Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅଗଷ୍ଟ ୧ରୁ ବଦଳିବ ସ୍ପିଡ୍ ପୋଷ୍ଟ ନିୟମ, ଜାଣନ୍ତୁ କଣ ହେବ ପରିବର୍ତ୍ତନ
ରାଜ୍ୟସଭାରେ ପାସ୍ ହେଲା ଆଣ୍ଟି-ପେପର ଲିକ୍ ବିଲ୍, କଠୋର ଦଣ୍ଡବିଧାନକୁ ମଞ୍ଜୁରି
ଇଣ୍ଡିଆନ୍ ଆଇଡଲ୍-୧୬ ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ରାଜ୍ୟପାଳଙ୍କ ସମ୍ବର୍ଦ୍ଧନା
ସୋମେଶ କୁମାର ଉପାଧ୍ୟାୟ ହେଲେ ଭଦ୍ରକର ନୂତନ ଜିଲ୍ଲାପାଳ
ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦର ସମାଧାନ ଲକ୍ଷ୍ୟ
ଜୁଲାଇ ୩୧ ପର୍ଯ୍ୟନ୍ତ ଖୋର୍ଦ୍ଧାର ସମସ୍ତ ସ୍କୁଲ ଛୁଟି
ଜାପାନରେ ଶକ୍ତିଶାଳୀ ଭୂମିକମ୍ପ: ୨୮ ମୃତ, ୬୨ ଆହତ
ଇଥାନଲ୍ ବିବାଦ: ୧୧ କୋଟିର ମାନହାନି ମାମଲା କଲେ ନିତିନ୍ ଗଡ଼କରୀ
Browsing Category
ବଡ ଖବର
ଖସିଲା ତୀର୍ଥଯାତ୍ରୀ ବସ୍: ୨୧ ମୃତ,୪୦ରୁ ଅଧିକ ଆହତ
ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀରରେ ୧୫୦ ଫୁଟ ତଳକୁ ଖସିପଡ଼ିଛି ତୀର୍ଥଯାତ୍ରୀ ବସ୍। ଏହି ଦୁର୍ଘଟଣାରେ ୨୧ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତଙ୍କ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି!-->…
Read More...
Read More...
ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ: ୩ମୃତ, ୩୦ ଆହତ
ପୁରୀ: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ମଡ ଧରଣର ବାଣ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ନାବାଳକ ସହ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି ।
ଉଲ୍ଲେଖଯୋଗ୍ୟ, ପୁରୀ ନରେନ୍ଦ୍ର୍ର ପୁଷ୍କରଣୀରେ ମହାପ୍ରଭୁଙ୍କ ଭଉଁରି ଖେଳ ବେଳେ ବାଣ!-->!-->!-->!-->!-->…
Read More...
Read More...
ଗେମିଂ ଜୋନରେ ନିଆଁ ଲାଗି ୨୪ ଜଣ ଶିଶୁଙ୍କ ମୃତ୍ଯୁ
ରାଜକୋଟ: ଗୁଜୁରାଟର ରାଜକୋଟରେ ଥିବା ଗେମିଂ ଜୋନରେ ନିଆଁ ଲାଗି ୨୪ ଜଣ ଶିଶୁଙ୍କ ମୃତ୍ଯୁ ହୋଇଛି। ଏଥିରେ ଅନେକ ଆହତ ହୋଇଛନ୍ତି। ମୃତ୍ଯୁସଂଖ୍ଯା ବୃଦ୍ଧି ପାଇବା ଆଶଂକା କରାଯାଉଛି। ରାଜକୋଟ ସହରରେ ଥିବା ଟିଆରପି ଗେମିଂ ଜୋନରେ ଭୟଙ୍କର ନିଆ ଲାଗିଥିଲା। ଏହି ଘଟଣା ଶନିବାର ସନ୍ଧ୍ୟାରେ!-->…
Read More...
Read More...
କେମିକାଲ ଫ୍ୟାକ୍ଟ୍ରୀ ବିସ୍ଫୋରଣ: ୬ ମୃତ୍ୟୁ, ୨୫ ଆହତ
ମହାରାଷ୍ଟ୍ର: ମହାରାଷ୍ଟ୍ରର ଠାଣେ ଜିଲ୍ଲାର ଡୋମ୍ବିୱଲିରେ ଗୁରୁବାର ଏକ କେମିକାଲ ଫ୍ୟାକ୍ଟ୍ରୀରେ ବିସ୍ଫୋରଣ ଘଟି ନିଆଁ ଲାଗିଯିବାରୁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଅଧିକ ଆହତ ହୋଇଛନ୍ତି। ଆହୁରି ଅନେକ ଲୋକ ଫସି ରହିଥିବା ସନ୍ଦେହ କରାଯାଉଛି। ତେଣୁ ମୃତାହତଙ୍କ ସଂଖ୍ୟା ବଢ଼ିପାରେ!-->…
Read More...
