତୀୟ ସେନାର ଆମ୍ବୁଲାନ୍ସ : ୨ଯବାନ ମୃତ ୩ ଗୁରୁତର
ଜାମ୍ମୁ-କାଶ୍ମୀର: ଜାମ୍ମୁ-କାଶ୍ମୀର ରାଜୋରୀ ଠାରେ ଭାରତୀୟ ସେନାର ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଘାଟିରୁ ଖସିପଡିବାରୁ ୨ଜଣ ଯବାନଙ୍କର ମୃତ୍ୟୁ ହୋଇଛି । ଏହାସହ ୩ଜଣ ଯବାନ ଗୁରୁତର ହୋଇଥିବା କଥା ସୂଚନା ମିଳିଛି । ଏଲଓସି ନିକଟରେ କେରି ସେକ୍ଟରେ ଏହି ଦୁର୍ଘଟଣା ଘଟିଛି। ସୂଚନା ପାଇବା!-->…
Read More...
Read More...
ନକ୍ସଲ ଆକ୍ରମଣରେ ୧୦ ଡିଆରଜି ଯବାନ ସହିଦ
ଛତିଶଗଡ: ଛତିଶଗଡର ଦାନ୍ତେୱାଡାରେ ନକ୍ସଲଙ୍କ ଆକ୍ରମଣରେ ୧୦ ଡିଆରଜି ଯବାନ ସହିଦ ହୋଇଛନ୍ତି । ଯବାନମାନଙ୍କୁ ନେଇ ଯାଉଥିବା ଗାଡିର ଡ୍ରାଇଭର ମଧ୍ୟ ମୃତ୍ୟୁବରଣ କରିଛନ୍ତି ।
ସୂଚନାଯୋଗ୍ୟ, ଛତିଶଗଡ଼ ବସ୍ତର ଜିଲ୍ଲା ଅନ୍ତର୍ଗତ ଅରନପୁରରେ ଯବାନମାନେ ମାଓବାଦୀ ବିରୋଧୀ ଅଭିଯାନ ସାରି ଫେରିବା!-->!-->!-->…
Read More...
Read More...
ପୁଞ୍ଚରେ ସେନା ଟ୍ରକ ଅଗ୍ନିକାଣ୍ଡ ରେ ଜଣେ ଓଡ଼ିଆ ଯବାନ ସହିଦ
ପୁଞ୍ଚ: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲାରେ ଗୁରୁବାର ହୋଇଥିବା ସେନା ଟ୍ରକ ଅଗ୍ନିକାଣ୍ଡ ଘଟଣାରେ ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି। ଆକ୍ରମଣରେ ୫ ଯବାନ ସହିଦ ହୋଇଥିବା ବେଳେ, ଜଣେ ଯବାନ ଆହତ ହୋଇଛନ୍ତି । ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ କରିଥିବା ନେଇ ସ୍ପଷ୍ଟ ହୋଇଛି ।!-->…
Read More...
Read More...
ଆସନ୍ତାକାଲିଠୁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା
ଭୁବନେଶ୍ବର: ଆସନ୍ତାକାଲିଠୁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା କଲେ ସରକାର । ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଛୁଟି ଘୋଷଣା ହୋଇଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଛୁଟି ଘୋଷଣା ହୋଇଛି । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଛୁଟି ଘୋଷଣା କଲେ ସରକାର ।
!-->!-->!-->…
Read More...
Read More...
କାର୍ଯ୍ୟକ୍ଷମ ହେଲା କମିଶନରେଟ ପୁଲିସର ସିକ୍ୟୁରିଟି ଡିଭିଜନ
ଭୁବନେଶ୍ବର; ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ କମିଶନରେଟ ପୁଲିସର ସିକ୍ୟୁରିଟି ଡିଭିଜନ କାର୍ଯ୍ୟକ୍ଷମ ହୋଇଛି । ପୂର୍ବରୁ ଭିଭିଆଇପି, ଭିଆଇପିଙ୍କ ବଢ଼ୁଥିଲା ସୁରକ୍ଷା ଚିନ୍ତା । କମିଶନରେଟ ପୋଲିସ ଅଧୀନରେ ପୂର୍ବରୁ ଏକ ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ ମଧ୍ୟ ରହିଛି । ଭୁବନେଶ୍ବର କଟକ!-->…
Read More...
Read More...
ସାମ୍ବାଦିକଙ୍କ ସୁରକ୍ଷାକୁ ନେଇ ଏସଓପି ପ୍ରସ୍ତୁତ କରିବ ଗୃହମନ୍ତ୍ରଣାଳାୟ
ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ମାଫିଆ ଡନ୍ ଅତିକ୍ ଅହମଦ ଏବଂ ତାର ଭାଇ ଅସରଫର ହତ୍ୟା ଘଟଣା ପରେ ଗୃହମନ୍ତ୍ରଣାଳାୟ ସାମ୍ବାଦିକଙ୍କ ସୁରକ୍ଷାକୁ ନେଇ ବଡ଼ ପଦକ୍ଷେପ ଗ୍ରହଣ କରିଛି । ଗୃହ ମନ୍ତ୍ରଣାଳୟ ଏସଓପି ପ୍ରସ୍ତୁତ କରିବା ନେଇ ନିଷ୍ପତ୍ତି ନେଇଛି ।
ପ୍ରକାଶଥାଉକି, ଅତିକ ଏବଂ ଅସରଫର!-->!-->!-->…
Read More...
Read More...
ଶ୍ରୀରାମଙ୍କୁ ଦର୍ଶନ କରୁଥିବା ବେଳେ କୂଅ ଭିତରେ ପଡିଗଲେ ଭକ୍ତ
ଇନ୍ଦୋର; ମଧ୍ୟପ୍ରଦେଶ ଇନ୍ଦୋର ଠାରେ ରାମନବମୀ ପାଳନ ଅବସରରେ ଶ୍ରୀରାମଙ୍କୁ ଦର୍ଶନ କରୁଥିବା ବେଳେ କୂଅ ଭିତରେ ପଡିଗଲେ ଭକ୍ତ। ପଟେଲ ନଗର ନିକଟରେ ଥିବା ବେଲେଶ୍ୱର ମହାଦେବଙ୍କ ଝୁଲେଲାଲ ମନ୍ଦିର ନିକଟରେ ଏହି ଦୁର୍ଘଟଣା ହୋଇଛି । ଏଠାରେ ଥିବା ଏକ ବଡ କୂଅ ଉପରେ ଚଢି ଭକ୍ତମାନେ ଶ୍ରୀରାମଙ୍କ!-->…
Read More...
Read More...