Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର
ଓଲଟିଲା ଯାତ୍ରୀବାହୀ ବସ୍ : କଣ୍ଡକ୍ଟର ମୃତ, ୧୫ ଆହତ
ବିଜେପିରେ ମିଶିଲେ ଜୟ ଢୋଲକିଆ
ଓଡ଼ିଶାରେ ବଡ ମାଛ ମାର୍କେଟ ସହ ଧନ-ଧାନ୍ୟ କୃଷି ଯୋଜନା ଶୁଭାରମ୍ଭ କଲେ ମୋଦି
Browsing Category
ବଡ ଖବର
୩୦ ମିନିଟ୍ ମଧ୍ୟରେ ୫ ହଜାର ୪ଶହ ଥର ବଜ୍ରପାତ
ଭଦ୍ରକ; ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ହୋଇଥିବା ବେଳେ ଭୟ ବଢ଼ାଇଛି ବଜ୍ରପାତ । ଭଦ୍ରକ ବାସୁଦେବପୁର ଅଞ୍ଚଳରେ ମାତ୍ର ୩୦ ମିନିଟ୍ ମଧ୍ୟରେ ୫ ହଜାର ୪ଶହ ଥର ବଜ୍ରପାତ ହୋଇଛି । କେନ୍ଦ୍ର ସରକାରଙ୍କ ଦାମିନୀ ଆପ୍ର ସୂଚନାକୁ ଆଧାର କରି ଏ ନେଇ ଟ୍ୱିଟ୍!-->…
Read More...
Read More...
କ୍ୟାନ୍ସର ରୋଗୀଙ୍କ ଜଟିଳ ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ କଲେ ସମ୍ ହସ୍ପିଟାଲ୍ର ସର୍ଜିକାଲ୍ ଟିମ୍
ଭୁବନେଶ୍ୱର, ୨୮/୦୩ : ଓଡ଼ିଶାରେ ପ୍ରଥମ ଥର ପାଇଁ ସ୍ଥାନୀୟ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଯୁବ ସର୍ଜନଙ୍କର ଏକ ଟିମ୍ ଜଣେ କ୍ୟାନ୍ସର ରୋଗୀଙ୍କର ଅତ୍ୟନ୍ତ ଜଟିଳ ଅସ୍ତ୍ରୋପଚାରକୁ ସଫଳତାର ସହ ସମ୍ପନ୍ନ କରିଛନ୍ତି। ଅଗ୍ନାଶୟ (ପାନ୍କ୍ରିଆସ) କର୍କଟ!-->…
Read More...
Read More...
ସାଉଦିରେ ଘଟିଲା ବଡ଼ ଦୁର୍ଘଟଣା, ଜୀବନ୍ତ ଜଳିଗଲେ ୨୦ ତୀର୍ଥଯାତ୍ରୀ
ସାଉଦି ଆରବ: ପବିତ୍ର ରମଜାନ ମାସ ଚାଲିଥିବା ବେଳେ ଭୟଙ୍କର ଦୁର୍ଘଟଣା ଘଟିଛି ସାଉଦି ଆରବର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ।। ପୋଲରେ ପିଟିହୋଇ ଓଲଟି ପଡିଲା ତୀର୍ଥ ଯାତ୍ରୀଙ୍କ ବସ୍। ଜୀବନ୍ତ ଜଳିଗଲେ ୨୦ ତୀର୍ଥଯାତ୍ରୀ। ହଜ୍ ଯାତ୍ରୀ ବସ୍ ରେ ଯାଉଥିବା ବେଳେ ବସ୍ଟି ପୋଲରେ ଧକ୍କା ହେବା ପରେ!-->…
Read More...
Read More...
ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି
କର୍ଣ୍ଣାଟକ; ଆଜି କର୍ଣ୍ଣାଟକରେ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ତ୍ରୁଟି ହୋଇଛି। ରାଜ୍ୟର ଡାଭାନଗେରେରେ ଆଜି ମୋଦି ରୋଡ୍ ଶୋ’ କରୁଥିବା ବେଳେ ଏପରି ଘଟଣା ଘଟିଛି। ମୋଦି ରୋଡ ଶୋ’ କରୁଥିବା ବେଳେ ଜଣେ ଯୁବକ ବ୍ୟାରିକେଡ ଡେଇଁ ତାଙ୍କ ନିକଟକୁ ଦୌଡ଼ି ଯିବାକୁ ପାଇଁ!-->…
Read More...
Read More...
ପୁଲିସ କନଷ୍ଟେବଲ ନିଯୁକ୍ତି ପାଇଁ ଦୈାଡ ପରୀକ୍ଷା ବେଳେ ଅଘଟଣ
ଗଞ୍ଜାମ/ରାୟଗଡା; ପୁଲିସ କନଷ୍ଟେବଲ ନିଯୁକ୍ତି ପାଇଁ ହେଉଥିବା ଶାରୀରିକ ପରୀକ୍ଷା ନିମନ୍ତେ ହେଉଥିବା ଦୌଡ଼ ପ୍ରତିଯୋଗିତା ବେଳେ ଜଣେ ମୃତ, ୨ ଗୁରୁତର। ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ଓ ରାୟଗଡା ଜେକେପୁର ଠାରେ ଚାଲିଥିବା ଦୌଡ଼ ପରୀକ୍ଷା ବେଳେ ଏହି ଅଘଟଣ ଘଟିଛି।
ସୂଚନାନୁସାରେ, ଛତ୍ରପୁରରେ!-->!-->!-->…
Read More...
