ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ
Browsing Category

ବଡ ଖବର

ବିବାହିତ ଛାତ୍ରୀଙ୍କୁ ମିଳିବ ୬ମାସର ମାତୃତ୍ୱ ଛୁଟି

କେରଳ; ବିବାହିତ ଛାତ୍ରୀଙ୍କୁ ମିଳିବ ୬ମାସର ମାତୃତ୍ୱ ଛୁଟି। ଛାତ୍ରୀମାନଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନେଇଛି କେରଳ ବିଶ୍ବବିଦ୍ୟାଳୟ । ପାଠ ପଢ଼ୁଥିବା ୧୮ ବର୍ଷ ବୟସରୁ ଅଧିକ ଛାତ୍ରୀଙ୍କୁ ଏଭଳି ଛୁଟି ମିଳିବ । ଯଦି କେହି ଛାତ୍ରୀ ଗ୍ରାଜୁଏସନ୍, ପୋଷ୍ଟଗ୍ରାଜୁଏସନ
Read More...

ଢାକାରେ ଭୟଙ୍କର ବିସ୍ଫୋରଣ ଘଟି ୧୪ ମୃତ୍ୟୁ, ୧୦୦ରୁ ଅଧିକ ଆହତ

ଢାକା: ବାଂଲାଦେଶ ରାଜଧାନୀ ଢାକାରେ ଭୟଙ୍କର ବିସ୍ଫୋରଣ ଘଟି ୧୪ ଜଣଙ୍କ ଜୀବନ ଯାଇଥିଲାବେଳେ ଶହେରୁ ଅଧିକ ଲୋକ ଆହତ ହୋଇଛନ୍ତି।ଆହତଙ୍କ ମଧ୍ୟରେ ଅଧିକାଂଶ ଲୋକଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସୂଚନାନୁସାରେ; ବାଂଲାଦେଶର ଢାକା ଅନ୍ତର୍ଗତ ଗୁଲିସ୍ତାନର ଥିବା ଗୋଟିଏ ବହୁତଳ
Read More...

ମୁଖ୍ୟମନ୍ତ୍ରୀ ମାନ୍ୟତା ପତ୍ର ପିଲାମାନଙ୍କୁ ଦେଲେ

କେନ୍ଦୁଝରରେ ଧରଣୀଧର ମେଡିକାଲ କଲେଜ ଓ ହସ୍‌ପିଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀପିଲାମାନଙ୍କୁ ଦେଲେ ଧରଣୀଧର ବିଶ୍ବବିଦ୍ୟାଳୟର ଅନୁମୋଦନ ପତ୍ର୪୭୦୩ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭରାଜ୍ୟର ବିକାଶରେ କେନ୍ଦୁଝରର ରହିଛି ଗୁରୁତ୍ବପୂର୍ଣ୍ଣ ଅବଦାନଚାଷୀ, ମହିଳା ଓ ଯୁବସମାଜ ଆମର
Read More...

ତୁର୍କୀ ଓ ସିରିଆ ଭୂକମ୍ପ; ୮ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ତୁର୍କୀ; ପ୍ରଳୟଙ୍କରୀ ଭୂକମ୍ପରେ ଭୟଙ୍କର ବିପର୍ଯ୍ୟୟର ସାମ୍ନା କଲା ତୁର୍କୀ ଓ ସିରିଆ। ଏବେ ଧ୍ବସ୍ତ ବିଧ୍ବସ୍ତ ସହରକୁ ସଜାଡିବାରେ ଲାଗି ପଡିଛନ୍ତି ସମସ୍ତେ। ୫୦ଟି ଦେଶ ସହାୟତା ପାଇଁ ଆଗେଇ ଆସିଛି। ଭାରତରୁ ମଧ୍ୟ ଏନଡିଆରଏଫ ଟିମ୍ ସହାୟତା ନେଇ ପହଞ୍ଚିବା ସହ ଉଦ୍ଧାର କାର୍ଯ୍ୟରେ ନିୟୋଜିତ
Read More...

ତୁର୍କୀରେ ଶକ୍ତିଶାଳୀ ଭୂମିକମ୍ପ;୪ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ

ତୁର୍କୀ; ତୁର୍କୀରେ ଗତକାଲି ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପ ଯୋଗୁ ଏଯାଏଁ  ୪ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏବେବି ଆହୁରି ଅନେକ ଭଗ୍ନାବଶେଷ ତଳେ ଚାପି ହୋଇରହିଥିବା ବେଳେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି। ୩୦ ହଜାରରୁ ଅଧିକ ଲୋକଙ୍କୁ ବିଭିନ୍ନ
Read More...

