ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ
Browsing Category

ବଡ ଖବର

ପୁଞ୍ଚରେ ସେନା ଟ୍ରକ ଅଗ୍ନିକାଣ୍ଡ ରେ ଜଣେ ଓଡ଼ିଆ ଯବାନ ସହିଦ

ପୁଞ୍ଚ: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲାରେ ଗୁରୁବାର ହୋଇଥିବା ସେନା ଟ୍ରକ ଅଗ୍ନିକାଣ୍ଡ ଘଟଣାରେ ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି। ଆକ୍ରମଣରେ ୫ ଯବାନ ସହିଦ ହୋଇଥିବା ବେଳେ, ଜଣେ ଯବାନ ଆହତ ହୋଇଛନ୍ତି । ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ କରିଥିବା ନେଇ ସ୍ପଷ୍ଟ ହୋଇଛି ।
Read More...

ଆସନ୍ତାକାଲିଠୁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ବର: ଆସନ୍ତାକାଲିଠୁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା କଲେ ସରକାର । ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଛୁଟି ଘୋଷଣା ହୋଇଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଛୁଟି ଘୋଷଣା ହୋଇଛି । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଛୁଟି ଘୋଷଣା କଲେ ସରକାର ।
Read More...

କାର୍ଯ୍ୟକ୍ଷମ ହେଲା କମିଶନରେଟ ପୁଲିସର ସିକ୍ୟୁରିଟି ଡିଭିଜନ

ଭୁବନେଶ୍ବର; ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ କମିଶନରେଟ ପୁଲିସର ସିକ୍ୟୁରିଟି ଡିଭିଜନ କାର୍ଯ୍ୟକ୍ଷମ ହୋଇଛି । ପୂର୍ବରୁ ଭିଭିଆଇପି, ଭିଆଇପିଙ୍କ ବଢ଼ୁଥିଲା ସୁରକ୍ଷା ଚିନ୍ତା । କମିଶନରେଟ ପୋଲିସ ଅଧୀନରେ ପୂର୍ବରୁ ଏକ ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ ମଧ୍ୟ ରହିଛି । ଭୁବନେଶ୍ବର କଟକ
Read More...

ସାମ୍ବାଦିକଙ୍କ ସୁରକ୍ଷାକୁ ନେଇ ଏସଓପି ପ୍ରସ୍ତୁତ କରିବ ଗୃହମନ୍ତ୍ରଣାଳାୟ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ମାଫିଆ ଡନ୍ ଅତିକ୍ ଅହମଦ ଏବଂ ତାର ଭାଇ ଅସରଫର ହତ୍ୟା ଘଟଣା ପରେ ଗୃହମନ୍ତ୍ରଣାଳାୟ ସାମ୍ବାଦିକଙ୍କ ସୁରକ୍ଷାକୁ ନେଇ ବଡ଼ ପଦକ୍ଷେପ ଗ୍ରହଣ କରିଛି । ଗୃହ ମନ୍ତ୍ରଣାଳୟ ଏସଓପି ପ୍ରସ୍ତୁତ କରିବା ନେଇ ନିଷ୍ପତ୍ତି ନେଇଛି । ପ୍ରକାଶଥାଉକି, ଅତିକ ଏବଂ ଅସରଫର
Read More...

ଶ୍ରୀରାମଙ୍କୁ ଦର୍ଶନ କରୁଥିବା ବେଳେ କୂଅ ଭିତରେ ପଡିଗଲେ ଭକ୍ତ

ଇନ୍ଦୋର; ମଧ୍ୟପ୍ରଦେଶ ଇନ୍ଦୋର ଠାରେ ରାମନବମୀ ପାଳନ ଅବସରରେ ଶ୍ରୀରାମଙ୍କୁ ଦର୍ଶନ କରୁଥିବା ବେଳେ କୂଅ ଭିତରେ ପଡିଗଲେ ଭକ୍ତ। ପଟେଲ ନଗର ନିକଟରେ ଥିବା ବେଲେଶ୍ୱର ମହାଦେବଙ୍କ ଝୁଲେଲାଲ ମନ୍ଦିର ନିକଟରେ ଏହି ଦୁର୍ଘଟଣା ହୋଇଛି । ଏଠାରେ ଥିବା ଏକ ବଡ କୂଅ ଉପରେ ଚଢି ଭକ୍ତମାନେ ଶ୍ରୀରାମଙ୍କ
Read More...

