ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category

ବଡ ଖବର

ଭୁବନେଶ୍ୱରରେ ହେବ ଭାରତର ସବୁଠୁ ବଡ ବିମାନ ମରାମତି କେନ୍ଦ୍ର

ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ପୂର୍ବ ଭାରତର ପ୍ରଥମ ବଡ଼ ବିମାନ ମରାମତି କେନ୍ଦ୍ର। ବିମାନ ସେବା ପାଇଁ ଓଡ଼ିଶାକୁ ଏକ ଆଞ୍ଚଳିକ କେନ୍ଦ୍ରରେ ପରିଣତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ ରାଜ୍ୟ କ୍ୟାବିନେଟ୍‌ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଆଧୁନିକ
Read More...

ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ଆଇଏମଡି ମହାନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତି

ନ୍ୟୁଜବ୍ୟୁରୋ: ଆଇଏମଡି ମହାନିର୍ଦ୍ଦେଶକ ଭାବରେ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି। ତାଙ୍କ ନିଯୁକ୍ତି ଅବଧି ସରୁଥିବାରୁ କେନ୍ଦ୍ର କ୍ୟାବିନେଟ୍‌ର ନିଯୁକ୍ତି ବ୍ୟାପାର କମିଟି ତାଙ୍କୁ ପୁନଃ ନିଯୁକ୍ତି ପ୍ରସ୍ତାବକୁ ମଞ୍ଜୁରି ଦେଇଛି। କ୍ୟାବିନେଟର ନିଯୁକ୍ତି
Read More...

ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

ଜମ୍ମୁ: ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ ହୋଇଛି। ୭୯ବର୍ଷିୟ ସତ୍ୟପାଲଙ୍କର ଆରଏମ୍‍ଏଲ୍‍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିବା ସୂଚନା ମିଳିଛି। ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିବାରୁ ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି
Read More...

କେନ୍ଦ୍ରମନ୍ତ୍ରୀ ଗଡକରୀଙ୍କ ଘରକୁ ବୋମାରେ ଉଡାଇ ଦେବାକୁ ଧମକ

ନୂଆଦିଲ୍ଲୀ: କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ନାଗପୁର ଘରକୁ ବୋମା ମାଡ଼ ଧମକ ମିଳିଛି । ନୀତିନ ଗଡ଼କରୀଙ୍କ ନାଗପୁରସ୍ଥିତ ବାସଭବନକୁ ବୋମାରେ ଉଡ଼ାଇବାକୁ ଧମକ ଦେଇଛି ଜଣେ ଯୁବକ । ଏହି ଧମକପୂର୍ଣ୍ଣ କଲ୍ ପୋଲିସ କଣ୍ଟ୍ରୋଲ ରୁମକୁ ଆସିଛି । ଏହି କଲ୍ ପରେ ପୋଲିସ ବିଭାଗରେ
Read More...

ପ୍ରଜ୍ୱଳ ରେଭନ୍ନାକୁ ଆଜୀବନ କାରାଦଣ୍ଡ ସହ ୫ ଲକ୍ଷ ଟଙ୍କା ଜରିମାନା

ବେଙ୍ଗାଲୁରୁ: ଜନତା ଦଳ (ସେକ୍ୟୁଲର)ର ପୂର୍ବତନ ସାଂସଦ ପ୍ରଜ୍ୱଳ ରେଭନ୍ନାକୁ ଆଜୀବନ କାରାଦଣ୍ଡ। ତାର ଘରୋଇ ସହାୟିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ବେଙ୍ଗାଲୁରୁର ଏକ ସ୍ୱତନ୍ତ୍ର କୋର୍ଟ ପ୍ରଜ୍ୱଳ ରେଭନ୍ନାକୁ ଦଣ୍ଡିତ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍ ଡି ଦେବଗୌଡ଼ାଙ୍କ ନାତି
Read More...

ଏନ୍‌କାଉଣ୍ଟରରେ ୪ ମାଓବାଦୀ ନିପାତ

ଛତିଶଗଡ଼: ଛତିଶଗଡ଼ର ବିଜାପୁର ଜିଲାରେ ଶନିବାର ସୁରକ୍ଷାବାହିନୀକୁ ଏକ ବଡ଼ ସଫଳତା ମିଳିଛି। ମାଓବାଦୀମାନଙ୍କ ସହିତ ଚାଲିଥିବା ଏନ୍‌କାଉଣ୍ଟରରେ ସୁରକ୍ଷାବାହିନୀ ଏପର୍ଯ୍ୟନ୍ତ ୪ ଜଣ ମାଓବାଦୀଙ୍କୁ ହତ୍ୟା କରିଛନ୍ତି। ଜଣେ ପୋଲିସ ଅଧିକାରୀ ପିଟିଆଇକୁ କହିଛନ୍ତି ଯେ, ସୁରକ୍ଷାବାହିନୀ ଏବଂ
Read More...

ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ

ନ୍ୟୁଜବ୍ୟୁରୋ: ଔଷଧର ଅବୈଧ ବିକ୍ରୟ ଏବଂ ବଢ଼ୁଥିବା ନିଶାଦ୍ରବ୍ୟ ସମସ୍ୟାକୁ ରୋକିବା ପାଇଁ ଦିଲ୍ଲୀ ସରକାର ଏକ ବଡ଼ ଏବଂ କଠୋର ପଦକ୍ଷେପ ନେଇଛନ୍ତି। ଏବେ ରାଜଧାନୀର ପ୍ରତ୍ୟେକ ମେଡିକାଲ ଦୋକାନରେ ସିସି କ୍ୟାମେରା ଲଗାଇବା ବାଧ୍ୟତାମୂଳକ ହେବ। ସ୍ୱାସ୍ଥ୍ୟ ବିଭାଗ ସ୍ପଷ୍ଟ କରିଛି ଯେ ୩୧ ଜୁଲାଇ,
Read More...

ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ଯାଜପୁର: ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି। ଡାକ୍ତର ରାଉତ ବର୍ତ୍ତମାନ ଭଦ୍ରକ ଜିଲ୍ଲା ସଦର
Read More...

ସଚେତନ ଅବସ୍ଥାରେ ଶରୀରରେ ଅତ୍ୟାଧୁନିକ ନ୍ୟୁରୋସର୍ଜରୀ କଲେ ସମ୍ ନ୍ୟୁରୋସର୍ଜନ

ଭୁବନେଶ୍ୱର: ପୂର୍ବ ଭାରତରେ ପ୍ରଥମ ଥର ପାଇଁ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲର ଡାକ୍ତରୀ ଟିମ୍ ସଫଳତାର ସହ ଏକ ଅତ୍ୟାଧୁନିକ ତଥା ଜଟିଳ ନ୍ୟୁରୋସର୍ଜରୀ ସମ୍ପାଦିତ କରିଛନ୍ତି। ରୋଗୀକୁ ସଚେତନ ଅବସ୍ଥାରେ ରଖି କର୍ଟିକାଲ୍ ଓ ସବ୍‌କର୍ଟିକାଲ୍ ବ୍ରେନ୍ ମ୍ୟାପିଂ
Read More...

ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ

ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖଡ ତତ୍କାଳ ପ୍ରଭାବରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି ଧନଖରଡ। ରାଷ୍ଟ୍ରପତିଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଧନଖରଡ ତାଙ୍କ
Read More...