ଗଂଜାମ ହିଞ୍ଜିଳିରେ ନୂଆ ଦୌରା ଜଜ୍ କୋର୍ଟ ଉଦଘାଟନ

ଭୁବନେଶ୍ୱର: ଆଜି ଗଂଜାମ ହିଞ୍ଜିଳିରେ ନୂଆ ଦୌରା ଜଜ୍ କୋର୍ଟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ହିଞ୍ଜିଳିବାସୀଙ୍କ ଅନେକ ଦିନର ସ୍ୱପ୍ନ ପୂରଣ ହୋଇଛି ବୋଲି କହିଛନ୍ତି ନବୀନ । ସେହିପରି ମୁଖ୍ୟମନ୍ତ୍ରୀଙ୍କ ସହ ଉଦଘାଟନୀ ଉତ୍ସବରେ ଭର୍ଚୁଆଲରେ ଉପସ୍ଥିତ ରହି
Read More...

ପୁଣି ତୁର୍କୀ ଭୟଙ୍କର ଭୂକମ୍ପ, ମୃତ୍ୟୁ ସଂଖ୍ୟା ୧୮ଶହ ପାର

ନୂଆଦିଲ୍ଲୀ: ଦ୍ୱିତୀୟ ଥର ପାଇଁ ଭୂକମ୍ପରେ ଥରିଲା ତୁର୍କୀ । ଏଥିରେ ୨୮୧୮ଟି କୋଠା ଭୁଶୁଡିଥିବା ଜଣାପଡିଛି । ତୁର୍କୀ, ସିରିଆରେ ଭୟଙ୍କର ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୧୮ଶହ ପାର କରିଛି । ୭ ଦଶମିକ ୮ ତୀବ୍ରତାରେ ଥରିଲା ଦୁଇ ପଡ଼ୋଶୀ ରାଷ୍ଟ୍ର । ଶକ୍ତିଶାଳୀ ଭୂକମ୍ପ ଝଟକାରେ ବିରାଟ ବିରାଟ
Read More...

ବିକ୍ରମଦେବ ମହାବିଦ୍ୟାଳୟକୁ ମିଳିଲା ବିଶ୍ୱବିଦ୍ୟାଳୟ ମାନ୍ୟତା

ଜୟପୁର; ଜୟପୁରର ପ୍ରସିଦ୍ଧ ଉଚ୍ଚ ଶିକ୍ଷାନୁଷ୍ଠାନ ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେଇଛନ୍ତି ରାଜ୍ୟ ସରକାର । ଏ ସଂକ୍ରାନ୍ତୀୟ  ପ୍ରସ୍ତାବକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ତେବେ ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା 
Read More...

ବିଶାଖାପାଟଣା ହେବ ଆନ୍ଧ୍ରପ୍ରଦେଶର ନୂଆ ରାଜଧାନୀ

ଆନ୍ଧ୍ରପ୍ରଦେଶ; ଆନ୍ଧ୍ରପ୍ରଦେଶର ନୂଆ ରାଜଧାନୀ ହେବ ବିଶାଖାପାଟଣା । ନୂଆଦିଲ୍ଲୀରେ ଆଜି ମୁଖ୍ୟମନ୍ତ୍ରୀ ୱାଇଏସ ଜଗନ୍ ମୋହନ ରେଡ୍ଡୀ ନୂତନ ରାଜଧାନୀର ନାଁ ଘୋଷଣା କରିଛନ୍ତି। ଏ ସମ୍ପର୍କରେ ସୂଚନା ଦେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀ କହିଛନ୍ତି ଯେ ବିଶାଖାପାଟଣାକୁ
Read More...

ପାକିସ୍ତାନ ମସଜିଦରେ ଆତ୍ମଘାତୀ ବିସ୍ଫୋରଣ

ପାକିସ୍ଥାନ; ପାକିସ୍ତାନ ପେଶାୱାରରେ ଥିବା ଏକ ମସଜିଦରେ ଆତ୍ମଘାତୀ ଆକ୍ରମଣ ହୋଇଛି । ଏହି ଧମାକାରେ ବର୍ତ୍ତମାନ ସୁଦ୍ଧା ୨୦ ଜଣଙ୍କର ମୃତ୍ୟୁ ହାଇସାରିଥିବାବେଳେ, ୯୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ପେଶାୱାରର ପୋଲିସ ଲାଇନ୍ସ ପାଖରେ ଥିବା ମସଜିଦରେ ନମାଜ ପାଠ ପରେ ଏହି ବିସ୍ଫୋରଣ ଘଟିଛି ।
Read More...