Read More...
ବିବାହିତ ଛାତ୍ରୀଙ୍କୁ ମିଳିବ ୬ମାସର ମାତୃତ୍ୱ ଛୁଟି
କେରଳ; ବିବାହିତ ଛାତ୍ରୀଙ୍କୁ ମିଳିବ ୬ମାସର ମାତୃତ୍ୱ ଛୁଟି। ଛାତ୍ରୀମାନଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନେଇଛି କେରଳ ବିଶ୍ବବିଦ୍ୟାଳୟ । ପାଠ ପଢ଼ୁଥିବା ୧୮ ବର୍ଷ ବୟସରୁ ଅଧିକ ଛାତ୍ରୀଙ୍କୁ ଏଭଳି ଛୁଟି ମିଳିବ । ଯଦି କେହି ଛାତ୍ରୀ ଗ୍ରାଜୁଏସନ୍, ପୋଷ୍ଟଗ୍ରାଜୁଏସନ!-->…
Read More...
Read More...
ଢାକାରେ ଭୟଙ୍କର ବିସ୍ଫୋରଣ ଘଟି ୧୪ ମୃତ୍ୟୁ, ୧୦୦ରୁ ଅଧିକ ଆହତ
ଢାକା: ବାଂଲାଦେଶ ରାଜଧାନୀ ଢାକାରେ ଭୟଙ୍କର ବିସ୍ଫୋରଣ ଘଟି ୧୪ ଜଣଙ୍କ ଜୀବନ ଯାଇଥିଲାବେଳେ ଶହେରୁ ଅଧିକ ଲୋକ ଆହତ ହୋଇଛନ୍ତି।ଆହତଙ୍କ ମଧ୍ୟରେ ଅଧିକାଂଶ ଲୋକଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।
ସୂଚନାନୁସାରେ; ବାଂଲାଦେଶର ଢାକା ଅନ୍ତର୍ଗତ ଗୁଲିସ୍ତାନର ଥିବା ଗୋଟିଏ ବହୁତଳ!-->!-->!-->!-->!-->…
Read More...
Read More...
ମୁଖ୍ୟମନ୍ତ୍ରୀ ମାନ୍ୟତା ପତ୍ର ପିଲାମାନଙ୍କୁ ଦେଲେ
କେନ୍ଦୁଝରରେ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀପିଲାମାନଙ୍କୁ ଦେଲେ ଧରଣୀଧର ବିଶ୍ବବିଦ୍ୟାଳୟର ଅନୁମୋଦନ ପତ୍ର୪୭୦୩ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭରାଜ୍ୟର ବିକାଶରେ କେନ୍ଦୁଝରର ରହିଛି ଗୁରୁତ୍ବପୂର୍ଣ୍ଣ ଅବଦାନଚାଷୀ, ମହିଳା ଓ ଯୁବସମାଜ ଆମର!-->…
Read More...
Read More...
ତୁର୍କୀ ଓ ସିରିଆ ଭୂକମ୍ପ; ୮ ହଜାର ଟପିଲା ମୃତ୍ୟୁ ସଂଖ୍ୟା
ତୁର୍କୀ; ପ୍ରଳୟଙ୍କରୀ ଭୂକମ୍ପରେ ଭୟଙ୍କର ବିପର୍ଯ୍ୟୟର ସାମ୍ନା କଲା ତୁର୍କୀ ଓ ସିରିଆ। ଏବେ ଧ୍ବସ୍ତ ବିଧ୍ବସ୍ତ ସହରକୁ ସଜାଡିବାରେ ଲାଗି ପଡିଛନ୍ତି ସମସ୍ତେ। ୫୦ଟି ଦେଶ ସହାୟତା ପାଇଁ ଆଗେଇ ଆସିଛି। ଭାରତରୁ ମଧ୍ୟ ଏନଡିଆରଏଫ ଟିମ୍ ସହାୟତା ନେଇ ପହଞ୍ଚିବା ସହ ଉଦ୍ଧାର କାର୍ଯ୍ୟରେ ନିୟୋଜିତ!-->…
Read More...
Read More...
ତୁର୍କୀରେ ଶକ୍ତିଶାଳୀ ଭୂମିକମ୍ପ;୪ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ
ତୁର୍କୀ; ତୁର୍କୀରେ ଗତକାଲି ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପ ଯୋଗୁ ଏଯାଏଁ ୪ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏବେବି ଆହୁରି ଅନେକ ଭଗ୍ନାବଶେଷ ତଳେ ଚାପି ହୋଇରହିଥିବା ବେଳେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି। ୩୦ ହଜାରରୁ ଅଧିକ ଲୋକଙ୍କୁ ବିଭିନ୍ନ!-->…
Read More...
Read More...