ପ୍ରମୁଖ ଖବର

ଅଗଷ୍ଟ ୧ରୁ ବଦଳିବ ସ୍ପିଡ୍ ପୋଷ୍ଟ ନିୟମ, ଜାଣନ୍ତୁ କଣ ହେବ ପରିବର୍ତ୍ତନ
ରାଜ୍ୟସଭାରେ ପାସ୍ ହେଲା ଆଣ୍ଟି-ପେପର ଲିକ୍ ବିଲ୍, କଠୋର ଦଣ୍ଡବିଧାନକୁ ମଞ୍ଜୁରି
ଇଣ୍ଡିଆନ୍ ଆଇଡଲ୍-୧୬ ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ରାଜ୍ୟପାଳଙ୍କ ସମ୍ବର୍ଦ୍ଧନା
ସୋମେଶ କୁମାର ଉପାଧ୍ୟାୟ ହେଲେ ଭଦ୍ରକର ନୂତନ ଜିଲ୍ଲାପାଳ
ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦର ସମାଧାନ ଲକ୍ଷ୍ୟ
ଜୁଲାଇ ୩୧ ପର୍ଯ୍ୟନ୍ତ ଖୋର୍ଦ୍ଧାର ସମସ୍ତ ସ୍କୁଲ ଛୁଟି
ଜାପାନରେ ଶକ୍ତିଶାଳୀ ଭୂମିକମ୍ପ: ୨୮ ମୃତ, ୬୨ ଆହତ
ଇଥାନଲ୍ ବିବାଦ: ୧୧ କୋଟିର ମାନହାନି ମାମଲା କଲେ ନିତିନ୍ ଗଡ଼କରୀ
Browsing Category

ବଡ ଖବର

ଏକ୍ସପ୍ରେସକୁ ଧକ୍କା ଦେଲା ମାଲ୍‌ବାହୀ ଟ୍ରେନ୍‌ : ୧୫ ମୃତ

କୋଲକାତା: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ଅନେକ ଆହତ
Read More...

ହସ୍ତକ୍ଷେପ କଲେ ମୋହନ, ସ୍ବାଭାବିକ ହେଲା ବସ ଚଳାଚଳ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲ୍ଲା ପ୍ରଶାସନ, ଜିଲ୍ଲାର ବସ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି। ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁଁ ଜିଲ୍ଲାରେ ବସ ଚଳାଚଳରେ ବ୍ୟାଘାତ ଘଟିଥିଲା ଓ ଯାତ୍ରୀମାନେ ଅସୁବିଧାର
Read More...

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: କିଏ ହେବ ଓଡିଶାର ମୁଖ୍ୟମନ୍ତ୍ରୀକୁ ନେଇ ଚାଲିଥିବା ଚର୍ଚ୍ଚାର ଅନ୍ତ ଘଟିଛି। ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝର ସଦର ବିଧାୟକ ମୋହନ ମାଝୀ 
Read More...

ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍; ୨ ମୃତ,୭ ଗୁରୁତର

ଯାଜପୁର: ସିମେଣ୍ଟ ବୋଝେଇ ଟ୍ରକସହିତ ଏକ ଯାତ୍ରୀବାହି ବସ୍ ଧକ୍କା ହୋଇଛି। ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ କଡ଼େଇ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ଦୁଇ ଜଣ ବସ୍‌ ଡ୍ରାଇଭର ଓ କଣ୍ଡକ୍ଟର
Read More...

ଓଲଟିଲା ଯାତ୍ରୀବାହୀ ବସ୍: ୧୫ ଯାତ୍ରୀ ଆହତ

ଭୁବନେଶ୍ବର: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ପଶ୍ଚିମବଙ୍ଗ ନାରାୟଣଗର ଜାତୀୟ ରାଜପଥର ୧୬ ନମ୍ବର ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରେ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ପଶ୍ଚିମବଙ୍ଗ ନାରାୟଣଗର ଜାତୀୟ
Read More...