Read More...
ଲୁଣା ନଦୀରେ ଭାସିଗଲେ ୨ ଛାତ୍ରୀ
ଭୁବନେଶ୍ବର: ଲୁଣା ନଦୀରେ ଗାଧୋଉଥିବା ବେଳେ ଭାସିଗଲେ ୨ ଛାତ୍ରୀ। ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଜଣଙ୍କର ପତ୍ତା ମିଳିନାହିଁ। କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡାର ଲୁଣା ନଦୀରେ ଏହି ଅଘଟଣ ଘଟିଛି। ନିଖୋଜ ଛାତ୍ରୀଙ୍କୁ ଉଦ୍ଧାର କରିବାକୁ ନଦୀରେ ସର୍ଚ୍ଚ ଅପରେସନ!-->…
Read More...
Read More...
ବ୍ରିଜ୍ ତଳକୁ ଖସିଲା ବସ୍: ୫ମୃତ,୪୦ଆହତ
ଯାଜପୁର: ବ୍ରିଜ ତଳକୁ ଖସିଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୫ ମୃତ। ୪୦ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଯାଜପୁର କୁଆଖିଆ ବାରବାଟୀ ଛକ ନିକଟରେ ଘଟିଛି ଏ ଦୁର୍ଘଟଣା। ୧୬ ନମ୍ବର ଜାତୀୟ ରାଜପଥରେ ଘଟିଛି ଏ ମର୍ମନ୍ତୁଦ ଦୁର୍ଘଟଣା। ଓଭରବ୍ରିଜ୍ ତଳକୁ ଖସି ପଡ଼ିଛି ଏହି ବସ। ସମସ୍ତ!-->…
Read More...
Read More...
ଦେଶରେ ଲାଗୁ ହେଲା ସିଏଏ
ନୂଆଦିଲ୍ଲୀ: ସିଏଏକୁ ନେଇ ଜାରି ହେଲା ବିଜ୍ଞପ୍ତି। ୩ ଦେଶର ସଂଖ୍ୟାଲଘୁଙ୍କୁ ମିଳିବ ନାଗରିକତା। ଏନେଇ ବିଜ୍ଞପ୍ତି ଜାରି କଲେ କେନ୍ଦ୍ର ସରକାର । ଶରଣାର୍ଥୀମାନଙ୍କୁ ମିଳିପାରିବ ନାଗରିକତା। ୩ ଦେଶ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନ। ଏହି ଦେଶର ୨୦୧୪ ପୂର୍ବରୁ ଶରଣ ନେଇଥିବା!-->…
Read More...
Read More...
ଘୋଷଣା ହେଲା ଭାରତ ରତ୍ନ ସମ୍ମାନ
ନୂଆଦିଲ୍ଲୀ: ଭାରତ ରତ୍ନ ସମ୍ମାନ ପାଇବେ ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିଂହା ରାଓ ଏବଂ ଚୌଧୁରୀ ଚରଣ ସିଂ, ବୈଜ୍ଞାନିକ ଏମଏସ ସ୍ବାମୀନାଥନ। ସୋସିଆଲ ମିଡିଆ ଏକ୍ସରେ ଏନେଇ ପୋଷ୍ଟ କରି ସୂଚନା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
କଂଗ୍ରେସ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ!-->!-->!-->…
Read More...
Read More...
ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତରତ୍ନ
ନୂଆଦିଲ୍ଲୀ: ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ମିଳିବା ନେଇ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୋଦୀ କହିଛନ୍ତି, ଲାଲକୃଷ୍ଣ ଆଡଭାନୀ ଜୀଙ୍କୁ ଭାରତ ରତ୍ନରେ ସମ୍ମାନୀତ କରାଯିବ। ଆଡଭାନୀଙ୍କୁ ଏ ସୁସମ୍ବାଦ ଦେବା ସହ ମୁଁ!-->…
Read More...
Read More...
ଗିରଫ ହେଲେ ହେମନ୍ତ, ମୁଖ୍ୟମନ୍ତ୍ରୀ ହେଲେ ଚମ୍ପାଇ
ଝାରଖଣ୍ଡ: ଶେଷରେ ଗିରଫ ହେଲେ ହେମନ୍ତ ସୋରେନ। ଝାରଖଣ୍ଡର ବିଦାୟୀ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଗିରଫ କରିଛି ଇଡି। ଜମି ଦୁର୍ନୀତି ମାମଲାରେ ଆଜି ଇଡି ତାଙ୍କୁ ଦୀର୍ଘ ୫ ଘଣ୍ଟାରରୁ ଅଧିକ ସମୟ ଜେରା କରିବା ପରେ ଗିରଫ କରିଛି।
ବିଧିବଦ୍ଧ ଭାବେ ଗିରଫ ହେବା ପୂର୍ବରୁ ହେମନ୍ତ ସୋରେନ!-->!-->!-->…
Read More...
Read More...