୩୦ ମିନିଟ୍ ମଧ୍ୟରେ ୫ ହଜାର ୪ଶହ ଥର ବଜ୍ରପାତ

ଭଦ୍ରକ; ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ହୋଇଥିବା ବେଳେ ଭୟ ବଢ଼ାଇଛି ବଜ୍ରପାତ । ଭଦ୍ରକ ବାସୁଦେବପୁର ଅଞ୍ଚଳରେ ମାତ୍ର ୩୦ ମିନିଟ୍ ମଧ୍ୟରେ ୫ ହଜାର ୪ଶହ ଥର ବଜ୍ରପାତ ହୋଇଛି । କେନ୍ଦ୍ର ସରକାରଙ୍କ ଦାମିନୀ ଆପ୍ର ସୂଚନାକୁ ଆଧାର କରି ଏ ନେଇ ଟ୍ୱିଟ୍
Read More...

କ୍ୟାନ୍ସର ରୋଗୀଙ୍କ ଜଟିଳ ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ କଲେ ସମ୍ ହସ୍ପିଟାଲ୍‌ର ସର୍ଜିକାଲ୍ ଟିମ୍

ଭୁବନେଶ୍ୱର, ୨୮/୦୩ : ଓଡ଼ିଶାରେ ପ୍ରଥମ ଥର ପାଇଁ ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଯୁବ ସର୍ଜନଙ୍କର ଏକ ଟିମ୍ ଜଣେ କ୍ୟାନ୍ସର ରୋଗୀଙ୍କର ଅତ୍ୟନ୍ତ ଜଟିଳ ଅସ୍ତ୍ରୋପଚାରକୁ ସଫଳତାର ସହ ସମ୍ପନ୍ନ କରିଛନ୍ତି। ଅଗ୍ନାଶୟ (ପାନ୍‌କ୍ରିଆସ) କର୍କଟ
Read More...

ସାଉଦିରେ ଘଟିଲା ବଡ଼ ଦୁର୍ଘଟଣା, ଜୀବନ୍ତ ଜଳିଗଲେ ୨୦ ତୀର୍ଥଯାତ୍ରୀ

ସାଉଦି ଆରବ: ପବିତ୍ର ରମଜାନ ମାସ ଚାଲିଥିବା ବେଳେ ଭୟଙ୍କର ଦୁର୍ଘଟଣା ଘଟିଛି ସାଉଦି ଆରବର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ।। ପୋଲରେ ପିଟିହୋଇ ଓଲଟି ପଡିଲା ତୀର୍ଥ ଯାତ୍ରୀଙ୍କ ବସ୍। ଜୀବନ୍ତ ଜଳିଗଲେ ୨୦ ତୀର୍ଥଯାତ୍ରୀ। ହଜ୍ ଯାତ୍ରୀ ବସ୍‌ ରେ ଯାଉଥିବା ବେଳେ ବସ୍‌ଟି ପୋଲରେ ଧକ୍କା ହେବା ପରେ
Read More...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି

କର୍ଣ୍ଣାଟକ; ଆଜି କର୍ଣ୍ଣାଟକରେ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ତ୍ରୁଟି ହୋଇଛି। ରାଜ୍ୟର ଡାଭାନଗେରେରେ ଆଜି ମୋଦି ରୋଡ୍‌ ଶୋ’ କରୁଥିବା ବେଳେ ଏପରି ଘଟଣା ଘଟିଛି। ମୋଦି ରୋଡ ଶୋ’ କରୁଥିବା ବେଳେ ଜଣେ ଯୁବକ ବ୍ୟାରିକେଡ ଡେଇଁ ତାଙ୍କ ନିକଟକୁ ଦୌଡ଼ି ଯିବାକୁ ପାଇଁ
Read More...

ପୁଲିସ କନଷ୍ଟେବଲ ନିଯୁକ୍ତି ପାଇଁ ଦୈାଡ ପରୀକ୍ଷା ବେଳେ ଅଘଟଣ

ଗଞ୍ଜାମ/ରାୟଗଡା; ପୁଲିସ କନଷ୍ଟେବଲ ନିଯୁକ୍ତି ପାଇଁ ହେଉଥିବା ଶାରୀରିକ ପରୀକ୍ଷା ନିମନ୍ତେ ହେଉଥିବା ଦୌଡ଼ ପ୍ରତିଯୋଗିତା ବେଳେ ଜଣେ ମୃତ, ୨ ଗୁରୁତର। ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ଓ ରାୟଗଡା ଜେକେପୁର ଠାରେ ଚାଲିଥିବା ଦୌଡ଼ ପରୀକ୍ଷା ବେଳେ ଏହି ଅଘଟଣ ଘଟିଛି। ସୂଚନାନୁସାରେ, ଛତ୍ରପୁରରେ
Read More...