କଣ୍ଟାବାଞ୍ଜିରୁ ହାରିଲେ ନବୀନ

ଭୁବନେଶ୍ବର: ରାଜ୍ୟରେ କ୍ଷମତାସୀନ ବିଜେଡିକୁ ଶକ୍ତ ଧକ୍କା ଲାଗିଛି । କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ରରେ ବିଜେଡି ସୁପ୍ରିମୋ ଏବଂ ବିଜେଡିର ସଭାପତି ତଥା ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ ପରାସ୍ତ ହୋଇଛନ୍ତି। ଏହି ନିର୍ବାଚନ କ୍ଷେତ୍ରରେ ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ବିଜୟୀ
Read More...

ତାଜ ଏକ୍ସପ୍ରେସରେ ୪ଟି ବଗିରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦିଲ୍ଲୀରୁ ଝାନ୍ସି ଅଭିମୁଖେ ଯାଉଥିବା ତାଜ ଏକ୍ସପ୍ରେସରେ ଆଜି ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏକ୍ସପ୍ରେସରେ ୪ଟି ବଗିରେ ନିଆଁ ଲାଗି ପୋଡିଯାଇଛି। ଦକ୍ଷିଣ ପୂର୍ବ ଦିଲ୍ଲୀର ସରିତା ବିହାରରେ ଏହି ନିଆଁ ଲାଗିଥିବା ଅଧିକାରୀମାନେ କହିଛନ୍ତି। ଦିଲ୍ଲୀ ଅଗ୍ନିଶମ
Read More...

ଓଲଟିଲା ବରଯାତ୍ରୀ ଟ୍ରାକ୍ଟର: ୧୩ ,୧୫ ଆହତ

ରାଜଗଡ: ମଧ୍ୟପ୍ରଦେଶ ରାଜଗଡ଼ରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ବରଯାତ୍ରୀ ଭର୍ତ୍ତି ଟ୍ରାକ୍ଟର। ଦୁର୍ଘଟଣାରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୫ ଜଣ ଆହତ ହୋଇଛନ୍ତି। ରାଜସ୍ଥାନ ମୋତୀପୁରାରୁ କୁଲାମପୁର ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ସୂଚନା
Read More...

ପଞ୍ଜାବରେ ବଡ଼ ଟ୍ରେନ୍‌ ଦୁର୍ଘଟଣା: ଦୁଇ ଲୋକୋ-ପାଇଲଟ ଗୁରୁତର

ଚଣ୍ଡିଗଡ଼: ଆଜି ଅର୍ଥାତ ରବିବାର ପଞ୍ଜାବରେ ପୁଣି ଏକ ବଡ଼ ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇ ଲୋକୋ-ପାଇଲଟ ଗୁରୁତର ହୋଇଛନ୍ତି। ପଞ୍ଜାବର ଫତେହଗଡ ସାହିବର ସରହିନ୍ଦର ମାଧୋପୁର ନିକଟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଦୁଇ ମାଲବାହୀ ଟ୍ରେନ୍‌ ପରସ୍ପର ଧକ୍କା ହୋଇଛି ।
Read More...

ବଲିଉଡର ସୁପରଷ୍ଟାର୍‌ଙ୍କୁ ହତ୍ୟା ଷଡଯନ୍ତ୍ର

ସଲମାନ୍ ଖାନ୍‌ଙ୍କୁ ହତ୍ୟା ପାଇଁ ଯୋଜନା କରିଥିଲା ଲରେନ୍ସ ଗ୍ୟାଙ୍ଗ୍ବଲିଉଡ଼୍‌ରେ ହଇଚଇ, ପୁଲିସ ସ୍ତବ୍ଧ; ଛାନ୍‌ଭିନ୍ ଜାରି ରହିଛି୪ ଅଟକ, ପାକିସ୍ତାନରୁ ଆସିଥାନ୍ତା ମାରଣାସ୍ତ୍ର, ଚାଲିଥିଲା ଯୋଜନାକାନାଡ଼ା ଗ୍ୟାଙ୍ଗ୍‌ଷ୍ଟର ଗୋଲ୍ଡି ବ୍ରା ମଧ୍ୟ ଏଥିରେ ସାମିଲ ଥିବା ସୂଚନା ମୁମ୍ବାଇ:
Read More...